Browsing Category

ଶିକ୍ଷା

ଟାଟରାଇ ଗାଁର ଦୁଃଖ: ୩ କିମି ଦୂରରେ ରହିଛି ସ୍କୁଲ, ଅଙ୍ଗନବାଡ଼ି

ମାଲକାନଗିରି/ଭୁବନେଶ୍ୱର ୨୪-୧୧-୨୦୨୪ (ପିପିଏସ) : ମାଲକାନଗିରି ଜିଲ୍ଲାର ବହୁ ଗ୍ରାମ ଆଜି ବି ଅବହେଳିତ ହୋଇ ରହିଛି। ଗୋଟିଏ ପଟେ ନକ୍ସଲ ଗାଁଗୁଡିକର ବିକାଶ ହେବାକୁ ଦେଇନଥିବା ବେଳେ ଅନ୍ୟ ପଟେ ପ୍ରଶାସନ ଏବଂ ସରକାର ଗାଁରେ ମୌଳିକ ସୁବିଧା ପହଞ୍ଚାଇବାରେ ବିଫଳ ହୋଇଛି।ନକ୍ସଲ ଜିଲ୍ଲାକୁ ୨୦

ବଦଳିବ +୨ ମୂଲ୍ୟାୟନ ଢାଞ୍ଚା

ଭୁବନେଶ୍ୱର ୨୨-୧୧-୨୦୨୪ (ପିପିଏସ) : ଚଳିତ ବର୍ଷ ଯୁକ୍ତ୨ ବୋର୍ଡ ପରୀକ୍ଷା ମାର୍କିଂ ଢାଞ୍ଚାରେ ପରିବର୍ତ୍ତନ କରାଯିବ। ଏନେଇ ସୂଚନା ଦେଇଛନ୍ତି ସିଏଚଏସଇ ପରୀକ୍ଷା ନିୟନ୍ତ୍ରକ ପ୍ରଶାନ୍ତ କୁମାର ପରିଡ଼ା । ତାଙ୍କ ସୂଚନା ଅନୁଯାୟୀ, ଏଥର ଜାତୀୟ ଶିକ୍ଷା ପଦ୍ଧତି ଅନୁଯାୟୀ ୮୦ ମାର୍କର ଥିଓରୀ

ଚାକିରି ଏବଂ ରୋଜଗାରର ପରିଭାଷାକୁ ବ୍ୟାପକ କରିବାକୁ ହେବ : ଧର୍ମେନ୍ଦ୍ର ପ୍ରଧାନ

ନୂଆଦିଲ୍ଲୀ/ଭୁବନେଶ୍ୱର ୨୨-୧୧-୨୦୨୪ (ପିପିଏସ) :  କେନ୍ଦ୍ର ଶିକ୍ଷା ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଶୁକ୍ରବାର ନୂଆଦିଲ୍ଲୀରେ ଆୟୋଜିତ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ କେନ୍ଦ୍ର ଶ୍ରମ, ନିଯୁକ୍ତି ଏବଂ ଯୁବ ବ୍ୟାପାର ଓ କ୍ରୀଡ଼ା ମନ୍ତ୍ରୀ ଡ. ମନସୁଖ ମାଣ୍ଡଭୀୟଙ୍କ ସହ ୬ଟି ରାଜ୍ୟର

ବାଣୀବିହାର ପାଲଟିଛି ମିନି ଡମ୍ପିଂୟାର୍ଡ: ହାତ ଟେକିଦେଲେଣି ବିଶ୍ବବିଦ୍ୟାଳୟ କର୍ତ୍ତୃପକ୍ଷ

ଉତ୍କଳ ବିଶ୍ବବିଦ୍ୟାଳୟ ତଥା ବାଣୀବିହାର କ୍ୟାମ୍ପସ୍‌ ପରିସର ବସ୍ତିବାସିନ୍ଦାଙ୍କ ଡମ୍ପିଂୟାର୍ଡ ପାଲଟିଛି। ବିଶ୍ବବିଦ୍ୟାଳୟର ଦକ୍ଷିଣ ଓ ପଶ୍ଚିମ ପାର୍ଶ୍ବକୁ ଲାଗି ଗଢ଼ି ଉଠିଥିବା ବସ୍ତିରେ ଘର ସଂଖ୍ୟା ଦିନକୁ ଦିନ ବଢ଼ିବାରେ ଲାଗିଛି। ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ଉତ୍କଳ

ମାଟିରେ ମିଶିଲା ଟାଗୋର ସୋସାଇଟି

ଡିଏନକେ ପଡିଆ ସମ୍ପ୍ରସାରଣ ଘଟଣା ମାଲକାନଗିରି/ଭୁବନେଶ୍ୱର ୧୭-୧୧-୨୦୨୪(ପିପିଏସ ) :  ମାଲକାନଗିରି ସଦର ମହକୁମାରେ ରହିଥିବା ଡିଏନକେ ପଡିଆ ସଂପ୍ରସାରଣ ନେଇ ଜିଲ୍ଲା ପ୍ରଶାସନ ତତ୍ପରତା ଦେଖାଇଥିବା ବେଳେ ପଡିଆକୁ ଲାଗି ରହିଥିବା ଟାଗୋର ସୋସାଇଟିକୁ ସଂପୂର୍ଣ୍ଣ ଉଚ୍ଛେଦ କରାଯାଉଛି। ୪

ପିଲାଙ୍କ ପାଇଁ ଆସିଥିବା ସରକାରୀ ୟୁନିଫର୍ମ-ଜୋତା ଡମ୍ପିଂୟାର୍ଡରେ ଖତ ଖାଉଛି

ପିଲାଙ୍କ ମଧ୍ୟରେ ସ୍କୁଲ ଯିବା ଲାଗି ଆଗ୍ରହ ସୃଷ୍ଟି କରିବା ପାଇଁ ରାଜ୍ୟ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ସହିତ ୟୁନିଫର୍ମ ଓ ଜୋତା ପିଲାଙ୍କୁ ଯୋଗାଇ ଦିଆଯାଉଛି। ତେବେ ୟୁନିଫର୍ମ ଓ ଜୋତା ପିଲାଙ୍କୁ ମିଳିବା ପରିବର୍ତ୍ତେ ଡମ୍ଫିୟାର୍ଡରେ ଖତ ଖାଉଛି

ଅଭିଭାବକ ବେଫିକର, ପୁଲିସର ନିଘା ନାହିଁ

ପିଲାମାନେ ବି ବେଫିକର ହୋଇ ରାସ୍ତାରେ ଗାଡ଼ ଚଲାଇ ସ୍କୁଲକୁ ଯାଉଛନ୍ତି। ଯଦି କିଛି ବି ଘଟେ ତେବେ ସିଧା ପ୍ରଶାସନ ଉପରେ ଉଙ୍ଗୁଳି ଉଠିବ। ମାଲକାନଗିରିରେ ଦୁଇଟି ବାଇକ୍‌ରେ ତିନି ଜଣ ପିଲା ସ୍କୁଲ ଯାଉଥିବା ବେଳେ ରାସ୍ତାରେ କଥାବାର୍ତ୍ତା ହୋଇ ବେଫିକର ହୋଇ ଗାଡ଼ି ଚଲାଉଥିଲେ।

ପିଲାଙ୍କ ଭବିଷ୍ୟତକୁ ଅନ୍ଧକାରକୁ ଠେଲିବାକୁ ଷଡ଼ଯନ୍ତ୍ର କରିଥିଲେ ପୂର୍ବ ସରକାର: ମୁଖ୍ୟମନ୍ତ୍ରୀ

ରାଜ୍ୟରେ ଗୁଣାତ୍ମକ ଶିକ୍ଷାକୁ ନେଇ ପୁଣି ପୂର୍ବର ବିଜେଡି ସରକାରଙ୍କୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଟାର୍ଗେଟ କରିଛନ୍ତି। ୫-ଟି ସ୍କୁଲ୍‌ର ଦୂରାବସ୍ଥା ସହ ପ୍ରାଥମିକ ଶିକ୍ଷାର ମାନକୁ ନେଇ ପୂର୍ବ ସରକାରଙ୍କ ଉପରେ ମୁଖ୍ୟମନ୍ତ୍ରୀ ବର୍ଷିଛନ୍ତି ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ ) :

ଫେବ୍ରୁଆରି ୨୧ରୁ ମାଟ୍ରିକ୍‌ ପରୀକ୍ଷା: ଜାରି ହେଲା ସୂଚୀ

ମାଟ୍ରିକ୍‌ ପରୀକ୍ଷା-୨୦୨୫ ଆସନ୍ତା ଫେବ୍ରୁଆରି ୨୧ ତାରିଖ ଠାରୁ ଆରମ୍ଭ ହେବ। ପ୍ରତ୍ୟେକ ଛାତ୍ରଛାତ୍ରୀଙ୍କ କ୍ୟାରିୟରର ଏହି ସ୍ମରଣୀୟ ପରୀକ୍ଷା ମାର୍ଚ୍ଚ ୬ ତାରିଖ ଯାଏଁ ଜାରି ରହିବ। ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଏହି ସୂଚନା ଦିଆଯାଇଛି। କଟକ/ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ

ମହର୍ଷିରେ ଛାତ୍ର ଅଶାନ୍ତି, ଅନିର୍ଦ୍ଧିଷ୍ଟକାଳ ପର୍ଯ୍ୟନ୍ତ କଲେଜ ବନ୍ଦ

ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ମହର୍ଷି କଲେଜରେ ଛାତ୍ର ଅଶାନ୍ତି ଦେଖାଦେଇଛି। କ୍ୟାମ୍ପସରେ ଛାତ୍ର ଅଶାନ୍ତି ଲାଗି ରହିଥିବାରୁ ଆଜି କଲେଜକୁ  ଅନିର୍ଦ୍ଧିଷ୍ଟ କାଳ ପାଇଁ ବନ୍ଦ ଘୋଷଣା କରାଯାଇଛି। ଆବଶ୍ୟକସ୍ଥଳେ ଛୁଟି ଅବଧି ବଢ଼ାଯିବ ବୋଲି ଉପାଧ୍ୟକ୍ଷ ସୂଚନା ଦେଇଛନ୍ତି। ଖବର ପାଇ