Sign in
Sign in
Recover your password.
A password will be e-mailed to you.
Browsing Category
ଘଟଣା-ଦୁର୍ଘଟଣା
ଏଡିଇଓଙ୍କ ଘରେ ଭିଜିଲାନ୍ସ
ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗ
ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ କୋରାପୁଟ ଜିଲ୍ଲା ବୋରିଗୁମ୍ମା ବ୍ଲକ ଅନ୍ତର୍ଗତ ଚମ୍ପିଆ ପଂଚାୟତର ଆକାଉଣ୍ଟାଣ୍ଟ କମ୍ ଡାଟା ଏଣ୍ଟ୍ରି ଅପରେଟର (ଏଡିଇଓ) ଏସ୍. ପାର୍ଥସାରଥୀ ବିଶୋୟୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ କରିଛି।
!-->!-->!-->!-->!-->…
ବନ୍ଧାହେଲେ ବିଦ୍ୟାଧର
ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାଲେଶ୍ବର ଜିଲ୍ଲା ରେମୁଣା ତହସିଲଦାର ବିଦ୍ୟାଧର ପତିଙ୍କୁ ଭିଜିଲାନ୍ସ ଗିରଫ କରିଛି। ବିଦ୍ୟାଧର ପତିଙ୍କ ଘର, କାର୍ଯ୍ୟାଳୟ ସମେତ ଏକକାଳୀନ ୭ଟି ସ୍ଥାନରେ ଭିଜିଲାନ୍ସ ଚଢ଼ଉ କରିଛି। ତାଙ୍କ ନାଁରେ କୋଟିକୋଟି ଟଙ୍କାର ପ୍ଲଟ୍ ଓ ଫ୍ଲାଟ୍ ଥିବା ଜଣାଯାଇଛି।!-->…
ନବ ଦାସ ହତ୍ୟା: ଜନସ୍ବାର୍ଥ ମାମଲାକୁ ଗୁରୁତ୍ବର ସହ ଗ୍ରହଣ କଲେ ହାଇକୋର୍ଟ
ନବ ଦାସଙ୍କୁ ଗୁଳି ମାରି ହତ୍ୟା କରାଯିବା ଘଟଣା ସଂପର୍କିତ ଫୌଜଦାରୀ ମାମଲା ଓ ତଦନ୍ତର ସ୍ଥିତି ନେଇ ଅବଗତ କରିବାକୁ ରାଜ୍ୟ ସରକାରଙ୍କୁ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି।
କଟକ ୧୨-୦୨-୨୦୨୫ (ପିପିଏସ) : ପୂର୍ବତନ ମନ୍ତ୍ରୀ ନବ କିଶୋର ଦାସଙ୍କ ହତ୍ୟା ମାମଲାର ସିବିଆଇ ତଦନ୍ତ ପ୍ରସଙ୍ଗ!-->!-->!-->…
ଆପାର୍ଟମେଣ୍ଟ ପଞ୍ଜିକରଣ ବିଜ୍ଞପ୍ତି: ହାଇକୋର୍ଟଙ୍କ ରହିତାଦେଶ
ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ହାଇକୋର୍ଟ ରହିତାଦେଶ ଜାରି କରିଛନ୍ତି । ଗୃହ ଓ ନଗର ନିର୍ମାଣ ବିଭାଗ ଦ୍ବାରା ଅଣାଯାଇଥିବା ବିଜ୍ଞପ୍ତି ଉପରେ ହାଇକୋର୍ଟଙ୍କ ପକ୍ଷରୁ ରହିତାଦେଶ ଜାରି ହୋଇଛି
କଟକ: ଆପାର୍ଟମେଣ୍ଟ ପଞ୍ଜିକରଣ ସମ୍ପର୍କିତ ବିଜ୍ଞପ୍ତି ଉପରେ ହାଇକୋର୍ଟ!-->!-->!-->…
ଆଦିବାସୀ ନାବାଳିକାଙ୍କୁ ଗଣଦୁଷ୍କର୍ମ
ଲକ୍ଷ୍ମୀପୁର ଥାନାରେ ୪ ଯୁବକ ଅଟକ
ଶନିବାର ରାତ୍ରିରେ ବିରିଗୁଡା ଗାଁରେ ଚାଲିଥିଲା ବୁଢୀ ଠାକୁରାଣୀ ଯାତ୍ରା ସମୟରେ ଜଣେ ନାବାଳିକା ସାଙ୍ଗ ସହ କଥା ହେଉଥିବା ସମୟରେ ୪ ଜଣ ଯୁବକ ସାଙ୍ଗଙ୍କୁ ଅତର୍କିତ ଆକ୍ରମଣ କରି ଝିଅକୁ ପାହାଡ଼ ଉପରକୁ ନେଇ ଗଣଦୁଷ୍କର୍ମ କରିଥିବା ନେଇ ଲକ୍ଷ୍ମୀପୁର!-->!-->!-->…
ଚାକିରି ନାମରେଲ କ୍ଷାଧିକ ଟଙ୍କା ଠକେଇ
ଡାବୁଗାଁ/ଭୁବନେଶ୍ୱର ୧୧-୦୨-୨୦୨୫(ପିପିଏସ ) : ନବରଙ୍ଗପୁର ଜିଲ୍ଲା ଡାବୁଗାଁ ଥାନା ଅଂଚଳରେ ଚାଞ୍ଚଲ୍ୟ। ୧୯ ଜଣ ନିରୀହ ଆଦିବାସୀ ଯୁବକଙ୍କୁ ସିକ୍ୟୁରିଟି ଗାର୍ଡ ନିଯୁକ୍ତି ଦେବି କହି ଜଣେ ଦଲାଲ ଲକ୍ଷାଧିକ ଟଙ୍କା ଠକେଇ କରିଛି। ଏ ନେଇ ଆଜି ଠକାମୀର ଶିକାର ହୋଇଥିବା କିଛି ଯୁବକ ଡାବୁଗାଁ!-->…
‘ବନ୍ଦ କର…’: ଛି… ଛି… ଛିରେ ନନୀ
ରାଗିଯାଇ ଡିଜେ ବନ୍ଦ ପାଇଁ ଇସାରା ଦେଇଥିଲେ ରୋହିତ !
ଅନ୍ୟ ଏକ କାରଣ ପାଇଁ ବି ରୋହିତ ପଡିଆରେ ଟିକେ ଚିଡି ଯାଇଥିବା ନଜର ଆସିଥିଲେ । ଆଉ ସେ କାରଣଟି ହେଲା ଡିଜେ ଗୀତ ଶୁଣି ବିରକ୍ତ ହୋଇଥିଲେ କ୍ୟାପଟେନ ରୋହିତ ଶର୍ମା ।
କଟକ ୧୦-୦୨-୨୦୨୫(ପିପିଏସ ) : ୨ୟ ଇନିଙ୍ଗସ୍, ସାମ୍ନାରେ!-->!-->!-->!-->!-->…
୧୩,୬୦୦ ଦେଶୀ ମଦ ପାଉଚ୍ ଜବତ
ଇସ୍ପାତ ସହରରେ ପୁଣି ଦେଶୀ ମଦ ମାଫିଆଙ୍କ କାର୍ଯ୍ୟକଳାପ ବଢ଼ିବାରେ ଲାଗିଛି। ନିୟମିତଭାବେ ସହରକୁ ମଦ ଚୋରାଚାଲାଣ ହେଉଛି। ଓଡ଼ିଶା ସୀମାନ୍ତ ବୀରମିତ୍ରପୁର, କୁଆରମୁଣ୍ଡା, ବିଶ୍ରା ଆଦି ଅଞ୍ଚଳରୁ ଦେଶୀ ମଦ ଅଣାଯାଉଛି
ରାଉରକେଲା/ଭୁବନେଶ୍ୱର ୧୦-୦୨-୨୦୨୫(ପିପିଏସ ) : ଇସ୍ପାତ ସହରରେ ପୁଣି!-->!-->!-->…
ଓସିଏକୁ କାରଣ ଦର୍ଶାଅ ନୋଟିସ୍ ଜାରି କଲା କ୍ରୀଡ଼ା ବିଭାଗ
ବାରବାଟୀ ଦିନିକିଆରେ ଫ୍ଲଡ୍ ଲାଇଟ୍ ବନ୍ଦ ବିଭ୍ରାଟ ଘଟଣା
ବାରବାଟୀ ଦିନିକିଆରେ ଫ୍ଲଡ୍ ଲାଇଟ୍ ବନ୍ଦ ବିଭ୍ରାଟ ଘଟଣାକୁ ନେଇ ଓସିଏକୁ କାରଣ ଦର୍ଶାଅ ନୋଟିସ୍ ଜାରି କରିଛି କ୍ରୀଡ଼ା ବିଭାଗ। କାହିଁକି ମ୍ୟାଚ୍ ବେଳେ ଲାଇଟ୍ ବନ୍ଦ ହେଲା ୧୦ଦିନ ଭିତରେ ଉତ୍ତର ରଖିବାକୁ ଏଥିରେ ନିର୍ଦ୍ଦେଶ!-->!-->!-->…
କୃମି ଔଷଧ ଖାଇ ୬ଛାତ୍ରୀ ଗୁରୁତର
କୃମି ଔଷଧ ଖାଇ ୬ ଜଣ ଛାତ୍ରୀ ଗୁରୁତର ହୋଇ ଚିକିତ୍ସା ପାଇଁ ସୋର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ଭର୍ତ୍ତି ହୋଇଛନ୍ତି। ସୋମବାର ମଧ୍ୟାହ୍ନରେ କେଦାରପୁର ପଞ୍ଚାୟତ ଥାନେଶ୍ୱର ସ୍ଥିତ ବିଦ୍ୟାଳୟରେ ପିଲାମାନଙ୍କୁ କୃମି ଔଷଧ ଦିଆଯାଇଥିବା ବେଳେ କିଛି ସମୟ ପରେ ୬ଜଣ ଛାତ୍ରୀ ବାନ୍ତି କରିଥିଲେ.
!-->!-->!-->…