Browsing Category

ଦୁର୍ନୀତି

କଟକରେ ମୁମ୍ବାଇର ନକଲି ଇଲିସି

‘ଇଲିସି’ କହି ଦୁଇଗୁଣା ମୂଲ୍ୟରେ ‘ତୁମ୍ବା’ ବିକ୍ରି କଟକ,୦୩-୦୧-୨୦୨୫(ବି.ଏନ .ଓ ) : ନକଲି ଖାଦ୍ୟ ସାମଗ୍ରୀ କାରବାରକୁ ନେଇ ବଦନାମ ହୋଇଥିବା କଟକ ସହରରେ ଏବେ ସବୁଠାରୁ ଦାମିକିଆ ମାଛ ‘ଇଲିସି’ର ନକଲି କାରବାର ଗ୍ରାହକଙ୍କ ପାଇଁ ଉଦବେଗର କାରଣ ହୋଇଛି। ଅବିକଳ ଇଲିସି ମାଛ ଭଳି ଦେଖିବାକୁ

ମଣ୍ଡିରେ ପଶି ନିଜର ଖରାପ ଧାନକୁ ପାର କରିବାକୁ ଦଲାଲଙ୍କ ଉଦ୍ୟମ

ମାଲକାନଗିରି/ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ଜିଲ୍ଲାରେ ଏବେ ମଣ୍ଡି ଜୋରସୋରରେ ଚାଲୁ ରହିଥିବା ବେଳେ ଏଫଏକ୍ୟୁ ଧାନକୁ ନେଇ ଟଣାଓଟରା ମଧ୍ୟ ଚାଲିଛି। ଜିଲ୍ଲାରେ ଏବେ ଦଲାଲ ମାତିଛନ୍ତି। ଜିଲ୍ଲାରେ ୧୪ଟି ଲ୍ୟାମ୍ପସ ଏବଂ ଏସଏଚଜି ଅଧିନରେ ୬୫ଟି ମଣ୍ଡି ଚାଲୁଥିବା ବେଳେ ମଣ୍ଡି ଆରମ୍ଭ ହୋଇ

ଅଙ୍ଗନବାଡି କେନ୍ଦ୍ର ଉପରେ ମହଙ୍ଗା ମାଡ଼ 

:-ଅପପୁଷ୍ଟି ମୁକାବିଲା ଯୋଜନା ବାଟବଣା  :-ଅଣ୍ଡା ଗୋଟାକୁ ୮ଟଙ୍କା, ମିଳୁଛି ୫ଟଙ୍କା, ଡାଲି ଦର ଛୁଇଁଲାଣି ଦୁଇ ଶତକ ଅସ୍ତରଙ୍ଗ/ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ପୁରୀ ଜିଲ୍ଲା ଅସ୍ତରଙ୍ଗ  ବ୍ଲକ ଅଞ୍ଚଳରେ ଅଣ୍ଡା ଦର ହୁ ହୁ ହୋଇ ବଢ଼ି ଚାଲିବା ସହ ଡାଲି ଦର କ୍ରମାଗତ ଭାବେ

ଟେଣ୍ଡରରେ ସୀମିତ ମଶାଣି

ରାସ୍ତା କଡ଼ରେ କୁଢ଼କୁଢ଼ କୁକୁରଙ୍କ ଶବ Bijay kumar panda ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ଗୋଟିଏ କି ଦୁଇଟି ନୁହେଁ, ବରଂ କୁଢ଼କୁଢ଼ କୁକୁରଙ୍କ ଶବ। କିଛି ପଚି ଗଲାଣି, ଆଉ କିଛି ସଦ୍ୟ। ସାରା ଅଞ୍ଚଳ ଦୁର୍ଗନ୍ଧରେ ଭର୍ତ୍ତି। କେଉଁ ଜନଗହଳିରୁ ଦୂରରେ ନୁହେଁ, ବରଂ

ଟଙ୍କା ଠକେଇ

ଗାଜିଆବାଦ୍‌ରୁ ମା’-ପୁଅଙ୍କୁ ବାନ୍ଧିଲା ଓଡ଼ିଶା ସାଇବର ପୁଲିସ ଭୁବନେଶ୍ୱର ୨୮-୧୨-୨୦୨୪(ପିପିଏସ) : ଲକ୍ଷାଧିକ ଟଙ୍କା ଠକେଇ ଅଭିଯୋଗରେ ଓଡ଼ିଶା ସାଇବର ଥାନା ପୁଲିସ ମା’-ପୁଅଙ୍କୁ ଉତ୍ତରପ୍ରଦେଶର ଗାଜିଆବାଦ୍‌ରୁ ଗିରଫ କରିଛି। ଅଭିଯୁକ୍ତମାନେ ହେଲେ ନୀଲମ ଅଗ୍ରୱାଲ ଓ ତାଙ୍କର ପୁଅ ବଂଶ

ଭିଜିଲାନସ୍ ଜାଲରେ ରାଜସ୍ବ ନିରୀକ୍ଷକ; ସ୍ତ୍ରୀଙ୍କୁ ଘେରିଲେ ଗ୍ରାମବାସୀ

ଆରଆଇ ସୁରେନ୍ଦ୍ର ତନ୍ତୀଙ୍କ ପତ୍ନୀ ନବରଙ୍ଗପୁର ଠାରେ ‌ଏଗ୍ରୀଗୋଲଡ୍ ନାମକ ଘରୋଇ ଅର୍ଥଲଗାଣକାରୀ ସଂସ୍ଥାର ଏଜେଣ୍ଟ ସାଜିଥିଲେ। ଅଂଚଳରେ  ଗ୍ରାମର କିଛି ମହିଳା ଓପୁରୁଷଙ୍କ ଠାରୁ ଦିନିକିଆ ୨୦ଟଙ୍କା ଓ ଏକକାଳୀନ ୫୦୦ରୁ ୬୦୦ଟଙ୍କା ଲେଖାଏଁ ଜମା ରାଶି ଆଦାୟ କରିଥିଲେ। କୋରାପୁଟ/ଭୁବନେଶ୍ୱର

ଅସାଧୁ ବ୍ୟବସାୟୀଙ୍କୁ ନିସ୍ତାର ନାହିଁ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) : ୧୯୮୬ ମସିହା ଡିସେମ୍ବର ୨୪ତାରିଖରେ ଉପଭୋକ୍ତା ସୁରକ୍ଷା ଆଇନ ପ୍ରଣୟନ ହୋଇଥିଲା। ଏହି ଆଇନରେ ବ୍ୟବସାୟୀ ସଂସ୍ଥାକୁ ଉତ୍ତରଦାୟୀ କରିବା ପାଇଁ ଯଥେଷ୍ଟ ପ୍ରାବଧାନ ନ ଥିଲା। ଏହାର ସୁଯୋଗ ନେଇ ୨୦୧୦ ମସିହାରେ ଓଡ଼ିଶାରେ ଟିଟ୍‌ଫଣ୍ଡ ସଂସ୍ଥା ମାଧ୍ୟମରେ

ଚିଟଫଣ୍ଡ ଜମାକାରୀଙ୍କୁ ଟଙ୍କା ଫେରସ୍ତ କଲେନି ବିଜେଡି ସରକାର: ମନମୋହନ ସାମଲ

ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) : ଖୁବ୍ ଶୀଘ୍ର ଜମାକାରୀଙ୍କୁ ମିଳିବ ଚିଟଫଣ୍ଡ ଟଙ୍କା। ଏନେଇ ସରକାର ଚିନ୍ତା କରୁଛନ୍ତି। ଖୁବଶୀଘ୍ର ନୀତିଗତ ନିଷ୍ପତ୍ତି ନିଆଯାଇ ପୂରା ପ୍ରକ୍ରିୟାକୁ ଶେଷ କରାଯିବ। ଏକଥା କହିଛନ୍ତି ରାଜ୍ୟ ବିଜେପି ସଭାପତି ମନମୋହନ ସାମଲ। ଏହାସହ କମିଶନର ରିପୋର୍ଟ

ଜବରଦଖଲରେ ଭରି ହୋଇଗଲାଣି ଭୁବନେଶ୍ବର

ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ଜବରଦଖଲରେ ଭର୍ତ୍ତି ଭୁବନେଶ୍ବର। ସରକାରୀ ଜାଗାରେ ନିର୍ମାଣ ହୋଇଛି ବହୁତଳ ପ୍ରାସାଦ। ଯିଏ ଯେଉଁଠି ପାରୁଛି ଘର ତିଆରି କରୁଛି। ପ୍ରଥମେ ବାଡ଼ ଘେରାଇ ବାଉଁଶ ପଲା, ପରେ କଂକ୍ରିଟ୍‌ ନିର୍ମାଣ। ସହର ଛାତି ଉପରେ ମୂଲ୍ୟବାନ୍‌ ଜମି ହଡ଼ପ କରିବାରେ ଏହା ଏକ

ଭୁଶୁଡ଼ିବା ସ୍ଥିତିରେ ସେନ୍‌ସସ୍‌ କଲୋନି କ୍ବାର୍ଟର୍ସ

ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ୨୪ନମ୍ବର ୱାର୍ଡ ଅନ୍ତର୍ଗତ ସେନ୍‌ସସ୍‌ କଲୋନିରେ ଥିବା କ୍ବାର୍ଟର୍ସଗୁଡ଼ିକ ରକ୍ଷାଣାବେକ୍ଷଣ ଅଭାବରୁ ଭୁଶୁଡ଼ିପଡ଼ିବା ସ୍ଥିତିରେ ରହିଛି। ଅଧିକାଂଶ ବାହାର କାନ୍ଥରେ ଗଛ ଉଠି ବଡ଼ବଡ଼ ଫାଟ ସୃଷ୍ଟି କରିଛି। ଫଳରେ ଏହା ଭିତରେ ରହୁଥିବା ଲୋକେ ଅତଙ୍କିତ