Browsing Category

ଶିକ୍ଷା

ଶିକ୍ଷା ବିଭାଗରେ ୨୭୬୭ ଜଣଙ୍କୁ ମିଳିବ ନିଯୁକ୍ତି

ରାଜ୍ୟର ଶିକ୍ଷା ବ୍ୟବସ୍ଥାକୁ ସୁଦୃଢ କରି ରାଜ୍ୟରେ ନିଯୁକ୍ତି ସୁଯୋଗ ସୃଷ୍ଟି କରିବା ହେଉଛି ରାଜ୍ୟ ସରକାରଙ୍କ ପ୍ରାଥମିକତା। ଏହିକ୍ରମରେ ଭୁବନେଶ୍ବର ୟୁନିଟ-୩ସ୍ଥିତ କ୍ୟାପିଟାଲ୍ ହାଇସ୍କୁଲ ପଡ଼ିଆଠାରେ ଫେବ୍ରୁଆରି ୭ରେ ଆୟୋଜିତ ହେବ ନିଯୁକ୍ତି ମେଳା। ଭୁବନେଶ୍ୱର ୦୬-୦୨-୨୦୨୫(ପିପିଏସ )

ଗଣଶିକ୍ଷା ବିଭାଗ ଓ ସିକେ-୧୨ ଫାଉଣ୍ଡେସନ୍‌ ମଧ୍ୟରେ ବୁଝାମଣାପତ୍ର

ବିଦ୍ୟାଳୟରେ ବିଶ୍ୱସ୍ତରୀୟ ଶିକ୍ଷା ସମ୍ବଳ ଯୋଗାଇବ ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ରାଜ୍ୟର ଛାତ୍ରଛାତ୍ରୀ, ଶିକ୍ଷକ ଓ ବିଦ୍ୟାଳୟଗୁଡ଼ିକୁ ବିଶ୍ୱସ୍ତରୀୟ ଶିକ୍ଷା ସମ୍ବଳ ଯୋଗାଇଦେବାକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଏବଂ କାର୍ଲିଫର୍ଣ୍ଣିଆର ‘ସିକେ-୧୨ ଫାଉଣ୍ଡେସନ’ ମଧ୍ୟରେ ଆଜି ଏକ

କପି ରୋକିବାକୁ ୫ସ୍ତରୀୟ ବ୍ୟବସ୍ଥା,

୪୫ ଦିନରେ ଆସିବ ଯୁକ୍ତ୨ ପରୀକ୍ଷା ଫଳ ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ଯୁକ୍ତ ଦୁଇ ଥିଓରୀ ପରୀକ୍ଷା-୨୦୨୫ ପାଇଁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍‌ଏସ୍‌ଇ) ପକ୍ଷରୁ ପ୍ରସ୍ତୁତି ଜୋରଦାର କରାଯାଇଛି। ଆସନ୍ତା ୧୮ ତାରିଖ ଠାରୁ ୨୭ ତାରିଖ ପର୍ଯ୍ୟନ୍ତ ରାଜ୍ୟର ୩୦ଟି ଜିଲ୍ଲାର

ଏକ ସୁସ୍ଥ ସମାଜ ଗଠନରେ ଶିକ୍ଷାନୁଷ୍ଠାନର ଭୂମିକା ଯଥେଷ୍ଟ ଗୁରୁତ୍ଵପୂର୍ଣ୍ଣ: ମୁଖ୍ୟମନ୍ତ୍ରୀ

ଜ୍ଞାନ ହେଉଛି ପ୍ରକୃତ ଶକ୍ତି। ଆଜିର ଦ୍ରୁତ ପରିବର୍ତ୍ତନଶୀଳ ସମାଜରେ ଜ୍ଞାନ ଆହରଣ ହିଁ ହେଉଛି ଏକ ମାତ୍ର ସମ୍ପତ୍ତି। ଛାତ୍ର ଜୀବନ ହେଉଛି ଜଣେ ବ୍ୟକ୍ତିର ସୃଜନଶୀଳ ଏବଂ ଉତ୍ପାଦନଶୀଳ ଜୀବନ। ଛାତ୍ର ଜୀବନର କିଛି ବର୍ଷ, ବ୍ୟକ୍ତିର ସାରା ଜୀବନର ଦଶା ଓ ଦିଶାକୁ ଦିଗ ଦେଇଥାଏ।  ଭୁବନେଶ୍ୱର

ମୟୂରଭଞ୍ଜରେ ପ୍ରତିଷ୍ଠା ହେବ ‘ଛଉ ଏକାଡେମୀ ଓ ସାଂସ୍କୃତିକ ଗବେଷଣା କେନ୍ଦ୍ର: ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ମୋନହ ଚରଣ ମାଝୀ ମୟୂରଭଞ୍ଜ ଉତ୍ସବ କାର୍ଯ୍ୟକ୍ରମରେ ଯୋଗଦେଇଛନ୍ତି। ଏହି ଅବସରରେ ସେ ମୟୂରଭଞ୍ଜର ମହାନୁଭବ ମହାରାଜା ଶ୍ରୀରାମଚନ୍ଦ୍ର ଭଞ୍ଜଦେଓଙ୍କ ୧୫୦ତମ ଜନ୍ମ ତିଥି ଅବସରରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି। ଭୁବନେଶ୍ୱର ୦୧-୦୨-୨୦୨୫(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋନହ

କଟକ ନେତାଜୀ ସୁବାଷ ମେମୋରିଆଲ୍ ସିଟି କଲେଜର ବାର୍ଷିକ ଉତ୍ସବ ପାଳନ ଅବସରରେ ସାଂସଦ ଭର୍ତ୍ତୃହରି ମହତାବ

ସାଂସଦଙ୍କ ବିଭିନ୍ନ କାର୍ଯ୍ୟକର୍ମରେ ଅଂଶଗ୍ରହଣ କଟକ ନେତାଜୀ ସୁବାଷ ମେମୋରିଆଲ୍ ସିଟି କଲେଜର ବାର୍ଷିକ ଉତ୍ସବ ପାଳନ ଅବସରରେ ସାଂସଦ ଭର୍ତ୍ତୃହରି ମହତାବ

ଇମର୍ତ୍ତୀ ଦେବୀ ମହିଳା ମହାବିଦ୍ୟାଳୟର ବାର୍ଷିକ ଉତ୍ସବ

ସାଂସଦଙ୍କ ବିଭିନ୍ନ କାର୍ଯ୍ୟକର୍ମରେ ଅଂଶଗ୍ରହଣ କଟକ ୨୯-୦୧-୨୦୨୫(ପିପିଏସ ) : କଟକ ନୟାସଡ଼କସ୍ଥିତ ଇମର୍ତ୍ତୀଦେବୀ ମହିଳା ମହାବିଦ୍ୟାଳୟର ଅଧ୍ୟକ୍ଷା ଡ଼କ୍ଟର ସାଗରିକା ମହାନ୍ତିଙ୍କ ପୌରୋହିତ୍ୟରେ ବାର୍ଷିକ ଉତ୍ସବ ପାଳିତ ହୋଇଯାଇଅଛି । ଏହି ଉତ୍ସବରେ ସାଂସଦ ଭର୍ତ୍ତୃହରି ମହତାବ ମୁଖ୍ୟ

ରେଭେନ୍ସା ବିଶ୍ୱବିଦ୍ୟାଳୟ ଆନ୍ତର୍ଜାତୀୟ ସମ୍ମିଳନୀ- ୨୦୨୫

ରେଭେନ୍ସା ବିଶ୍ୱବିଦ୍ୟାଳୟ, ଇଂରାଜୀ ବିଭାଗ ଦ୍ୱାରା “ପ୍ରକୃତିରବିବର୍ତ୍ତନ ପ୍ରକ୍ରିୟାରେ ମଣିଷ ଓ ଜୀବଜଗତ: ପରିବେଶ ସନ୍ତୁଳନପରିପ୍ରେକ୍ଷୀରେ ବିଶ୍ୱସାହିତ୍ୟ” ଶୀର୍ଷକ ଅନ୍ତର୍ଜାତୀୟ ସମ୍ମିଳନୀଉଦ୍‌ଘାଟିତ ସାଂସଦଙ୍କ ବିଭିନ୍ନ କାର୍ଯ୍ୟକର୍ମରେ ଅଂଶଗ୍ରହଣ ରେଭେନ୍ସା ବିଶ୍ୱବିଦ୍ୟାଳୟ

ଫେବ୍ରୁଆରି ୧୪ରେ ବିଧାନସଭା ଘେରିବ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ !

ବିଭିନ୍ନ ଦାବି ନେଇ ଆସନ୍ତା ଫେବ୍ରୁଆରି ୧୪ ତାରିଖରେ ମିଳିତ ପ୍ରାଥମିକ ଶିକ୍ଷକ ମହାସଂଘ ପକ୍ଷରୁ ବିଧାନସଭା ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯିବ। ସୋମବାର ଗୋଦାବରୀଶ ଭବନରେ ଅନୁ‌ଷ୍ଠିତ ବୈଠକରେ ମହାସଂଘ ପକ୍ଷରୁ ଏହି ନିଷ୍ପତ୍ତି ନିଆଯାଇଛି। ଭୁବନେଶ୍ୱର ୨୯-୦୧-୨୦୨୫(ପିପିଏସ ) :

ଯୋବ୍ରା ସରକାରୀ ଉଚ୍ଚ ବିଦ୍ୟାଳୟର ବାର୍ଷିକୋତ୍ସବ

କଟକ ୨୯-୦୧-୨୦୨୫(ପିପିଏସ ) : ଯୋବ୍ରା ହାଇସ୍କୁଲର ବାର୍ଷିକ ଉତ୍ସବ ବିଦ୍ୟାଳୟ ପରିସର ମଧ୍ୟରେ ସକାଳ ୧୦ ଘଟିକା ସମୟରେ ପ୍ରଧାନ ଶିକ୍ଷୟିତ୍ରୀ ଡକ୍ଟର ରାଜଶ୍ରୀ ସାହୁଙ୍କ ସଭାପତିତ୍ୱରେ ଉଦ୍‌ଘାଟକ ରୂପେ ଡାକ୍ତର ଉମେଶ ରାୟଙ୍କ ଦ୍ବାରା ଆରମ୍ଭ ହୋଇ ପୁରସ୍କାର ବିତରଣ କରାଯାଇଥିଲା। ଅପରାହ୍ନର