Sign in
Sign in
Recover your password.
A password will be e-mailed to you.
Browsing Category
ଘଟଣା-ଦୁର୍ଘଟଣା
ଗଣେଶ ବିସର୍ଜନ ବେଳେ ଚାଲିଗଲା ଜୀବନ
ବଡଭାଇ ମୃତ , ସାନଭାଇ ଗୁରୁତର
ସୋର/ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : ବାଲେଶ୍ୱର ଜିଲ୍ଲା ଖନ୍ତାପଡ଼ା ଥାନା କୁଳିଗାଁରେ ଠାକୁର ଭସାଣି ବେଳେ ଘଟିଲା ଅଘଟଣl ବଡ଼ ଭାଇର ମୃତ୍ୟୁ ହୋଇଯାଇଥିବା ବେଳେ ସାନଭାଇ ଗୁରୁତର ଅବସ୍ଥାରେ ପ୍ରଥମେ ଖନ୍ତାପଡ଼ା ପରେ ବାଲେଶ୍ୱର ସ୍ଥାନାନ୍ତରl ବାବା!-->!-->!-->!-->!-->…
ସ୍କୁଲରେ ଭୋଗ ଖାଇ ୫୦ରୁ ଊର୍ଦ୍ଧ୍ୱ ଅସୁସ୍ଥ : ଡାକ୍ତରଖାନାରେ ଭର୍ତ୍ତି
ବାରିପଦା/ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : ମୟୂରଭଞ୍ଜ ଜିଲ୍ଲା ବାଙ୍ଗିରିପୋଷୀ ବ୍ଲକ୍ରେ ଗଣେଶ ପୂଜା ଭୋଗ ଖାଇ ୫୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଓ ଅଭିଭାବକ ଅସୁସ୍ଥ ହୋଇଛନ୍ତି । ଆଜି ସେମାନଙ୍କୁ ମେଡ଼ିକାଲ୍ରେ ଭର୍ତ୍ତି କରାଯାଇଛି । ଭୋଗ ଖାଇବା ପରେ ସମସ୍ତଙ୍କୁ ଝାଡ଼ାବାନ୍ତି ହୋଇଥିଲା।
!-->!-->…
ଟ୍ରକ୍କୁ ପିଟିଲା ୧୦୮ ଆମ୍ବୁଲାନ୍ସ, : ସହାୟକ ମୃତ, ଡ୍ରାଇଭର ସମେତ ୨ଗୁରୁତର
ଯାଜପୁର/ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : ଟ୍ରକ୍ ପଛରେ ପିଟି ହେଲା ୧୦୮ ଆମ୍ବୁଲାନ୍ସ । ଫଳରେ ଘଟଣାସ୍ଥଳରେ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଦୁଇ ଜଣ ଗୁରୁତର ଆହତ ହୋଇଛନ୍ତି । ଯାଜପୁର ଜିଲ୍ଲା ଧର୍ମଶାଳା ଥାନା ରଥିଆ ନିକଟରେ ଘଟିଛି ଏହି ଭୟଙ୍କର ଦୁର୍ଘଟଣା ।
ଆମ୍ବୁଲାନ୍ସଟି କେନ୍ଦୁଝର!-->!-->!-->…
ନୂଆଁଖାଇରେ ଅଘଟଣ : ପୋଖରୀରେ ବୁଡ଼ି ନାବାଳିକା ମୃତ
ସମ୍ବଲପୁର/ଭୁବନେଶ୍ୱର,୦୮-୦୯-୨୦୨୪(ପିପିଏସ) : ଘରେ ଚାଲିଥିଲା ନୂଆଁଖାଇ ପ୍ରସ୍ତୁତି। ଭଳିକି ଭଳି ପିଠାପଣା ପ୍ରସ୍ତୁତ ହେଉଥିବା ବେଳେ ନୂଆ ଡ୍ରେସ୍ ବି କିଣା ହୋଇଥିଲା । ଘରେ ବନ୍ଧୁବାନ୍ଧକଙ୍କ ଭିଡ଼ ବି ଜମିଥିଲା । ହେଲେ ହସଖୁସିରେ ଉଛୁଳି ଉଠୁଥିବା ଘର ହଠାତ୍ କାନ୍ଦବୋବାଳିରେ ଫାଟି!-->…
ଲକ୍ଷ୍ନୌରେ ଭୁଷୁଡ଼ିଲା ୩ମହଲା କୋଠା : ୪ ମୃତଦେହ ଉଦ୍ଧାର, ୨୮ ଜଣ ଗୁରୁତର
ଲକ୍ଷ୍ନୌ/ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : ଉତ୍ତର ପ୍ରଦେଶର ଲକ୍ଷ୍ନୌ ଠାରେ ଥିବା ଟ୍ରାନ୍ସପୋର୍ଟ ନଗରରେ ଗୋଟିଏ ୩ ମହଲା ବିଶିଷ୍ଟ ବିଲଡିଂ ଭୁଶୁଡ଼ିବା ଘଟଣାରେ ୪ ଜଣଙ୍କ ମୃତ୍ୟୁ ହୋଇଛି। ଉଦ୍ଧାରକାରୀ ଦଳ ଧ୍ୱଂସାବଶେଷ ୪ ଜଣଙ୍କ ମୃତଦେହ ଉଦ୍ଧାର କରିଛନ୍ତି। ସେହିପରି ଆଉ ୨୮ ଜଣ ଗୁରୁତର!-->…
ଓଭର ଟେକ୍ କଲାବେଳେ ଚାପିଦେଲା ଟ୍ରକ୍ : ଦୁଇ ନାବାଳକ ମୃତ
କୋରାପୁଟ/ଭୁବନେଶ୍ୱର,୦୭-୦୯-୨୦୨୪(ପିପିଏସ) : ଓଭର ଟେକ୍ କରିବା ବେଳେ ଟ୍ରକ ଚକ ତଳେ ଚାପିହୋଇ ଦୁଇ ନାବାଳକଙ୍କ ମୃତ୍ୟୁ ହୋଇଛି l ଶନିବାର ଅପରାହ୍ନରେ ଏପରି ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି କୋରାପୁଟ ଟାଉନ୍ରେ ।
କୋରାପୁଟରୁ ସୁନାବେଡା ଅଭିମୁଖେ ଯାଉଥିଲା ଏକ ଟ୍ରକ୍। ଆଉ ଟ୍ରକ୍!-->!-->!-->…
ଗଣେଷ ପୂଜାରେ ଅଘଟଣ : ସ୍କୁଲରେ ମହୁମାଛି ଆକ୍ରମଣ, ୩ ଛାତ୍ରୀ ଆହତ
କଟକ,୦୭-୦୯-୨୦୨୪(ପିପିଏସ) : ସ୍କୁଲ ପରିସରରେ ମହୁମାଛି ଆକ୍ରମଣରେ ୩ ଛାତ୍ରୀ ଆହତ ହୋଇଥିବା ସୂଚନା ମିଳିଛି । କଟକ ଜିଲ୍ଲା ବାଙ୍କୀ ବ୍ଲକ ଅନ୍ତର୍ଗତ ବରହମପୁରା ରଘୁନାଥ ଦେବତା ଉଚ୍ଚ ବିଦ୍ୟାଳୟରେ ଛାତ୍ରୀମାନଙ୍କୁ ମହୁମାଛି ଆକ୍ରମଣ କରିଥିବା ଜଣାପଡ଼ିଛି। ଗଣେଶ ପୂଜାରେ ବିଦ୍ୟାଳୟ ପରିସରରେ!-->…
ଜଙ୍ଗଲ ମନ୍ତ୍ରୀଙ୍କ ଅଗଣାରେ ଢମଣା
ଭୁବନେଶ୍ୱର ୦୭-୦୯-୨୦୨୪(ପିପିଏସ) : ଜଙ୍ଗଲ ଓ ପରିବେଶ ମନ୍ତ୍ରୀଙ୍କ ବାସଭବନରେ ବାହାରିଲା ସାପ । ଭୁବନେଶ୍ୱର ୟୁନିଟ୍-୬ରେ ଥିବା ଜଙ୍ଗଲ ମନ୍ତ୍ରୀ ଗଣେଶ ରାମସିଂ ଖୁଣ୍ଟିଆଙ୍କୁ ଆବଣ୍ଟିତ ନୂଆ ସରକାରୀ ବାସଭବନରେ ଏବେ ନବୀକରଣ କାମ ଚାଲୁଥିବା ବେଳେ ସେଠାରୁ ଏକ ସାପ ଉଦ୍ଧାର ହୋଇଛି।
!-->!-->!-->…
ବଢୁଛି ହାତୀଙ୍କ ଉପଦ୍ରଵ
ବନ୍ତଳା ବନାଞ୍ଚଳରେ ହାତୀ ଆକ୍ରମଣରେ ଗୋଟିଏ ପରେ ଗୋଟିଏ ଜୀବନ ଯିବାରେ ଲାଗିଛି।
ସପ୍ତାହେ ହେଲା ବନ୍ତଳା ବନାଞ୍ଚଳ ଜାମୁଣ୍ଡା ଗାଁରେ ହାତୀ ଆକ୍ରମଣ
ଜଣେ ବ୍ୟକ୍ତିଙ୍କ ଜୀବନ ଯାଇଥିବାବେଳେ ଆଜି ଜଣେ ବୃଦ୍ଧଙ୍କ ମୃତ୍ୟୁ ଘଟିଛି।
ଅନୁଗୁଳ/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ):!-->!-->!-->!-->!-->!-->!-->!-->!-->…
ଆଧାରକାର୍ଡ ଲିଙ୍କ ପାଇଁ ଡାକଘର, ଜନସେବା କେନ୍ଦ୍ରରେ ଭିଡ଼
ରାଇରଙ୍ଗପୁର/ଭୁବନେଶ୍ୱର ୦୬-୦୯-୨୦୨୪(ପିପିଏସ): ରାଜ୍ୟ ସରକାର ମହିଳାମାନଙ୍କ ନିମନ୍ତେ ଆରମ୍ଭ କରିଛନ୍ତି ‘ସୁଭଦ୍ରା’ ଯୋଜନା ଏବଂ ସମସ୍ତ ରାସନ୍କାର୍ଡଧାରୀଙ୍କ ନିମନ୍ତେ ମଧ୍ୟ ବାୟୋମେଟ୍ରିକ୍ସ ଓ ମୋବାଇଲ୍ ନମ୍ବର ଲିଙ୍କ୍ କରାଯାଉଛି। ‘ସୁଭଦ୍ରା’ ଯୋଜନା ପାଇଁ ଆଧାରକାର୍ଡ!-->!-->!-->…