Browsing Category

କଥା ସେ’କାଳର

‘ଓଡ଼ିଆ ଚଳଚ୍ଚିତ୍ର ଜଗତର ଇତିହାସ କାଳଜୟୀ ଏବଂ ଏହାର ଭବିଷ୍ୟତ ଉଜ୍ଜଳ ଓ ସ୍ୱର୍ଣ୍ଣିମ’

୧୯୩୬ ମସିହାରେ ପ୍ରଥମ ଓଡ଼ିଆ ଚଳଚ୍ଚିତ୍ର "ସୀତା ବିବାହ" ଓଡ଼ିଆ ଚଳଚ୍ଚିତ୍ର ଜଗତର ମୂଳଦୁଆ ସ୍ଥାପନ କରିଥିଲା। ୧୯୭୪ ମସିହାରେ ଓଡ଼ିଆ ଚଳଚ୍ଚିତ୍ର ଜଗତକୁ ଓଡ଼ିଶାରେ ଚଳଚ୍ଚିତ୍ର ଶିଳ୍ପର ମାନ୍ୟତା ମିଳିଲା। ବିଗତ କିଛି ବର୍ଷରେ ବହୁ ଓଡ଼ିଆ ଚଳଚ୍ଚିତ୍ର ଜାତୀୟସ୍ତରରେ ମଧ୍ୟ ଖ୍ୟାତି ଓ

ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ରଥକାଠ ଅନୁକୂଳ

ଚଳିତ ବର୍ଷ ମହାପ୍ରଭୁଙ୍କ ବିଶ୍ଵପ୍ରସିଦ୍ଧ ରଥଯାତ୍ରା ପାଇଁ ଶ୍ରୀମନ୍ଦିର ପ୍ରଶାସନ ପ୍ରସ୍ତୁତି ଆରମ୍ଭ କରିଦେଇଛି। ମହାପ୍ରଭୁଙ୍କ ମନଲୋଭା ରଥ ନିର୍ମାଣ ପାଇଁ ନୟାଗଡ଼ ଜିଲ୍ଲା ଦଶପଲ୍ଲା ଜଙ୍ଗଲରୁ ମଙ୍ଗଳବାର ଦିନ ପ୍ରଥମ ପର୍ଯ୍ୟାୟ ରଥକାଠ ପୁରୀକୁ ପଠାଯାଇଛି।  ଦଶପଲ୍ଲା/ଭୁବନେଶ୍ୱର

ଗାନ୍ଧୀମାର୍ଗରେ ଉଡିଲା ତ୍ରିରଙ୍ଗା : ପତାକା ଉତ୍ତୋଳନ କଲେ ରାଜ୍ୟପାଳ,

ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) : ଭୁବନେଶ୍ଵରରେ ୭୬ତମ ସାଧାରଣତନ୍ତ୍ର ଦିବସ ପାଳିତ ହୋଇଛି। ଏହି ଅବସରରେ ରାଜଧାନୀର ଗାନ୍ଧୀ ମାର୍ଗରେ ଆୟୋଜିତ କାର୍ଯ୍ୟକ୍ରମରେ ଯୋଗଦେଇ ରାଜ୍ୟପାଳ ଡ. ହରିବାବୁ କମ୍ଭମପତି ଜାତୀୟ ପତାକା ଉତ୍ତୋଳନ କରିଛନ୍ତି। ଏଥିସହିତ ରାଜ୍ୟସ୍ତରୀୟ ପରେଡରେ ଅଭିବାଦନ

ଯୋଜନାବଦ୍ଧ ସହର ସଂଖ୍ୟା ୩୦ ପ୍ରତିଶତକୁ ବୃଦ୍ଧି କରିବାକୁ ଓଡିଶା ସରକାରଙ୍କ ଯୋଜନା: ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ

ବିକଶିତ ଓଡ଼ିଶା ୨୦୩୬ର ଦୃଷ୍ଟିକୋଣ ଅନୁଯାୟୀ ଯୋଜନାବଦ୍ଧ ସହର ସଂଖ୍ୟା ବୃଦ୍ଧି କରିବାକୁ ଲକ୍ଷ୍ୟ ଓଡ଼ିଶା ସରକାର ରଖିଛନ୍ତି। ଏସମ୍ପର୍କରେ ଗୃହ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ମହାପାତ୍ର କହିଛନ୍ତି ଭୁବନେଶ୍ୱର ୨୭-୦୧-୨୦୨୫-(ପିପିଏସ) : ବିକଶିତ ଓଡ଼ିଶା ୨୦୩୬ର ଦୃଷ୍ଟିକୋଣ

ସଂଗ୍ରାମୀ କେଶବ ଆଉନାହାନ୍ତି

ସେ ଥିଲେ ପ୍ରଜା ଆନ୍ଦୋଳନର ଅଗ୍ରଣି ଯୋଦ୍ଧା ୯୮ ବୟସରେ ଶେଷ ନିସ୍ୱାଶ ତ୍ୟାଗ ନୀଳଗିରି ୨୫-୦୧-୨୦୨୫(ପିପିଏସ ) : ବାଲେଶ୍ବର ଜିଲ୍ଲା ନୀଳଗିରି ଉପଖଣ୍ଡ ତଥା ଔପଦା ବ୍ଲକ୍ ଅଧୀନସ୍ଥ ଦକ୍ଷିଣନରସିଂହପୁର ଗ୍ରାମର ସ୍ଵାଧୀନତା ସଂଗ୍ରାମୀ କେଶବ ପାଣିଗ୍ରାହୀଙ୍କର ୯୮ ବର୍ଷ ବୟସରେ

ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ବୁଡ ….

ସ୍ବତନ୍ତ୍ର ସ୍ଥାୟୀ ଆର୍ଥିକ ବ୍ୟବସ୍ଥା କରିବା ପାଇଁ ଦାବି କୋଣାର୍କ/ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) : ଭାରତ ବର୍ଷର ପ୍ରାଚୀନ ଐତିହ୍ୟ, ସଂସ୍କୃତି ଓ ପରମ୍ପରାର ପ୍ରତୀକ ପୁରାଣ ପ୍ରସିଦ୍ଧ ଚନ୍ଦ୍ରଭାଗା ମାଘସପ୍ତମୀ ବୁଡ ନିମନ୍ତେ ଉତ୍ତର ପ୍ରଦେଶର ପ୍ରସିଦ୍ଧ କୁମ୍ଭ ମେଳା ଓ

୧୮ଟି ଜିଲ୍ଲାକୁ କୁହୁଡି ଚେତାବନୀ

ନିଖୋଜ ହୋଇଯାଇଛି ‘ମାଘ’ ମାସର ବାଘ ଭଳି ଶୀତ-ଜାଡ଼ ଭୁବନେଶ୍ୱର ୨୪-୦୧-୨୦୨୫(ପିପିଏସ) : ମାଘ ମାସର ବାଘ ଭଳି ଶୀତ ଓ ଜାଡ଼ ଆଉ ନାହିଁ। ମୟୂରଂଭଜ, ସୁନ୍ଦରଗଡ଼, କୋରାପୁଟ, କନ୍ଧମାଳ ଜିଲ୍ଲାର କିଛି ସ୍ଥାନରେ ଏବେ ରାତିରେ ଶୀତ ଅନୁଭୂତ ହେଉଥିବା ବେଳେ ଦିନ ବେଳା ଶୀତଋତୁର ପ୍ରଭାବ ଆଉ

‘ନେତାଜୀଙ୍କ ଦୃଷ୍ଟିକୋଣକୁ ନେଇ ସମୃଦ୍ଧ ଦେଶ ନିର୍ମାଣ ଉଦ୍ଦେଶ୍ୟରେ ବଢ଼ିବାକୁ ହେବ’

ନେତାଜୀ ଜୟନ୍ତୀ ଅବସରରେ କଟକରେ ଆୟୋଜିତ ‘ପରାକ୍ରମ ଉତ୍ସବ’ରେ ଯୋଗଦେଇ ଗୁରୁବାର ମୁଖ୍ୟମନ୍ତ୍ରୀ ‌ମୋହନ ଚରଣ ମାଝୀ କହିଛନ୍ତି ୧୯୪୩ ମସିହା ଡିସେମ୍ବରରେ ଜାପାନ ସହାୟତାରେ ଆଣ୍ଡାମାନ ଓ ନିକୋବର ଦ୍ବୀପରେ ଆଜାଦ୍ ହିନ୍ଦ ଫୌଜର ପ୍ରଥମ ସରକାର ପ୍ରତିଷ୍ଠା କରିଥିଲେ। କଟକ,୨୩-୦୧-୨୦୨୫(ପିପିଏସ

ପଦ୍ମ ବିଜେତାଙ୍କୁ ମାସକୁ ମିଳିବ ୩୦ ହଜାର

ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ପାଇଁ ସରକାରଙ୍କ ପକ୍ଷରୁ ସମ୍ମାନସୂଚକ ସହାୟତା ରାଶି ଘୋଷଣା କରାଯାଇଛି । ସେମାନଙ୍କୁ ମାସିକ ୩୦ ହଜାର ଟଙ୍କା ମିଳିବ ଭୁବନେଶ୍ୱର ୧୬-୦୧-୨୦୨୫(ପିପିଏସ) : ରାଜ୍ୟର ସମସ୍ତ ପଦ୍ମ ପୁରସ୍କାର ପ୍ରାପ୍ତ ବ୍ୟକ୍ତିଙ୍କ ପାଇଁ ସରକାରଙ୍କ