Browsing Category

ଦୁର୍ନୀତି

ଘାଗୁଡିମାଲ ରାସ୍ତା ମରଣ ଯନ୍ତା

କଲ୍ୟାଣସିଂହପୁର/ଭୁବନେଶ୍ୱର/ ୧୦-୦୯-୨୦୨୪ (ପିପିଏସ): ରାୟଗଡ଼ା ଜିଲା କଲ୍ୟାଣ ସିଂହପୁର ବ୍ଲକ ସଦରରେ ଥିବା ୧୫ ନମ୍ବର ୱାର୍ଡ ଘାଗୁଡିମାଲ ଗ୍ରାମର ରାସ୍ତା ମରଣ ଜନ୍ତା ପାଲଟିଥିବା ଦେଖିବାକୁ ମିଳିଛି। ଦେଶ ସ୍ୱାଧୀନ ହୋଇ ଆଜକୁ ୭୭ ବର୍ଷ ବିତିଯାଇଥିଲେ ସୁଧା ଘାଗୁଡ଼ିମାଳ ଗାଁକୁ ଯିବା

ଲଗାଣ ବର୍ଷାରେ ଧୋଇଗଲା ସୋଲାର ଜଳ ପ୍ରକଳ୍ପ : ନିମ୍ନମାନର କାର୍ଯ୍ୟ ଅଭିଯୋଗ

ମାଲକାନଗିରି/ଭୁବନେଶ୍ୱର,୧୦-୦୯-୨୦୨୪(ପିପିଏସ) : ମାଲକାନଗିରି ସ୍ୱାଭିମାନ ଅଞ୍ଚଳ ରେ ଓ ଟି ଏଲ୍ ପି ପ୍ଲସ ପକ୍ଷରୁ ବିକାଶମୂଳକ କାର୍ଯ୍ୟ କୁ ତ୍ଵରାନିତ କରିବା ପାଇଁ 'ବିକାଶ' ସଂସ୍ଥା ସହ 2021-22 ମସିହାରେ ଚୁକ୍ତିନାମା କରାଯାଇଥିଲା। ଆର୍ଥିକ ବର୍ଷ 2023-24 ରେ ଦୋରାଗୁଡା ପଞ୍ଚାୟତର