Browsing Category

ଅନ୍ତର୍ଜାତୀୟ

ସୁନୀତାଙ୍କୁ ଛାଡ଼ି ମହାକାଶରୁ ଫେରିଲା ବୋଇଂ ଷ୍ଟାରଲାଇନର

ନୂଆଦିଲ୍ଲୀ/ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : ଶେଷରେ ସୁନୀତା ଓ୍ବିଲିୟମ୍ସଙ୍କୁ ମହାକାଶରେ ଛାଡ଼ି ପୃଥିବୀ ପୃଷ୍ଠକୁ ଫେରିଛି ବୋଇଂ ଷ୍ଟାରଲାଇନର କ୍ୟାପସୁଲ। ଶନିବାର ନ୍ୟୁ ମେକ୍ସିକୋର ହ୍ବାଇଟ୍‌ ସ୍ୟାଣ୍ଡ୍‌ସ ମିଜାଇଲ ରେଞ୍ଜରେ କ୍ୟାପସୁଲ୍‌ ସଫଳତାର ସହିତ ଅବତରଣ କରିଛି । ଫଳରେ ନାସା

ସାଉଦି ଆରବରେ ଫସିଲେ ଓଡ଼ିଆ ଶ୍ରମିକ : ଉଦ୍ଧାର ଲାଗି ମୁଖ୍ୟମନ୍ତ୍ରୀଙ୍କୁ ନିବେଦନ

ଭୁବନେଶ୍ୱର ୦୭-୦୯-୨୦୨୪(ପିପିଏସ) : ପେଟ ପାଟଣା ପାଇଁ କାମ କରିବାକୁ ସାଉଦି ଆରବରେ ପଳାଇଥିଲେ। ଏକ ଘରୋଇ କମ୍ପାନୀରେ ପାଣି ପାଇପରେ କାମ କରୁଥିଲେ। କିଛି ଦିନ କମ୍ପାନୀରେ କାମ କରିବା ପରେ ଏବେ କମ୍ପାନୀ କାମ ଦେଉନାହିଁ କି ସେମାନଙ୍କୁ ଦରମା ମଧ୍ୟ ଦେଉନାହିଁ। ଶ୍ରମିକମାନେ ଘରକୁ ଫେରିବାକୁ

ପ୍ୟାରିସ ପାରାଲିମ୍ପିକ୍ସ : ୬ଷ୍ଠ ଦିନରେ ଭାରତ ଆଣିଲା ୫ ପଦକ

ନୂଆଦିଲ୍ଲୀ/ଭୁବନେଶ୍ୱର,୦୪-୦୯-୨୪(ପିପିଏସ) : ପ୍ୟାରିସ ପାରାଅଲିମ୍ପିକ୍ସରେ ଜାରି ରହିଛି ମେଡାଲ ବର୍ଷା। ଚମକୁଛନ୍ତି ଭାରତୀୟ ପାରା ଆଥଲେଟ୍‌। ଷଷ୍ଟ ଦିନରେ ଭାରତକୁ ମିଳିଛି ୫ଟି ପଦକ। ଏହାକୁ ମିଶାଇ ଭାରତର ମୋଟ ପଦକ ସଂଖ୍ୟା ୨୦ରେ ପହଞ୍ଚିଛି। ଷଷ୍ଠ ଦିନରେ ଜାଭଲିନ୍‌, ହାଇଜମ୍ପ ଓ ୪୦୦

ପ୍ୟାରିସ ପାରାଲିମ୍ପିକ୍ସ : ଭାରତ ପାଇଁ ବ୍ରୋଞ୍ଜ ଆଣିଲେ ଦୀପ୍ତି

ନୂଆଦିଲ୍ଲୀ/ଭୁବନେଶ୍ୱର,୦୪-୦୯-୨୪(ପିପିଏସ) : ପାରା ଅଲିମ୍ପିକ୍ସର ଦୌଡ଼ କୁଦରୁ ଭାରତକୁ ଆଉ ଏକ ବ୍ରୋଞ୍ଜ ପଦକ ମିଳିଛି । ଭାରତର ଦୀପ୍ତି ଜୀବନଜୀ ୪୦୦ ମିଟର ଟି୨୦ ଫାଇନାଲରେ ଦେଶ ପାଇଁ ଏହି ସଫଳତା ଆଣିଛନ୍ତି। ସେ ୫୫.୮୨ ସେକେଣ୍ଡରେ ୪୦୦ ମିଟର ଦୂରତା ଅତିକ୍ରମ କରି ତୃତୀୟ ସ୍ଥାନରେ

ପ୍ୟାରିସ ପାରାଲିମ୍ପିକ୍ସ, ଭାରତକୁ ମିଳିଲା ଆଉ ଏକ ରୌପ୍ୟ : ୨୧ରେ ପହଁଚିଲା ପଦକ ସଂଖ୍ୟା

ନୂଆଦିଲ୍ଲୀ/ଭୁବନେଶ୍ୱର,୦୪-୦୯-୨୪(ପିପିଏସ) : ପ୍ୟାରିସ ପାରାଲିମ୍ପିକ୍ସରେ ବଢିଲା ଭାରତର ଆଉ ଏକ ପଦକ ସଂଖ୍ୟା। ସଟ ପୁଟ୍ (F46) ଇଭେଣ୍ଟରେ ଭାରତକୁ ରୌପ୍ୟ ପଦକ ମିଳିଛି। ବିଶ୍ୱ ଚାମ୍ପିଅନ୍ ସଚିନ ଖିଲାରୀ ଏହି ସଫଳତା ଭେଟି ଦେଇଛନ୍ତି। ସଟ୍ ପୁଟରେ ରୌପ୍ୟ ସହ ଭାରତର ପଦକ ସଂଖ୍ୟା ୨୧ରେ

ଶୁଟିଂରେ ବ୍ରୋଞ୍ଜ ପଦକ ଜିତିଲେ ରୁବିନା : ଭାରତର ପଦକ ସଂଖ୍ୟା ୪ ବୃଦ୍ଧି

ନୂଆଦିଲ୍ଲୀ/ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ପ୍ୟାରିସ ପାରା ଅଲିମ୍ପିକ୍ସରେ ଆଜି ଭାରତ ପାଇଁ ୧୦ ମିଟର ଏୟାର ପିସ୍ତଲ (ଏସ୍‌ଏଚ୍‌ ୧) ରେ ପଦକ ଜିତିଛନ୍ତି ରୁବିନା ଫ୍ରାନ୍ସିସ। ସେ ଏହି ଇଭେଣ୍ଟରେ ଦେଶ ପାଇଁ ବ୍ରୋଞ୍ଜ ପଦକ କବଜା କରିଛନ୍ତି । ଏଥିସହ ଶୁଟିଂରେ ଭାରତର ପଦକ ସଂଖ୍ୟା ୪ ଓ ମୋଟ

ସ୍ୱର୍ଣ୍ଣ ପଦକ ସହ ପାରାଲିମ୍ପିକ୍ସରେ ପଦକ ଖାତା ଖୋଲିଲା ଭାରତ : ଶୁଟିଂରେ ସ୍ୱର୍ଣ୍ଣ ଓ ବ୍ରୋଞ୍ଜ

ନୂଆଦିଲ୍ଲୀ/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ସ୍ୱର୍ଣ୍ଣ ପଦକ ସହ ପ୍ୟାରିସ ପାରାଲିମ୍ପିକ୍ସ ଯାତ୍ରା ଆରମ୍ଭ କରିଛି ଭାରତ। ଇଭେଣ୍ଟର ଦ୍ୱିତୀୟ ଦିନରେ ଭାରତକୁ ମିଳିଛି ଦୁଇଟି ପଦକ। ମହିଳା ଶୁଟିଂ ପ୍ରତିଯୋଗିତାରେ ଗୋଟିଏ ସ୍ୱର୍ଣ୍ଣ ଏବଂ ଗୋଟିଏ ବ୍ରୋଞ୍ଜ ଜିତିଛି ଭାରତ। ଅବନୀ ଲେଖରା