Browsing Category

କଥା ସେ’କାଳର

ମହାପ୍ରଭୁଙ୍କ ନୀତିକାନ୍ତି ତିଥିନେଇ ସମସ୍ତେ ସହମତ

ମହାପ୍ରଭୁଙ୍କ ନୀତିକାନ୍ତି ଏବଂ ପର୍ବକୁ ନେଇ ଅନେକ ସମୟରେ ପାଞ୍ଜିକାରେ ଦେଇଥିବା ଦିନ ଓ ତାରିଖକୁ ନେଇ ଦ୍ୱନ୍ଦ୍ୱ ଉପୁଜିଥାଏ। ତାହାକୁ ଦୂର କରିବା ପାଇଁ ଆଜିର ଏ ବୈଠକ ବସିଥିଲା। ଏଥିରେ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ପୁରୀ/ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ପଞ୍ଜିକା

ଧଉଳି-କଳିଙ୍ଗ ମହୋତ୍ସବ ଉଦ୍‌ଯାପିତ

ରୋମାଞ୍ଚ ଭରିଲା ଶୁମ୍ଭ-ନିଶୁମ୍ଭ ବଧ ଓଡ଼ିଆ ଭାଷା ସାହିତ୍ୟ ଓ ସଂସ୍କୃତି ବିଭାଗ, ଓଡ଼ିଶା ଡ୍ୟାନ୍ସ ଏକାଡେମୀ ଏବଂ ଆର୍ଟ ଭିଜନ ମିଳିତ ଆନୁକୂଲ୍ୟରେ ଶାନ୍ତିସ୍ତୂପ ପାଦଦେଶରେ ୩ଦିନ ଧରି ଚାଲିଥିବା ୨୧ତମ ଧଉଳି-କଳିଙ୍ଗ ମହୋତ୍ସବ ଆଜି ଉଦ୍‌ଯାପିତ ହୋଇଛି। ଭୁବନେଶ୍ୱର

ପ୍ରେମକୁ ଅକ୍ଷୁଣ୍ଣ ରଖିବ ଟେଡି

ପ୍ରେମ ସପ୍ତାହର ଚତୁର୍ଥ ଦିନ ଟେଡି ଡେ’ ପ୍ରେମୀଯୁଗଳଙ୍କ ମଧ୍ୟରେ ଖୁବ ଲୋକପ୍ରିୟ। ଚକଲେଟ ଡେ’ର ଜୀବନରେ ମଧୁରତା ଭରିଥିବା ବେଳେ ଟେଡି ଡେ’ରେ ପ୍ରେମୀଯୁଗଳ ପରସ୍ପରକୁ ଟେଡି ଦିଆନିଆ ହେବେ। ଭୁବନେଶ୍ୱର ୧୦-୦୨-୨୦୨୫(ପିପିଏସ ) : ପ୍ରେମ ସପ୍ତାହର ଚତୁର୍ଥ ଦିନ ଟେଡି ଡେ’

କନ୍ଧମାଳ ଜିଲ୍ଲାରେ ରୋଜଗାର ଶୂନ: ଯୁବପିଢ଼ି ଦାଦନ ମୁଁହା

କନ୍ଧମାଳରେ ବିକାଶର ନଗ୍ନ ଚିତ୍ର ଏବେ ଗାଁ ଗାଁରେ ଦେଖିବାକୁ ମିଳୁଛି। ଜିଲ୍ଲାରେ ସରକାରଙ୍କ ମନରେଗା ଯୋଜନା ଫେଲ୍ ହୋଇଛି। ଦାଦନ ପାଇଁ ପୋଷ୍ଟର ଗାଁ ଗାଁରେ ଲାଗିଛି। ଦାଦନ ଶ୍ରମିକଙ୍କୁ ନେଇ ପ୍ରତ୍ୟକ ସପ୍ତାହରେ ବସ୍ କେରଳ ଯାଉଛି ଘୁ.ଉଦୟଗିରି/ଭୁବନେଶ୍ୱର ୧୦-୦୨-୨୦୨୫(ପିପିଏସ ) :

ଏଏସ୍‌ଆଇ ନିୟମକୁ ବେଖାତିର

 ଗୁମ୍ଫା ଭିତ‌ରେ ଶୌଚ, ରାତ୍ରିଯାପନ ଭାରତୀୟ ପ୍ରତ୍ନତତ୍ତ୍ୱ ସର୍ବେକ୍ଷଣ ସଂସ୍ଥା‌(ଏଏସ୍‌ଆଇ) ପକ୍ଷରୁ ଦେଶର ସ୍ମାରକୀଗୁଡ଼ିକର ସଂରକ୍ଷଣ ଏବଂ ସୁରକ୍ଷା ସୁନିଶ୍ଚିତ କରିବା ପାଇଁ ଐତିହ୍ୟସ୍ଥଳରେ ରହିବା ବାରଣ କରାଯାଇଛି। ଏହି ନିୟମ ଅନୁଯାୟୀ, କାହାରିକୁ ଐତିହ୍ୟସ୍ଥଳ ପରିସରରେ ରାତ୍ରିଯାପନ

ଜମୁଛି ଖଣ୍ଡଗିରି ମେଳା

ଉପରେ ଭଜନ-କୀର୍ତ୍ତନ ‌ ତଳେ ମନୋରଞ୍ଜନ ପ୍ରସିଦ୍ଧ ଖଣ୍ଡଗିରି କୁମ୍ଭମେଳାରେ ଜନଗହଳି ବଢ଼ିବାରେ ଲାଗିଛି। ଏବେ ପାହାଡ଼ ଉପରେ ଶ୍ରଦ୍ଧାଳୁଙ୍କ ଭିଡ଼ ଜମୁଛି। ଦିନବେଳା ହୋମଯଜ୍ଞ ଚାଲୁଥିବା ବେଳେ ସଞ୍ଜ ହେଲେ ଭଜନ କୀର୍ତ୍ତନରେ ପରିବେଶ ପ୍ରକମ୍ପିତ ହେଉଛି। ଭୁବନେଶ୍ୱର

 କଟକ ବାଲିଯାତ୍ରାକୁ ‘ଜାତୀୟ ମାନ୍ୟତା’

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତାଙ୍କର ପ୍ରତିଶ୍ରୁତି ରଖିଛନ୍ତି। ତାଙ୍କର ପ୍ରତିଶ୍ରୁତି ଅନୁସାରେ କଟକ ବାଲିଯାତ୍ରାକୁ ‘ଜାତୀୟ ମାନ୍ୟତା’ ମିଳିଛି। ସଂସ୍କୃତି ମନ୍ତ୍ରାଳୟ ପକ୍ଷରୁ ‘ଜାତୀୟ ମାନ୍ୟତା’ ନେଇ ସୂଚନା ଜାରି ହୋଇଛି। କଟକ/ଭୁବନେଶ୍ୱର ୦୬-୦୨-୨୦୨୫(ପିପିଏସ ) :

ଚନ୍ଦ୍ରଭାଗାରେ ବୁଡ଼ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ

ପବିତ୍ର ମାଘମାସ ମାଘସପ୍ତମୀ ତିଥିରେ ନୀତି ନିର୍ଘଣ୍ଟ ଅନୁଯାୟୀ ଭୋର ୪.୩୭ ମିନିଟରେ ଚନ୍ଦ୍ରଭାଗା ତୀର୍ଥପୁଷ୍କରିଣୀରେ ବୁଡ଼ ପକାଇଛନ୍ତି ଲକ୍ଷାଧିକ ଶ୍ରଦ୍ଧାଳୁ। ବୁଡ଼ ପକାଇବା ଲାଗି ଗତକାଲିଠାରୁ ଶ୍ରଦ୍ଧାଳୁଙ୍କ ଭିଡ଼ ପରିଲକ୍ଷିତ ହୋଇଥିଲା। କୋଣାର୍କ /ରାମଚଣ୍ଡୀ/ଭୁବନେଶ୍ୱର

ଆଜିଠୁ ମହାକୁମ୍ଭମେଳା: ବେଦପାଠରେ କମ୍ପିବ ଖଣ୍ଡଗିରି ପାହାଡ଼

ଆସନ୍ତାକାଲି (ମଙ୍ଗଳବାର)ଠାରୁ ଖଣ୍ଡଗିରିଠାରେ ମହାକୁମ୍ଭମେଳା ଆରମ୍ଭ ହୋଇ ମାଘ ପୂର୍ଣ୍ଣମୀ (୧୨ତାରିଖ) ପର୍ଯ୍ୟନ୍ତ ଚାଲିବ। ଭାରତର ବିଭିନ୍ନ ସ୍ଥାନରୁ ଆସୁଥିବା ସାଧୁସନ୍ଥମାନଙ୍କ ଦ୍ୱାରା ସନାତନ ବୈଦିକ ଧର୍ମ ଭୁବନେଶ୍ୱର ୦୪-୦୨-୨୦୨୫(ପିପିଏସ) : ଆସନ୍ତାକାଲି (ମଙ୍ଗଳବାର)ଠାରୁ

କହନା ଏ ଫୁଲ କହନା…ଗୀତର ସ୍ରଷ୍ଟା ସଂଗ୍ରାମ ମହାନ୍ତିଙ୍କ ପରଲୋକ

ଆଉ ନାହାନ୍ତି ଏଇ ଝୁମା ଝୁମା ଗୋଲାପି ବେଳାରେ.. ଓ କହନା ଏ ଫୁଲ କହନା ଭଳି  ଶ୍ରୁତିମଧୁର ଗୀତର ଗୀତିକାର ସଂଗ୍ରାମ ମହାନ୍ତି। ଆଜି ସକାଳ ପ୍ରାୟ ସାଢ଼େ ୭ଟା ସମୟରେ ସେ ନିଜର ଭଞ୍ଜପୁର ସ୍ଥିତ ବାସଭବନରେ ଶେଷ ନିଶ୍ବ।ସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୭୮ ବର୍ଷ ବୟସ ହୋଇଥିଲା।