Browsing Category

କଥା ସେ’କାଳର

ପୁନରୁଦ୍ଧାର ହେବ ଆସିକା ଚିନିକଳ

ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) :  ଆସିକା ଚିନିକଳର ପୁନରୁଦ୍ଧାର ଓ ଆଧୁନିକୀକରଣ ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯିବ।  ଏହି ଟାସ୍କ ଫୋର୍ସରେ କୃଷି, ଅର୍ଥ, ସମବାୟ, ଅବକାରୀ ତଥା ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀମାନେ ସଦସ୍ୟ ଭାବେ

୧୬ ରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ

ଶ୍ରୀମନ୍ଦିରର ରତ୍ନଭଣ୍ଡାର ମରାମତି ନେଇ ଏଏସଆଇ ପକ୍ଷରୁ ସୂଚନା ଦିଆଯାଇଛି। ଆସନ୍ତା ୧୬ ତାରିଖଠାରୁ ଆରମ୍ଭ ହେବ ରତ୍ନଭଣ୍ଡାର ମରାମତି କାର୍ଯ୍ୟ। ଏନେଇ ଆସନ୍ତା ଦୁଇଦିନ ଭିତରେ ବୈଠକ ବସିବ ବୋଲି ସୂଚନା ମିଳିଛି। ମରାମତି କରିବା ପାଇଁ ଦିନକୁ ୫ଘଣ୍ଟାର ସମୟ ଆବଶ୍ୟକ।  ପୁରୀ/ଭୁବନେଶ୍ୱର

ଧନୁଯାତ୍ରା ଦେଖିବେ ମୁଖ୍ୟମନ୍ତ୍ରୀ

ମୁଖ୍ୟମନ୍ତ୍ରୀ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା-୨୦୨୫ ଦେଖିବେ। ଏହା ପୁଣି ଦୀର୍ଘ ବର୍ଷର ବ୍ୟବଧାନ ପରେ। ବରଗଡ଼ର ପ୍ରସିଦ୍ଧ ଧନୁଯାତ୍ରା ଦେଖିବା ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜେ ଘୋଷଣା କରିଛନ୍ତି। ବରଗଡ଼/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀ ବିଶ୍ବ

୧୩ ଶିଳ୍ପ କମ୍ପାନି ପୂର୍ବ ସରକାରରେ ଏମଓୟୁ କରି ଓହରି ଯାଇଛନ୍ତି: ଶିଳ୍ପମନ୍ତ୍ରୀ

ପୂର୍ବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନକାଳରେ ଓଡ଼ିଶାରେ ପ୍ରକଳ୍ପ ନ କରି ୧୩ଟି ବୃହତ୍ ଶିଳ୍ପ କମ୍ପାନି ଓହରି ଯାଇଛନ୍ତି। ଏହି କମ୍ପାନିଗୁଡ଼ିକ ପ୍ରକଳ୍ପ ସ୍ଥାପନ ପାଇଁ ଏମଓୟୁ ସ୍ୱାକ୍ଷର କରିଥିଲେ ମଧ୍ୟ ବିଭିନ୍ନ କାରଣରୁ ଓହରି ଯାଇଥିଲେ ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) :

ବରଗଡ଼ ଧନୁଯାତ୍ରା

ଏଥର ମଞ୍ଚ ଦୁଲୁକାଇବେ ଭୁବନେଶ୍ୱର ପ୍ରଧାନ ବରଗଡ଼/ଭୁବନେଶ୍ୱର ୦୧-୧୨-୨୦୨୪ (ପିପିଏସ ) : ବହୁ ପ୍ରତୀକ୍ଷାର ଅନ୍ତ ଘଟିଛି। ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରାକୁ ନୂଆ କଂସ ମିଳିଛି। ଏଥର ଭୁବନେଶ୍ବର ପ୍ରଧାନ କଂସ ଭୂମିକାରେ ଅବତୀର୍ଣ୍ଣ ହେବେ। ଧନୁଯାତ୍ରା ସମୟରେ ବରଗଡ଼ ସହରରେ ରାଜ୍

ବାଲିଯାତ୍ରାକୁ ଆନ୍ତର୍ଜାତିକ ମାନ୍ୟତା ପାଇଁ ପ୍ରୟାସ

ଏଥର ବାଲିଯାତ୍ରା ଖର୍ଚ୍ଚ ପାଖାପାଖି ୧୦କୋଟି, ଆୟ ୧୧ କୋଟି କଟକର ଐତିହାସିକ ବାଲିଯାତ୍ରାକୁ ଜାତୀୟ ତଥା ଅନ୍ତର୍ଜାତୀୟ ସ୍ତରରେ ପହଞ୍ଚାଇବା ପାଇଁ ନୂଆ ଯୋଜନା ଆରମ୍ଭ ହୋଇଛି। ଏଣିକି ବର୍ଷ ତମାମ ଦେଶର ବିଭିନ୍ନ ସ୍ଥାନରେ ଆୟୋଜନ ହେଉଥିବା ବଡ଼ ବଡ଼ ମେଳା ମହୋତ୍ସବରେ

୫ ଘଣ୍ଟା ବନ୍ଦ ଏବେ ଶ୍ରୀମନ୍ଦିର

ଶ୍ରୀଜିଉଙ୍କ ବନକଲାଗି ନୀତି ଲାଗି ଭୋଗମଣ୍ଡପ ଭୋଗ ଶେଷ ହେବାପରେ ସନ୍ଧ୍ୟା ୫ରୁ ରାତି ୧୦ଟା ପର୍ଯ୍ୟନ୍ତ ୫ ଘଣ୍ଟା ପାଇଁ ମହାପ୍ରଭୁଙ୍କ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ। ବନକଲାଗି ନୀତି ସଂପନ୍ନ ହେବା ପରେ ଶ୍ରଦ୍ଧାଳୁ ଦର୍ଶନ କରିପାରିବେ। ପୁରୀ/ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ଆଜି

ରାଜ୍ୟ ଅଭିଲେଖାଗାରରେ ସଂସ୍କୃତି ଚର୍ଚ୍ଚା

ଡ. ମହତାବ ଥିଲେ ରାଷ୍ଟ୍ରନେତା ଭୁବନେଶ୍ୱର ୨୭-୧୧-୨୦୨୪ (ପିପିଏସ) : ଭୁବନେଶ୍ୱର ସ୍ଥିତ ଓଡ଼ିଶା ରାଜ୍ୟ ଅଭିଲେଖାଗାରରେ ଆଜି ୮୦ତମ ସଂସ୍କୃତି ଚର୍ଚ୍ଚା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ଆଜିର କାର୍ଯ୍ୟକ୍ରମରେ "ଓଡ଼ିଆ ଅସ୍ମିତାର ଅନ୍ୟତମ ବିନ୍ଧାଣି ଡ଼ଃ ହରେକୃଷ୍ଣ ମହତାବ"

‘ଓଡ଼ିଶାର ଇତିହାସରେ ହରେକୃଷ୍ଣ ମହତାବଙ୍କ କୃତିତ୍ଵ ଏକ ତାତ୍ପର୍ଯ୍ୟପୂର୍ଣ୍ଣ ଅଧ୍ୟାୟ’

ସ୍ଵାଧୀନତା ସଂଗ୍ରାମୀ, ରାଜନୀତିଜ୍ଞ, ସାହିତ୍ୟିକ, କୂଟନୀତିଜ୍ଞ, ଐତିହାସିକ ଏବଂ ଲୋକପ୍ରିୟ ଜନନେତା ଥିଲେ ଡ଼ଃ ହରେକୃଷ୍ଣ ମହତାବ। ଆଧୁନିକ ଓଡ଼ିଶା ନିର୍ମାଣର ବିଶ୍ଵକର୍ମା ଭାବେ ସେ ସ୍ଵତନ୍ତ୍ର ପରିଚୟର ଅଧିକାରୀ ମଧ୍ୟ ଥିଲେ ବୋଲି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର ଏହା କହିଛନ୍ତି।

ଡିସିପି ଅଫିସ୍ ସମ୍ମୁଖରେ ମନୋଜ ମିଶ୍ର ଓ ନିର୍ଦ୍ଦେଶକ ବବି ଇସଲାମ୍ ହାତାହାତି

ଡିସିପି ଅଫିସ୍ ସମ୍ମୁଖରେ ଅଭିନେତା ମନୋଜ ମିଶ୍ର ଓ ନିର୍ଦ୍ଦେଶକ ବବି ଇସଲାମ୍ ହାତାହାତି ହୋଇଥିବା ଜଣାଯାଇଛି। ଉଭୟଙ୍କ ହାତାହାତି ବେଳର ଦୃଶ୍ୟ ବି ଭାଇରାଲ୍ ହେବାରେ ଲାଗିଛି। ଖାଲି ସେତିକି ନୁହେଁ, ସେଠାରେ ଉପସ୍ଥିତ ଅନ୍ୟ  ନିର୍ଦ୍ଦେଶକମାନଙ୍କ ପ୍ରତି ବି ଅଶୋଭନୀୟ ଆଚରଣ ପ୍ରଦର୍ଶନ