Sign in
Sign in
Recover your password.
A password will be e-mailed to you.
Browsing Category
ଶିକ୍ଷା
କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀଙ୍କ ଧାରଣା
କୋରାପୁଟ କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟରେ ଛାତ୍ରଛାତ୍ରୀମାନେ ଧାରଣା ଦେଇଛନ୍ତି। ସୁନାବେଡ଼ାରେ ଥିବା ମୁଖ୍ୟ କ୍ୟାମ୍ପସର ଫାଟକ ନିକଟରେ ଧାରଣାରେ ବସିଛନ୍ତି ଛାତ୍ରଛାତ୍ରୀ। ହଷ୍ଟେଲରେ ନିମ୍ନମାନର ଖାଇବା, ପାଣି ସମସ୍ୟା ଏଵଂ ହଷ୍ଟେଲ ଠିକ୍ ପରିଚାଳିତ ହେଉନଥିବା ଅଭିଯୋଗରେ ଆନ୍ଦୋଳନକୁ!-->…
ଝାଡ଼ଖଣ୍ଡ ନିର୍ବାଚନ: ନିର୍ଣ୍ଣାୟକ ହେବେ ଓଡ଼ିଆ, ଓଡ଼ିଆ ଭାଷା ସୁରକ୍ଷା ମୁଖ୍ୟ ପ୍ରସଙ୍ଗ
ଝାଡ଼ଖଣ୍ଡ ନିର୍ବାଚନ ଯେତିକି ପାଖେଇ ଆସୁଛି, ଓଡ଼ିଆ ଭୋଟରଙ୍କୁ ସେତିକି ଖୋଜା ପଡ଼ୁଛି। ଓଡ଼ିଆ ଭୋଟରଙ୍କୁ ମନେଇବା ପାଇଁ ଓଡ଼ିଆ ନେତାଙ୍କ ଆବଶ୍ୟକତା ପଡ଼ିଛି। ଖାସ୍ ଏଥିପାଇଁ କେନ୍ଦ୍ରମନ୍ତ୍ରୀ, ମୁଖ୍ୟମନ୍ତ୍ରୀ, ମାଳମାଳ ବିଧାୟକ କାମରେ ଲାଗି ପଡ଼ିଛନ୍ତି।
କେନ୍ଦୁଝର/ଭୁବନେଶ୍ୱର!-->!-->!-->…
ବାଣୀବିହାର ଜମି ଠିକ୍ ଅଛି ତ? ଏପର୍ଯ୍ୟନ୍ତ ଚିହ୍ନଟ ହେଲାନି ୩୯୯ ଏକର
୩୯୮.୯୮ ଏକର ଜମିରେ ଛିଡ଼ା ହୋଇଛି ଉତ୍କଳ ବିଶ୍ବବିଦ୍ୟାଳୟ। କାଗଜପତ୍ରରେ ଏଭଳି ତଥ୍ୟ ରହିଛି। ସମସ୍ତେ ମଧ୍ୟ ଜାଣିଛନ୍ତି। ତେବେ ରାଜସ୍ୱ ବିଭାଗର ଭୂଲେଖରେ ଦର୍ଶାଯାଇଛି ଯେ ବିଶ୍ୱବିଦ୍ୟାଳୟର ୩୫୯ ଏକର ଜମି ରହିଛି।
ଭୁବନେଶ୍ୱର ୦୯-୧୧-୨୦୨୪ (ପିପିଏସ ) : ୩୯୮.୯୮ ଏକର ଜମିରେ ଛିଡ଼ା!-->!-->!-->…
ଉଚ୍ଚ ଶିକ୍ଷା କ୍ଷେତ୍ରରେ ଚଳିତ ଶିକ୍ଷା ବର୍ଷରୁ ପ୍ରଚଳନ ହେବ ଜାତୀୟ ଶିକ୍ଷା ନୀତି
ଉଚ୍ଚଶିକ୍ଷା କ୍ଷେତ୍ରରେ ୨୦୨୪-୨୫ ଶିକ୍ଷା ବର୍ଷରେ ଜାତୀୟ ଶିକ୍ଷା ନୀତି-୨୦୨୦ କାର୍ଯ୍ୟକାରୀ ହେବ। ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଏହି ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଓଡ଼ିଶା ସରକାର ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ସରକାରୀ ବିଶ୍ୱବିଦ୍ୟାଳୟ ଏବଂ ଅନୁବନ୍ଧିତ ମହାବିଦ୍ୟାଳୟ ଗୁଡିକରେ!-->…
କୌଣସି ପରିସ୍ଥିତିରେ ବନ୍ଦ ହେବ ନାହିଁ ମଧ୍ୟାହ୍ନ ଭୋଜନ, ନିରାପଦ ଓ ସ୍ଵଚ୍ଛ ମଧ୍ୟାହ୍ନ ଭୋଜନକୁ ପ୍ରାଥମିକତା
ନିରନ୍ତର ମଧ୍ୟାହ୍ନ ଭୋଜନ ପ୍ରଦାନ ନେଇ ବିଭାଗୀୟ ସଚିବଙ୍କ ସମୀକ୍ଷା ବୈଠକ
ଭୁବନେଶ୍ୱର ୦୯-୧୧-୨୦୨୪ (ପିପିଏସ ) : ରାଜ୍ୟର ସମସ୍ତ ଜିଲ୍ଲାରେ ପୁଷ୍ଟିକର, ନିରାପଦ ମଧ୍ୟାହ୍ନ ଭୋଜନ ପରିଚାଳନା ନେଇ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି । ବିଭାଗୀୟ କମିଶନର!-->!-->!-->…
ମହଙ୍ଗା ପଡିଲା ରାଗିଂ
ଯାନ୍ତ୍ରିକ ମହାବିଦ୍ୟାଳୟ କର୍ତ୍ତୃପକ୍ଷଙ୍କ ବଡ଼ ପଦକ୍ଷେପ : ବହିଷ୍କାର ପରେ ୫ ଛାତ୍ର ଗିରଫ
କେନ୍ଦୁଝର/ଭୁବନେଶ୍ୱର ୦୬-୧୧-୨୦୨୪(ପିପିଏସ) : କେନ୍ଦୁଝର ସରକାରୀ ଯାନ୍ତ୍ରିକ ମହାବିଦ୍ୟାଳୟ (ଜିସିଇ)ରେ ଛାତ୍ରଙ୍କୁ ରାଗିଂ କରିବା ଅଭିଯୁକ୍ତ ଛାତ୍ରଙ୍କୁ ମହଙ୍ଗା ପଡିଛି। ଏହି ଘଟଣାରେ!-->!-->!-->…
ପ୍ରଜାତନ୍ତ୍ରର ପ୍ରଭାବ, ଚର୍ଚ୍ଚିକା ପ୍ରାଥମିକ ବିଦ୍ୟାଳରେ ମଧ୍ୟାହ୍ନଭୋଜନ କେଳେଙ୍କାରୀ, ତଦନ୍ତ କଲେ ଦୁଇ ଅଧିକାରୀ…
ଗୋପ/ଭୁବନେଶ୍ୱର ୦୫-୧୧-୨୦୨୪ (ପିପିଏସ ) : ଗୋପ ବ୍ଲକ ଷୋଳପୁର ଚର୍ଚ୍ଚିକା ସରକାରୀ ନୋଡାଲ ବିଦ୍ୟାଳୟର ମଧ୍ୟାହ୍ନ୍ନ ଭୋଜନ କେଳେଙ୍କାରୀ ସମ୍ପର୍କିତ ଖବର ଗତକାଲି ପ୍ରକାଶ ପାଇବା ପରେ ଆଜି ଦୁଇ ଅଧିକାରୀ ବିଦ୍ୟାଳୟରେ ପହଁଚି ତଦନ୍ତ କରିଛନ୍ତି। ସୂଚନା ଅନୁସାରେ ଗୋପ ବ୍ଲକ ଶିକ୍ଷାଧିକାରୀଙ୍କ!-->…
ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି ୨୦୨୪’ ଅନୁଷ୍ଠିତ
ବାରିପଦା/ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ପାଠପଢା ସହିତ ବିଦ୍ୟାଳୟ ଛାତ୍ରଛାତ୍ରୀ ଙ୍କର ଅନ୍ତର୍ନିହିତ ଗୁଣର ବିକାଶ ପାଇଁ ଆରମ୍ଭ ହୋଇଥିବା ମୟୂରଭଞ୍ଜ ଜିଲ୍ଲା ସ୍ତରୀୟ ଶିଶୁ ମହୋତ୍ସବ "ସୁରଭି"ର ଉଦ୍ଘାଟନ ଉତ୍ସବ ମନ୍ତ୍ରୀ ଗୃହ ନିର୍ମାଣ ଓ ନଗର ଉନ୍ନୟନ ତଥା ସାଧାରଣ ଉଦ୍ୟୋଗ !-->…
କଟକ ଏସସିବିରେ ରାଗିଂ ଅଭିଯୋଗ, ତଦନ୍ତ ଆରମ୍ଭ
କଟକ,୦୪-୧୧-୨୦୨୪ (ପିପିଏସ) : କଟକ ଶ୍ରୀରାମଚନ୍ଦ୍ର ଭଞ୍ଜ ଭେଷଜ ମହାବିଦ୍ୟାଳୟ ଓ ଚିକିତ୍ସାଳୟ (ଏସସିବି ମେଡ଼ିକାଲ କଲେଜ)ରେ ରାଗିଂ ଅଭିଯୋଗ ହୋଇଛି। ଏମବିବିଏସ ପ୍ରଥମ ବର୍ଷ ଛାତ୍ର ତାଙ୍କୁ ରାଗିଂ କରାଯାଇଥିବା ଅଭିଯୋଗ ହୋଇଛି। ଏସସିବି ମେଡ଼ିକାଲ କଲେଜର ଶେଷ ବର୍ଷ ଛାତ୍ରଙ୍କ ନାମରେ ସେ!-->…
ସବୁ ସମସ୍ୟାର ସମାଧାନର ଚାବିକାଠି ଶିକ୍ଷାରେ ଅନ୍ତର୍ନିହିତ ଅଛି: କେନ୍ଦ୍ରମନ୍ତ୍ରୀ
ସ୍କୁଲ ଶିକ୍ଷା ପାଇଁ ଯୋଜନା କରିବା ସହ ପିଲାମାନଙ୍କ ଜ୍ଞାନର ବିକାଶ, ବ୍ୟକ୍ତିତ୍ୱ, ଚରିତ୍ର ଗଠନର ଦାୟିତ୍ୱ ନେବା ପାଇଁ ପଡିବ। ୨୦୩୬ରେ ଓଡ଼ିଶା ଭାଷା ଭିତ୍ତିକ ରାଜ୍ୟ ଭାବେ ସ୍ୱତନ୍ତ୍ର ପ୍ରଦେଶ ଗଠନର ୧୦୦ ବର୍ଷ ପୂରଣ କରିବ। ୨୦୪୭ ସୁଦ୍ଧା ଦେଶ ସ୍ୱାଧୀନତାର ୧୦୦ ବର୍ଷ ପୂରଣ କରିବ।
!-->!-->!-->!-->!-->…