Browsing Category

କୃଷି

ରାଜ୍ୟରେ ୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ

ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) :  ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ ୧୫୪୨ଟି ବହୁମୁଖୀ ପ୍ରାଥମିକ କୃଷି ସମବାୟ ସମିତିର ଶୁଭାରମ୍ଭ କରିଛନ୍ତି। ଲୋକ ସେବା ଭବନର ସଭାଗୃହ ଠାରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ମୁଖ୍ୟମନ୍ତ୍ରୀ ଏହି ସମବାୟ ସମିତି ଗୁଡିକର ଶୁଭାରମ୍ଭ

ବର୍ଷାରେ ଫସଲହାନୀ ହୋଇଥିଲେ ଚାଷୀଙ୍କୁ କ୍ଷତିପୂରଣ ମିଳିବ: ମନ୍ତ୍ରୀ

ବର୍ଷାରେ ଫସଲହାନୀ ହୋଇଥିଲେ ଚାଷୀମାନଙ୍କୁ କ୍ଷତିପୂରଣ ମିଳିବ। ଫସଲହାନୀର ତଦାରଖ କରିବା ପାଇଁ ଏକ କମିଟି ଗଠନ କରାଯିବ। ଏହି କମିଟି ସ୍ପଟ୍କୁ ଯାଇ ତଦନ୍ତ କରିବ। ଫସଲହାନୀ ହୋଇଥିଲେ କ୍ଷତିପୂରଣ ମିଳିବ। ସବୁ ଚାଷୀମାନଙ୍କୁ ବୀମାଭୁକ୍ତ କରାଯାଇଛି। ଭୁବନେଶ୍ୱର ୨୫-୧୨-୨୦୨୪(ପିପିଏସ ) :

ପୁଣି ହୋଇପାରେ ବର୍ଷା: ବଢ଼ିଲା ଚାଷୀଙ୍କ ଚିନ୍ତା

ଭୁବନେଶ୍ୱର ୨୨-୧୨-୨୦୨୪ (ପିପିଏସ) : ଗତ ୧୭ ତାରିଖ ଠାରୁ ୨୧ ତାରିଖ ଯାଏଁ ରାଜ୍ୟର ଅଧିକାଂଶ ସ୍ଥାନରେ ହୋଇଥିବା ବର୍ଷାକୁ ନେଇ ଚାଷୀକୁଳ ହଇରାଣ ହୋଇଥିବା ବେଳେ ପୁଣି ଥରେ ସେମାନେ ସମାନପ୍ରକାରର ପରସ୍ଥିତିର ସାମ୍ନା କରିବାକୁ ପଡ଼ିପାରନ୍ତି। ଆଞ୍ଚଳିକ ପାଣିପାଗ ବିଜ୍ଞାନ କେନ୍ଦ୍ରର

ଧାନ ନଷ୍ଟ ହେଲେ ଦିଆଯିବ କ୍ଷତିପୂରଣ: ସମବାୟ ମନ୍ତ୍ରୀ

ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ଧାନ ନଷ୍ଟ ହେଲେ ଦିଆଯିବ କ୍ଷତିପୂରଣ। ଏନେଇ ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ ସୂଚନା ଦେଇଛନ୍ତି। ବଙ୍ଗୋପସାଗରରେ ସକ୍ରିୟ ଅବପାତ ପାଇଁ ରାଜ୍ୟରେ ୨ ଦିନ ଧରି ବର୍ଷା ଜାରି ରହିଥିବା ହେତୁ ଚାଷୀ ଚିନ୍ତାରେ ଅଛନ୍ତି। ସମବାୟ ମନ୍ତ୍ରୀ ପ୍ରଦୀପ

ମାଲକାନଗିରି ଜିଲ୍ଲାରେ ଆରମ୍ଭ ହେଲା ଧାନ ମଣ୍ଡି ।

ଉଦ୍ଘାଟନ କଲେ ଉପମୁଖ୍ୟମନ୍ତ୍ରୀ ମାଲକାନଗିରି/ଭୁବନେଶ୍ୱର ୧୬-୧୨-୨୦୨୪ (ପିପିଏସ) : ମାଲକାନଗିରି ଜିଲ୍ଲାରେ ଖୋଲିଲା ଧାନ ମଣ୍ଡି । ଧାନ ମଣ୍ଡିକୁ ଉଦଘାଟନ କରିଛନ୍ତି ଉପ ମୁଖ୍ଯମନ୍ତ୍ରୀ ତଥା କୃଷି ମନ୍ତ୍ରୀ କନକ ବର୍ଦ୍ଧନ ସିଂଦେଓ। ଚଳିତ ବର୍ଷ ମାଲକାନଗିରି ଜିଲ୍ଲାରୁ 9 ଲକ୍ଷ 24 ହଜାର

ସରକାରଙ୍କୁ ୬ ମାସ: ଦଲାଲଙ୍କ ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ

ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ଆୟୋଜିତ ଏହି ସମୀକ୍ଷା ବେଳେ ଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ଏବଂ ଚାଷୀ ମାନଙ୍କ ଅଭିଯୋଗର ତୁରନ୍ତ ସମାଧାନ କରିବା ପାଇଁ

ଆଜିର ଦିନ ଓଡ଼ିଶା ଇତିହାସରେ ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଚାଷୀମାନଙ୍କୁ ୮୦୦ ଟଙ୍କାର ଇନପୁଟ୍ ସବସିଡି ପ୍ରଦାନ କରିଛନ୍ତି। ୨୩୦୦ ଟଙ୍କାର ଏମଏସପି ସହ ୮୦୦ ଟଙ୍କାର ଇନପୁଟ୍ ସବସିଡି ପ୍ରଦାନ କରାଯାଇଛି। ଯେଉଁ ଚାଷୀମାନେ ଡିସେମ୍ବର ୬ ତାରିଖ ସୁଦ୍ଧା ଧାନ ବିକ୍ରି କରିଛନ୍ତି, ସେମାନଙ୍କୁ ଏହି ଟଙ୍କା ମିଳିଛି।

ଚାଷୀ ମାନଙ୍କୁ ଇନପୁଟ ସବସିଡି ବଣ୍ଟନ

ଆଭାସୀ ମାଧ୍ୟମରେ ମୟୂରଭଞ୍ଜ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଲେ ସାହସ୍ରାଧିକ ଚାଷୀ  ବାରିପଦା/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ବରଗଡ଼ର ସୋହେଲା ଠାରୁ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ, ସମଗ୍ର ଓଡ଼ିଶାର ଚାଷୀ ଭାଇ-ଭଉଣୀଙ୍କ ପାଇଁ କ୍ବିଣ୍ଟାଲ ପ୍ରତି ୮୦୦ ଟଙ୍କା

ବନ୍ଦ ପଡ଼ିଛି ଗ୍ରାମୀଣ ଶିଳ୍ପ ଉଦ୍ୟାନ, ଖତଖାଉଛି ଯନ୍ତ୍ରପାତି

ସ୍ଥାନୀୟ ଅଞ୍ଚଳର ଚାଷୀ ଓ ମହିଳାଙ୍କୁ ରୋଜଗାରକ୍ଷମ କରିବାକୁ କୁଆରମୁଣ୍ଡାରେ ପ୍ରତିଷ୍ଠା ହୋଇଛି ଗ୍ରାମୀଣ ଶିଳ୍ପ ଉଦ୍ୟାନ। ଏଥିରେ ଜିଲ୍ଲା ଖଣିଜ ପ୍ରତିଷ୍ଠାନ (ଡିଏମ୍‌ଏଫ୍‌) ପାଣ୍ଠିରୁ ୨ କୋଟି ୭୦ ଲକ୍ଷ ଅଧିକ ଟଙ୍କା ଖର୍ଚ୍ଚ ହୋଇଛି। ୨୦୨୨ରୁ ଶେଷ ହୋଇଥିବା ପ୍ରକଳ୍ପ ଏଯାଏଁ କାର୍ଯ୍ୟକ୍ଷମ

ପ୍ରସ୍ତାବରେ ସୀମିତ ଶୀତଳଭଣ୍ଡାର ସ୍ଥାପନ

କୋରାପୁଟ ଜିଲ୍ଲାରେ ଶୀତଳଭଣ୍ଡାର ନଥିବାରୁ ପନିପରିବା ଉତ୍ପାଦିତ ହେବା ପରେ ନଷ୍ଠ ହେବା ଭୟରେ ଚାଷୀମାନେ ଏହାକୁ ଶାଗମାଛ ଦରରେ ବିକ୍ରି କରୁଛନ୍ତି। ଏହି ସମସ୍ୟା ଦୂର କରିବାକୁ ରାଜ୍ୟ ସମବାୟ ବିଭାଗର ରେଜିଷ୍ଟ୍ରାରଙ୍କୁ ପ୍ରସ୍ତାବ ଡିଆରସିଏସ୍ ପଠା ଯାଇଥିଲା। କିନ୍ତୁ ଏପର୍ଯ୍ୟନ୍ତ