Sign in
Sign in
Recover your password.
A password will be e-mailed to you.
Browsing Category
ଦୁର୍ନୀତି
ବୈକୁଣ୍ଠଧାମ ଆଶ୍ରମ ଜମି କେଳେଙ୍କାରୀ
ନାଟର ଗୋବର୍ଦ୍ଧନ ବିଡିଏ
ଡିସେମ୍ବର ୧୨ ତାରିଖ ପର୍ଯ୍ୟନ୍ତ ବୈକୁଣ୍ଠଧାମ ଆଶ୍ରମକୁ ହାଇକୋର୍ଟରୁ ସୁରକ୍ଷା ମିଳିଛି। ତେବେ ଏହା ପୂର୍ବରୁ ଏହି ଜବରଦଖଲ ବାବଦରେ ତନାଘନା ଚାଲିଛି। କେଉଁ ପରିସ୍ଥିତିରେ ମୂଲ୍ୟବାନ ସରକାରୀ ଜମି ଜବରଦଖଲ ହୋଇଗଲା?
ଭୁବନେଶ୍ୱର ୦୫-୧୨-୨୦୨୪ (ପିପିଏସ) :!-->!-->!-->!-->!-->…
ଘରୁ ଅଳିଆ ନେବାକୁ ୩୯ କୋଟି ଖର୍ଚ୍ଚ
ଭୁବନେଶ୍ବରବାସୀଙ୍କ ଘରୁ ଓଦା ଓ ଶୁଖିଲା ବର୍ଜ୍ୟବସ୍ତୁ ସଂଗ୍ରହ କରିବାରେ ବର୍ଷକୁ ୪୦ କୋଟି ଖର୍ଚ୍ଚ ହେଉଛି। ଚିହ୍ନଟ ହୋଇଥିବା ୬ଟି ଏନ୍ଜିଓ ସଂସ୍ଥାଙ୍କୁ ୨୦୨୩-୨୪ ଆର୍ଥିକ ବର୍ଷରେ ଏ ବାବଦରେ ୩୯ କୋଟି ୬୬ଲକ୍ଷ ୫୦ ହଜାର ୩୫୯ ଟଙ୍କା ପ୍ରଦାନ କରାଯାଇଛି।
ଭୁବନେଶ୍ୱର ୦୪-୧୨-୨୦୨୪(ପିପିଏସ!-->!-->!-->…
ବିଜ୍ଞାନଶିକ୍ଷକଙ୍କୁ ଫେରାଇ ଆଣିବା ଦାବିରେ ଛାତ୍ରିଛାତ୍ରଙ୍କ ଧାରଣା ୨ ଦିନ ବିତିଲା
ସ୍କୁଲ ଅଫିସରେ ତାଲା। ମଧ୍ୟାହ୍ନ ଭୋଜନ ବନ୍ଦ। ଜଏନ ନକରି ପାରି ଫେରିଲେ ଶିକ୍ଷୟତ୍ରୀ।
ରଘୁନାଥପୁର/ଜଗତସିଂହପୁର ୦୪-୧୨-୨୦୨୪(ପିପିଏସ ) : ରଘୁନାଥପୁର ବ୍ଲକ ତଅଁରା ପଞ୍ଚାୟତ ରାମଚନ୍ଦ୍ରପୁର ସ୍ଥିତ ଚର୍ଚ୍ଚିକାଇ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ବଦଳି କରାଯାଇଥିବା ବିଜ୍ଞାନ ଶିକ୍ଷକଙ୍କୁ!-->!-->!-->…
ଛୁଟିରେ ଥିବା ୧୯୬ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ: ସ୍ବାସ୍ଥ୍ୟମନ୍ତ୍ରୀ
ଦୀର୍ଘଦିନ ଧରି ଛୁଟିରେ ଥିବା ୧୯୬ ଡାକ୍ତରଙ୍କ ବିରୋଧରେ ରାଜ୍ୟ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ। ସେମାନଙ୍କ ଛୁଟିର କାରଣ ଯାଞ୍ଚ୍ କରାଯାଇ ସେମାନଙ୍କ ବିରୋଧରେ ସରକାରୀ ନିୟମ ଅନୁସାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ
ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) :!-->!-->!-->…
ଚଢ଼ାଦରରେ ଆଳୁ ବିକିଲେ କାର୍ଯ୍ୟାନୁଷ୍ଠାନ: ରେଟ ଚାର୍ଟ ମାରିବାକୁ ତାଗିଦ୍
ରାଜ୍ୟରେ ଆଳୁ ସଙ୍କଟ ଜାରି ରହିଥିବାବେଳେ ଚଢ଼ାଦରରେ ଆଳୁ ବିକ୍ରି କରାଯାଉଥିବା ଅଭିଯୋଗ ଆଧାରରେ ଯୋଗାଣ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି। କଟକ ଛତ୍ରବଜାରର ବିଭିନ୍ନ ଦୋକାନ ଓ ଗୋଦାମରେ ଚଢ଼ଉ କରାଯାଇଛି। ସେହିପରି ଭୁବନେଶ୍ୱର ୪ ନମ୍ବର ମାର୍କେଟରେ ଯୋଗାଣ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି
!-->!-->!-->…
୩ ବର୍ଷରେ ୧୨୫ କୋଟି ଲୁଟିଛନ୍ତି ସାଇବର ଲୁଟେରା: ମୁଖ୍ୟମନ୍ତ୍ରୀ
ରାଜ୍ୟରେ ସାଇବର ଲୁଟେରା ମାତିଛନ୍ତି। ସଚେତନତା ଅଭାବରୁ ଲୋକେ ସାଇବର ଠକେଇର ଶିକାର ହେଉଛନ୍ତି। ଗତ ୩ ବର୍ଷ ମଧ୍ୟରେ ସାଇବର ଲୁଟେରା ୧୨୫ କୋଟି ଲୁଟି ନେଇଛନ୍ତି। ଏନେଇ ୬ ହଜାର ୩୬୮ଟି ମାମଲା ରୁଜୁ ହୋଇଛି
ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) : ରାଜ୍ୟରେ ସାଇବର ଲୁଟେରା ମାତିଛନ୍ତି।!-->!-->!-->…
ବିଧବାଙ୍କୁ ଠକିଲେ ବ୍ୟାଙ୍କ ଅଧିକାରୀ: ଲୁଟିନେଲେ ୨ କୋଟି ୩୦ ଲକ୍ଷ
କଟକ ବାଦାମବାଡ଼ିରେ ଜଣେ ବିଧବା ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୨ କୋଟି ୩୦ ଲକ୍ଷ ଟଙ୍କା ହଡ଼ପ ହୋଇଛି। ବ୍ୟାଙ୍କର ରିଲେସନସିପ୍ ମ୍ୟାନେଜର ମହିଳାଙ୍କ ଦସ୍ତଖତ ନେଇ ତାଙ୍କ ଆକାଉଣ୍ଟରୁ ଏହି ଟଙ୍କା ହଡ଼ପ କରିଛନ୍ତି।
କଟକ,୦୧-୧୨-୨୦୨୪ (ପିପିଏସ ) : କଟକ ବାଦାମବାଡ଼ିରେ ଜଣେ ବିଧବା!-->!-->!-->…
ରୋଷେୟା ନିଯୁକ୍ତିରେ ଅନିୟମିତତା।
ଅଙ୍ଗନୱାଡ଼ି କେନ୍ଦ୍ରରେ ତାଲା ପକାଇଲେ ଗ୍ରାମବାସୀ।
୪ ଦିନ ହେଲା ଗଛମୂଳେ ଶିଶୁ, ଖାଉଛନ୍ତି ବିସ୍ଫୁଟ ।
ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ରୋଷେୟା ନିଯୁକ୍ତିରେ ଅନିୟମିତତା କୁ ନେଇ ମାଲକାନଗିରି ଜିଲ୍ଳା ମାଥିଲି ବ୍ଲକ ଚାଉଳମେନ୍ଦି ପଞ୍ଚାୟତ ପଦରସାହି ରେ ଉତ୍ତେଜନା । ୪!-->!-->!-->!-->!-->!-->!-->…
କଲେଜ ରେ ତାଲା ପକାଇଲେ ଠିକାଦାର !
ଜଗତସିଂହପୁର ୩୦-୧୧-୨୦୨୪ (ପିପିଏସ ) : ଆଜି ମଧ୍ୟାହ୍ନ ପ୍ରାୟ ଗୋଟାଏ ବେଳେ ଜଗତ ସିଂହପୁର ସ୍ବାମୀ ବିବେକାନନ୍ଦ ସ୍ମାରକ ମହାବିଦ୍ୟାଳୟ ରେ ତାଲା ପଡ଼ିବା ଘଟଣା ବୁଦ୍ଧିଜୀବୀ ମହଲକୁ ବ୍ୟଥିତ କରିଥିବା ଚର୍ଚ୍ଚା ଜୋର ଧରିଛି।ଘଟଣାରୁ ଜଣା ପଡ଼ିଛି ଯେ କଜେଜରେ କ୍ରୀଡା ନିମନ୍ତେ ଉଦ୍ଦିଷ୍ଟ ଘର ର!-->…
ଭିଜିଲାନ୍ସ କୋର୍ଟରେ ୫ ପୂର୍ବତନ ସରପଞ୍ଚଙ୍କ ସମେତ ୧୪ ଜଣ ଦୋଷୀ ସାବ୍ୟସ୍ତ
ବେଆଇନ୍ କାରବାର ସହିତ ଜଡ଼ିତ ଥିବା ବ୍ୟକ୍ତିମାନଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ କାର୍ଯ୍ୟାନୁଷ୍ଠାନ ନେଉଛି।
ଭିଜିଲାନ୍ସ ବିଭାଗର ବିଭିନ୍ନ କୋର୍ଟରେ ଆଜି ୧୪ ଜଣ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।
ଏଥିରେ ୫ ଜଣ ପୂର୍ବତନ ସରପଞ୍ଚ ମଧ୍ୟ ସାମିଲ ଅଛନ୍ତି।
ଭୁବନେଶ୍ୱର!-->!-->!-->!-->!-->!-->!-->!-->!-->…