Sign in
Sign in
Recover your password.
A password will be e-mailed to you.
Browsing Category
କୃଷି
ଜଙ୍ଗଲରୁ ମିଳିଲା ଶହଶହ ବସ୍ତା ଡୋଲୋମାଇଟ୍
ସୁନ୍ଦରଗଡ଼/ଭୁବନେଶ୍ୱର,୧୨-୦୯-୨୦୨୪ (ପିପିଏସ) : ଉର୍ବର ହେବ ଚାଷ ଜମି । ଆଉ ସଶକ୍ତ ହେବେ ଚାଷୀ । ସେଥିପାଇଁ ଚାଷୀଙ୍କୁ ଯୋଗାଇଦେବାକୁ ଆସିଥିଲା ଡୋଲୋମାଇଟ୍ । ରାଜ୍ୟ ସରକାରଙ୍କ ପକ୍ଷରୁ ଏହି ଡୋଲୋମାଇଟ୍ ଯୋଗାଇ ଦିଆଯାଇଥିଲା । ହେଲେ ସେହି ଡୋଲୋମାଇଟ୍କୁ ଏବେ ଜଙ୍ଗଲରେ ଫିଙ୍ଗି ଦିଆଯାଇଛି!-->…
ସଶକ୍ତ ହେଉଛନ୍ତି ଟସର ଚାଷୀ
ଟସର ଚାଷ କରି ବାର୍ଷିକ ୧ରୁ ୨ ଲକ୍ଷ ଟଙ୍କା ପର୍ଯ୍ୟନ୍ତ ରୋଜଗାର କରିପାରୁଛନ୍ତି।
୧୦ରୁ ୧୫ ଦିନ ପରେ ଚାଷୀ ଗଛରୁ ଖୋସା ସଂଗ୍ରହ କରି ଟିଆରସିଏସକୁ ବିକ୍ରି କରିଥାନ୍ତି।
କେନ୍ଦୁଝର/ଭୁବନେଶ୍ୱର,୧୦-୦୯-୨୦୨୪(ପିପିଏସ): ଟସର ହେଉଛି ଏକ ଲାଭଜନକ ଚାଷ। ଆଦିବାସୀ ବହୁଳ କେନ୍ଦୁଝର!-->!-->!-->!-->!-->!-->!-->…
ଚାଷୀଙ୍କୁ ନୂଆଁଖାଇ ଭେଟି : ଆରମ୍ଭ ହେବ ସିଏମ କିଷାନ ଯୋଜନା
ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : ପଶ୍ଚିମ ଓଡ଼ିଶାର କୃଷି ଭିତ୍ତିକ ଗଣପର୍ବ ନୂଆଁଖାଇ ଅବସରରେ ଚାଷୀଙ୍କୁ ଭେଟି ଦେଇଛନ୍ତି ରାଜ୍ୟ ସରକାର । ଆଜି ନୂଆଁଖାଇରୁ ଆରମ୍ଭ ହେବାକୁ ଯାଉଛି ସିଏମ କିଷାନ ଯୋଜନା। ଏହି ଯୋଜନାରେ ଚାଷୀ ପାଇବେ ୪ ହଜାର ଟଙ୍କାର ଆର୍ଥିକ ସହାୟତା। ଆଜି ଅପରାହ୍ନରେ!-->…