Sign in
Sign in
Recover your password.
A password will be e-mailed to you.
Browsing Category
ଘଟଣା-ଦୁର୍ଘଟଣା
ଦୁର୍ଘଟଣାରେ ପ୍ରାଣ ହରାଇଥିବା ତିନି ମୃତକଙ୍କୁ କ୍ୟାଣ୍ଡେଲ ଶୋଭାଯାତ୍ରା କରି ଶ୍ରଦ୍ଧାଞ୍ଜଳି ଜଣାଇଲେ କଳିଙ୍ଗାବାସୀ
ଗତ ଦୁଇ ଦିନ ତଳେ ସ୍ଥାନୀୟ ଥାନା ଅନ୍ତର୍ଗତ ଶ୍ରୀକଲା ଘାଟି ନିକଟ ଦାରାମାହା ନିକଟରେ ଓଡି ୧୨ ୭୩୭୪ ନମ୍ବର କାର ଏବଂ ଓଡି ୧୯ ଏଚ ୪୨୯୫ ନମ୍ବର ବାଇକ୍ ମୁହାଁମୁହିଁ ଧକ୍କାରେ କଳିଙ୍ଗା ଗ୍ରାମର ଶୁଭମ ନାୟକ, ଗଦିଙ୍ଗିଆ ଗ୍ରାମର ଶଙ୍କର ପ୍ରଧାନ ଓ ଶ୍ରୀହରି ପ୍ରଧାନ ମୃତ୍ୟୁ ବରଣ କରିଥିଲେ
!-->!-->!-->…
କାହାଯୋଗୁ ରାଜା ଚକ୍ର ବଳିୟାନ ହୋଇଥିଲେ: ମମତା ଖୋଲି କହିଲେ
କାହାଯୋଗୁ ରାଜା ଚକ୍ର ବଳିୟାନ ହୋଇଥିଲେ ସେ ସମ୍ପର୍କରେ ବିଜେପି ସାଂସଦ ମମତା ଖୋଲି କହିଛନ୍ତି। ଯାହା ଦ୍ବାରା ସେ ଓଡ଼ିଶାର ଖଣିଜ ସମ୍ପଦରେ ସମୃଦ୍ଧ କେନ୍ଦୁଝରରେ ବଳିୟାନ ହୋଇପାରିଛନ୍ତି
ଭୁବନେଶ୍ୱର ୦୮-୦୩-୨୦୨୫(ପିପିଏସ) : ବିଜୁ ଜନତା ଦଳ (ବିଜେଡି)କୁ ଭାରତୀୟ ଜନତା ପାର୍ଟି!-->!-->!-->…
ଗାଁ ନଛାଡିଲେ ମୃତ୍ୟୁଦଣ୍ଡ
ମାଲକାନଗିରି ସୀମାନ୍ତ ଛତିଶଗଡରେ ପୁଣି ନକ୍ସଲଙ୍କ ଦାଦାଗିରି ଦେଖିବାକୁ ମିଳିଛି। ଦୁଇ ଗାଁର ୮ ପରିବାରକୁ ଗାଁ ଛାଡିବାକୁ ଚେତାବନୀ ଦେଇଛନ୍ତି ନକ୍ସଲ। ଗାଁ ନଛାଡିଲେ ମୃତ୍ୟୁ ଦଣ୍ଡ ଭୋଗିବେ ବୋଲି ନକ୍ସଲ ଧମକ ଦେଇଛନ୍ତି
ମାଲକାନଗିରି/ଭୁବନେଶ୍ୱର ୦୭-୦୩-୨୦୨୫ (ପିପିଏସ ) : ମାଲକାନଗିରି!-->!-->!-->…
ଅବସର ପୂର୍ବରୁ ହଟହଟା
କଟକ ଏସ୍ଟିଏ କାର୍ଯ୍ୟାଳୟର ଡେପୁଟି କମିସନର୍ ପ୍ରଦୀପ ମହାନ୍ତିଙ୍କୁ ଗିରଫ କଲା ଭିଜିଲାନ୍ସ
କଟକ/ଭୁବନେଶ୍ୱର ୦୭-୦୩-୨୦୨୫ (ପିପିଏସ ) : ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଆଜି କଟକ ଏସ୍ଟିଏ କାର୍ଯ୍ୟାଳୟର ଡେପୁଟି କମିସନର୍ ପ୍ରଦୀପ ମହାନ୍ତିଙ୍କୁ ଭିଜିଲାନ୍ସ ଗିରଫ କରିଥିବା!-->!-->!-->…
ଭୁବନେଶ୍ବରରେ ୬୧ ପିଲା ଦେଲେନି ମାଟ୍ରିକ ପରୀକ୍ଷା: ସହର ଛାଡ଼ି ପଳାଇଲେ
ମାଟ୍ରିକ୍ ପରୀକ୍ଷା ଦେବାକୁ ଫର୍ମ ପୂରଣ କରିଥିଲେ। ମାତ୍ର ଦିନଟିଏ ମଧ୍ୟ ପରୀକ୍ଷା କେନ୍ଦ୍ରକୁ ଆସିଲେ ନାହିଁ। ତନାଘନା ପରେ ଏହା ପଛର କାରଣ ସମସ୍ତଙ୍କୁ ଚକିତ କରିଛି। ଫର୍ମ ପୂରଣ କରିଥିବା ଜଣେ ଛାତ୍ରୀ ବିବାହ କରିଛନ୍ତି।
ଭୁବନେଶ୍ୱର ୦୬-୦୩-୨୦୨୫(ପିପିଏସ) : ମାଟ୍ରିକ୍ ପରୀକ୍ଷା!-->!-->!-->…
ଅନ୍ଧାରରେ କଟୁଛି ୩୫୦୦ ପରିବାରଙ୍କ ଜୀବନ
୨୭୪ ପଡ଼ା ଗାଁରେ ନାହିଁ ବିଜୁଳି ଆଲୁଅ
ନବରଙ୍ଗପୁର ଜିଲ୍ଲାର ୨୭୪ ପଡ଼ା ଗାଁରେ ବସବାସ କରୁଥିବା ୩୫୫୩ ପରିବାର ଆଜି ବି ଅନ୍ଧାରରେ ରହୁଛନ୍ତି। ଏଯାଏଁ ଏହି ଗାଁ ଗୁଡ଼ିକରେ ବିଜୁଳି ଆଲୁଅ ପହଞ୍ଚି ପାରିନି। ସରକାରୀ ରେକର୍ଡରେ ଏହି ଗାଁକୁ ସୋଲାର ପ୍ରକଳ୍ପ ଜରିଆରେ
!-->!-->!-->!-->!-->…
ବିରଳ ରୋଗରେ ପୀଡିତ ଶିଶୁଙ୍କୁ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ୫ ଲକ୍ଷ ଟଙ୍କା ପ୍ରଦାନ
ବୌଦ୍ଧ ବ୍ଲକ ଲକ୍ଷ୍ମୀପ୍ରସାଦ ପଞ୍ଚାୟତ ଗୁଢ଼ିଆଲି ଗ୍ରାମର ବାପା ହେରମ୍ବ ଗିରି ଓ ମାତା ବିଳାସ ଗିରିଙ୍କ କୋଳରେ ୭ ବର୍ଷ ପୂର୍ବେ ଏକ କନ୍ୟା ସନ୍ତାନ ଜନ୍ମ ଗ୍ରହଣ କରିଥିଲେ। ଜନ୍ମର ଏକ ବର୍ଷ ପରେ ଦେହ ପୋଡି ଯିବା ଭଳି ଦେଖା ଦେଇଥିଲା। ସୂର୍ଯ୍ୟ କିରଣ ପଡିଲେ ଦେହ ଜଳାପୋଡ଼ା ହେଉଛି
!-->!-->!-->…
ପରିବର୍ତ୍ତନକାରୀ ସହରୀ ଅଭିବୃଦ୍ଧିରେ ‘ଅଙ୍କୁର’ ଗୁରୁତ୍ବପୂର୍ଣ୍ଣ
ଅଟଳ ନେଟୱାର୍କ ଫର୍ ନଲେଜ୍, ନଗରୀକରଣ ଏବଂ ସଂସ୍କାର (ଅଙ୍କୁର) ଉପରେ ଏକ ଉଚ୍ଚସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ପରିବର୍ତ୍ତନକାରୀ ପଦକ୍ଷେପର ଲକ୍ଷ୍ୟ ହେଉଛି ଓଡ଼ିଶାରେ ସହରାଞ୍ଚଳ ନବସୃଜନ, ସହଯୋଗ ଏବଂ ସୁଶାସନକୁ ପ୍ରୋତ୍ସାହିତ କରିବା
ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) :!-->!-->!-->…
ସୈନିକ ସ୍କୁଲ୍ ସ୍ଥାନାନ୍ତର ପ୍ରସଙ୍ଗ
୫୦୦ପିଲାଙ୍କ ପାଠରେ ଲାଗିବ ଡୋରି,
ଗରିବ ପିଲାଙ୍କ ଭରସା ବାଲ୍ ସୈନିକ ସ୍କୁଲ
ବାଲ୍ ସୈନିକ ପବ୍ଲିକ ସ୍କୁଲ। ଭୁବନେଶ୍ବର ସୈନିକ ସ୍କୁଲର ଏକ ଅଂଶ ଭାବେ ୮୦ ଦଶକରେ ପ୍ରତିଷ୍ଠା ହୋଇଥିବା ଏହି ସ୍କୁଲରେ ଏବେ ୭୦୦ରୁ ଅଧିକ ଛାତ୍ରଛାତ୍ରୀ ଶିକ୍ଷାଗ୍ରହଣ କରୁଛନ୍ତି। ରାଜଧାନୀର!-->!-->!-->!-->!-->!-->!-->…
କୁଳପତିମାନଙ୍କୁ ରାଜ୍ୟପାଳଙ୍କ ପରାମର୍ଶ: କ୍ୟାମ୍ପସ୍ରେ ଯୌନ ନିର୍ଯାତନା ରୋକ
ବିଶ୍ବବିଦ୍ୟାଳୟ ସମେତ ରାଜ୍ୟର ଉଚ୍ଚ ଶିକ୍ଷାନୁଷ୍ଠାନରେ ଯୌନ ନିର୍ଯାତନା ରୋକିବା ଦିଗରେ ବିହିତ ପଦକ୍ଷେପ ନେବାର ସମୟ ଆସିଛି। ଏଥିସହ ଡିଜିଟାଲ ଯୁଗରେ ସାଇବର ଅପରାଧ ବୃଦ୍ଧି ପାଉଥିବାରୁ ସାଇବର୍ ନିରାପତ୍ତା
ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) : ବିଶ୍ବବିଦ୍ୟାଳୟ ସମେତ ରାଜ୍ୟର ଉଚ୍ଚ!-->!-->!-->…