Sign in
Sign in
Recover your password.
A password will be e-mailed to you.
Browsing Category
କଥା ସେ’କାଳର
ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତି
ମହତାବ ଉତ୍ତରପ୍ରଦେଶ କିମ୍ବା ଗୁଜୁରାଟରେ ଜନ୍ମ ଗ୍ରହଣ କରିଥିଲେ ଦେଶର ପ୍ରଧାନମନ୍ତ୍ରୀ ହୋଇଥାନ୍ତେ:
ଭୁବନେଶ୍ୱର ୨୨-୧୧-୨୦୨୪ (ପିପିଏସ) : ଓଡ଼ିଆ ଅସ୍ମିତା ବିପଦରେ ଥିଲା। ଲୋକମାନେ ଅସ୍ମିତାକୁ ଉଦ୍ଧାର କଲେ ଏବଂ ଏ ସରକାରଙ୍କୁ ଆଣିଲେ। ତେଣୁ ପୂଜ୍ୟପୂଜାକୁ ସମ୍ମାନ ଜଣାଇ ଉତ୍କଳ!-->!-->!-->!-->!-->…
ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମଜୟନ୍ତୀ ପାଳିତ
କଟକ,୨୧-୧୧-୨୦୨୪ (ପିପିଏସ) : ହରେକୃଷ୍ଣ ମହବାତ ଫାଉଣ୍ଡେସନ ପକ୍ଷରୁ ଡକ୍ଟର ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମ ଜୟନ୍ତୀ ଉତ୍ସବ ସ୍ଥାନୀୟ ପ୍ରଜାତନ୍ତ୍ର ପରିସରରେ ପାଳିତ ହୋଇଯାଇଛି। ଜଷ୍ଟିସ୍ ମନୋଞ୍ଜନ ମହାନ୍ତିଙ୍କ ସଭାପତିତ୍ୱରେ ଏହି ଉତ୍ସବକୁ ମୁଖ୍ୟଅତିଥି ଭାବେ ରାଜ୍ୟ ଆଇନ, ଅବକାରୀ!-->!-->!-->…
ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ ଅବସରରେ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ
ଭୁବନେଶ୍ୱର ୨୧-୧୧-୨୦୨୪ (ପିପିଏସ) : ଆଜି ଉତ୍କଳ କେଶରୀ ଡ଼ଃ ହରେକୃଷ୍ଣ ମହତାବଙ୍କ ୧୨୫ତମ ଜନ୍ମବାର୍ଷିକୀ । ଏହି ଅବସରରେ ଭୁବନେଶ୍ୱର ସ୍ଥିତ ହରେକୃଷ୍ଣ ମହତାବ ରାଜ୍ୟ ଗ୍ରନ୍ଥାଗାରଠାରେ ଥିବା ଡ଼ଃ ହରେକୃଷ୍ଣ ମହତାବଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ କରାଯାଇଛି। ଏହି କାର୍ଯ୍ୟକ୍ରମରେ!-->…
ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ: ସ୍ବତନ୍ତ୍ର ସ୍ମାରକୀ ଡାକ ଟିକଟ ଓ ମୁଦ୍ରା ଉନ୍ମୋଚିତ
ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଉତ୍ସବ ଗୁରୁବାର ପୂର୍ବାହ୍ନ ସାଢ଼େ ୧୧ଟାରେ ନୂଆଦିଲ୍ଲୀର ବିଜ୍ଞାନ ଭବନରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିଲେ
ନୂଆଦିଲ୍ଲୀ/ଭୁବନେଶ୍ୱର ୨୧-୧୧-୨୦୨୪ (ପିପିଏସ) :!-->!-->!-->…
‘ହରେକୃଷ୍ଣ ମହତାବ ଚିତ୍ରକଳା ଶିବିର’ ଉଦ୍ଯାପିତ
ଭୁବନେଶ୍ୱର ୧୩-୧୧-୨୦୨୪(ପିପିଏସ) : ବିଶିଷ୍ଟ ରାଷ୍ଟ୍ରନୀତିଜ୍ଞ ତଥା ଜନନାୟକ ଉତ୍କଳ କେଶରୀ ଡ. ହରେକୃଷ୍ଣ ମହତାବଙ୍କ ୧୨୫ତମ ଜୟନ୍ତୀ ଅବସରରେ ଆସନ୍ତା ୨୧ରୁ ୨୩ ତାରିଖ ପର୍ଯ୍ୟନ୍ତ ଭୁବନେଶ୍ବରରେ ବିଭିନ୍ନ କାର୍ଯ୍ୟକ୍ରମ ଅନୁଷ୍ଠିତ ହେବା ସହ ଆସନ୍ତା ଏକ ବର୍ଷ ପର୍ଯ୍ୟନ୍ତ ମହତାବଙ୍କ!-->…
ଧଉଳି ଏକ ସାଧାରଣ ପାହାଡ଼ ନୁହେଁ, କଳିଙ୍ଗ ଯୁଦ୍ଧର ମୁକସାକ୍ଷୀ: ମୁଖ୍ୟମନ୍ତ୍ରୀ
ଧଉଳି ଶାନ୍ତିସ୍ତୁପର ୫୨ତମ ବାର୍ଷିକ ଉତ୍ସବ ରବିବାର ଅନୁଷ୍ଠିତ ହୋଇଯାଇଛି। ଏହା କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଯୋଗ ଦେଇଛନ୍ତି। ସେ କଳିଙ୍ଗର ବୀର ସନ୍ତାନ ମାନଙ୍କର ସାହସ, ସାମର୍ଥ୍ୟ ଏବଂ ଶୌର୍ଯ୍ୟର ପ୍ରତୀକ ହେଉଛି ଏ ଧର୍ମଭୂମି ଧଉଳି।
ଭୁବନେଶ୍ୱର!-->!-->!-->…
କମୁଛି ମାଟି ଦୀପର ଚାହିଦା:ଚିନ୍ତାରେ କୁମ୍ଭାର ପରିବାର
ଝରିଗାଁ/ଭୁବନେଶ୍ୱର ୨୮-୧୦-୨୦୨୪ (ପିପିଏସ) : ଦିନ ଥିଲା ମାଟି ସାମଗ୍ରୀ ବିକ୍ରି କରି ବେଶ ଦୁଇ ପଇସା ରୋଜଗାର କରୁଥିଲେ କୁମ୍ଭାର ସମ୍ପ୍ରଦାୟର ଲୋକେ।କିନ୍ତୁ ସଂପ୍ରତି ପ୍ଲାଷ୍ଟିକ, ଷ୍ଟିଲ, ଭଳି ଘରୋଇ ଉପକରଣ ମିଳିବା ପରେ ମାଟି ସାମଗ୍ରୀର ଚାହିଦା ଆଶାତୀତ ଭାବେ କମି ଯାଇଛି। କେବଳ!-->…
ସ୍ମୃତିକୁ ଖୋଜୁଛି ପାରଳାଖେମୁଣ୍ଡି
ରେଳ ଯୋଗାଯୋଗ କ୍ଷେତ୍ରରେ ପାରଳାଖେମୁଣ୍ଡିର ସମୃଦ୍ଧ ଇତିହାସ ରହିଛି। ବ୍ରିଟିସ୍ ଶାସନ ତଥା ଭାରତ ସ୍ବାଧୀନତାର ପ୍ରାୟ ଅର୍ଦ୍ଧ ଶତାବ୍ଦୀ ପୂର୍ବରୁ ଏଠାରେ ରେଳ ଗଡ଼ିଥିଲା।
ପାରଳାଖେମୁଣ୍ଡି/ଭୁବନେଶ୍ୱର ୨୭-୧୦-୨୦୨୪(ପିପିଏସ) : ରେଳ ଯୋଗାଯୋଗ କ୍ଷେତ୍ରରେ ପାରଳାଖେମୁଣ୍ଡିର ସମୃଦ୍ଧ!-->!-->!-->!-->!-->…
ବାଲ୍ୟ ବିବାହ ରୋକିବା ପ୍ରସଙ୍ଗରେ ବୈଠକ
ସମ୍ବଲପୁର/ଭୁବନେଶ୍ୱର ୨୫-୧୦-୨୦୨୪(ପିପିଏସ) : ସମ୍ବଲପୁରର ଧନୁପାଲି ସ୍ଥିତ ଆଦର୍ଶ ଅନୁଷ୍ଠାନର କାର୍ଯ୍ୟାଳୟ ଠାରେ ବାଲ୍ୟ ବିବାହ ରୋକିବା ପ୍ରସଙ୍ଗରେ ଗୁରୁତ୍ୱପୁର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଜିଲା ଶ୍ରମ ଅଧିକାରୀ ଶତୃଜିତ ସାହୁ, ଜିଲା ସମାଜ ମଙ୍ଗଳ ଅଧିକାରୀ, ବରିଷ୍ଠ!-->…
ଭାରତର ବାଘ ମଣିଷ
ମନୁଷ୍ୟ ଓ ବାଘ ଭଳି ହିଂସ୍ର ପ୍ରାଣୀ ମଧ୍ୟରେ ବନ୍ଧୁତା ଅତି ବିରଳ। ତାହା ପୁଣି ଦୀର୍ଘସ୍ଥାୟୀ ନୁହେଁ।
କିନ୍ତୁ, ଓଡ଼ିଶାର ବନ ଅଧିକାରୀ ସରୋଜ ଚୌଧୁରୀ ଓ ବାଘୁଣୀ ଖଇରୀ ମଧ୍ୟରେ ବନ୍ଧୁତା ଥିଲା ନିବିଡ଼ ଓ ସ୍ଥାୟୀ।
ଦେଶରେ ବାଘ ବଂଶ ତିଷ୍ଠି ରହିବା ଏବଂ ବୃଦ୍ଧି ଘଟିବା କ୍ଷେତ୍ରରେ!-->!-->!-->!-->!-->!-->!-->…