Sign in
Sign in
Recover your password.
A password will be e-mailed to you.
Browsing Category
ଘଟଣା-ଦୁର୍ଘଟଣା
ହ୍ରାସ ପାଉଛି ବୁଢ଼ାବଳଙ୍ଗ ଜଳସ୍ତର, କମୁଛି ବନ୍ୟା ଭୟ
ବନ୍ୟା ପ୍ଲାବିତ ଅଞ୍ଚଳ ବୁଲି କ୍ଷୟକ୍ଷତି ଆକଳନ କଲେ ଜିଲ୍ଲାପାଳ, ଆରକ୍ଷୀ ଅଧୀକ୍ଷକ
ପ୍ରବଳ ବର୍ଷା ଯୋଗୁଁ ଶନିବାର ପାଟଳୀପୁରା ଠାରେ ବୁଢାବଳଙ୍ଗ ନଦୀକୂଳ ଲଙ୍ଘନ କରିଥିବା ବେଳେ ରବିବାର ଭୋର ସକାଳରୁ ଜଳସ୍ତର କମିବା ଆରମ୍ଭ ହେବାପରେ ସ୍ଥିତି ସ୍ବାଭାବିକ ହେବାରେ ଲାଗିଛିl!-->!-->!-->!-->!-->!-->!-->…
ଆକାଶମାର୍ଗରୁ ବାତ୍ୟାଞ୍ଚଳ ପରିଦର୍ଶନ କଲେ ମୁଖ୍ୟମନ୍ତ୍ରୀ
ସାମୁଦ୍ରିକ ଝଡ଼ ‘ଦାନା’ ଯୋଗୁଁ ଲକ୍ଷ ଲକ୍ଷ ଏକର ଧାନ ସମେତ ଅନ୍ୟ ଫସଲ ନଷ୍ଟ ହୋଇଛି। ଏହା କେତେ ପରିବାଣରେ କ୍ଷୟକ୍ଷତି ହୋଇଛି, ଆକଳନ ପରେ ଜଣାପଡ଼ିବ। ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ରବିବାର ଅପରାହ୍ଣରେ ଆକାଶମାର୍ଗରୁ ବାତ୍ୟା ଅଞ୍ଚଳ ବୁଲିଛନ୍ତି।
ଭୁବନେଶ୍ୱର!-->!-->!-->!-->!-->…
ଯୋଗାଣ ବିଭାଗ ତରଫରୁ ବିଭିନ୍ନ ସ୍ଥାନରେ ଚଢ଼ାଉ ।
ଭାପୁର,୨୫-୧୦-୨୦୨୪(ପିପିଏସ) : ବାତ୍ୟା ' ଦାନା ' କୁ ନେଇ ସାଧାରଣ ଜନତା ଯେତିକି ଆତଙ୍କିତ ହୋଇଥିଲେ ସେତିକି ନିତ୍ୟ ବ୍ୟବହାର୍ଯ୍ୟ ଖାଉଟି ସାମଗ୍ରୀର ଦରଦାମ୍ ବୃଦ୍ଧି ଦେଖି ମଧ୍ୟବିତ୍ତ ପରିବାର ତଥା ଗରିବ ଶ୍ରେଣୀ ର ପରିବାର କଷ୍ଟରେ ଜୀବନଯାପନ କରୁଛନ୍ତି। ଅସାଧୁ ବ୍ୟବସାୟୀ ମାନେ ଆଳୁ,!-->…
ଆଶ୍ରୟସ୍ଥଳୀରେ ଅବ୍ୟବସ୍ଥା: କେଉଁଠି ଖାଦ୍ୟର ଅଭାବ କେଉଁଠି ଦୀପ ଆଲୁଅକୁ ଭରସା
ବେତନଟୀ ବ୍ଲକର ନଦୀକୂଳିଆ ତଳିଆ ଅଞ୍ଚଳସ୍ଥିତ କଚ୍ଚାଘରେ ରହୁଥିବା ଲେକେ ଯେପରି କ୍ଷତିଗ୍ରସ୍ତ ନହେବେ ସେଥିଲାଗି ସେମାନଙ୍କୁ ଅସ୍ଥାୟୀ ଆଶ୍ରୟ ସ୍ଥଳୀକୁ ସ୍ଥାନାନ୍ତର କରାଯାଇଥିଲା।
ସମସ୍ତ ଯୋଜନା ସତ୍ତ୍ୱେ ବେତନଟୀ ବ୍ଲକର ଅଧିକାଂଶ ଆଶ୍ରୟସ୍ଥଳରେ ଏହି ସୁବିଧା ସୂଚାରୁ ରୂପେ!-->!-->!-->!-->!-->…
ବାଲ୍ୟ ବିବାହ ରୋକିବା ପ୍ରସଙ୍ଗରେ ବୈଠକ
ସମ୍ବଲପୁର/ଭୁବନେଶ୍ୱର ୨୫-୧୦-୨୦୨୪(ପିପିଏସ) : ସମ୍ବଲପୁରର ଧନୁପାଲି ସ୍ଥିତ ଆଦର୍ଶ ଅନୁଷ୍ଠାନର କାର୍ଯ୍ୟାଳୟ ଠାରେ ବାଲ୍ୟ ବିବାହ ରୋକିବା ପ୍ରସଙ୍ଗରେ ଗୁରୁତ୍ୱପୁର୍ଣ୍ଣ ବୈଠକ ଶୁକ୍ରବାର ଅନୁଷ୍ଠିତ ହୋଇଯାଇଛି। ଜିଲା ଶ୍ରମ ଅଧିକାରୀ ଶତୃଜିତ ସାହୁ, ଜିଲା ସମାଜ ମଙ୍ଗଳ ଅଧିକାରୀ, ବରିଷ୍ଠ!-->…
ବାତ୍ୟା ପରେ ଦାଉ ସାଧିଲା କୋକିଶିଆଳ
ଆକ୍ରମଣ କରି ୩ ଜଣଙ୍କୁ କଲା ଗୁରୁତର
କୋକିଶିଆଳ ଆକ୍ରମଣରେ ୩ ଜଣ ଲୋକ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି। ଗଛ ପଡ଼ି ରାସ୍ତା ଅବରୋଧ ଥିବାରୁ ୩ ଘଣ୍ଟା ପରେ ତାଙ୍କୁ ଉଦ୍ଧାର କରି ଅଞ୍ଚଳବାସୀ ମେଡିକାଲକୁ ବାଇକରେ ନେଇଛନ୍ତି।
ସୋର/ଭୁବନେଶ୍ୱର ୨୫-୧୦-୨୦୨୪(ପିପିଏସ) :!-->!-->!-->!-->!-->!-->!-->…
ଭଦ୍ରକରେ ଜାରି ରହିଛି ପ୍ରବଳ ବର୍ଷା; ଅକ୍ଟୋବର ୨୬ରେ ବନ୍ଦ ରହିବ ସମସ୍ତ ସ୍କୁଲ
ରାଜ୍ୟର ଉପକୂଳବର୍ତ୍ତୀ ଜିଲ୍ଲାଗୁଡ଼ିକ ସମେତ ଭଦ୍ରକରେ ଗତ ୨୩ ତାରିଖ ଠାରୁ ସ୍କୁଲ, କଲେଜ ଓ ବିଶ୍ବବିଦ୍ୟାଳୟଗୁଡ଼ିକ ବନ୍ଦ ରହିଛି।
ବାତ୍ୟା ଗୁରୁବାର-ଶୁକ୍ରବାର ମଧ୍ୟ ରାତ୍ରୀରେ ଲ୍ୟାଣ୍ଡଫଲ କରିବା ପରେ ମଧ୍ୟ ଶୁକ୍ରବାର ଦିନସାରା ପ୍ରବଳ ବର୍ଷା ହୋଇଛି।
ଭଦ୍ରକ ଜିଲ୍ଲାରେ!-->!-->!-->!-->!-->!-->!-->…
ବିମାନ କମ୍ପାନି ପରେ ଏବେ ସିଆର୍ପିଏଫ୍ ସ୍କୁଲ୍ଗୁଡ଼ିକୁ ମିଳୁଛି ବୋମା ଧମକ
ଗତ କିଛି ଦିନ ମଧ୍ୟରେ ଭାରତୀୟ ବିମାନଗୁଡ଼ିକୁ ବୋମା ଧମକ ମିଳୁଥିବା କଥା ଆପଣ ଜାଣନ୍ତି।
ନିକଟରେ ଦିଲ୍ଲୀର ଦୁଇଟି ଏବଂ ହାଇଦ୍ରାବାଦରେ ଗୋଟିଏ ସମେତ ଦେଶର ଅନେକ ସିଆର୍ପିଏଫ୍ ବିଦ୍ୟାଳୟକୁ ବି ବୋମା ଧମକ ମିଳିଛି।
ନୂଆଦିଲ୍ଲୀ/ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ଗତ କିଛି!-->!-->!-->!-->!-->!-->!-->…
ଡାକ୍ତରଙ୍କୁ ଚାହିଁଚାହିଁ ଫେରୁଛନ୍ତି ରୋଗୀ
ବାସନ୍ତୀ କଲୋନିର ଭୁବନାନନ୍ଦ ପ୍ରଧାନ। ଅସ୍ତ୍ରୋପଚାର ପାଇଁ ପରିବାର ଲୋକ ତାଙ୍କୁ ଇଏସ୍ଆଇ ମଡେଲ୍ ହସ୍ପିଟାଲରେ ଭର୍ତ୍ତି କଲେ। ଏମିତିକି ୨ ଘଣ୍ଟା ପୂର୍ବରୁ ତାଙ୍କୁ ଅସ୍ତ୍ରୋପଚାର ପୋଷାକ ମଧ୍ୟ ପିନ୍ଧାଇ ଦିଆଗଲା।
ରାଉରକେଲା/ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ବାସନ୍ତୀ କଲୋନିର!-->!-->!-->!-->!-->…
ଖୁସି ଛଡ଼ାଇ ନେଲା ଦୋଳି
ମୃତ୍ୟୁ କାହାକୁ କେମିତି ଡାକେ ସେ ହିଁ ଭଲ ଭାବରେ ଜାଣିଥାଏ।
ଝୁଲୁଥିବା ବେଳେ ଖସିପଡ଼ି ନାବାଳିକାର ମୃତ୍ୟୁ
ସୋର/ଭୁବନେଶ୍ୱର ୨୧-୧୦-୨୦୨୪(ପିପିଏସ) : ମୃତ୍ୟୁ କେତେବେଳେ କାହାପାଇଁ କେମିତି ଆସିବ କେହି କହିପାରିବ ନାହିଁ। ଖୁସି ସମୟରେ ଅଚାନକ ଦୁଃଖ ମଧ୍ୟ ପହଞ୍ଚୁଛି। ଏଭଳି ଏକ!-->!-->!-->!-->!-->!-->!-->…