Browsing Category

ପ୍ରମୁଖ ଖବର

ଲିଙ୍ଗରାଜ ମନ୍ଦିରରେ ଅଘଟଣ: ମହାଦୀପ ସହ ଖସିପଡ଼ିଲେ ସେବାୟତ

ଗତକାଲି ମହାଦୀପ ଉଠିବା ବେଳେ ଶ୍ରୀଲିଙ୍ଗରାଜ ମନ୍ଦିରରେ ଘଟିଛି ବଡ଼ ଅଘଟଣ। ମହାଦୀପ ଧରି ଲୁହା ଶିକୁଳିରେ ମନ୍ଦିର ଚଢ଼ୁଥିବା ସେବାୟତ ଯୋଗେନ୍ଦ୍ର ସମର୍ଥା ତଳକୁ ଖସିପଡ଼ି ଗୁରୁତର ହୋଇଥିଲେ। ଭୁବନେଶ୍ୱର ୨୭-୦୨-୨୦୨୫(ପିପିଏସ) : ଗତକାଲିମହାଦୀପ ଉଠିବା ବେଳେ ଶ୍ରୀଲିଙ୍ଗରାଜ ମନ୍ଦିରରେ

୩୦ ନୁହେଁ, ଏବେ ୩ଘଣ୍ଟାରେ କୋଲକାତାରୁ ଚେନ୍ନାଇ ଯାଇପାରିବେ ଯାତ୍ରୀ

କୋଲକାତାରୁ ଚେନ୍ନାଇର ଦୂରତା ପ୍ରାୟ ୧,୬୬୮ କିଲୋମିଟର। ଏହି ଦୂରତା ଅତିକ୍ରମ କରିବା ପାଇଁ ଅତି କମରେ ୩୦ଘଣ୍ଟା ସମୟ ଲାଗେ। ଏବେ ତାହା ୩ଘଣ୍ଟା ମଧ୍ୟରେ ସମାପ୍ତ ହୋଇପାରିବ। ନୂଆଦିଲ୍ଲୀ/ଭୁବନେଶ୍ୱର ୨୭-୦୨-୨୦୨୫(ପିପିଏସ) : କୋଲକାତାରୁ ଚେନ୍ନାଇର ଦୂରତା ପ୍ରାୟ ୧,୬୬୮ କିଲୋମିଟର। ଏହି

ଭୁବନେଶ୍ବରକୁ ଭୂମିକମ୍ପ ଭୟ

ଉଚ୍ଚ ଅଟ୍ଟାଳିକା ପାଇଁ ନାହିଁ କଟକଣା, ବଢ଼ିପାରେ ସମସ୍ୟା ଓଡ଼ିଶାର ୧୪ଟି ଜିଲ୍ଲାକୁ ଭୂମିକମ୍ପ ଭୟ ରହିଛି। ଯେଉଁଥିରେ ଖୋର୍ଦ୍ଧା ସମେତ ଜଗତସିଂହପୁର, ପୁରୀ, କେନ୍ଦ୍ରାପଡ଼ା, କଟକ, ଯାଜପୁର, ଢେଙ୍କାନାଳ, ଅନୁଗୁଳ, ସମ୍ବଲପୁର, ଝାରସୁଗୁଡ଼ା, ସୁନ୍ଦରଗଡ଼, ବରଗଡ଼ ଓ ମୟୂରଭଞ୍ଜ

ଶିବମୟ ଦୈତ୍ୟନଗରୀ

ପବନରେ ଭାସି ଆସୁଥିଲା ମହାମୃତ୍ୟୁଞ୍ଜୟ ମନ୍ତ୍ରର ଧ୍ବନି। ଶିବ ପଞ୍ଚାକ୍ଷରରେ ପ୍ରକମ୍ପିତ ହେଉଥିଲା ଶିବାଳୟ। ଦେବ ଦେବ ମହାଦେବଙ୍କ ଦର୍ଶନ ପାଇଁ ସକାଳୁ ରାତିଯାଏ ରାଜଧାନୀର ସମସ୍ତ ଶୈବପୀଠରେ ଲାଗିଥିଲା ଶ୍ରଦ୍ଧାଳୁଙ୍କ ଭିଡ଼। ଭୁବନେଶ୍ୱର ୨୭-୦୨-୨୦୨୫(ପିପିଏସ) :

ଧୀରେଧୀରେ ସବୁ ବନ୍ଦ କରିଦେଲେ କି?

କାଡାଭରିକ୍‌, ଲିଭର୍‌ ପ୍ରତିରୋପଣ ବନ୍ଦ କଟକ ୨୭-୦୨-୨୦୨୫(ପିପିଏସ) : କଟକ ବଡ଼ଡାକ୍ତରଖାନାରେ ବନ୍ଦ ହୋଇଗଲାଣି କି ବ୍ୟବସ୍ଥା? କାଡାଭରିକ୍‌ ପ୍ରତିରୋପଣ ବ୍ୟବସ୍ଥା ସାଢ଼େ ୩ମାସରୁ ଅଧିକ ସମୟ ହେଲା ହୋଇପାରିନି। ସେହିପରି ଲିଭର୍‌ ପ୍ରତିରୋପଣ ବ୍ୟବସ୍ଥା ବି ଏକପ୍ରକାର ଠପ୍‌।

ଚାନ୍ଦିପୁରରୁ ନୌସେନା ଜାହାଜ ବିଧ୍ବଂସୀ କ୍ଷେପଣାସ୍ତ୍ରର ପରୀକ୍ଷଣ

ଚାନ୍ଦିପୁରସ୍ଥିତ ସମନ୍ୱିତ ପରୀକ୍ଷଣ ରେଞ୍ଜ (ଆଇଟିଆର)ରୁ ସ୍ୱଦେଶୀ ଜ୍ଞାନକୌଶଳରେ ନିର୍ମିତ ନୌସେନା ଜାହାଜ ବିଧ୍ୱଂସୀ କ୍ଷେପଣାସ୍ତ୍ରର ପ୍ରଥମ ପରୀକ୍ଷଣ ସଫଳ ହୋଇଛି। ପ୍ରତିରକ୍ଷା ଗବେଷଣା ଓ ବିକାଶ ବାଲେଶ୍ବର/ଚାନ୍ଦିପୁର/ଭୁବନେଶ୍ୱର ୨୭-୦୨-୨୦୨୫(ପିପିଏସ) : ଚାନ୍ଦିପୁରସ୍ଥିତ ସମନ୍ୱିତ

ପୁଲିସକୁ ଛାଡ଼ୁନି ପ୍ରେମ ରୋଗ

ମହିଳା ହୋମଗାର୍ଡଙ୍କ ମୋବାଇଲ ଫୋନରେ ଆଇଆଇସିଙ୍କ ପୁଳାପୁଳା ପ୍ରେମାଳାପ ଚାଟିଂ ଜଗତସିଂହପୁର ଜିଲ୍ଲା ପୁଲିସକୁ ମାଡ଼ି ବସିଛି ପ୍ରେମ ରୋଗ। ମହିଳା ହୋମଗାର୍ଡଙ୍କୁ ଆଇଆଇସି ତପନ ନାହାକଙ୍କ ପ୍ରେମ, ଶାରୀରିକ ସମ୍ପର୍କ, ପ୍ରତାରଣା ଖୁବ୍ ଚର୍ଚ୍ଚାରେ ରହି ଆସିଛି। ସାରା ରାଜ୍ୟରେ ଏହି ଘଟଣା

ଖୋର୍ଦ୍ଧାରେ ବିସ୍ଫୋରଣ: ତିନି ଗୁରୁତର, ଦୁଇ ଭୁବନେଶ୍ବର ସ୍ଥାନାନ୍ତରିତ

ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ କୁମାରବସ୍ତିରେ ବିସ୍ପୋରଣ ଘଟି ତିନିଜଣ ଗୁରୁତର ହୋଇଥିବାର ଖବର ମିଳିଛି। ତାପସ ମଙ୍ଗରାଜଙ୍କ ଘରେ ଏହି ବିସ୍ପୋରଣ ଘଟିଥିବା ଜଣାଯାଇଛି। ଭୁବନେଶ୍ୱର ୨୭-୦୨-୨୦୨୫(ପିପିଏସ) : ଖୋର୍ଦ୍ଧା ଶିଳ୍ପାଞ୍ଚଳ ଥାନା ଅନ୍ତର୍ଗତ କୁମାରବସ୍ତିରେ ବିସ୍ପୋରଣ

୨୦୦ ଜମାକାରୀଙ୍କଠୁ ୫ କୋଟି ହଡ଼ପ

ମାଷ୍ଟର୍‌ମାଇଣ୍ଡକୁ ହାଇଦ୍ରାବାଦରୁ ଗିରଫ କଲା ଇଓଡବ୍ଲ୍ୟୁ ୧୦ ମାସରେ ଦୁଇଗୁଣ ଅର୍ଥ ପାଇବା ଲୋଭରେ ୫ କୋଟି ଟଙ୍କାର ଠକାମିର ଶିକାର ହୋଇଛନ୍ତି ଜମାକାରୀ। ଠକେଇ ଟଙ୍କାରେ ମାଷ୍ଟର୍‌ମାଇଣ୍ଡ ଦୁବାଇ, ଥାଇଲାଣ୍ଡ, ଜର୍ମାନୀ ବୁଲି ମଉଜ କରୁଥିଲା। ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ୧୦

ଅଜବ ହେଲେ ବି ସତ: ପ୍ରସବ କଲେ ଦଶମ ଛାତ୍ରୀ

ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ବ୍ଲକରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଦଶମ ଶ୍ରେଣୀ ଛାତ୍ରୀ ଛୁଆ ଜନ୍ମ  ଦେଇଛନ୍ତି। ଆଜି ଛାତ୍ରୀ ଜଣକ ଚିତ୍ରକୋଣ୍ଡା ମେଡିକାଲରେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି। ଚିତ୍ରକୋଣ୍ଡା/ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ମାଲକାନଗିରି