Sign in
Sign in
Recover your password.
A password will be e-mailed to you.
Browsing Category
ଅନ୍ତର୍ଜାତୀୟ
ହାଇବ୍ରିଡ ମୋଡରେ ହେବ ଚାମ୍ପିୟନ୍ସ ଟ୍ରଫି
ଚାମ୍ପିୟନ୍ସ ଟ୍ରଫିକୁ ନେଇ ଗତ କିଛି ମାସ ହେଲା ଚାଲିଥିବା ଅଚଳାବସ୍ଥା ଦୂର ହୋଇଛି । ଆଇସିସି ଏହି ଟୁର୍ଣ୍ଣାମେଣ୍ଟ ପାଇଁ 'ହାଇବ୍ରିଡ୍ ମଡେଲ୍'କୁ ମଞ୍ଜୁରି ଦେଇଛି । ପାକିସ୍ତାନ ଓ ଦୁବାଇରେ ହାଇବ୍ରିଡ୍ ମଡେଲରେ ଚାମ୍ପିୟନ୍ସ ଟ୍ରଫି ଖେଳାଯିବ ।
ଲାହୋର /ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ!-->!-->!-->…
ପାରାଦୀପରେ ଫସିଲେ ୭୮ ବାଂଲାଦେଶୀ ନାଗରିକ, ମାଛ ଧରିବାକୁ ଆସି ଅଟକ
ପାରାଦୀପ/ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : ବିଗତ କିଛି ମାସ ହେଲା ଭାରତ-ବାଂଲାଦେଶର ସଂପର୍କରେ ମଧୁରତା ନାହିଁ। ବିଭିନ୍ନ କାରଣକୁ ନେଇ ଉଭୟ ଦେଶ ମଧ୍ୟରେ ସଂପର୍କ ଭଲ ନଥିବା ବେଳେ ଏଥିରେ ସୁଧାର ଆଣିବା ପାଇଁ ଉଦ୍ୟମ କରାଯାଉଛି। ଏହାରି ମଧ୍ୟରେ ଭାରତୀୟ ସମୁଦ୍ର ସୀମାରୁ ୨ଟି!-->!-->!-->…
ଚିଲିକାକୁ ଆସିଛନ୍ତି ୪ ଲକ୍ଷ ୯୪ ହଜାର ୩୬୬ ବିଦେଶାଗତ ପକ୍ଷୀ
ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : ଚିଲିକା ହ୍ରଦକୁ ଶୀତ ଋତୁରେ ସାଧାରଣତଃ ବିଦେଶାଗତ ପକ୍ଷୀମାନେ ଚିଲିକାର ଚତୁପାର୍ଶ୍ଵରେ ଥିବା ଜଳାଶୟ ଯଥା ମଙ୍ଗଳାଯୋଡି, ଭୁଷଣ୍ଡପୁରୁ, ବାଲିପାଟପୁର, ନଇରି, ବଉଳାବନ୍ଧ, ବଡଗୋଠ, ଟୁଆଗମ୍ଭାରୀ, ଗୁରୁବାଇ, ସପିଆ, ନଳବଣ, ମଧୁରଚୁଆ, ସମଲନାସୀ,!-->…
ସଂଜୟ ମାଲହୋତ୍ରା ନୂଆ ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର
ସଞ୍ଜୟ ମାଲହୋତ୍ରା ହେବେ ରିଜର୍ଭ ବ୍ୟାଙ୍କର ନୂଆ ଗଭର୍ଣ୍ଣର । ସେ ୧୧ ତାରିଖରେ ଦାୟିତ୍ବ ଗ୍ରହଣ କରିବେ ଓ ତାଙ୍କର କାର୍ଯ୍ୟକାଳ ଆସନ୍ତା ୩ ବର୍ଷ ପାଇଁ ରହିବ। ସେ ବର୍ତ୍ତମାନର ରିଜର୍ଭ ବ୍ୟାଙ୍କ ଗଭର୍ଣ୍ଣର ଶକ୍ତିକାନ୍ତ ଦାସଙ୍କ ସ୍ଥାନ ନେବେ।
ନୂଆଦିଲ୍ଲୀ/ଭୁବନେଶ୍ୱର!-->!-->!-->…
ଉଦ୍ଘାଟନ ହେବ କୋଣାର୍କ ଇକୋ ରିଟ୍ରିଟ
ବେଳାଭୂମିରେ ପଞ୍ଚତାରକା ହୋଟେଲ ଓ ବାରର ମଜା ନେବେ ପର୍ଯ୍ୟଟକ
କୋଣାର୍କ/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ଡିସେମ୍ବର ୧୩ରୁ ଆରମ୍ଭ ହେବ କୋଣାର୍କ ଇକୋ ରିଟ୍ରିଟ। ଏବେଠୁ ରାମଚଣ୍ଡୀ ମୁହାଣ ଇକୋ ରିଟ୍ରିଟ ନିକଟରେ ପର୍ଯ୍ୟଟକଙ୍କ ଭିଡ଼ ଜମିଲାଣି। ସମୁଦ୍ର ବେଳାଭୂମି ଚଳଚଞ୍ଚଳ ହୋଇଉଠିଛି।!-->!-->!-->…
କଟକ ରେଳରେ ଯୋଡିହେଲା ନୂଆ ଫର୍ଦ୍ଧ
ରେଳବାଇ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କଟକ ସାଂସଦ ଭର୍ତ୍ତୃହରି ମହତାବ ଙ୍କ ଦ୍ୱାରା ଦ୍ୱିତୀୟ ପ୍ରବେଶ ଦ୍ୱାର ଉଦଘାଟିତ
୧୩ ଶିଳ୍ପ କମ୍ପାନି ପୂର୍ବ ସରକାରରେ ଏମଓୟୁ କରି ଓହରି ଯାଇଛନ୍ତି: ଶିଳ୍ପମନ୍ତ୍ରୀ
ପୂର୍ବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନକାଳରେ ଓଡ଼ିଶାରେ ପ୍ରକଳ୍ପ ନ କରି ୧୩ଟି ବୃହତ୍ ଶିଳ୍ପ କମ୍ପାନି ଓହରି ଯାଇଛନ୍ତି। ଏହି କମ୍ପାନିଗୁଡ଼ିକ ପ୍ରକଳ୍ପ ସ୍ଥାପନ ପାଇଁ ଏମଓୟୁ ସ୍ୱାକ୍ଷର କରିଥିଲେ ମଧ୍ୟ ବିଭିନ୍ନ କାରଣରୁ ଓହରି ଯାଇଥିଲେ
ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) :!-->!-->!-->…
ଅନ୍ଲାଇନ୍ ଗେମ୍ର ଭୟଙ୍କର ପରିଣତି: ଜୀବନ ହାରିଦେଲେ ଯୁବକ
ସମ୍ପ୍ରତି ଅନ୍ଲାଇନ୍ ଗେମ୍ ସମଗ୍ର ଦେଶର ଯୁବପିଢ଼ିଙ୍କ ଏକ ବଡ଼ ବିପଦ ସାଜିଛି। ଅନ୍ଲାଇନ୍ ଗେମ୍ରେ ଫସି ବହୁ ଯୁବକ ପ୍ରାଣ ହାରିଦେଉଛନ୍ତି। ଆଜି ପୁରୁଣା ଭୁବନେଶ୍ବର ଅଞ୍ଚଳରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି।
ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ସମ୍ପ୍ରତି ଅନ୍ଲାଇନ୍ ଗେମ୍!-->!-->!-->…
ହିନ୍ଦୁ ସୁରକ୍ଷା ମଞ୍ଚ ପକ୍ଷରୁ ବିଶାଳ ଶୋଭାଯାତ୍ରା
କେନ୍ଦ୍ରାପଡ଼ା/ଭୁବନେଶ୍ୱର ୦୫-୧୨-୨୦୨୪ (ପିପିଏସ) : ହିନ୍ଦୁ ସୁରକ୍ଷା ମଞ୍ଚ ପକ୍ଷରୁ ଗୁରୁବାର ତିନିମୁହାଣୀ ସ୍ଥିତ ରାମ ମନ୍ଦିର ପରିସରରୁ ବ୍ରହ୍ମଚାରୀ ବିଶ୍ୱଚୈତନ୍ୟ ମହାରାଜ୍ଙ୍କ ଅଧ୍ୟକ୍ଷତାରେ ହିନ୍ଦୁ ମାନଙ୍କୁ ସୁରକ୍ଷା ଯୋଗାଇ ଦେବା ନିମନ୍ତେ ଏକ ବିଶାଳ ସମାବେଶ ଏବଂ ରାଲି ବାହାରି!-->!-->!-->…
କୋଣାର୍କ ଉତ୍ସବର ୪ର୍ଥ ସନ୍ଧ୍ୟା……
କୋଣାର୍କ ଉତ୍ସବର ୪ର୍ଥ ସନ୍ଧ୍ୟା......
କୁଚିପୁଡ଼ି ଓ ଓଡିଶୀ ନୃତ୍ୟରେ ବିମୋହିତ ବିଦେଶୀ ଓ ଦେଶୀୟ ପର୍ଯ୍ୟଟକ ।
କୋଣାର୍କ୦୪-୧୨-୨୦୨୪(ପିପିଏସ ) : ୩୫ତମ କୋଣାର୍କ ଉତ୍ସବର ଚତୁର୍ଥ ସନ୍ଧ୍ୟା। ଏହି ସନ୍ଧ୍ୟାର ପ୍ରଥମ ପର୍ଯ୍ୟାୟରେ ହାଇଦ୍ରାବାଦରୁ ଆସିଥିବା ଦୀପିକା ରେଡ୍ଡୀ ଓ ସାଥୀ!-->!-->!-->!-->!-->…