Sign in
Sign in
Recover your password.
A password will be e-mailed to you.
Browsing Category
କଥା ସେ’କାଳର
ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ: ନବୀନଙ୍କୁ ଚିଠି ଲେଖି ନିମନ୍ତ୍ରଣ କଲେ ମୁଖ୍ୟମନ୍ତ୍ରୀ
ଆସନ୍ତକାଲି ମାର୍ଚ୍ଚ ୫ରେ ଓଡ଼ିଶାର ବରପୁତ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ବିଜୁ ପଟ୍ଟନାୟକଙ୍କ ଜନ୍ମଦିନ ପାଳନ ହେବ । ଏନେଇ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖି ନିମନ୍ତ୍ରଣ ଜଣାଇଛନ୍ତି
ଭୁବନେଶ୍ୱର ୦୪-୦୩-୨୦୨୫(ପିପିଏସ) : ଆସନ୍ତକାଲି!-->!-->!-->…
ଓଡ଼ିଶାର କଳା ଓ ସଂସ୍କୃତିକୁ ଆଦିବାସୀ ସଂସ୍କୃତି ହିଁ ଉଜ୍ଜ୍ୱଳ କରିଛି: ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କହିଛନ୍ତି, ଆଜି ଆମ ରାଜ୍ୟ ଓଡିଶା ଏକ ନୂତନ ବିକାଶ ପଥର ଯାତ୍ରୀ ହୋଇଛି। ଗତ ପ୍ରାୟ ଅଢେଇ ଦଶନ୍ଧି ଧରି ବିକାଶ ନାଁରେ ଏକ ପ୍ରକାର ଭଣ୍ଡାମି ଚାଲିଥିଲା, କେବଳ ଇଭେଣ୍ଟ ମ୍ୟାନେଜମେଣ୍ଟ କରି ବିକାଶର ଡିଣ୍ଡିମ ପିଟୁଥିଲେ।
ଭୁବନେଶ୍ୱର ୦୧-୦୩-୨୦୨୫ (ପିପିଏସ!-->!-->!-->…
ଝୁରୁଛି ଜନ୍ମମାଟି, ଝୁରୁଛନ୍ତି ପ୍ରିୟଜନ
ଲିଭର୍ ସିରୋସିସ୍ ସହ ଲଢ଼ି ଶେଷରେ ନିରବି ଗଲେ ଓଡ଼ିଆ ଚଳଚ୍ଚିତ୍ର ଜଗତର ମହାନାୟକ ଭଞ୍ଜମାଟିର କୁନିଆ ଦାଦା (ଉତ୍ତମ ମହାନ୍ତି)। ବାରିପଦା ସହରରୁ ଅଭିନୟର ଖଡ଼ିଛୁଆଁ ହୋଇଥିଲା ତାଙ୍କର। ବାରିପଦାରେ କଟିଥିଲା ପିଲାଦିନ ଓ ଆଦ୍ୟ ଯୁବାବସ୍ଥା।
ବାରିପଦା/ଭୁବନେଶ୍ୱର ୦୧-୦୩-୨୦୨୫ (ପିପିଏସ )!-->!-->!-->…
ଶିବମୟ ଦୈତ୍ୟନଗରୀ
ପବନରେ ଭାସି ଆସୁଥିଲା ମହାମୃତ୍ୟୁଞ୍ଜୟ ମନ୍ତ୍ରର ଧ୍ବନି।
ଶିବ ପଞ୍ଚାକ୍ଷରରେ ପ୍ରକମ୍ପିତ ହେଉଥିଲା ଶିବାଳୟ।
ଦେବ ଦେବ ମହାଦେବଙ୍କ ଦର୍ଶନ ପାଇଁ ସକାଳୁ ରାତିଯାଏ ରାଜଧାନୀର ସମସ୍ତ ଶୈବପୀଠରେ ଲାଗିଥିଲା ଶ୍ରଦ୍ଧାଳୁଙ୍କ ଭିଡ଼।
ଭୁବନେଶ୍ୱର ୨୭-୦୨-୨୦୨୫(ପିପିଏସ) :!-->!-->!-->!-->!-->!-->!-->!-->!-->!-->!-->!-->!-->…
ମୋହନଙ୍କ ବଜେଟ୍ ରେ ଓଡ଼ିଆ ଅସ୍ମିତା
ବଜେଟ୍ ୨୦୨୫-୨୬: ମହାପୁରୁଷଙ୍କ ସମ୍ମାନରେ ପ୍ରତିଷ୍ଠା ହେବ ସ୍ମାରକୀ, ପ୍ରତିମୂର୍ତ୍ତି
ଗୁରୁ-ଶିଷ୍ୟ ପରଂପରାର ବଳିଷ୍ଠ ସଂକେତ କୁହାଯାଉଥିବା ସତ୍ୟବାଦୀର ବକୁଳବନକୁ ସରକାର ସମ୍ମାନ ଦେଇଛନ୍ତି। ପଞ୍ଚସଖାଙ୍କ ଦ୍ବାରା ୧୯୦୯ରେ ପ୍ରତିଷ୍ଠା ହୋଇଥିବା ଏହି ଶିକ୍ଷା ପ୍ରତିଷ୍ଠାନର ସ୍ମୁତିରେ!-->!-->!-->…
୬ ବର୍ଷରେ ରାଜ୍ୟରେ ୮ ହଜାର ୧୫୯ଟି ବାଲ୍ୟବିବାହ ହୋଇଛି: ଉପମୁଖ୍ୟମନ୍ତ୍ରୀ
ଦେଶ ସ୍ବାଧୀନତାର ୭୮ବର୍ଷ ଅତିକ୍ରମ କରିସାରିଛି। ସରକାର ‘ବିକଶିତ ଓଡ଼ିଶା, ବିକଶିତ ଭାରତ’ ପାଇଁ କାମ କରୁଛନ୍ତି ବୋଲି କହୁଛନ୍ତି। ଶିକ୍ଷା, ସ୍ବାସ୍ଥ୍ୟ ଗମନାଗମନରେ ପରିବର୍ତ୍ତନ ହୋଇଛି। ଅତ୍ୟାଧୁନିକ ସୁବିଧା ଥିବା ସମୟରେ ପୂରାତନ ମାନସିକତା ନେଇ ରାଜ୍ୟରେ ଲକ୍ଷଲକ୍ଷ ଲୋକଙ୍କୁ ବଞ୍ଚିବାକୁ!-->…
କଟକରେ ସର୍ବାଧିକ ୧୦୬୦ ଭିକାରି
ରାଜ୍ୟକୁ ଭିକାରିମୁକ୍ତ କରିବାକୁ ସରକାର ଅଭିଯାନ ଚଳାଇଛନ୍ତି: ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ
ରାଜ୍ୟରେ ଏବେ ୫୨୮୪ଜଣ ଭିକାରି ଅଛନ୍ତି ଓ ସେଥିମଧ୍ୟରୁ କଟକରେ ସର୍ବାଧିକ ୧୦୬୦ ଭିକାରି ଅଛନ୍ତି। ଏନେଇ ଆଜି ବିଧାନସଭାରେ ସୂଚନା ଦେଇଛନ୍ତି ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ!-->!-->!-->…
ଖଣ୍ଡଗିରି କୁମ୍ଭମେଳାର ପୂର୍ଣ୍ଣାହୁତି
ବିଶ୍ୱ ସନାତନ ବୈଦିକ ଧର୍ମ ପରିଷଦ ଆବାହକତ୍ୱରେ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଆନୁକୂଲ୍ୟରେ ଖଣ୍ଡଗିରି ବିଶ୍ୱପ୍ରସିଦ୍ଧ କୁମ୍ଭମେଳା ଯୋଗଯଜ୍ଞର ପୂର୍ଣ୍ଣାହୁତି ଓ ସାଧୁସନ୍ଥ ପୂଜନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।
ଭୁବନେଶ୍ୱର ୧୩-୦୨-୨୦୨୫(ପିପିଏସ) : ବିଶ୍ୱ ସନାତନ!-->!-->!-->…
ଏଣିକି ଜୈବିକ ଚାଉଳରେ ଶ୍ରୀମନ୍ଦିର କୋଠଭୋଗ
ମହାପ୍ରସାଦକୁ ରସାୟନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ ଉଦ୍ୟମ ଆରମ୍ଭ ହୋଇଛି। ପ୍ରାରମ୍ଭିକ ପର୍ଯ୍ୟାୟରେ ଶ୍ରୀମନ୍ଦିର କୋଠଭୋଗରେ ଜୈବିକ ଚାଉଳ ବ୍ୟବହାର କରାଯିବ।
ଭୁବନେଶ୍ୱର/ପୁରୀ ୧୩-୦୨-୨୦୨୫(ପିପିଏସ) : ମହାପ୍ରସାଦକୁ ରସାୟନମୁକ୍ତ କରିବା ପାଇଁ ରାଜ୍ୟ ସରକାରଙ୍କ ପକ୍ଷରୁ!-->!-->!-->…
ବୈଠକରେ ନିଷ୍ପତ୍ତି: ଲିଙ୍ଗରାଜ ମନ୍ଦିରରେ ରାତି ୧୦ଟାରେ ଉଠିବ ମହାଦୀପ
ଆସନ୍ତା ୨୬ ତାରିଖରେ ଜାଗର ଥିବାରୁ ଶିବାଳୟରେ ପ୍ରସ୍ତୁତି ମଧ୍ୟ ଆରମ୍ଭ ହୋଇଯାଇଛି। ମହାଶିବରାତ୍ରୀ ନେଇ ମଙ୍ଗଳବାର ଦିନ ଲିଙ୍ଗରାଜ ମନ୍ଦିର କାର୍ଯ୍ୟାଳୟରେ ଏକ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି।
ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ) : ଜାଗର ପାଖେଇ ଆସୁଛି। ଆସନ୍ତା ୨୬ ତାରିଖରେ!-->!-->!-->…