Sign in
Sign in
Recover your password.
A password will be e-mailed to you.
Browsing Category
ଘଟଣା-ଦୁର୍ଘଟଣା
୨ କିମି ବୋହିଲେ ମୃତ ଗର୍ଭବତୀଙ୍କ ଶବ
ଗାଁ’କୁ ଆସିପାରିଲାନି ଆମ୍ବୁଲାନ୍ସ
ମୋହନା/ଭୁବନେଶ୍ୱର ୨୮-୧୦-୨୦୨୪ (ପିପିଏସ) : ଗଜପତି ଜିଲ୍ଲା ମୋହନା ବ୍ଲକ୍ ଡମ୍ବଗୁଡ଼ା ପଞ୍ଚାୟତ ନିଲଡ଼ିକିଲିଆ ଗ୍ରାମକୁ ଭଲ ରାସ୍ତା ନଥିବାରୁ ଗ୍ରାମବାସୀ ପ୍ରତିଦିନ ସମସ୍ୟା ଭୋଗୁଛନ୍ତି। ଏପରିକି ଗ୍ରାମକୁ ଜରୁରୀକାଳୀନ ସମୟରେ!-->!-->!-->!-->!-->…
ମଧ୍ୟପ୍ରଦେଶ: ଚଳନ୍ତା ଟ୍ରେନରେ ନିଆଁ, ଜୀବନ ବଞ୍ଚାଇବାକୁ ଡେଇଁଲେ ଯାତ୍ରୀ
ଇନ୍ଦୋର/ଭୁବନେଶ୍ୱର ୨୭-୧୦-୨୦୨୪(ପିପିଏସ) : ମଧ୍ୟପ୍ରଦେଶରେ ଚଳନ୍ତା ଟ୍ରେନରେ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି। ପରିସ୍ଥିତି ଏପରି ହୋଇଥିଲା ଯେ ଯାତ୍ରୀଙ୍କୁ ଟ୍ରେନରୁ ଡେଇଁ ନିଜ ଜୀବନ ବଞ୍ଚାଇବାକୁ ପଡ଼ିଥିଲା। ଏହା ଫଳରେ କେତେକ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି । ସୂଚନା!-->…
ମଧ୍ୟପ୍ରଦେଶ: ଚଳନ୍ତା ଟ୍ରେନରେ ନିଆଁ, ଜୀବନ ବଞ୍ଚାଇବାକୁ ଡେଇଁଲେ ଯାତ୍ରୀ
ଇନ୍ଦୋର/ଭୁବନେଶ୍ୱର ୨୭-୧୦-୨୦୨୪(ପିପିଏସ) : ମଧ୍ୟପ୍ରଦେଶରେ ଚଳନ୍ତା ଟ୍ରେନରେ ଅଗ୍ନିକାଣ୍ଡ ହୋଇଥିବା ସୂଚନା ମିଳିଛି। ପରିସ୍ଥିତି ଏପରି ହୋଇଥିଲା ଯେ ଯାତ୍ରୀଙ୍କୁ ଟ୍ରେନରୁ ଡେଇଁ ନିଜ ଜୀବନ ବଞ୍ଚାଇବାକୁ ପଡ଼ିଥିଲା। ଏହା ଫଳରେ କେତେକ ଯାତ୍ରୀ ଆହତ ହୋଇଥିବା ଜଣାପଡ଼ିଛି । ସୂଚନା!-->…
ବେଆଇନ ବାଣ ଗୋଦାମ ରେ ପୋଲିସ ର ଚଢ଼ାଉ
ରାଉରକେଲା/ଭୁବନେଶ୍ୱର ୨୭-୧୦-୨୦୨୪(ପିପିଏସ) : ରାଜଗାଙ୍ଗପୁର ଗତ କାଲି ରାତ୍ର ରେ ସୁବାଷ ବୋଷ ଛକ ନିକଟ ଦୋକାନ ରୁ ଲକ୍ଷଧିକ ଟଙ୍କା ର ବେଆଇନ ଭାବେ ବାଣ ଗଛିତ କରିଥିବା ଗୋଦାମ କୁ ପୋଲିସ ଛପା ମାରି ବହୁ ପରିମାଣ ର ବାଣ ଜବତ କରିଥିବା ଜଣା ଯାଇଛି l କୌଣସି ସୂତ୍ରରୁ ରାଜଗାଙ୍ଗପୁର!-->…
ହ୍ରାସ ପାଉଛି ବୁଢ଼ାବଳଙ୍ଗ ଜଳସ୍ତର, କମୁଛି ବନ୍ୟା ଭୟ
ବନ୍ୟା ପ୍ଲାବିତ ଅଞ୍ଚଳ ବୁଲି କ୍ଷୟକ୍ଷତି ଆକଳନ କଲେ ଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକ
ପ୍ରବଳ ବର୍ଷା ଯୋଗୁଁ ଶନିବାର ପାଟଳୀପୁରା ଠାରେ ବୁଢାବଳଙ୍ଗ ନଦୀକୂଳ ଲଙ୍ଘନ କରିଥିବା ବେଳେ ରବିବାର ଭୋର ସକାଳରୁ ଜଳସ୍ତର କମିବା ଆରମ୍ଭ ହେବାପରେ ସ୍ଥିତି ସ୍ବାଭାବିକ ହେବାରେ ଲାଗିଛିl!-->!-->!-->!-->!-->!-->!-->…
ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ସାମୁଦ୍ରିକ ଝଡ଼ ‘ଦାନା’ ଯୋଗୁଁ ଲକ୍ଷ ଲକ୍ଷ ଏକର ଧାନ ସମେତ ଅନ୍ୟ ଫସଲ ନଷ୍ଟ ହୋଇଛି। ଏହା କେତେ ପରିବାଣରେ କ୍ଷୟକ୍ଷତି ହୋଇଛି, ଆକଳନ ପରେ ଜଣାପଡ଼ିବ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ଆକାଶମାର୍ଗରୁ ବାତ୍ୟା ଅଞ୍ଚଳ ବୁଲିଛନ୍ତି।
ଭୁବନେଶ୍ୱର!-->!-->!-->!-->!-->…
ଯୋଗାଣ ବିଭାଗ ତରଫରୁ ବିଭିନ୍ନ ସ୍ଥାନରେ ଚଢ଼ାଉ ।
ଭାପୁର,୨୫-୧୦-୨୦୨୪(ପିପିଏସ) : ବାତ୍ୟା ' ଦାନା ' କୁ ନେଇ ସାଧାରଣ ଜନତା ଯେତିକି ଆତଙ୍କିତ ହୋଇଥିଲେ ସେତିକି ନିତ୍ୟ ବ୍ୟବହାର୍ଯ୍ୟ ଖାଉଟି ସାମଗ୍ରୀର ଦରଦାମ୍ ବୃଦ୍ଧି ଦେଖି ମଧ୍ୟବିତ୍ତ ପରିବାର ତଥା ଗରିବ ଶ୍ରେଣୀ ର ପରିବାର କଷ୍ଟରେ ଜୀବନଯାପନ କରୁଛନ୍ତି। ଅସାଧୁ ବ୍ୟବସାୟୀ ମାନେ ଆଳୁ,!-->…
ଆଶ୍ରୟସ୍ଥଳୀରେ ଅବ୍ୟବସ୍ଥା: କେଉଁଠି ଖାଦ୍ୟର ଅଭାବ କେଉଁଠି ଦୀପ ଆଲୁଅକୁ ଭରସା
ବେତନଟୀ ବ୍ଲକର ନଦୀକୂଳିଆ ତଳିଆ ଅଞ୍ଚଳସ୍ଥିତ କଚ୍ଚାଘରେ ରହୁଥିବା ଲେକେ ଯେପରି କ୍ଷତିଗ୍ରସ୍ତ ନହେବେ ସେଥିଲାଗି ସେମାନଙ୍କୁ ଅସ୍ଥାୟୀ ଆଶ୍ରୟ ସ୍ଥଳୀକୁ ସ୍ଥାନାନ୍ତର କରାଯାଇଥିଲା।
ସମସ୍ତ ଯୋଜନା ସତ୍ତ୍ୱେ ବେତନଟୀ ବ୍ଲକର ଅଧିକାଂଶ ଆଶ୍ରୟସ୍ଥଳରେ ଏହି ସୁବିଧା ସୂଚାରୁ ରୂପେ!-->!-->!-->!-->!-->…
ବାଲ୍ୟ ବିବାହ ରୋକିବା ପ୍ରସଙ୍ଗରେ ବୈଠକ
ସମ୍ବଲପୁର/ଭୁବନେଶ୍ୱର ୨୫-୧୦-୨୦୨୪(ପିପିଏସ) : ସମ୍ବଲପୁରର ଧନୁପାଲି ସ୍ଥିତ ଆଦର୍ଶ ଅନୁଷ୍ଠାନର କାର୍ଯ୍ୟାଳୟ ଠାରେ ବାଲ୍ୟ ବିବାହ ରୋକିବା ପ୍ରସଙ୍ଗରେ ଗୁରୁତ୍ୱପୁର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଜିଲା ଶ୍ରମ ଅଧିକାରୀ ଶତୃଜିତ ସାହୁ, ଜିଲା ସମାଜ ମଙ୍ଗଳ ଅଧିକାରୀ, ବରିଷ୍ଠ!-->…
ବାତ୍ୟା ପରେ ଦାଉ ସାଧିଲା କୋକିଶିଆଳ
ଆକ୍ରମଣ କରି ୩ ଜଣଙ୍କୁ କଲା ଗୁରୁତର
କୋକିଶିଆଳ ଆକ୍ରମଣରେ ୩ ଜଣ ଲୋକ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଗଛ ପଡ଼ି ରାସ୍ତା ଅବରୋଧ ଥିବାରୁ ୩ ଘଣ୍ଟା ପରେ ତାଙ୍କୁ ଉଦ୍ଧାର କରି ଅଞ୍ଚଳବାସୀ ମେଡିକାଲକୁ ବାଇକରେ ନେଇଛନ୍ତି।
ସୋର/ଭୁବନେଶ୍ୱର ୨୫-୧୦-୨୦୨୪(ପିପିଏସ) :!-->!-->!-->!-->!-->!-->!-->…