Sign in
Sign in
Recover your password.
A password will be e-mailed to you.
Browsing Category
ଅନ୍ତର୍ଜାତୀୟ
୩ ମାସରେ ଥରେ ବଦଳିବ ପେଟ୍ରୋଲ୍ ଦର!
ପେଟ୍ରୋଲ ଓ ଡିଜେଲର ବର୍ତ୍ତମାନ ମୂଲ୍ୟ ନିର୍ଦ୍ଧାରଣ ବ୍ୟବସ୍ଥାକୁ ସରକାର ପରିବର୍ତ୍ତନ କରିବାକୁ ଯୋଜନା କରୁଛନ୍ତି। ପ୍ରତି ୩ ମାସରେ ଥରେ ପେଟ୍ରୋଲ, ଡିଜେଲ ଦର ସମୀକ୍ଷା କରାଯିବ।
ନୂଆଦିଲ୍ଲୀ/ଭୁବନେଶ୍ୱର ୩୦-୦୯-୨୦୨୪ (ପିପିଏସ) : ପେଟ୍ରୋଲ ଓ ଡିଜେଲର ବର୍ତ୍ତମାନ ମୂଲ୍ୟ ନିର୍ଦ୍ଧାରଣ!-->!-->!-->…
ସ୍ପାମ୍ କଲ୍ ଓ ଏସ୍ଏମ୍ଏସ୍ ସମସ୍ୟାର ସମାଧାନ ଆଣୁଛି ଏୟାର୍ଟେଲ୍
ନୂଆଦିଲ୍ଲୀ/ଭୁବନେଶ୍ୱର ୨୭-୦୯-୨୦୨୪(ପିପିଏସ) : ଆଜିକାଲି ସ୍ପାମ୍ କଲ୍ ଓ ଏସ୍ଏମ୍ଏସ୍ର ସମସ୍ୟା ପ୍ରାୟ ସମସ୍ତେ ଅନୁଭବ କରୁଥିବେ। ଏହି ସମସ୍ୟାର ସାମ୍ନା କରୁଥିବା ଅନେକ ଲୋକ ଏନେଇ ଅଭିଯୋଗ କରୁଛନ୍ତି। ଏହି ଅସୁବିଧାକୁ ଦୂର କରିବା ପାଇଁ ଏୟାର୍ଟେଲ୍ ଏକ ଖାସ୍ ଉପାୟ ଚିନ୍ତା କରିଛି।!-->…
ଅନୁରା ଦିସାନାୟକେ ହେବେ ଶ୍ରୀଲଙ୍କାର ନୂଆ ରାଷ୍ଟ୍ରପତି !
କଲମ୍ବୋ/ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ଶ୍ରୀଲଙ୍କାର ରାଷ୍ଟ୍ରପତି ନିର୍ବାଚନରେ ନ୍ୟାସନାଲ ପିପୁଲ୍ସ ପାୱାର (ଏନପିପି)ର ଅନୁରା କୁମାର ଦିସାନାୟକେ ନିର୍ଣ୍ଣାୟକ ଅଗ୍ରଣୀ ହାସଲ କରିଛନ୍ତି। ଭୋଟ ଗଣତି ଜାରି ରହିଥିବାବେଳେ ବର୍ତ୍ତମାନ ସୁଦ୍ଧା ଦିସାନାୟକଙ୍କୁ ୫୨% ଭୋଟ୍ ମିଳିଥିବା ବେଳେ!-->…
ଖଣ୍ଡଗିରି ଥାନାରେ ନାଇଜେରୀୟ ପର୍ଯ୍ୟଟକ
ଭୁବନେଶ୍ୱର ୧୪-୦୯-୨୦୨୪(ପିପିଏସ): ଆଜି ରାତି ପ୍ରାୟ ୧୨ଟା ସମୟରେ ଖଣ୍ଡଗିରି ପୁଲିସ ଜଣେ ନାଇଜେରୀୟ ପର୍ଯ୍ୟଟକଙ୍କୁ ଥାନାକୁ ଉଠାଇଆଣିଛି। ତାଙ୍କର ବୟସ ୨୫ରୁ ୩୦ ବର୍ଷ ମଧ୍ୟରେ ହେବ। ଚର୍ଚ୍ଚା ହେଉଛି ଯେ ପୁଲିସ ଉକ୍ତ ଯୁବକଙ୍କ ନିକଟରୁ ପ୍ରାୟ ୨ଲକ୍ଷ ନଗଦ ଟଙ୍କା ଜବତ କରିଛି। ତେବେ ସେ!-->…
୨-୧ ଗୋଲ୍ରେ ପାକିସ୍ତାନକୁ ପରାଜିତ କଲା ଭାରତ
ବେଜିଂ/ଭୁବନେଶ୍ୱର ୧୪-୦୯-୨୦୨୪(ପିପିଏସ): ଏସିଆନ ହକି ଚାମ୍ପିଅନ୍ସ ଟ୍ରଫିରେ ଶନିବାର ପାକିସ୍ତାନକୁ ୨-୧ ରେ ପରାସ୍ତ କରି ଭାରତୀୟ ହକି ଦଳ କ୍ରମାଗତ ପଞ୍ଚମ ବିଜୟ ପଞ୍ଜିକରଣ କରିଛି। କ୍ୟାପଟେନ ହରମନପ୍ରୀତ ସିଂ ଭାରତ ପାଇଁ ଉଭୟ ଗୋଲ ସ୍କୋର କରିଛନ୍ତି। ପାକିସ୍ତାନ ପାଇଁ ଏକମାତ୍ର ଗୋଲ!-->…
ଆସନ୍ତା ବର୍ଷ ଶେଷ ସୁଦ୍ଧା ୯୦,୦୦୦ ଛୁଇଁପାରେ ସୁନା !
ଅନ୍ତର୍ଜାତିକ ବଜାରରେ ସ୍ପଟ୍ ସୁନା ୧.୬ ପ୍ରତିଶତ ବୃଦ୍ଧି ପାଇ ଆଉନ୍ସ ପିଛା ୨,୫୫୧.୧୯ ଡଲାର ରେ ପହଞ୍ଚିଥିବା ବେଳେ ଆମେରିକାର ସୁନା ଫ୍ୟୁଚର ୧.୪ ପ୍ରତିଶତ ବୃଦ୍ଧି ପାଇ ୨,୫୭୮.୯୦ ଡଲାରରେ ପହଞ୍ଚିଛି।
ନୂଆଦିଲ୍ଲୀ/ଭୁବନେଶ୍ବର,୧୩-୦୯-୨୦୨୪ (ପିପିଏସ): ସୁନା ଦର ପୁଣି ଥରେ ରେକର୍ଡ!-->!-->!-->!-->!-->…
ଏସିଆନ ଚାମ୍ପିୟନ୍ସ ଟ୍ରଫି : କୋରିଆକୁ ହରାଇ ଅପରାଜେୟ ରହିଛି ଭାରତୀୟ ହକି ଟିମ
ନୂଆଦିଲ୍ଲୀ/ଭୁବନେଶ୍ୱର,୧୨-୦୯-୨୦୨୪ (ପିପିଏସ) : ଚାଇନାରେ ଚାଲିଥିବା ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ଭାରତୀୟ ହକି ଟିମ ଏପର୍ଯ୍ୟନ୍ତ ଅପରାଜେୟ ରହିଛି । ଟୁର୍ଣ୍ଣାମେଣ୍ଟରେ ଆରମ୍ଭରୁ ଅପରାଜେୟ ଥିବା ଭାରତ ଆଜି ୪ର୍ଥ ମୁକାବିଲାରେ କୋରିଆକୁ ୩-୧ ଗୋଲରେ ମାତ ଦେଇଛି। ବୁଧବାର କ୍ରମାଗତ!-->…
ସାଉଦି ଆରବରେ ଫସିଲେ ୬ ଓଡ଼ିଆଙ୍କ ସମେତ ୮ ଜଣ
ଭୁବନେଶ୍ୱର,୧୦-୦୯-୨୦୨୪(ପିପିଏସ) : ବିଜେପି ରାଷ୍ଟ୍ରୀୟ ଉପସଭାପତି ତଥା କେନ୍ଦ୍ରାପଡ଼ା ସାଂସଦ ବୈଜୟନ୍ତ ପଣ୍ଡା ସାଉଦି ଆରବରେ ଫସିଥିବା ୬ ଜଣ ଓଡିଆଙ୍କ ସମେତ ୮ ଜଣ ଯୁବକଙ୍କୁ ଉଦ୍ଧାର କରି ଭାରତ ଫେରାଇ ଆଣିବା ପାଇଁ ଭାରତୀୟ ରାଷ୍ଟ୍ରଦୂତଙ୍କୁ ହସ୍ତକ୍ଷେପ କରିବାକୁ ଏକ ଚିଠି ଲେଖି ନିବେଦନ!-->…
ସ୍ବର୍ଣ୍ଣ ଜିତିଲେ ଇନକମ ଟ୍ୟାକ୍ସ ଇନ୍ସପେକ୍ଟର
ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ପ୍ୟାରିସ ପାରା ଅଲିମ୍ପିକ୍ସ ୨୦୨୪ରେ ଭାରତୀୟ ଖେଳାଳିଙ୍କ ଦମଦାର ପ୍ରଦର୍ଶନ ଜାରି ରହିଛି। ଭାରତ ଏ ପର୍ଯ୍ୟନ୍ତ ୭ ସ୍ଵର୍ଣ୍ଣ, ୯ ରୌପ୍ୟ ଓ ୧୩ କାଂସ୍ୟ ପଦକ ଜିତି ସାରିଛି। ଅର୍ଥାତ ପାରାଅଲିମ୍ପିକ୍ସ ୨୦୨୪ରେ ଭାରତର ପଦକ ସଂଖ୍ୟା ୨୯କୁ!-->!-->!-->…
ଏସିଆନ ଚାମ୍ପିୟନ୍ସ ଟ୍ରଫି : ଭାରତୀୟ ହକି ଟିମର କ୍ରମାଗତ ଦ୍ୱିତୀୟ ବିଜୟ
ନୂଆଦିଲ୍ଲୀ/ଭୁବନେଶ୍ୱର,୦୯-୦୯-୨୦୨୪(ପିପିଏସ) : ଏସିଆନ ଚାମ୍ପିୟନ୍ସ ଟ୍ରଫିରେ ଭାରତୀୟ ହକି ଟିମର ବିଜୟ ଧାରା ଜାରି ରହିଛି । ପ୍ରଥମ ମ୍ୟାଚ୍ରେ ଚାଇନାକୁ ମାତ ଦେଇଥିବା ହକି ଟିମ ଆଜି ଜାପାନକୁ ଏକତରଫା ଭାବେ ୫-୧ ଗୋଲରେ ହରାଇଛି । ଆଜିର ମ୍ୟାଚ୍ରେ ଭାରତୀୟ ହକି ଟିମ ଆରମ୍ଭରୁ ହିଁ ନିଜ!-->…