Sign in
Sign in
Recover your password.
A password will be e-mailed to you.
Browsing Category
ଘଟଣା-ଦୁର୍ଘଟଣା
ଅଟୋକୁ ପଛରୁ ଧକ୍କା ଦେଲା ଟ୍ରକ୍, ଚାଳକ ଗୁରୁତର ୩ ଆହତ
ବ୍ରହ୍ମପୁର,୦୬-୧୦-୨୦୨୪ (ପିପିଏସ) : ଗୋଳନ୍ଥରା ଥାନା ଅନ୍ତର୍ଗତ ରଣ୍ଢା ଛକ ନିକଟରେ ଏକ ଯାତ୍ରୀବାହୀ ଅଟୋକୁ ପଛରୁ ଟ୍ରକ ଧକ୍କା ଦେବା ଫଳରେ ଅଟୋ ଓଲଟି ୩ଜଣ ଆହତ ହୋଇଥିବା ବେଳେ ଅଟୋ ଚାଳକ ଗୁରୁତର ଆହତ ହୋଇଥିବା ଜଣାପଡିଛି । ଗୁରୁତର ଆହତ ଅଟୋ ଚାଳକଜଣଙ୍କ ହେଲେ ପଦ୍ମପୁର ଗ୍ରାମର ବିଜୟ!-->…
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟ ରୢାଗିଂ ଘଟଣା
୧୭ଜଣ ଛାତ୍ରଙ୍କ ଉପରେ କାର୍ଯ୍ୟାନୁଷ୍ଠାନ
ବ୍ରହ୍ମପୁର/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ରୢାଗିଂ ଘଟଣାକୁ ନେଇ ଶୃଙ୍ଗଳା କମିଟିର ତଦନ୍ତ ପରେ ୧୭ଜଣ ଛାତ୍ରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଏହି ଘଟଣାରେ ସଂପୃକ୍ତ ୪ଜଣ ଛାତ୍ରଙ୍କୁ!-->!-->!-->!-->!-->…
ଟ୍ରକ୍-କଣ୍ଟେନର ଦୁର୍ଘଟଣାଗ୍ରସ୍ତ: ଜଣେ ଡ୍ରାଇଭର ମୃତ, ହେଲପର ଗୁରୁତର
୫୩ ନମ୍ବର ଜାତୀୟ ରାଜପଥରେ ରବିବାର ସନ୍ଧ୍ୟାରେ ଏକ ବଡ଼ଧରଣର ଦୁର୍ଘଟଣା ଘଟିଛି। ସମ୍ବଲପୁର ଜିଲ୍ଲା କୁଚିଣ୍ଡା ଉପଖଣ୍ଡ ଜମନକିରା ଥାନା ବଡରମା ଘାଟି ତଳ କଦଳିପାଲ ନିକଟରେ ଏକ ଟ୍ରକ ଓ ଗୋଟିଏ କଣ୍ଟେନର ମୁହାଁମୁହିଁ ଧକ୍କା ହୋଇଛି।
କୁଚିଣ୍ଡା/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ୫୩!-->!-->!-->…
ଦ୍ୱାରଶୁଣୀ ଘାଟିଠୁ ବଳିଗଲାଣି ୨୨୦ ନମ୍ବର ଜାତୀୟ ରାଜପଥ
ରାଇରଙ୍ଗପୁର/ଭୁବନେଶ୍ୱର ୦୬-୧୦-୨୦୨୪ (ପିପିଏସ) : ରାଂଚି-ବିଜୟୱାଡା ୨୨୦ ନମ୍ବର ଜାତୀୟ ରାଜପଥ ଦୁର୍ଘଟଣାର ପିିଛା ଛାଡୁ ନାହିଁ। ଆଜି ପୁଣି ସଡ଼କ ଦୁର୍ଘଟଣାରେ ଜଣକର ମୃତ୍ୟୁ ଘଟିଥିବା ବେଳେ ଦୁଇଜଣଙ୍କୁ ଗୁରୁତର ଆହତ ଅବସ୍ଥାରେ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ବାଦାମପାହାଡ ଥାନା!-->!-->!-->!-->…
ସୁସ୍ଥ ହୋଇ ଘରକୁ ଫେରିଲେ ଗୋବିନ୍ଦା
ନୂଆଦିଲ୍ଲୀ/ଭୁବନେଶ୍ୱର ୦୪-୧୦-୨୦୨୪(ପିପିଏସ) : ଅକ୍ଟୋବର ୧ ତାରିଖରେ ଅଭିନେତା ଗୋବିନ୍ଦାଙ୍କ ସହିତ ଏକ ଅଘଟଣ ଘଟି ଯାଇଥିଲା। ଏହି ଦୁର୍ଘଟଣାରେ ଅଭିନେତାଙ୍କ ଜୀବନ ଅଳ୍ପକେ ରକ୍ଷା ପାଇଯାଇଛି। ବିମାନବନ୍ଦରକୁ ବାହାରୁ୍ଥିବା ସମୟରେ ଘରେ ଥିବା ଲାଇସେନ୍ସ ପ୍ରାପ୍ତ ବନ୍ଧୁକରୁ ଗୁଳି!-->…
ବାଘ ଆତଙ୍କ! ଆଳିରେ ପହଞ୍ଚିଲେ ବନବିଭାଗ ଅଧିକାରୀ
ଆଳି/ଭୁବନେଶ୍ୱର ୦୪-୧୦-୨୪ (ପିପିଏସ) : ଆଳିରେ ବାଘ ପଇଁତରା ମାରୁଛି। ଏମିତି ଭିଡିଓ ଭାଇରାଲକୁ ନେଇ ଗତ ରାତି ଠାରୁ ଆଳିରେ ଆତଙ୍କିତ ଅବସ୍ଥା ସୃଷ୍ଟି ହୋଇଛି।ଆଳିର ଏକ ନିକାଞ୍ଚନ ପଡ଼ିଆରେ ବାଘ ବୁଲୁଛି। ସିମେଣ୍ଟ ପାଚେରୀ ଉପରେ କୁଦିକୁଦି ଚାଲୁଛି।ଗଛ ଉପରେ ଶୋଇଛି। ଏମିତି ସବୁ ଦୃଶ୍ୟର!-->…
ପୁଣି ଭାରରେ ବୁହାହେଲେ ରୋଗୀ
ଚିତ୍ରକୋଣ୍ଡାରେ ଅଭାବନୀୟ ଦୃଶ୍ୟ
ଚିତ୍ରକୋଣ୍ଡା/ଭୁବନେଶ୍ୱର ୩୦-୦୯-୨୦୨୪ (ପିପିଏସ) : ଭାରରେ ବୁହାହେଲେ ରୋଗୀ, ଏପରି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ନୂଆଗୁଡା ପଂଚାୟତର ରଥଗୁଡା ଗ୍ରାମରେ। ତେବେ କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ!-->!-->!-->…
ଅଧାରେ ରହିଲା ପୁରୀ ତ୍ରୀର୍ଥଯାତ୍ରା
ଜଳେଶ୍ବର/ଭୁବନେଶ୍ୱର, ୨୮-୦୯-୨୦୨୪(ପିପିଏସ) : ଅଧାରେ ରହିଲା ପୁରୀ ତ୍ରୀର୍ଥଯାତ୍ରା। ଉତ୍ତର ପ୍ରଦେଶରରୁ ତୀର୍ଥଯାତ୍ରୀଙ୍କୁ ନେଇ ପୁରୀ ଅଭିମୁଖେ ଯାଉଥିବା ଏକ ଘରୋଇ ବସ୍ ବାଲେଶ୍ବର ଜିଲ୍ଲା ଜଳେଶ୍ବର ଥାନା ଅଧୀନ ୬୦ ନମ୍ବର ଜାତୀୟ ରାଜପଥର ମହମ୍ମଦନଗରରେ ଦୁର୍ଘଟଣାଗ୍ରସ୍ତ ହୋଇଛି। ଏହି!-->!-->!-->…
୪୮ ଘଣ୍ଟା ପାଇଁ ଇଣ୍ଟରନେଟ୍ ବନ୍ଦ
ଭଦ୍ରକ/ଭୁବନେଶ୍ୱର, ୨୮-୦୯-୨୦୨୪(ପିପିଏସ) : ସୋସିଆଲ ମିଡିଆରେ ଏକ ପୋଷ୍ଟକୁ ନେଇ ଶୁକ୍ରବାର ଅପରାହ୍ନରେ ଭଦ୍ରକ ସହରର ସନ୍ଥିଆଠାରେ ତୁମୁଳକାଣ୍ଡ ଘଟିଥିଲା। ଉତ୍ତ୍ୟକ୍ତ ଲୋକେ ପୁଲିସ ଉପରକୁ ପଥରମାଡ଼ କରିଥିଲେ।
ଫଳରେ ୨ ପୁଲିସ ଅଧିକାରୀ ଆହତ ହୋଇଥିଲେ। ଘଟଣାସ୍ଥଳକୁ ଯାଇଥିବା!-->!-->!-->…
ରାଉରକେଲା ଷ୍ଟିଲ୍ପ୍ଲାଣ୍ଟରେ ବିସ୍ଫୋରଣ: ୫ ଶ୍ରମିକ ଗୁରୁତର
ରାଉରକେଲା/ଭୁବନେଶ୍ୱର, ୨୮-୦୯-୨୦୨୪(ପିପିଏସ) : ରାଉରକେଲା ଷ୍ଟିଲ୍ପ୍ଲାଣ୍ଟରେ ଶନିବାର ବଡ଼ଧରଣର ବିସ୍ଫୋରଣ ଘଟିଛି । ଷ୍ଟିଲ୍ପ୍ଲାଣ୍ଟର ଏସ୍ଏମ୍ଏସ୍- ୧ ୟୁନିଟରେ ବିସ୍ଫୋରଣ ଘଟିଥିବା କୁହାଯାଉଛି ।
ଏହି ଘଟଣାରେ ୫ ଶ୍ରମିକ ଗୁରୁତର ଆହତ ହୋଇଥିବା କୁହାଯାଉଛି ।
ଗୁରୁତର ଆହତ!-->!-->!-->!-->!-->!-->!-->…