Sign in
Sign in
Recover your password.
A password will be e-mailed to you.
Browsing Category
ଶିକ୍ଷା
‘ପଞ୍ଚସଖା ଶିକ୍ଷା ସେତୁ’ ଯୋଜନା: ଗଠନ ହେବ ରାଜ୍ୟ, ଜିଲ୍ଲାସ୍ତରୀୟ କମିଟି
ମୋ ସ୍କୁଲ ଅଭିଯାନ ପରିଚାଳନା ସଂଗଠନକୁ ବଦଲାଇ ‘ପଞ୍ଚସଖା ଶିକ୍ଷା ସେତୁ ସଂଗଠନ’ ନାମରେ ନାମିତ କରାଯାଇଛି। ‘ମୋ ସ୍କୁଲ ଅଭିଯାନ’ ପରିଚାଳନା ସଂଗଠନର ସମସ୍ତ ଅଧିକାର ଏବଂ ପାଣ୍ଠି ଓ କର୍ମଚାରୀଙ୍କୁ ପଞ୍ଚସଖା ଶିକ୍ଷା ସେତୁ ସଂଗଠନକୁ ଆଇନ ଗତ ଭାବେ ହସ୍ତାନ୍ତର କରାଯିବ।
ଭୁବନେଶ୍ୱର!-->!-->!-->…
ରାଷ୍ଟ୍ରଭକ୍ତ ଛାତ୍ର ଗଠନରେ ଶିଶୁ ମନ୍ଦିରର ଭୂମିକା ଗୁରୁତ୍ୱପୂର୍ଣ୍ଣ
କେନ୍ଦୁଝର/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ଜେଲରୋଡସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର କେନ୍ଦୁଝରଗଡ଼଼ର ୩୮ତମ ବାର୍ଷିକ ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟ ପରିଚାଳନା ସମିତି ଉପସଭାପତି ପ୍ରିୟବ୍ରତ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଏହି ଉତ୍ସବରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ!-->…
ଷଷ୍ଠ ଓଡ଼ିଶା ରାଜ୍ୟ ପୁସ୍ତକ ମହୋତ୍ସବ ଉଦ୍ଯାପିତ
‘ଜଗତୀକରଣ ସାରସ୍ବତ ଜଗତକୁ ଛୋଟ କରିପାରିବ ନାହିଁ’
ଅନେକ କହୁଛନ୍ତି ବହି ବିପଦରେ ପଡ଼ିଛି। ହେଲେ ବହି ବିପଦରେ ପଡ଼ିନାହିଁ। ଡିଜିଟାଲ ଦୁନିଆ କେବେ ବି ବହିର ସ୍ଥାନ ନେଇ ପାରିବ ନାହିଁ। ବଜାରବାଦ ବିଶ୍ବକୁ ଛୋଟ କରି ଦେଇ ପାରେ
ଭୁବନେଶ୍ୱର: ଅନେକ କହୁଛନ୍ତି ବହି ବିପଦରେ ପଡ଼ିଛି।!-->!-->!-->!-->!-->…
ସାନ୍ତାଳୀ ଭାଷାରେ ଶିକ୍ଷାଦାନ ପାଇଁ ସରକାର ଚିନ୍ତା କରୁଛନ୍ତି: ମୁଖ୍ୟମନ୍ତ୍ରୀ
ସାନ୍ତାଳୀ ଭାଷାକୁ ସମ୍ବିଧାନର ଅଷ୍ଟମ ଅନୁଚ୍ଛେଦରେ ଅନ୍ତର୍ଭୁକ୍ତ କରିବା ପାଇଁ ସ୍ବର୍ଗତ ଅଟଳ ବିହାରୀ ବାଜପେୟୀଙ୍କ ଅବଦାନ ଅତୁଳନୀୟ। ସାନ୍ତାଳୀ ଭାଷା ଅଲ୍ଚିକି ଲିପିରେ ‘କେଜି’ରୁ ‘ପିଜି’ ପର୍ଯ୍ୟନ୍ତ ଶିକ୍ଷାଦାନ
କେନ୍ଦୁଝର/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ସାନ୍ତାଳୀ ଭାଷାକୁ!-->!-->!-->…
ଲାଞ୍ଚ ନେଲା ବେଳେ ଶିକ୍ଷା ବିଭାଗର ଅଧିକାରୀଙ୍କୁ ଧରିଲା ଭିଜିଲାନ୍ସ
ଅବସରପ୍ରାପ୍ତ ଶିକ୍ଷକଙ୍କ ଫାଇନାଲ ପେନ୍ସନ୍ କରାଇଦେବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନସ୍ ହାତରେ ଧରାପଡିଲେ ସେକ୍ସନ ଅଫିସର। ସଂପୃକ୍ତ ଅଧିକାରୀ ହେଲେ ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ରଂଜିତ କୁମାର ଷଡ଼ଙ୍ଗୀ।
!-->!-->!-->…
ମୌଳିକ ସମସ୍ୟାର ତ୍ବରିତ ସମାଧାନ କର: ମୁଖ୍ୟମନ୍ତ୍ରୀ
କିଛି ଦିନର ବ୍ୟବଧାନ ପରେ ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମ ପୁଣି ଆରମ୍ଭ ହୋଇଛି। ଆଜି ମୁଖ୍ୟମନ୍ତ୍ରୀଙ୍କ ଅଭିଯୋଗ ପ୍ରକୋଷ୍ଠରେ ହୋଇଥିବା ଷଷ୍ଠ ଶୁଣାଣିରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସାଧାରଣ ଲୋକଙ୍କର
ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : କିଛି ଦିନର ବ୍ୟବଧାନ!-->!-->!-->…
ରାଜଧାନୀରେ ଅଙ୍ଗନବାଡ଼ି କର୍ମୀ ଓ ସହାୟିକାଙ୍କ ଗଣଧାରଣା
ସରକାରୀ ମାନ୍ୟତା ସାଙ୍ଗକୁ ଦରମା ବୃଦ୍ଧି ଦାବିରେ ଲୋୟର ପିଏମଜିରେ ଅଙ୍ଗନବାଡ଼ି କର୍ମୀମାନେ ଗଣଧାରଣା ଦେଇଛନ୍ତି । ହଜାର ହଜାର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ଏକାଠି ହୋଇଛନ୍ତି । ସେମାନେ ବହିଷ୍କାର ହୋଇଥିବା କର୍ମୀଙ୍କୁ ପୁନଃନିଯୁକ୍ତି ଲାଗି ବି ଦାବି କରିଛନ୍ତି।
ଭୁବନେଶ୍ୱର!-->!-->!-->…
ଖେଳ ପଡିଆକୁ ନେଇ ରାଜନୀତି, ଧାରଣାରେ ବସିଲେ କର୍ପୋରେଟର
କଟକ,୧୬-୧୨-୨୦୨୪ (ପିପିଏସ) : ସ୍କୁଲ ପ୍ରଧାନ ଶିକ୍ଷୟିତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ କର୍ପୋରେଟର ଧାରଣା ଦେଇଛନ୍ତି । କଟକ ଯୋବ୍ରା ପୌର ସରକାରୀ ଉଚ୍ଚ ବିଦ୍ୟାଳୟରେ ବ୍ୟାପକ ଅର୍ଥ ହେରଫେର, ଅଭିଭାବକଙ୍କୁ ଦୁର୍ବ୍ୟବହାର ଅଭିଯୋଗ ପ୍ରତିବାଦରେ ପ୍ରଧାନ ଶିକ୍ଷୟିତ୍ରୀ ଅଫିସ ସମ୍ମୁଖରେ!-->…
ଆଇଏଏସ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡିଶା କ୍ୟାଡର
ଭୁବନେଶ୍ୱର ୧୫-୧୨-୨୦୨୪(ପିପିଏସ ) : ଆଇଏଏସ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡିଶା କ୍ୟାଡର। ଆଇଏଏସ ଅନିମେଶ ପ୍ରଧାନଙ୍କୁ ମିଳିଲା ଓଡିଶା କ୍ୟାଡର ୟୁପି ଏସ ସି ଦ୍ୱାରା ପରିଚାଳିତ ଭାରତୀୟ ପ୍ରସନିକ ସେବା ତଥା ୨୦୨୩ ସିଭିଲ ସର୍ଭିସ ପରୀକ୍ଷାରେ ଦ୍ୱିତୀୟ ରାଙ୍କ ପାଇଥିଲେ ଅନିମେଶ!-->…
ଜାଲ୍ ସାର୍ଟିଫିକେଟ୍ ଦେଇ ଚାକିରି ମହଙ୍ଗା ପଡ଼ିଲା
ବିଦାହେଲେ ଅଙ୍ଗନବାଡି କର୍ମୀ
କୁଆରମୁଣ୍ଡା/ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ ) : ଜାଲ୍ ସାର୍ଟିଫିକେଟ୍ ଦେଇ ଚାକିରି ମହଙ୍ଗା ପଡ଼ିଛି। ସତ୍ୟ ଜଣାପଡ଼ିବା ପରେ ଅଙ୍ଗନବାଡ଼ି କର୍ମୀ ଚାକିରିରୁ ବିଦା ହୋଇଛନ୍ତି। ଏଭଳି ଏକ ଘଟଣା ସୁନ୍ଦରଗଡ଼ ଜିଲ୍ଲା କୁଆରମୁଣ୍ଡା ବ୍ଲକ୍ର ଏକ!-->!-->!-->…