Sign in
Sign in
Recover your password.
A password will be e-mailed to you.
Browsing Category
ପ୍ରମୁଖ ଖବର
ଝୁରୁଛି ଜନ୍ମମାଟି, ଝୁରୁଛନ୍ତି ପ୍ରିୟଜନ
ଲିଭର୍ ସିରୋସିସ୍ ସହ ଲଢ଼ି ଶେଷରେ ନିରବି ଗଲେ ଓଡ଼ିଆ ଚଳଚ୍ଚିତ୍ର ଜଗତର ମହାନାୟକ ଭଞ୍ଜମାଟିର କୁନିଆ ଦାଦା (ଉତ୍ତମ ମହାନ୍ତି)। ବାରିପଦା ସହରରୁ ଅଭିନୟର ଖଡ଼ିଛୁଆଁ ହୋଇଥିଲା ତାଙ୍କର। ବାରିପଦାରେ କଟିଥିଲା ପିଲାଦିନ ଓ ଆଦ୍ୟ ଯୁବାବସ୍ଥା।
ବାରିପଦା/ଭୁବନେଶ୍ୱର ୦୧-୦୩-୨୦୨୫ (ପିପିଏସ )!-->!-->!-->…
ସ୍ୱାମୀର ନିସ୍ତୁକ ମାଡ଼ରେ ସ୍ତ୍ରୀ ମୃତ
ଦେବଗଡ଼ ଜିଲ୍ଲା ରିଆମାଳ ବ୍ଲକ କୁଣ୍ଢେଇଗୋଳା ଥାନା ଅନ୍ତର୍ଗତ ଝରାଡିହ ଗ୍ରାମରେ ସ୍ୱାମୀର ମାଡ଼ରେ ସ୍ତ୍ରୀର ମୃତ୍ୟୁ ଘଟିଛି। ମୃତ୍ୟୁ ପରେ ସ୍ବାମୀ ଫେରାର ଥିବାବେଳେ ଖବର ପାଇ ପୁଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଥିବା ବେଳେ ସଇତାନ ସ୍ବାମୀକୁ ଖୋଜୁଛି।
ରିଆମାଳ/ଭୁବନେଶ୍ୱର ୨୮-୦୨-୨୦୨୫!-->!-->!-->…
ସୁଭଦ୍ରା ଶକ୍ତି ମେଳା ୨୦୨୫: ୬ ଦିନରେ ବ୍ୟବସାୟ ୨ କୋଟିରୁ ଅଧିକ
ଭୁବନେଶ୍ୱର ସ୍ଥିତ ଜନତା ମଇଦାନରେ ସୁଭଦ୍ରା ଶକ୍ତି ମେଳା ୨୦୨୫ ହଜାର ହଜାର ଦର୍ଶକଙ୍କ ପାଇଁ ପାରମ୍ପରିକ କଳା, ସଂସ୍କୃତି ଓ ଐତିହ୍ୟ ସହ ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ହାତ ତିଆରି ଉତ୍ପାଦର ଏକ କେନ୍ଦ୍ର ସାଜିଥିବା ବେଳେ, ମିଲେଟ୍-ଆଧାରିତ ସ୍ନାକ୍ସ୍ ଓ ନାନା ରକମର ଓଡ଼ିଆ ବ୍ୟଞ୍ଜନର
!-->!-->!-->…
ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରାର ଦ୍ଵିତୀୟ କିସ୍ତି
ଆସନ୍ତା ମାର୍ଚ୍ଚ ୮ରେ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ଟଙ୍କା ମିଳିବ | ବ୍ରହ୍ମପୁରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି କିସ୍ତି ଟଙ୍କା ମିଳିବ | ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା | ପାଖାପାଖି ୧ କୋଟି ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ |
!-->!-->!-->…
ଉତ୍ତମଙ୍କ ବିୟୋଗରେ ଓଡ଼ିଆ ଚଳଚ୍ଚିତ୍ର ଜଗତର ଅପୂରଣୀୟ କ୍ଷତି ହୋଇଛି: ରାଷ୍ଟ୍ରପତି
ରାଷ୍ଟ୍ରପତି ନିଜ ଶୋକବାର୍ତ୍ତାରେ କହିଛନ୍ତି ଯେ, 'ବିଶିଷ୍ଟ ଚଳଚ୍ଚିତ୍ର ଅଭିନେତା ଶ୍ରୀ ଉତ୍ତମ ମହାନ୍ତିଙ୍କ ବିୟୋଗ ସମ୍ବାଦ ଜାଣି ମୁଁ ମର୍ମାହତ । ଶ୍ରୀ ମହାନ୍ତି ଅନେକ ଓଡ଼ିଆ ଚଳଚ୍ଚିତ୍ରରେ ନାୟକ ଭୂମିକାରେ ଅବତୀର୍ଣ୍ଣ ହୋଇ ଅସଂଖ୍ୟ ଦର୍ଶକଙ୍କ ହୃଦୟ ଜୟ କରିଥିଲେ ।
ଭୁବନେଶ୍ୱର!-->!-->!-->…
ପଞ୍ଚଭୂତରେ ବିଲୀନ ହେଲେ ଉତ୍ତମ ମହାନ୍ତି
ପୁଅ ବାବୁସାନ୍ ଦେଲେ ମୁଖାଗ୍ନି
ଓଲିଉଡ୍ର ବରିଷ୍ଠ ଅଭିନେତା ଉତ୍ତମ ମହାନ୍ତି ପଞ୍ଚଭୂତରେ ବିଲୀନ ହୋଇଛନ୍ତି। ଅଶ୍ରୁଳ ଓ ଶୋକାକୁଳ ପରିବେଶ ମଧ୍ୟରେ ଶୁକ୍ରବାର ଅପରାହ୍ଣରେ ଭୁବନେଶ୍ବରର ସତ୍ୟନଗର ଶ୍ମଶାନରେ ସ୍ବର୍ଗତଃ ଉତ୍ତମ ମହାନ୍ତିଙ୍କ ପାର୍ଥିବ ଶରୀରକୁ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ!-->!-->!-->…
ଗ୍ରାମସଭା ପାଲଟିଲା ରଣକ୍ଷେତ୍ର
କମ୍ପାନି ସମର୍ଥକ, ବିସ୍ଥାପିତ ମୁହାମୁହିଁ
ଆଦାନିକୁ ଆବଣ୍ଟିତ ସୁନ୍ଦରଗଡ଼ ହେମଗିର ବ୍ଲକ ବିଜାହାନ୍ କୋଇଲା ଖଣି ପାଇଁ ଆଜି ଡକା ଯାଇଥିବା ଜମି ଅଧିଗ୍ରହଣ ଗ୍ରାମସଭା ରଣକ୍ଷେତ୍ର ପାଲଟିଛି। ସଭା ଆରମ୍ଭ ହେଉଣୁ କମ୍ପାନି ସମର୍ଥକ ଓ ବିସ୍ଥାପିତଙ୍କ ମଧ୍ଯରେ ମାଡପିଟ, ଠେଲାପେଲା, ଚୌକି!-->!-->!-->…
ବିଭିନ୍ନ ବିଭାଗର ଖର୍ଚ୍ଚ ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ: ‘ବଜେଟ୍ର ୮୫% ଅର୍ଥ ଖର୍ଚ୍ଚ କର’
୨୦୨୪-୨୫ ଆର୍ଥିକ ବର୍ଷ ଶେଷ ହେବାକୁ ଆଉ ୧ ମାସ ଅଛି। ତେଣୁ ରାଜ୍ୟ ସରକାର ଚଳିତ ବଜେଟ୍ରେ ବିଭିନ୍ନ ବିଭାଗକୁ ଯେଉଁ ଅର୍ଥ ବରାଦ କରିଥିଲେ ଆର୍ଥିକ ବର୍ଷ ଶେଷ ସୁଦ୍ଧା ତା’ର ଅନ୍ୟୁନ ୮୫% ଖର୍ଚ୍ଚ କରିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିଭାଗୀୟ ମନ୍ତ୍ରୀମାନଙ୍କୁ ପରାମର୍ଶ ଦେଇଛନ୍ତି।
!-->!-->!-->…
ବାସୁଦେବପୁରରେ ସଶସ୍ତ୍ର ଡକାୟତି
ମହିଳାଙ୍କୁ ଭୁଜାଲିରେ ହାଣି ଲକ୍ଷାଧିକ ଟଙ୍କାର ସୁନା ଗହଣା ଲୁଟିନେଲେ ଦୁର୍ବୃତ୍ତ
ବାସୁଦେବପୁର/ଭୁବନେଶ୍ୱର ୨୭-୦୨-୨୦୨୫(ପିପିଏସ) : ଭଦ୍ରକ ଜ଼ିଲ୍ଲା ବାସୁଦେବପୁର ନାୟକାଣିଡିହିରେ ବିଳମ୍ବିତ ରାତିରେ ଘରେ ପଶି ସଶସ୍ତ୍ର ଡକାୟତି ହୋଇଥିବାର ଖବର ମିଳିଛି। ମହିଳାଙ୍କୁ ଭୁଜାଲିରେ ହାଣି!-->!-->!-->…
ମାଟ୍ରିକ ପରୀକ୍ଷାରେ ଅନିୟମିତତା, ୬ ଶିକ୍ଷକ ନିଲମ୍ବିତ
ମାଟ୍ରିକ ପରୀକ୍ଷାରେ ଅନିୟମିତତା ନେଇ ବଲାଙ୍ଗୀର ଜିଲ୍ଲାପାଳଙ୍କ ନିର୍ଦେଶରେ ଜିଲ୍ଲା ଶିକ୍ଷା ଅଧିକାରୀ ମୁରିବାହାଲ ବ୍ଲକ ହଦଳୀ ହାଇସ୍କୁଲ ପ୍ରଧାନଶିକ୍ଷକ ତଥା ପରୀକ୍ଷାକେନ୍ଦ୍ର ଅଧୀକ୍ଷକ ଉମେଶ ବିଶ୍ଵାଳ ଓ ସହକାରୀ ଶିକ୍ଷୟିତ୍ରୀ ବୈଜୟନ୍ତୀ ସୁବୁଦ୍ଧିଙ୍କୁ ନିଲମ୍ବିତ କରିଛନ୍ତି।
!-->!-->!-->…