Sign in
Sign in
Recover your password.
A password will be e-mailed to you.
Browsing Category
ଘଟଣା-ଦୁର୍ଘଟଣା
ଗଣେଷ ପୂଜାରେ ଅଘଟଣ : ସ୍କୁଲରେ ମହୁମାଛି ଆକ୍ରମଣ, ୩ ଛାତ୍ରୀ ଆହତ
କଟକ,୦୭-୦୯-୨୦୨୪(ପିପିଏସ) : ସ୍କୁଲ ପରିସରରେ ମହୁମାଛି ଆକ୍ରମଣରେ ୩ ଛାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । କଟକ ଜିଲ୍ଲା ବାଙ୍କୀ ବ୍ଲକ ଅନ୍ତର୍ଗତ ବରହମପୁରା ରଘୁନାଥ ଦେବତା ଉଚ୍ଚ ବିଦ୍ୟାଳୟରେ ଛାତ୍ରୀମାନଙ୍କୁ ମହୁମାଛି ଆକ୍ରମଣ କରିଥିବା ଜଣାପଡ଼ିଛି। ଗଣେଶ ପୂଜାରେ ବିଦ୍ୟାଳୟ ପରିସରରେ!-->…
ଜଙ୍ଗଲ ମନ୍ତ୍ରୀଙ୍କ ଅଗଣାରେ ଢମଣା
ଭୁବନେଶ୍ୱର ୦୭-୦୯-୨୦୨୪(ପିପିଏସ) : ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବାସଭବନରେ ବାହାରିଲା ସାପ । ଭୁବନେଶ୍ୱର ୟୁନିଟ୍-୬ରେ ଥିବା ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆଙ୍କୁ ଆବଣ୍ଟିତ ନୂଆ ସରକାରୀ ବାସଭବନରେ ଏବେ ନବୀକରଣ କାମ ଚାଲୁଥିବା ବେଳେ ସେଠାରୁ ଏକ ସାପ ଉଦ୍ଧାର ହୋଇଛି।
!-->!-->!-->…
ବଢୁଛି ହାତୀଙ୍କ ଉପଦ୍ରଵ
ବନ୍ତଳା ବନାଞ୍ଚଳରେ ହାତୀ ଆକ୍ରମଣରେ ଗୋଟିଏ ପରେ ଗୋଟିଏ ଜୀବନ ଯିବାରେ ଲାଗିଛି।
ସପ୍ତାହେ ହେଲା ବନ୍ତଳା ବନାଞ୍ଚଳ ଜାମୁଣ୍ଡା ଗାଁରେ ହାତୀ ଆକ୍ରମଣ
ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଥିବାବେଳେ ଆଜି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି।
ଅନୁଗୁଳ/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ):!-->!-->!-->!-->!-->!-->!-->!-->!-->…
ଆଧାରକାର୍ଡ ଲିଙ୍କ ପାଇଁ ଡାକଘର, ଜନସେବା କେନ୍ଦ୍ରରେ ଭିଡ଼
ରାଇରଙ୍ଗପୁର/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ରାଜ୍ୟ ସରକାର ମହିଳାମାନଙ୍କ ନିମନ୍ତେ ଆରମ୍ଭ କରିଛନ୍ତି ‘ସୁଭଦ୍ରା’ ଯୋଜନା ଏବଂ ସମସ୍ତ ରାସନ୍କାର୍ଡଧାରୀଙ୍କ ନିମନ୍ତେ ମଧ୍ୟ ବାୟୋମେଟ୍ରିକ୍ସ ଓ ମୋବାଇଲ୍ ନମ୍ବର ଲିଙ୍କ୍ କରାଯାଉଛି। ‘ସୁଭଦ୍ରା’ ଯୋଜନା ପାଇଁ ଆଧାରକାର୍ଡ!-->!-->!-->…
ଆମ୍ବୁଲାନ୍ସରେ ବି ସୁରକ୍ଷିତ ନାହାନ୍ତି ମହିଳା
ଉତ୍ତରପ୍ରଦେଶ/ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ଯୌନ ନିର୍ଯାତନକୁ ବିରୋଧ କଲେ ମହିଳା । ଅକ୍ସିଜେନ ମାସ୍କ କାଢ଼ି ସ୍ବାମୀକୁ ମାରିଦେଲା ଅମ୍ବୁଲାନ୍ସ ଚାଳକ । ଉତ୍ତରପ୍ରଦେଶର ଗାଜିପୁରରେ ଘଟିଛି ଏଭଳି ଲଜ୍ଜାଜନକ ଘଟଣା। ଅର୍ଥାଭାବରୁ ମହିଳା ନିଜ ସ୍ବାମୀଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ!-->!-->!-->…
ସୁଭଦ୍ରା ଯୋଜନା ନାଁରେ ଆଧାର ତାତି।
ଆଧାର କାର୍ଡ ସଂଶୋଧନ ଲାଗି ଦଳାଚକଟାରେ ୫ ମହିଳା ଓ ଶିଶୁ ଗୁରୁତର
ସୋର/ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ସୁଭଦ୍ରା ଯୋଜନା ନାଁରେ ଆଧାର ତାତି। ସୋର ହେଡ ପୋଷ୍ଟ ଅଫିସରେ ଆଧାର କାର୍ଡ ସଂଶୋଧନ ପାଇଁ ବିଭିନ୍ନ ଅଞ୍ଚଳରୁ ଶହଶହ ଲୋକ ଭୋର ଚାରିଟାରୁ ଲାଇନ ଲଗାଇଥିବା ଦେଖିବାକୁ!-->!-->!-->!-->!-->…
ସୁଭଦ୍ରା ଯୋଜନା: ଦିନ-ରାତି ଜନସେବା କେନ୍ଦ୍ରରେ ଲାଇନରେ ଲୋକେ
ସୁଭଦ୍ରା ଯୋଜନା ପାଇଁ ଜନସେବା କେନ୍ଦ୍ରରେ ଭୋର ଚାରିଟାରୁ ରାତି ୯ ଟା ପର୍ଯ୍ୟନ୍ତ ଲୋକେ ଲାଇନ ଲଗାଇଥିବା ଦେଖାଯାଇଛି ଏପରିକି ଅନେକ ମହିଳା ନିଜ ଛୋଟଛୋଟ ପିଲାଙ୍କୁ ନେଇ ଭୋକ ଉପାସରେ ଲାଇନ ଲଗାଇଥିବା ଦେଖିବାକୁ ମିଳୁଛି..
ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ସୁଭଦ୍ରା ଯୋଜନା!-->!-->!-->!-->!-->…
୫ ବର୍ଷରେ ବଜ୍ରପାତରେ ୧୧୦୩ ଜଣଙ୍କ ମୃତ୍ୟୁ: ସୁରେଶ ପୂଜାରୀ
ଭୁବନେଶ୍ୱର/୦୫-୦୯-୨୦୨୪(ପିପିଏସ ): ବଜ୍ରପାତ ଜନିତ ମୃତ୍ୟୁ ସଂଖ୍ୟାରେ ଗତ ୫ ବର୍ଷ ଭିତରେ ଓଡ଼ିଶା ଭାରତରେ ସବୁ ରାଜ୍ୟଠାରୁ ଆଗରେ ରହିଛି । ଓଡ଼ିଶାରେ ଗତ ୫ ବର୍ଷରେ ୧୧୦୩ ଜଣ ବଜ୍ରପାତରେ ମୃତ୍ୟୁ ବରଣ କରିଛନ୍ତି।ବାଦଲ-ବାଦଲ ଭିତରେ ଧକ୍କା ଯୋଗୁ ବଜ୍ରପାତ ଘଟିଥାଏ । ମାଟି ତଳେ!-->!-->!-->…
ନାଳରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର: ପ୍ରେମ ବ୍ୟାପରକୁ ନେଇ ହତ୍ୟା ସନ୍ଦେହ!
ଧର୍ମଶାଳା/ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ଧର୍ମଶାଳା ଥାନା ରଥିଆ ଗାଁ ନିକଟ ଏକ କ୍ରସର ପାଖ ନାଳରୁ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଉଛନ୍ତି ଅଭୟପୁର ଗ୍ରାମର ନରହରି ବେହେରାଙ୍କ ଏକମାତ୍ର ପୁଅ ରୁଦ୍ରପ୍ରସାଦ(୧୭) । ସେ ଜଣେ ଯୁକ୍ତ ଦୁଇ ଛାତ୍ର। ପ୍ରେମ!-->!-->!-->…
କାଲି ଦୁଇ ଯୁବକ ଡେଇଁଥିଲେ ମହାନଦୀକୁ : ଏପର୍ଯ୍ୟନ୍ତ ନିଖୋଜ
କଟକ,୦୪-୦୯-୨୪(ପିପିଏସ) : ଗତକାଲି ଅପରାହ୍ନରେ ଜଣେ ଯୁବକ ମହାନଦୀକୁ ଡେଇଁଥିବା ବେଳେ ରାତିରେ ଆଉ ଜଣେ ସମାନ ପଦକ୍ଷେପ ଉଠାଇଛନ୍ତି । ଅଗ୍ନିଶମ ବିଭାଗ ଖୋଜାଖୋଜି କରୁଥିଲେ ବି ନିଖୋଜ ଯୁବକଦ୍ୱୟଙ୍କ ପତ୍ତା ମିଳି ପାରିନି।
ଗତକାଲି ରାତିରେ ଅନୁପ ଅଗ୍ରୱାଲ ମଧୁସୁଦନ ସେତୁ ଉପରୁ ମହାନଦୀକୁ!-->!-->!-->…