Sign in
Sign in
Recover your password.
A password will be e-mailed to you.
Browsing Category
ପ୍ରମୁଖ ଖବର
ଆଜି ପଙ୍କୋଦ୍ଧାର ଏକାଦଶୀ: ଶ୍ରୀଲୋକନାଥଙ୍କ ପୀଠରେ ଭକ୍ତଙ୍କ ଭିଡ଼
ଆଜି ହେଉଛି ପଙ୍କୋଦ୍ଧାର ଏକାଦଶୀ। ପୁରୀରେ ଭକ୍ତଙ୍କୁ ସମ୍ପୂର୍ଣ୍ଣ ଦର୍ଶନ ଦେଉଛନ୍ତି ପ୍ରଭୁ ଶ୍ରୀଲୋକନାଥ। ବର୍ଷ ତମାମ ଭକ୍ତଙ୍କ ଦ୍ବାରା ଲାଗି ହୋଇଥିବା ପୂଜା ସାମଗ୍ରୀ ବୁଡ଼ି ରହିଥିବା ଗମ୍ଭୀରା ସଫା କରାଯାଉଛି।
ପୁରୀ/ଭୁବନେଶ୍ୱର ୨୪-୦୨-୨୦୨୫ (ପିପିଏସ) : ଆଜି ହେଉଛି ପଙ୍କୋଦ୍ଧାର!-->!-->!-->…
ବିବାଦରେ କାନ୍ଥଚିତ୍ର
ସୁରବୀରଙ୍କ ନାମରେ ତ୍ରୁଟି
ସଂଶୋଧନ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ କଲେ ସମାଜସେବୀ
ଗୋଟିଏ ପଟେ ସରକାର ଓଡ଼ିଆ ଅସ୍ମିତାର କଥା କହୁଛନ୍ତି। ଅନ୍ୟପଟେ ବିଏମ୍ସି ସରକାରଙ୍କୁ ବଦନାମ କରିବାକୁ ଅଣ୍ଟା ଭିଡ଼ିଛି। କେବଳ ସରକାରଙ୍କୁ ବଦନାମ କରୁନାହିଁ, ବରଂ ପଶ୍ଚିମ ଓଡ଼ିଶାର!-->!-->!-->!-->!-->!-->!-->…
ମାଣିକପାଟଣାରେ ରକ୍ତାକ୍ତ ସଂଘର୍ଷ, ୭ ଗୁରୁତର
ଜାଗାବାଡ଼ି ବିବାଦକୁ ନେଇ ରକ୍ତାକ୍ତ ସଂଘର୍ଷ
କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତରିତ
ଆଳି ଥାନା ଅଧୀନସ୍ଥ ମାଣିକପାଟଣା ଗ୍ରାମରେ ଗୋଷ୍ଠୀ ସଂଘର୍ଷ ଘଟି ଉଭୟ ପକ୍ଷର ୭ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନଙ୍କୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଚିକିତ୍ସା ପାଇଁ ଆଳି!-->!-->!-->!-->!-->!-->!-->!-->!-->…
ପ୍ରେମ ବ୍ୟାପାରରୁ ଯୁବତୀଙ୍କୁ ବୀଭତ୍ସ ହତ୍ୟା!
ସୋରରେ ପ୍ରେମବ୍ୟାପାରରୁ ଜଣେ ଯୁବତୀଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ମୃତା ଯୁବତୀ ହେଲେ ସୋର ପୌରାଞ୍ଚଳ ଲିଙ୍ଗପଡ଼ା ଗ୍ରାମର ଜ୍ୟୋତିର୍ମୟୀ ରଣା (୨୫)। ଜ୍ୟୋତିର୍ମୟୀ ଭୁବନେଶ୍ୱରରେ ଏକ ଘରୋଇ ସଂସ୍ଥାରେ କାମ କରୁଥିବା ବେଳେ ଦୁଇମାସ ତଳେ ଘରକୁ ଆସିଥିଲେ।
ସୋର/ଭୁବନେଶ୍ୱର!-->!-->!-->…
ଦୁର୍ଦ୍ଦାନ୍ତ ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ
ମାଲକାନଗିରି ସୀମାନ୍ତ ତେଲେଙ୍ଗାନାର ମୁଲୁଗୁ ଜିଲ୍ଲା ପୁଲିସ ନିକଟରେ ଦୁର୍ଦ୍ଦାନ୍ତ ମହିଳା ମାଓବାଦୀ ଆତ୍ମସମର୍ପଣ କରିଛନ୍ତି। ମୁଲୁଗୁ ଜିଲ୍ଲା ପୁଲିସ କାର୍ଯ୍ୟାଳୟରେ ଏସପି ଡ.ପି.ସାବିରଶଙ୍କ ନିକଟରେ ମାଓ ସଂଗଠନର ଡିଭିସିଏମ ସଦସ୍ୟା ପୁଲସାମ ପଦ୍ମା ଆତ୍ମସମର୍ପଣ କରିଛନ୍ତି
!-->!-->!-->…
କୋଣାର୍କରେ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ
କୋଣାର୍କ ସୂର୍ଯ୍ୟ ମନ୍ଦିରରୁ ବାଲି କାଢ଼ିବାରେ ବିଳମ୍ବକୁ ନେଇ କୋଣାର୍କରେ ସ୍ଥିତି ଅନୁଧ୍ୟାନ କରିଛନ୍ତି କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଗଜେନ୍ଦ୍ର ସିଂହ ଶେଖାୱତ। ଏ.ଏସ.ଆଇ ସୁପରିଣ୍ଟେଣ୍ଡେଣ୍ଟ ଡି.ବି ଗଡ଼ନାୟକଙ୍କ ସହିତ ଆଲୋଚନା କରିଛନ୍ତି।
କୋଣାର୍କ/ ଭୁବନେଶ୍ୱର!-->!-->!-->…
ଖାତାକୁ ଆସିଲା ପିଏମ କିଷାନ ଯୋଜନା କିସ୍ତି
ଚାଷୀଙ୍କୁ ହୋଲି ଭେଟି: ଓଡ଼ିଶାର ୩୪ ଲକ୍ଷରୁ ଅଧିକ ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ ଉପକୃତ
ଭୁବନେଶ୍ୱର ୨୪-୦୨-୨୦୨୫ (ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ) ଯୋଜନାର ୧୯ତମ କିସ୍ତି ଜାରି କରିଛନ୍ତି। ଏହା ମାଧ୍ୟମରେ!-->!-->!-->…
ରାମଲାଲାଙ୍କ ଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ଅଯୋଧ୍ୟାରେ ଓଡ଼ିଶାବାସୀଙ୍କ ଲାଗି ଅତିଥି ଭବନ ନିର୍ମାଣ କରାଯିବ: ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ
ଅଯୋଧ୍ୟା/ମହାକୁମ୍ଭ ନଗର/ଭୁବନେଶ୍ୱର ୨୪-୦୨-୨୦୨୫ (ପିପିଏସ) : ଅଯୋଧ୍ୟାରେ ଓଡ଼ିଶାବାସୀଙ୍କ ଲାଗି ଅତିଥି ଭବନ ନିର୍ମାଣ କରାଯିବ। ଏଥିଲାଗି ମୁଁ ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ!-->!-->!-->…
ଡିଗ୍ରୀ କଲେଜର ଅଧ୍ୟକ୍ଷଙ୍କୁ ୭୯୯ କୋଟି ଟଙ୍କାର ବିଦ୍ୟୁତ୍ ବିଲ୍
ବିଦ୍ୟୁତ୍ ବିଲ୍ ଦେଖିବା ପରେ ଅଧ୍ୟକ୍ଷଙ୍କ ହୋସ ଉଡିଯାଇଛି |
ଅଧ୍ୟକ୍ଷ କହିଛନ୍ତି ଯେ ସେ ନୁହେଁ ତାଙ୍କ ପରିବାର ସମଗ୍ର ସମ୍ପତ୍ତି ବିକ୍ରି କରିଦେଲେ ବି ସେମାନେ ବିଲ୍ ପରିଶୋଧ କରିପାରିବେ ନାହିଁ।
ନୂଆଦିଲ୍ଲୀ/ଭୁବନେଶ୍ୱର ୨୩-୦୨-୨୦୨୫(ପିପିଏସ ) : ଉତ୍ତର ପ୍ରଦେଶର ଆଜମଗଡ଼!-->!-->!-->!-->!-->!-->!-->…
ଭାରତ -ପାକିସ୍ତାନ ହାଇଭୋଲଟେଜ୍ ମ୍ୟାଚ୍
କୋହଲିଙ୍କ ବିରାଟ ଶତକ ସହ ଭାରତର ମହାବିଜୟ
୨୦୧୭ ର ବଦଲା ନେଲା ରୋହିତ ବାହିନୀ
ଦୁବାଇର ଦୁବାଇ ଅନ୍ତର୍ଜାତୀୟ କ୍ରିକେଟ ଷ୍ଟାଡିୟମରେ ଖେଳାଯାଇଥିବା ପଞ୍ଚମ ମ୍ୟାଚ୍ରେ ଟିମ୍ ଇଣ୍ଡିଆର ମହାବିଜୟ ହୋଇଛି। ଧାର୍ଯ୍ୟ ୨୪୨ ରନ୍ ଲକ୍ଷ୍ୟର ପିଛା କରି ଭାରତ ବିରାଟ କୋହଲିଙ୍କ ବିରାଟ ଶତକ ଶହିତ!-->!-->!-->!-->!-->…