Sign in
Sign in
Recover your password.
A password will be e-mailed to you.
Browsing Category
ଶିକ୍ଷା
ଓଏଏସ୍ ରେଜଲ୍ଟ-୨୦୨୨ ପ୍ରକାଶିତ: ୬୮୩ ଜଣ କୃତକାର୍ଯ୍ୟ
ଓଡ଼ିଶା ଲୋକସେବା ଆୟୋଗ ପକ୍ଷରୁ ପରିଚାଳିତ ବହୁ ପ୍ରତିକ୍ଷୀତ ଓଡ଼ିଶା ପ୍ରଶାସନିକ ସେବା ପରୀକ୍ଷା-୨୦୨୨ର ଫଳ ଶନିବାର ପ୍ରକାଶିତ ହୋଇଛି।
ଏହି ପରୀକ୍ଷାରେ ୬୮୩ ଜଣ ପରୀକ୍ଷାର୍ଥୀ କୃତକାର୍ଯ୍ୟ ହୋଇଛନ୍ତି।
ପ୍ରଥମ ଉଦ୍ୟମରେ ଶ୍ବେତାଶ୍ରୀ ମହାପାତ୍ର ପ୍ରଥମ ସ୍ଥାନ ସହ ସଫଳତା ହାସଲ!-->!-->!-->!-->!-->!-->!-->…
ଆଡମିଟ୍ କାର୍ଡକୁ ଡଙ୍ଗା କରି ଭସାଇଲେ ଆଶାୟୀ
ରାଜ୍ୟରେ ଅମିନ ଏବଂ ଆରଆଇ ପରୀକ୍ଷା ବାତିଲ କରିବା ପାଇଁ ଆଶାୟୀ ପ୍ରାର୍ଥୀମାନଙ୍କ ପକ୍ଷରୁ ପ୍ରଦର୍ଶନ କରାଯାଇଛି।
କଟକର କାଠଯୋଡ଼ି ନଦୀରେ ଆଶାୟୀ ପ୍ରାର୍ଥୀମାନେ ନିଜ ଆଡମିଟ୍ କାର୍ଡକୁ ଡଙ୍ଗା କରି ଗୁରୁବାର ଭସାଇଛନ୍ତି।
ଏହାପୂର୍ବରୁ ବୁଧବାର ସେମାନେ ଆଡମିଟ୍ କାର୍ଡକୁ ନିଆଁ!-->!-->!-->!-->!-->!-->!-->…
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ରୢାଗିଂ ଘଟଣା
୧୭ଜଣ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ
ବ୍ରହ୍ମପୁର/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ରୢାଗିଂ ଘଟଣାକୁ ନେଇ ଶୃଙ୍ଗଳା କମିଟିର ତଦନ୍ତ ପରେ ୧୭ଜଣ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ଘଟଣାରେ ସଂପୃକ୍ତ ୪ଜଣ ଛାତ୍ରଙ୍କୁ!-->!-->!-->!-->!-->…
ଅଙ୍ଗନୱାଡି କର୍ମୀଙ୍କ ମନମୁଖୀ କାର୍ଯ୍ୟକଳାପକୁ ବିରୋଧ କରି ତାତିଲେ ଗ୍ରାମବାସୀ
ବୈଶିଙ୍ଗା/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ଅଙ୍ଗନଓ୍ୱାଡି କର୍ମୀଙ୍କ ମନମୁଖୀ କାମ ସାଙ୍ଗକୁ ଦୀର୍ଘଦିନ ଧରି ଚଳାଇ ଆସିଥିବା ବ୍ୟାପକ ଅନିୟମିତତା ପ୍ରତିବାଦରେ ଶନିବାର ବେତନଟୀ ବ୍ଳକ ଅନ୍ତର୍ଗତ ନଡପୁର ପଞ୍ଚାୟତ ଅଧୀନ ଟିକରଗଡିଆ ଅଙ୍ଗନୱାଡି କେନ୍ଦ୍ର ସମ୍ମୁଖରେ ତୀବ୍ର ଉତ୍ତେଜନା ଲାଗି!-->…
ଦଶହରା ଛୁଟି ପରେ ନବମ, ଦଶମ ଷାଣ୍ମାସିକ ପରୀକ୍ଷା
କଟକ,୦୪-୧୦-୨୪ (ପିପିଏସ) : ଚଳିତ ବର୍ଷ ଅକ୍ଟୋବର ୪ରୁ ଅଷ୍ଟମ, ନବମ ଓ ଦଶମ ଶ୍ରେଣୀ ଅର୍ଦ୍ଧବାର୍ଷିକ ପରୀକ୍ଷା ଅନୁଷ୍ଠିତ ହେବାର ଥିଲା। କିନ୍ତୁ ବ୍ଲକ୍ସ୍ତରୀୟ ସୁରଭି, ଜିଲ୍ଲା ଓ ରାଜ୍ୟସ୍ତରୀୟ କ୍ରୀଡ଼ା ପ୍ରତିଯୋଗିତା, ପ୍ରାଥମିକ ବିଦ୍ୟାଳୟରେ ସ୍କ୍ରିମାଟିକ୍ ଶିକ୍ଷକ ନିଯୁକ୍ତି ମେଳା ଆଦି!-->…
୧୨ଘଣ୍ଟିଆ କୋରାପୁଟ ବନ୍ଦ
କୋରାପୁଟ/ଭୁବନେଶ୍ୱର ୦୪-୧୦-୨୪ (ପିପିଏସ) : କୋରାପୁଟ ଜିଲ୍ଲା କ୍ରିୟାନୁଷ୍ଠାନ କମିଟିର ଆହ୍ବାନକ୍ରମେ ଜିଲ୍ଲାଭିତ୍ତିକ ସ୍ଥାୟୀ ନିଯୁକ୍ତି ଦାବିରେ ଆଜି ୧୨ ଘଣ୍ଟିଆ କୋରାପୁଟ ବନ୍ଦ ପାଳନ କରାଯାଉଛି। ସକାଳ ୬ଟାରୁ ସନ୍ଧ୍ୟା ୬ ଘଣ୍ଟା ପର୍ଯ୍ୟନ୍ତ ବନ୍ଦ ଡାକରା ଦିଆଯାଇଛି । ଏହାର ପ୍ରଭାବ!-->…
ପାଞ୍ଚଟି ଭାଷାକୁ ଶାସ୍ତ୍ରୀୟ ମାନ୍ୟତା
ନୂଆଦିଲ୍ଲୀ/ଭୁବନେଶ୍ୱର ୦୩-୧୦-୨୦୨୪ (ପିପିଏସ) : କେନ୍ଦ୍ର କ୍ୟାବିନେଟ ଏକ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତିକ୍ରମେ ଗୁରୁବାର ପାଞ୍ଚଟି ଭାଷାକୁ ଶାସ୍ତ୍ରୀୟ ମାନ୍ୟତା ପ୍ରଦାନ କରିଛନ୍ତି। ମରାଠୀ, ବଙ୍ଗାଳୀ, ପାଲି, ପ୍ରାକୃତ ଏବଂ ଆସାମୀ ଭାଷାକୁ ଶାସ୍ତ୍ରୀୟ ଭାଷା ମାନ୍ୟତା ପ୍ରଦାନ କରିବାକୁ!-->…
ଶହେ କୋଟି ମାଗିଲା ସ୍କୁଲ କବ୍ଜା କରିଥିବା ଯୁବକ!
ସୁନ୍ଦରଗଡ/ଭୁବନେଶ୍ୱର, ୨୫-୦୯-୨୦୨୪(ପିପିଏସ): ଶହେ କୋଟି ମାଗିଲା ସ୍କୁଲ କବଜାକାରୀ । ସୁନ୍ଦରଗଡ଼ ମହୁଲପଦା ଥାନା ବଡ଼ଜଲ ସ୍କୁଲକୁ କବଜା କରି ଆତଙ୍କରାଜ ଚଳାଇଥିବା ଯୁବକ ଶେଷରେ ୮ରୁ ୧୦ ପୃଷ୍ଠା କାଗଜରେ ଦାବି ଲେଖି ଦଉଡ଼ିରେ କୋଠା ତଳକୁ ପକାଇଛି । ସେଥିରେ ମୋତେ ଶହେ କୋଟି ଦରକାର ବୋଲି!-->…
ଡାକ୍ତର ହେବ ଦିନ ମଜୁରିଆଙ୍କ ପୁଅ : ବାଧକ ସାଜିଛି ଅର୍ଥ
କନ୍ଧମାଳ/ଭୁବନେଶ୍ୱର,୨୧-୦୯-୨୦୨୪(ପିପିଏସ) : କନ୍ଧମାଳ ଜିଲ୍ଲା ତୁମୁଡିବନ୍ଧ ବ୍ଲକ ମୁଣ୍ଡିଗଡ଼ ଗାଁର ଦିନ ମଜୁରିଆ ବାପା ମା’ଙ୍କ ପୁଅ ହେବାକୁ ଯାଉଛନ୍ତି ଡାକ୍ତର । ପିନ୍ଧିବ ଧଳା ଆପ୍ରନ, ବେକରେ ପକାଇବ ଷ୍ଟେଥୋସ୍କୋପ । ପୁଅ ନିଟ୍ ପରୀକ୍ଷାରେ ପାସ୍ କରିବା ପରେ ମେଡିକାଲରେ ସିଟ୍ ବି!-->…
ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୦ମ ସ୍ଥାପନା ଦିବସ ପାଳନ
ବାରଙ୍ଗ/କଟକ,୨୦-୦୯-୨୦୨୪(ପିପିଏସ) : ଓଡ଼ିଶା ଆଦର୍ଶ ବିଦ୍ୟାଳୟର ୧୦ମ ସ୍ଥାପନା ଦିବସ ଆଜି ବିଭିନ୍ନ କାର୍ଯ୍ୟକ୍ରମ ମାଧ୍ୟମରେ ବାରଙ୍ଗ ବ୍ଲକ୍ ସ୍ଥିତ ରାମଦାସପୁର ଠାରେ ଅନୁଷ୍ଠିତ ହୋଇଯାଇଅଛି । ବାଙ୍କୀ ବିଧାୟକ ଦେବିରଞ୍ଜନ୍ ତ୍ରିପାଠୀ ଆନୁଷ୍ଠାନିକ ଭାବରେ ଏହି ସ୍ଥାପନା ଦିବସ କୁ ଉଦ୍ଘାଟନ!-->…