Browsing Category

ଘଟଣା-ଦୁର୍ଘଟଣା

ଝାରପଡ଼ା ଜେଲ୍‌ରେ ପୁଣି କଏଦୀଙ୍କ ମୃତ୍ୟୁ: କ୍ୟାପିଟାଲ୍‌ ହସ୍ପିଟାଲ୍‌ରେ ଉତ୍ତେଜନା

ଭୁବନେଶ୍ୱର, ୧୯-୧୦-୨୦୨୪(ପିପିଏସ ) : ଝାରପଡ଼ା ସ୍ବତନ୍ତ୍ର କାରାଗାରରେ ପୁଣି ଜଣେ ବିଚାରାଧୀନ କଏଦୀଙ୍କ ମୃତ୍ୟୁ ଘଟିଛି। ଗତ ୯ବର୍ଷ ଭିତରେ ୧୧ କଏଦୀଙ୍କ ମୃତ୍ୟୁ ହୋଇଥିବା ବେଳେ ଆଜିର ଘଟଣାକୁ ନେଇ ପୁଣି ବିବାଦ ଭିତରକୁ ଆସିଛି ଏହି ଜେଲ୍‌।  ଆଜି ହଠାତ୍ ମୃତ୍ୟୁର ଶିକାର ହୋଇଥିବା

ଦୁର୍ଗାପୂଜା ପାଇଁ ନିର୍ମିତ ତୋରଣ ଭୁଶୁଡ଼ିଲା

ଚାପି ହୋଇଗଲା କାର୍‌-ବାଇକ୍‌ ରାସ୍ତାକଡ଼ରେ ମଣ୍ଡପ ଓ ତୋରଣଗୁଡ଼ିକ ଅସଜଡ଼ା ହୋଇଥିବା ଦେଖିବାକୁ ମିଳୁଛି। ପୂର୍ବରୁ ପୂଜା ମଣ୍ଡପ ସ୍ଥଳ ଓ ଏହାର ଆଖପାଖ ଯେମିତି ସଫାସୁଥୁରା ଥିଲା, ସେମିତି ନାହିଁ। ତୋରଣ ଓ ମଣ୍ଡପଗୁଡ଼ିକରୁ ବାଉଁଶ ଓ ଅନ୍ୟାନ୍ୟ ସାମଗ୍ରୀ ଖୋଲିବା ପାଇଁ

ଶାଶୁଘରେ ପହଞ୍ଚିବା ପୂର୍ବରୁ ନବବଧୂଙ୍କ ମଥାରୁ ଲିଭିଲା ସିନ୍ଦୁର

ଧୁମଧାମରେ ବିବାହ ପରେ ନବବଧୂଙ୍କୁ ନେଇ ଟ୍ରେନ ଯୋଗେ ଘରକୁ ଫେରୁଥି‌ଲେ ବର। ବାଟରେ ଦୁର୍ଘଟଣାରେ ସମ୍ମୁଖୀନ ହେଲେ ବର। ଶାଶୁଘରେ ପହଞ୍ଚିବା ପୂର୍ବରୁ ନବବଧୂଙ୍କ ମଥାରୁ ଲିଭିଲା ସିନ୍ଦୂର। ନୂଆଦିଲ୍ଲୀ/ଭୁବନେଶ୍ୱର ୧୮-୧୦-୨୦୨୪(ପିପିଏସ) :  ଉତ୍ତରପ୍ରଦେଶ ସିକରିରୁ ଏକ ଦୁଃଖଦ

ଆୟୁଷ ଡାକ୍ତରଙ୍କୁ ନିୟମିତ ଓ ଉଚିତ ପାରିଶ୍ରମିକ ଦାବି

ଏନ୍‌ଏଚ୍‌ଏମ୍‌ ଅନ୍ତର୍ଗତ ରାଜ୍ୟର ବିଭିନ୍ନ ପିଏଚ୍‌ସି-ସିଏଚ୍‌ସିରେ କାର୍ଯ୍ୟରତ ଆୟୁଷ ଡାକ୍ତରଙ୍କ ସ୍ଥାୟୀ ନିଯୁକ୍ତି ଓ ସେମାନଙ୍କ ବିଭିନ୍ନ ସମସ୍ୟାର ସମା‌ଧାନ ଦାବି କରିଛି ଓଡ଼ିଶା ଆୟୁଷ ଚିକିତ୍ସକ ମହାସଂଘ। ଭୁବନେଶ୍ୱର ୧୭-୧୦-୨୦୨୪ (ପିପିଏସ) : ଏନ୍‌ଏଚ୍‌ଏମ୍‌ ଅନ୍ତର୍ଗତ

ହାତୀ ଘଉଡ଼ାଇବା ହେଲା କାଳ

ଏଲିଫ୍ୟାଣ୍ଟ ସ୍କ୍ୱାର୍ଡ କର୍ମଚାରୀଙ୍କୁ ଟେକି କଚାଡ଼ି ଦେଲା ଦନ୍ତା ଘଟଣାସ୍ଥଳରେ ତାଙ୍କର ମୃତ୍ୟୁ ଘଟିଥିଲା, ମୃତକ ହେଲେ ଗୋବିନ୍ଦପୁର ଗ୍ରାମର ବସନ୍ତ ମହାନ୍ତ କେନ୍ଦୁଝର/ଭୁବନେଶ୍ୱର ୧୭-୧୦-୨୦୨୪ (ପିପିଏସ) : କେନ୍ଦୁଝର ଜିଲ୍ଲାରେ ଏକ ଅଭାବନୀୟ ଘଟଣା ଘଟିଛି। ଏଲିଫ୍ୟାଣ୍ଟ

ନାକେଦମ୍‌ କଲେ ନିଶାସକ୍ତ ମହିଳା

ସିଟ୍‌ ଛାଡ଼ି ଦୌଡ଼ିଲେ ଡାକ୍ତର ଶବକୁ ଆଲିଙ୍ଗନ କଲେ କାମୁଡ଼ାରେ ଘାଇଲା କନେଷ୍ଟବଳ ଭୁବନେଶ୍ୱର ୦୯-୧୦-୨୦୨୪ (ପିପିଏସ) : ଦିନକୁ ଦିନ ରାଜଧାନୀରେ ନିଶାସକ୍ତ ମହିଳାଙ୍କ ଉତ୍ପାତ ପୁଲିସକୁ ନାକେଦମ୍‌ କରୁଛି। କଳ୍ପନା ଛକରୁ ଉଦ୍ଧାର ହୋଇଥିବା ଜଣେ ନିଶାସକ୍ତ ମହିଳାଙ୍କ ପାଇଁ

ନିର୍ମାଣାଧୀନ ଛାତ ଭୁଶୁଡ଼ି ଜଣେ ମୃତ, ୨ ଗୁରୁତର

ଏକ ତାରକା ହୋଟେଲ୍‌ ପାଖରେ ସଂପ୍ରସାରଣ କାର୍ଯ୍ୟ ବେଳେ ଅଘଟଣ ଘଟିଛି। ତିନି ମହଲାର ନିର୍ମାଣ ଛାତଭୁଶୁଡ଼ି ପଡ଼ିଛି। ଏହି ଦୁର୍ଘଟଣାରେ ଜଣେ ଲୋକଙ୍କର ମୃତ୍ୟୁ ହୋଇଛି। ଅଘଟଣର ଶିକାର ହୋଇଥିବା ଅନ୍ୟ ୨ ଜଣଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ମୃତାହତମାନଙ୍କର ପରିଚୟ

ବସ୍ ଧର୍ମଘଟ ଡାକରା ପ୍ରତ୍ୟାହୃତ

ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ଦକ୍ଷିଣ ଓ ପଶ୍ଚିମ ଓଡ଼ିଶା ଘରୋଇ ବସ ମାଲିକ ସଂଘର ବୈଠକ ପରେ ବସ୍ ବନ୍ଦ ଡାକରା ପ୍ରତ୍ୟାହୃତ ହୋଇଛି। ଏନେଇ ଉଭୟ ସଂଘ ପକ୍ଷରୁ ସୂଚନା ଦିଆଯାଇଛି। ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ପରିବହନ ମନ୍ତ୍ରୀ ବିଭୂତି ଭୂଷଣ ଜେନା ଓ ଦକ୍ଷିଣ ଓ ପଶ୍ଚିମ

କେନ୍ଦୁଝର ଢେଙ୍କିକୋଟରେ ବଡ ଦୁର୍ଘଟଣା

ଟ୍ରଲର ଧକ୍କାରେ ତିନି ଯୁବକଙ୍କର ମୃତ୍ୟୁ ଘଟଗାଁ/ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : କେନ୍ଦୁଝର ଜିଲ୍ଲା ଢେଂକିକୋଟ ଗୋଦାବରୀ ହୋଟେଲ ନିକଟରେ ବାଇକକୁ ପିଟିଲା ଟ୍ରଲର | ଆଉ ଏହି ଦୁର୍ଘଟଣାରେ ଘଟଣାସ୍ଥଳରେ ଦୁଇ ଜଣକର ମୃତ୍ୟୁ ହୋଇଥିବାବେଳେ ଅନ୍ୟ ଜଣେ ଆହତଙ୍କର ଘଟଗାଁ ଡାକ୍ତରଖାନାରେ

ଦୁଇ ମହିଳା ସାମାଜିକ କର୍ମୀ ହାତାହାତି

ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ସୋସିଆଲ ମିଡିଆରେ ପୋଷ୍ଟକୁ ନେଇ ଜୟଦେବଭବନ ପାର୍କିଂରେ ଦୁଇ ମହିଳା ସାମାଜିକ କର୍ମୀ ଶୁଭଲକ୍ଷ୍ମୀ ରାଉତ ଓ  ମୋନାଲିସା ମଲ୍ଲିକ ହାତାହାତି ହୋଇଛନ୍ତି। ଏନେଇ ଉଭୟ ପକ୍ଷରୁ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି। ସୂଚନାନୁସାରେ ଅପରାହ୍ନରେ ଜଣେ