Browsing Category

କୃଷି

ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଦିଆଯିବ ଡ୍ରୋନ୍

ଡିଏୱାଇ- ଏନଆରଏଲଏମ ଅଧୀନରେ ୧୨୬୧ କୋଟି ଟଙ୍କା ବ୍ୟୟ ଅଟକଳରେ ମହିଳା ସ୍ୱୟଂ ସହାୟକ ଗୋଷ୍ଠୀମାନଙ୍କୁ ଡ୍ରୋନ ଯୋଗାଇବା ପାଇଁ କେନ୍ଦ୍ରୀୟ ଯୋଜନା 'ନମୋ ଡ୍ରୋନ୍ ଦିଦି' କୁ ସରକାର ଅନୁମୋଦନ ଦେଇଛନ୍ତି। ନୂଆଦିଲ୍ଲୀ/ଭୁବନେଶ୍ୱର ୦୧-୧୧-୨୦୨୪ (ପିପିଏସ) : ଡିଏୱାଇ- ଏନଆରଏଲଏମ ଅଧୀନରେ

ମାଡି ଆସୁଛି ବାତ୍ୟା, “ଦାନା “

ନେଇଯିବ କି ଚାଷୀଙ୍କ ଦାନା ଅଧା ପାଚିଲା ଫସଲ କୁ ଆଣିଲେ କିଛି ଚାଷୀ। ଅସ୍ତରଙ୍ଗ,୨୩-୧୦-୨୦୨୪(ପିପିଏସ ) : ଦାନା ମାଡି ଆସୁଛି। ଚାଷୀଙ୍କ ବର୍ଷକର ଦାନା ଛଡାଇନେବ। ସମ୍ଭାବ୍ୟ ବାତ୍ୟା ଦାନା ଭୟରେ ଭୟଭୀତ ପୁରୀ ଜିଲ୍ଲା ଅସ୍ତରଙ୍ଗ ବ୍ଲକ ଅଂଚଳର ଚାଷୀକୂଳ। ଦାନା ଉଜାଡିବ ନେବ

ବର୍ଦ୍ଧିତ ମୂଲ୍ୟରେ କିଣାହେବ ଖରିଫ ଧାନ ଏବେଠୁ ସକ୍ରିୟ ହେଲେଣି ଦଲାଲ

ରାଉରକେଲା/ଭୁବନେଶ୍ୱର ୧୭-୧୦-୨୦୨୪ (ପିପିଏସ) : ରାଜ୍ୟ ସରକାର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍‌ଏସ୍‌ପି) କ୍ବିଣ୍ଟାଲ ପ୍ରତି ୩୧୦୦ ଟଙ୍କାରେ ଚାଷୀଙ୍କଠୁ ଖରିଫ ଧାନ କିଣିବାକୁ ଯାଉଛନ୍ତି । କେନ୍ଦ୍ରର ଧାର୍ଯ୍ୟ ଏମ୍‌ଏସ୍‌ପିଠୁ ରାଜ୍ୟ ସରକାର ଏଥର କ୍ବିଣ୍ଟାଲ ପ୍ରତି ଅଧିକ ୮୦୦ ଟଙ୍କା

ଜଗତସିଂହପୁର ରେ କଞ୍ଚା ପରିବା ଆକାଶ ଛୁଆଁ।

ଜଗତ ସିଂହପୁର,୧୭-୧୦-୨୦୨୪ (ପିପିଏସ) : ଉପକୂଳ ଅଞ୍ଚଳର ଏହି ଜିଲ୍ଲା ଟି ଏକ କୃଷି ଭିତ୍ତିକ ଜିଲ୍ଲା ।ଆବଶ୍ୟକତା ଅନୁଯାୟୀ କଞ୍ଚା ପରିବା ଉତ୍ପାଦନ କ୍ଷେତ୍ରରେ ଆତ୍ମ ନିର୍ଭର ଶିଳ ହୋଇଥିଲେ ମଧ୍ୟ ସାମୟିକ ଭାବରେ ବାହାର ରାଜ୍ୟରୁ ଆମଦାନୀ କରିଥାଏ।ମୁଖ୍ୟତଃ ଆଳୁ କଖାରୁ ବାହାର ବଜାରରୁ

କଂପାନି ଗିଳୁଛି ଚାଷ ଜମି, ପ୍ରଶାସନ ନିରବ !

କିସମ ପରିବର୍ତ୍ତନ ନକରି କେମିତି ହେଲା ଶିଳ୍ପ ? ସରକାରଙ୍କୁ ରାଜସ୍ବ ଫାଙ୍କିବାକୁ ହୋଇନି ତ ହୀନ ଉଦ୍ୟମ ? ପ୍ରଶାସନ ଓ କଂପାନି ଭିତରେ ନାହିଁ ତ ମଧୁଚନ୍ଦ୍ରିକା ? କଟକ-ପାରାଦୀପ ରାଜପଥ କଡରେ ଥିବା ରାଜସ୍ବ ଅଧିକାରୀଙ୍କ ଅଫିସ ପଛପଟେ ଏତେ ବଡ଼ ଶିଳ୍ପ ଛିଡ଼ା ହୋଇଥିଲେ ବି ପ୍ରଶାସନ

ଗଜପତିରେ ଅଭାବୀ ବର୍ଷା : ଚିନ୍ତାରେ ରହିଛନ୍ତି ଚାଷୀ

ପାରଳାଖେମୁଣ୍ଡି,ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ଗଜପତି ଜିଲାରେ ଅଭାବୀ ବର୍ଷା ଯୋଗୁ ଚିନ୍ତାରେ ରହିଛନ୍ତି ଚାଷୀ। କ୍ଷେତରେ ଧାନ ଗର୍ଭରେ ଥିବା ବେଳେ ଆଉ କିଛି ଧାନ ଗଛ ଅଳ୍ପ ଅଳ୍ପ ଧାନ ଛାଡୁଛି। ଏହି ସମୟରେ ବହୁ ପରିମାଣର ପାଣିର ଆବଶ୍ୟକତା ରହିଛି । ହେଲେ ବର୍ଷା ଅଭାବ ଯୋଗୁ

ଅଭାବୀ ବିକ୍ରିର ଶିକାର ଅଦା ଚାଷୀ

ସରକାର କୋରାପୁଟ ଜିଲ୍ଲାରେ ଅମଳ ହେଉଥିବା  ମାଣ୍ଡିଆ କିମ୍ବା  କଫି ଭଳି ଅଦାକୁ ପ୍ରୋସାହନ ମିଳୁ ନାହିଁ । ଫଳରେ ଚାଷୀ ଯେଉଁ ଆଗ୍ରହରେ ଅଦାଚାଷ କରୁଛନ୍ତି ସେହି ହିସାବରେ ନିଜର ପ୍ରାପ୍ୟ ପାଉନାହାନ୍ତି କୋରାପୁଟ/ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ସରକାର କୋରାପୁଟ ଜିଲ୍ଲାରେ ଅମଳ

ଘୁଷୁରୀ ଓ ମଣିଷର ବାସସ୍ଥାନ ଗୋଟିଏ

ଆଦିମ ଜନଜାତି ବଣ୍ଡା, ଦିଦାୟୀ, କୋୟା, କନ୍ଧ, ଦୁରୁଆ, ପରଜା, ଗାଦବା ଭଳି ବହୁ ଆଦିବାସୀ ସଂପ୍ରଦାୟର ଲୋକେ କାହିଁ କେଉଁ କାଳରୁ ଏଠାରେ ବସବାସ କରିଆସୁଛନ୍ତି। ଏମାନଙ୍କର ୧୨ ମାସରେ ୧୩ ପର୍ବ ପାଳନ କରନ୍ତି। ମାଲକାନଗିରି/ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ଆଦିବାସୀ ଅଧ୍ୟୁଷିତ

ସେଞ୍ଚୁରି ମାରିଲା ଟମାଟୋ:ହନ୍ତସନ୍ତ ଖାଉଟି

ଟମାଟୋ ଦର ସେଞ୍ଚୁରି ମାରିଛି। ଚାରି ପାଞ୍ଚ ଦିନ ତଳେ ଏହା କେଜି ପିଛା ୬୦ ଟଙ୍କାରେ ବିକ୍ରି ହେଉଥିଲା। କିନ୍ତୁ ହଠାତ୍‌ ଏହା ୧୦୦ ଟଙ୍କାରେ ପହଞ୍ଚିଛି। ଦେଶରେ ବର୍ଷା ‌ଯୋଗୁଁ ଟମା‌ଟୋ ଯୋଗାଣ ଓଡ଼ିଶାକୁ ବାଧାପ୍ରାପ୍ତ ହୋଇଛି। ୧୦୦୦ ଟଙ୍କାରେ ବ୍ୟାଗ୍ ଭର୍ତ୍ତି ହେଉନି ଭୁବନେଶ୍ୱର,

ପରିବା ମାର୍କେଟରେ ନିଆଁ 

ତାଳଚେର/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ଏବେ  ଓଡ଼ିଶା କାହିଁକି ବିଭିନ୍ନ ରାଜ୍ୟରେ ପରିବା ଦର ଆକାଶ ଛୁଆଁ , ସତେ ଯେମିତି ପରିବା ସ୍ଵର୍ଗରୁ ଚାଷ ହୋଇ ଆସୁଛି , ପରିବା କଳାବଜାରୀ ଏତେ ବଢ଼ିଛି ଯାହାକୁ ଛୁଇଁବ ୫୦,୬୦, ଟମାଟୋ କେଜି  ୧୦୦ , ବାଇଗଣ କେଜି ୬୦, ଆଳୁରେ ମାତ୍ର ୧୦ ଟଙ୍କା