Browsing Category

ଦୁର୍ନୀତି

ବନ୍ଦ ପଡ଼ିଛି ଗ୍ରାମୀଣ ଶିଳ୍ପ ଉଦ୍ୟାନ, ଖତଖାଉଛି ଯନ୍ତ୍ରପାତି

ସ୍ଥାନୀୟ ଅଞ୍ଚଳର ଚାଷୀ ଓ ମହିଳାଙ୍କୁ ରୋଜଗାରକ୍ଷମ କରିବାକୁ କୁଆରମୁଣ୍ଡାରେ ପ୍ରତିଷ୍ଠା ହୋଇଛି ଗ୍ରାମୀଣ ଶିଳ୍ପ ଉଦ୍ୟାନ। ଏଥିରେ ଜିଲ୍ଲା ଖଣିଜ ପ୍ରତିଷ୍ଠାନ (ଡିଏମ୍‌ଏଫ୍‌) ପାଣ୍ଠିରୁ ୨ କୋଟି ୭୦ ଲକ୍ଷ ଅଧିକ ଟଙ୍କା ଖର୍ଚ୍ଚ ହୋଇଛି। ୨୦୨୨ରୁ ଶେଷ ହୋଇଥିବା ପ୍ରକଳ୍ପ ଏଯାଏଁ କାର୍ଯ୍ୟକ୍ଷମ

ଡେଣ୍ଟାଲ ସର୍ଜନ ନିଯୁକ୍ତି ମାମଲା ନେଲା ନୂଆ ମୋଡ଼

ଡେଣ୍ଟାଲ୍‌ ସର୍ଜନ ନିଯୁକ୍ତି ମାମଲା ନୂଆ ମୋଡ଼ ନେଇଛି। ପ୍ରାର୍ଥୀଙ୍କ ଖାତାର ପୁନଃମୂଲ୍ୟାୟନ ପରେ ନିଯୁକ୍ତି ପରୀକ୍ଷାରେ ଅଧିକ ମାର୍କ ରଖିଥିବା ପ୍ରାର୍ଥୀ ନିଯୁକ୍ତିରୁ ବଞ୍ଚିତ ହୋଇଥିବା ବେଳେ କମ୍ ମାର୍କ ରଖିଥିବା ୧୧ ଜଣ ପ୍ରାର୍ଥୀ ନିଯୁକ୍ତି ପାଇ କାର୍ଯ୍ୟ କରୁଥିବା ସ୍ପଷ୍ଟ ‌ହୋଇଥିଲା।

ପ୍ରସ୍ତାବରେ ସୀମିତ ଶୀତଳଭଣ୍ଡାର ସ୍ଥାପନ

କୋରାପୁଟ ଜିଲ୍ଲାରେ ଶୀତଳଭଣ୍ଡାର ନଥିବାରୁ ପନିପରିବା ଉତ୍ପାଦିତ ହେବା ପରେ ନଷ୍ଠ ହେବା ଭୟରେ ଚାଷୀମାନେ ଏହାକୁ ଶାଗମାଛ ଦରରେ ବିକ୍ରି କରୁଛନ୍ତି। ଏହି ସମସ୍ୟା ଦୂର କରିବାକୁ ରାଜ୍ୟ ସମବାୟ ବିଭାଗର ରେଜିଷ୍ଟ୍ରାରଙ୍କୁ ପ୍ରସ୍ତାବ ଡିଆରସିଏସ୍ ପଠା ଯାଇଥିଲା। କିନ୍ତୁ ଏପର୍ଯ୍ୟନ୍ତ

ଶିକ୍ଷକ ନିଯୁକ୍ତି ନେଇ ଅଭିନବ ପ୍ରତିବାଦ: ରାସ୍ତାରେ ପଢ଼ିଲେ ଛାତ୍ରଛାତ୍ରୀ

ଭୁବନେଶ୍ୱର ବ୍ଲକ ଅଧୀନ ଲିଙ୍ଗିପୁର ସରକାରୀ ଉଚ୍ଚପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ନିଯୁକ୍ତି ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଲାଗି ରହିଛି। ଜଣେ ଶିକ୍ଷୟିତ୍ରୀଙ୍କୁ ଡେପୁଟେସନ୍‌ରେ ଅନ୍ୟତ୍ର ପଠାଯିବାକୁ କେନ୍ଦ୍ର କରି ଅଭାବନୀୟ ପରିସ୍ଥିତି ଦେଖାଦେଇଛି। ଭୁବନେଶ୍ୱର ୨୬-୧୧-୨୦୨୪

ନିୟମ ଉଲ୍ଲଂଘନ ମହଙ୍ଗା ପଡ଼ିଲା: ସିଲ୍‌ ହେଲା ବାର୍‌

ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ରାଜଧାନୀ ଭୁବନେଶ୍ବରରେ ଅନେକଗୁଡ଼ିଏ ବାର୍‌ ନିର୍ଦ୍ଧାରିତ ସମୟ ପରେ ମଧ୍ୟ ପରିଚାଳିତ ହେଉଥିବା ଅଭିଯୋଗ ହେଉଛି। ପ୍ରଶାସନ ପକ୍ଷରୁ ଅମାନିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନିଆଯାଉଛି। ତଥାପି କିଛି ମାଲିକ ସରକାରୀ ଗାଇଡ଼ଡଲାଇନ୍‌କୁ ଅଣଦେଖା କରୁଥିବା

ଟାଟରାଇ ଗାଁର ଦୁଃଖ: ୩ କିମି ଦୂରରେ ରହିଛି ସ୍କୁଲ, ଅଙ୍ଗନବାଡ଼ି

ମାଲକାନଗିରି/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ମାଲକାନଗିରି ଜିଲ୍ଲାର ବହୁ ଗ୍ରାମ ଆଜି ବି ଅବହେଳିତ ହୋଇ ରହିଛି। ଗୋଟିଏ ପଟେ ନକ୍ସଲ ଗାଁଗୁଡିକର ବିକାଶ ହେବାକୁ ଦେଇନଥିବା ବେଳେ ଅନ୍ୟ ପଟେ ପ୍ରଶାସନ ଏବଂ ସରକାର ଗାଁରେ ମୌଳିକ ସୁବିଧା ପହଞ୍ଚାଇବାରେ ବିଫଳ ହୋଇଛି।ନକ୍ସଲ ଜିଲ୍ଲାକୁ ୨୦

କଟକରୁ ନାବାଳିକା ବାଂଲାଦେଶୀ ଯୁବତୀ ଉଦ୍ଧାର ଘଟଣା, ସଜାଗ ପୁଲିସ

କଟକ/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ବାଂଲାଦେଶରୁ ଓଡ଼ିଶା ଆଣି ନାବାଳିକା ଓ ଯୁବତୀଙ୍କୁ ଅନୈତିକ କାର୍ଯ୍ୟରେ ନିୟୋଜନ କରାଯିବା ଘଟଣାକୁ ନେଇ କମିସନରେଟ୍ ପୁଲିସ ସଜାଗ ଅଛି। ଏନେଇ ସୂଚନା ଦେଇଛନ୍ତି ଭୁବନେଶ୍ବର ଡିସିପି ପିନାକ ମିଶ୍ର। ଏଣେ କଟକ ଡିସିପି ଜଗମୋହନ ମୀନା କହିଛନ୍ତି ଯେ

ଏସ୍‌ସିବିରେ ରୋଗୀଙ୍କ ଜୀବନ ସହ ଖେଳ ୬ରୁ ୪ ‌ଷ୍ଟେରିଲାଇଜେସନ୍‌ ମେସିନ୍‌ ଅଚଳ

କଟକ ବଡ଼ଡାକ୍ତରଖାନାରେ ଠିକ୍‌ରେ କାମ କରୁନି ଷ୍ଟେରିଲାଇଜେସନ୍‌ ବ୍ୟବସ୍ଥା। ଷ୍ଟିମ୍‌ରେ ଚାଲୁଥିବା ୬ରୁ ୪ଟି ମେସିନ୍‌ ଅଚଳ ହୋଇପଡ଼ିଛି। ଯେଉଁ ୨ଟି ମେସିନ୍ ଚାଲିଛି, ସେଥିରେ ୧୮ଟି ବିଭାଗର ୫୦ରୁ ଅଧିକ ଅସ୍ତ୍ରୋପଚାର(ଓଟି) ଉପକରଣ ଷ୍ଟେରିଲାଇଜ୍ କରାଯାଉଛି। କଟକ,୨୪-୧୧-୨୦୨୪

ଘୋର ଅବବ୍ୟସ୍ଥାରେ ଏକ ନମ୍ୱର ହାଟ

ରାଜଧାନୀର ସବୁଠାରୁ ଜନବହୁଳ ହାଟ କହିଲେ ୟୁନିଟ୍‌-୧ ହାଟକୁ ବୁଝାଏ। ଏ ହାଟରେ ଯାବତୀୟ ଜିନିଷ ଶସ୍ତାରେ ମିଳୁଥିବାରୁ ପ୍ରତିଦିନ ହଜାର ହଜାର ଗ୍ରାହକଙ୍କର ସମାଗମ ହୋଇଥାଏ। ସହର ସହ ଉପକଣ୍ଠ ଓ ଆଖପାଖ ଜିଲ୍ଲାର ଗ୍ରାହକମାନେ ଏଠାରୁ ନିୟମିତ କିଣାକିଣି କରନ୍ତି। ଭୁବନେଶ୍ୱର ୨୪-୧୧-୨୦୨୪

ଜିଏ, ବିଡିଏ ବାହୁବଳେ ଜବରଦଖଲକାରୀ ରାଜା: ରାଜୀବ ଆବାସ ଯୋଜନାକୁ ଚୁନ

ଭୁବନେଶ୍ୱର ୨୩-୧୧-୨୦୨୪ (ପିପିଏସ) : ହାଉସିଂ ପ୍ରକଳ୍ପରେ ନିମ୍ନ ମଧ୍ୟବିତ୍ତ ପରିବାରଙ୍କୁ ଘର ଯୋଗାଇ ଦେବାପାଇଁ ସରକାର ଶ୍ୟାମପୁର ମୌଜା ପ୍ଲଟ୍‌ ନଂ. ୨୭୭ରେ ବିଡିଏକୁ ୬୮ ଏକର ଜମି ଯୋଗାଇ ଦେଲେ। ହେଲେ ବିଡିଏ କାମରେ କିଛି କଲା ନାହିଁ। କ୍ରମଶଃ ଏହା ଜବରଦଖଲ ହେଲା। ପ୍ଲଟିଂ କରି ଦଲାଲ