Sign in
Sign in
Recover your password.
A password will be e-mailed to you.
Browsing Category
କୃଷି
ଖାତାକୁ ଆସିଲା ପିଏମ କିଷାନ ଯୋଜନା କିସ୍ତି
ଚାଷୀଙ୍କୁ ହୋଲି ଭେଟି: ଓଡ଼ିଶାର ୩୪ ଲକ୍ଷରୁ ଅଧିକ ପ୍ରଧାନମନ୍ତ୍ରୀ କିଷାନ ଯୋଜନାରେ ଉପକୃତ
ଭୁବନେଶ୍ୱର ୨୪-୦୨-୨୦୨୫ (ପିପିଏସ) : ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ସୋମବାର ପ୍ରଧାନମନ୍ତ୍ରୀ କିଷାନ ସମ୍ମାନ ନିଧି (ପିଏମ-କିଷାନ) ଯୋଜନାର ୧୯ତମ କିସ୍ତି ଜାରି କରିଛନ୍ତି। ଏହା ମାଧ୍ୟମରେ!-->!-->!-->…
କେତେ ଚାଷୀ କିସାନ ସମ୍ମାନ ନିଧି ଯୋଜନାରେ ଉପକୃତ ହୋଇଛନ୍ତି: ସରକାର ଦେଲେ ସୂଚନା
ରାଜ୍ୟରେ ପ୍ରଧାନମନ୍ତ୍ରୀ କିସାନ ସମ୍ମାନ ନିଧି ଯୋଜନାରେ ଅକ୍ଟୋବର ୨୦୨୪ ସୁଦ୍ଧା ୩୧ ଲକ୍ଷ ୫୧ ହଜାର ୭୦୦ ଚାଷୀ ଉପକୃତ ହୋଇଛନ୍ତି । ଏନେଇ ବିଧାନସଭାରେ ଉପମୁଖ୍ୟମନ୍ତ୍ରୀ ତଥା କୃଷି ଓ ଶକ୍ତି ମନ୍ତ୍ରୀ କେଭି ସିଂ ଦେଓ ଲିଖିତ ଉତ୍ତର ରଖିଛନ୍ତି
ଭୁବନେଶ୍ୱର ୧୯-୦୨-୨୦୨୫(ପିପିଏସ ) :!-->!-->!-->…
ରାଜ୍ୟ ବଜେଟ୍ : କୃଷି ପାଇଁ ୩୭,୮୩୮ କୋଟିର ବ୍ୟୟ ବରାଦ
ସୋମବାର ବିଧାନସଭାରେ ଉପସ୍ଥାପିତ ରାଜ୍ୟ ବଜେଟରେ କୃଷି କ୍ଷେତ୍ର ପାଇଁ ୨୦୨୫-୨୬ ବଜେଟରେ ମୋଟ ୩୭,୮୩୮ କୋଟି ଟଙ୍କାର ବ୍ୟୟବରାଦ କରାଯାଇଛି, ଯାହାକି ଚଳିତ ଆର୍ଥିକ ବର୍ଷ ତୁଳନାରେ ୧୨ ପ୍ରତିଶତ ଅଧିକ ।
ଭୁବନେଶ୍ୱର ୧୭-୦୨-୨୦୨୫(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝି ବିଧାନସଭାରେ!-->!-->!-->…
ଅଦା ଚାଷ ବାଟବଣା: ପଚିଗଲା ଅଧା ବିହନ!
ଏବେ କ୍ରପ୍ କଟିଂ ହୋଇ ଅଦା ଅମଳ ଆରମ୍ଭ ହେଲାଣି। କିନ୍ତୁ ଝାରସୁଗୁଡ଼ା ଜିଲ୍ଲାରେ ଯେତିକି ପରିମାଣର ଅଦା ବିହନ ଲଗାଯାଇଥିଲା, ଏବେ ସେତିକି ପରିମାଣର ଅଦା ଉତ୍ପାଦନ କଷ୍ଟକର ହୋଇପଡ଼ିଛି।
ଝାରସୁଗୁଡ଼ା/ଭୁବନେଶ୍ୱର ୧୬-୦୨-୨୦୨୫-(ପିପିଏସ) : ଏବେ କ୍ରପ୍ କଟିଂ ହୋଇ ଅଦା ଅମଳ ଆରମ୍ଭ!-->!-->!-->…
ରାଜ୍ୟର ୫୮ଟି ସବ୍ ଡିଭିଜନରେ ଗୋଟିଏ ଲେଖାଏଁ ଶୀତଳ ଭଣ୍ଡାର ନିର୍ମାଣ ପାଇଁ ପ୍ରସ୍ତାବ
ରାଜ୍ୟରେ ପନିପରିବା ନଷ୍ଟ ନହେବା ପାଇଁ ଶୀତଳ ଭଣ୍ଡାର ଖୋଲିବା ନେଇ କ୍ୟାବିନେଟରେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି । ଶୀତଳ ଭଣ୍ଡାର ପାଇଁ ଆର୍ଥିକ ପ୍ରୋତ୍ସାହନ ଯୋଗାଇ ଦେବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି
ଭୁବନେଶ୍ୱର ୨୨-୦୧-୨୦୨୫ (ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ!-->!-->!-->…
ଆଉ କିଛି ଦିନ ପରେ ଆଳୁ ଦର କମିଯିବ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଅପେକ୍ଷା କରନ୍ତୁ, ଆଉ କିଛି ଦିନର ବ୍ୟବଧାନ ପରେ ଆଳୁ ଦର କମିଯିବ। ଆଳୁରେ ସ୍ୱୟଂସମ୍ପୂର୍ଣ୍ଣ ହେବ ଓଡ଼ିଶା। ଆଳୁ ପାଇଁ କାହା ପାଖରେ ହାତ ପତାଇବାକୁ ଚାହୁଁନାହୁଁ। ଏହା କହିଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର।
ଭୁବନେଶ୍ୱର ୧୦-୦୧-୨୦୨୫ (ପିପିଏସ) : ଅପେକ୍ଷା!-->!-->!-->…
ଚାଷୀଙ୍କୁ ଆଗାମୀ ୫ଦିନ ଭିତରେ କ୍ଷତିପୂରଣ ମିଳିବ: ରାଜସ୍ବ ମନ୍ତ୍ରୀ
ରାଜ୍ୟ ଅଦିନିଆ ବର୍ଷାର ଶିକାର ହୋଇ ଫସଲ କ୍ଷୟକ୍ଷତିର ସାମ୍ନା କରିଥିବା ଚାଷୀଙ୍କୁ ଆଗାମୀ ୫ଦିନ ଭିତରେ କ୍ଷତିପୂରଣ ମିଳିବ। ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାର ମଙ୍ଗଳବାର ଏହି ସୂଚନା ଦେଇଛନ୍ତି।
ଭୁବନେଶ୍ୱର ୦୭-୦୧-୨୦୨୫ (ପିପିଏସ ) : ଅଦିନିଆ ବର୍ଷାର ଶିକାର!-->!-->!-->…
ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା
ଫସଲ ବୀମା କରିନଥିବା ଚାଷୀଙ୍କୁ ମିଳିବ ୨୯୧.୫୯ କୋଟି ଟଙ୍କାର ସହାୟତା
ଭୁବନେଶ୍ୱର ୦୩-୦୧-୨୦୨୫(ପିପିଏସ) : କୃଷି ଓଡ଼ିଶା କାର୍ଯ୍ୟକ୍ରମରେ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବଡ଼ ଘୋଷଣା କରିଛନ୍ତି। ଏଥିରେ ଅଦିନିଆ ବର୍ଷାକୁ ପ୍ରାକୃତିକ ବିପର୍ଯ୍ୟୟ ଘୋଷଣା କରିଛନ୍ତି!-->!-->!-->…
ଗୋପ ବ୍ଲକରେ ଉପ ମୁଖ୍ୟମନ୍ତ୍ରୀ
୧୬ ହଜାର ୫୦ ହେକ୍ଟର ଧାନ ଫସଲ ନଷ୍ଟ
କ୍ଷତିଗ୍ରସ୍ତ ଚାଷୀଙ୍କ ପାଖରେ ପହଁଚିଲେ
ଗଜା ଧାନ ଦେଖିଲେ
ଖୁବ୍ ଶିଘ୍ର ସହାୟତା ଯୋଗାଇ ଦେଵାର ପ୍ରତିଶୃତି ଦେଲେ
ଗୋପ /ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ଅଦିନିଆ ଲଘୁଚାପ ଵର୍ଷାରେ ଗୋପ ବ୍ଲକରେ ୧୬ ହଜାର ୫୦ ହେକ୍ଟର ଧାନ!-->!-->!-->!-->!-->!-->!-->!-->!-->!-->!-->…
ମଣ୍ଡିରେ ପଶି ନିଜର ଖରାପ ଧାନକୁ ପାର କରିବାକୁ ଦଲାଲଙ୍କ ଉଦ୍ୟମ
ମାଲକାନଗିରି/ଭୁବନେଶ୍ୱର ୩୧-୧୨-୨୦୨୪(ପିପିଏସ) : ଜିଲ୍ଲାରେ ଏବେ ମଣ୍ଡି ଜୋରସୋରରେ ଚାଲୁ ରହିଥିବା ବେଳେ ଏଫଏକ୍ୟୁ ଧାନକୁ ନେଇ ଟଣାଓଟରା ମଧ୍ୟ ଚାଲିଛି। ଜିଲ୍ଲାରେ ଏବେ ଦଲାଲ ମାତିଛନ୍ତି। ଜିଲ୍ଲାରେ ୧୪ଟି ଲ୍ୟାମ୍ପସ ଏବଂ ଏସଏଚଜି ଅଧିନରେ ୬୫ଟି ମଣ୍ଡି ଚାଲୁଥିବା ବେଳେ ମଣ୍ଡି ଆରମ୍ଭ ହୋଇ!-->…