Sign in
Sign in
Recover your password.
A password will be e-mailed to you.
Browsing Category
ଘଟଣା-ଦୁର୍ଘଟଣା
ଆମ୍ବୁଲାନ୍ସରେ ବି ସୁରକ୍ଷିତ ନାହାନ୍ତି ମହିଳା
ଉତ୍ତରପ୍ରଦେଶ/ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ଯୌନ ନିର୍ଯାତନକୁ ବିରୋଧ କଲେ ମହିଳା । ଅକ୍ସିଜେନ ମାସ୍କ କାଢ଼ି ସ୍ବାମୀକୁ ମାରିଦେଲା ଅମ୍ବୁଲାନ୍ସ ଚାଳକ । ଉତ୍ତରପ୍ରଦେଶର ଗାଜିପୁରରେ ଘଟିଛି ଏଭଳି ଲଜ୍ଜାଜନକ ଘଟଣା। ଅର୍ଥାଭାବରୁ ମହିଳା ନିଜ ସ୍ବାମୀଙ୍କୁ ଡାକ୍ତରଖାନାରୁ ଡିସଚାର୍ଜ!-->!-->!-->…
ସୁଭଦ୍ରା ଯୋଜନା ନାଁରେ ଆଧାର ତାତି।
ଆଧାର କାର୍ଡ ସଂଶୋଧନ ଲାଗି ଦଳାଚକଟାରେ ୫ ମହିଳା ଓ ଶିଶୁ ଗୁରୁତର
ସୋର/ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ସୁଭଦ୍ରା ଯୋଜନା ନାଁରେ ଆଧାର ତାତି। ସୋର ହେଡ ପୋଷ୍ଟ ଅଫିସରେ ଆଧାର କାର୍ଡ ସଂଶୋଧନ ପାଇଁ ବିଭିନ୍ନ ଅଞ୍ଚଳରୁ ଶହଶହ ଲୋକ ଭୋର ଚାରିଟାରୁ ଲାଇନ ଲଗାଇଥିବା ଦେଖିବାକୁ!-->!-->!-->!-->!-->…
ସୁଭଦ୍ରା ଯୋଜନା: ଦିନ-ରାତି ଜନସେବା କେନ୍ଦ୍ରରେ ଲାଇନରେ ଲୋକେ
ସୁଭଦ୍ରା ଯୋଜନା ପାଇଁ ଜନସେବା କେନ୍ଦ୍ରରେ ଭୋର ଚାରିଟାରୁ ରାତି ୯ ଟା ପର୍ଯ୍ୟନ୍ତ ଲୋକେ ଲାଇନ ଲଗାଇଥିବା ଦେଖାଯାଇଛି ଏପରିକି ଅନେକ ମହିଳା ନିଜ ଛୋଟଛୋଟ ପିଲାଙ୍କୁ ନେଇ ଭୋକ ଉପାସରେ ଲାଇନ ଲଗାଇଥିବା ଦେଖିବାକୁ ମିଳୁଛି..
ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ସୁଭଦ୍ରା ଯୋଜନା!-->!-->!-->!-->!-->…
୫ ବର୍ଷରେ ବଜ୍ରପାତରେ ୧୧୦୩ ଜଣଙ୍କ ମୃତ୍ୟୁ: ସୁରେଶ ପୂଜାରୀ
ଭୁବନେଶ୍ୱର/୦୫-୦୯-୨୦୨୪(ପିପିଏସ ): ବଜ୍ରପାତ ଜନିତ ମୃତ୍ୟୁ ସଂଖ୍ୟାରେ ଗତ ୫ ବର୍ଷ ଭିତରେ ଓଡ଼ିଶା ଭାରତରେ ସବୁ ରାଜ୍ୟଠାରୁ ଆଗରେ ରହିଛି । ଓଡ଼ିଶାରେ ଗତ ୫ ବର୍ଷରେ ୧୧୦୩ ଜଣ ବଜ୍ରପାତରେ ମୃତ୍ୟୁ ବରଣ କରିଛନ୍ତି।ବାଦଲ-ବାଦଲ ଭିତରେ ଧକ୍କା ଯୋଗୁ ବଜ୍ରପାତ ଘଟିଥାଏ । ମାଟି ତଳେ!-->!-->!-->…
ନାଳରୁ ଛାତ୍ରଙ୍କ ମୃତଦେହ ଉଦ୍ଧାର: ପ୍ରେମ ବ୍ୟାପରକୁ ନେଇ ହତ୍ୟା ସନ୍ଦେହ!
ଧର୍ମଶାଳା/ଭୁବନେଶ୍ୱର ୦୫-୦୯-୨୦୨୪(ପିପିଏସ ): ଧର୍ମଶାଳା ଥାନା ରଥିଆ ଗାଁ ନିକଟ ଏକ କ୍ରସର ପାଖ ନାଳରୁ ଜଣେ ଛାତ୍ରଙ୍କ ମୃତଦେହ ଉଦ୍ଧାର କରାଯାଇଛି । ମୃତକ ହେଉଛନ୍ତି ଅଭୟପୁର ଗ୍ରାମର ନରହରି ବେହେରାଙ୍କ ଏକମାତ୍ର ପୁଅ ରୁଦ୍ରପ୍ରସାଦ(୧୭) । ସେ ଜଣେ ଯୁକ୍ତ ଦୁଇ ଛାତ୍ର। ପ୍ରେମ!-->!-->!-->…
କାଲି ଦୁଇ ଯୁବକ ଡେଇଁଥିଲେ ମହାନଦୀକୁ : ଏପର୍ଯ୍ୟନ୍ତ ନିଖୋଜ
କଟକ,୦୪-୦୯-୨୪(ପିପିଏସ) : ଗତକାଲି ଅପରାହ୍ନରେ ଜଣେ ଯୁବକ ମହାନଦୀକୁ ଡେଇଁଥିବା ବେଳେ ରାତିରେ ଆଉ ଜଣେ ସମାନ ପଦକ୍ଷେପ ଉଠାଇଛନ୍ତି । ଅଗ୍ନିଶମ ବିଭାଗ ଖୋଜାଖୋଜି କରୁଥିଲେ ବି ନିଖୋଜ ଯୁବକଦ୍ୱୟଙ୍କ ପତ୍ତା ମିଳି ପାରିନି।
ଗତକାଲି ରାତିରେ ଅନୁପ ଅଗ୍ରୱାଲ ମଧୁସୁଦନ ସେତୁ ଉପରୁ ମହାନଦୀକୁ!-->!-->!-->…
ଅଖାଦ୍ୟ ଖାଇ ବ୍ୟାପିଲା ଝାଡ଼ାବାନ୍ତି : ୩ ମୃତ, ୧୦ ଅସୁସ୍ଥ
ଭବାନୀ ପାଟଣା/ଭୁବନେଶ୍ୱର,୦୪-୦୯-୨୪(ପିପିଏସ) : ଝାଡ଼ାବାନ୍ତିରେ ୩ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୧୦ ଜଣ ଅସୁସ୍ଥ ହୋଇଛନ୍ତି । ଘଟଣା ଘଟିଛି କଳାହାଣ୍ଡି ଜିଲ୍ଲା ଲାଞ୍ଜିଗଡ଼ ବ୍ଲକ ଅନ୍ତର୍ଗତ ଅଡ଼ାଖୁ ଗାଁରେ। ଅସୁସ୍ଥ ମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି।
ମଇଁଷି ମାଂସ ଓ!-->!-->!-->…
ନିଆଁରେ ଜଳିଗଲେ ୭ମାସର ଗର୍ଭବତୀ
ମାଲକାନଗିରି/ଭୁବନେଶ୍ୱର ୦୩-୦୯-୨୪(ପିପିଏସ ): ମାଲକାନଗିରିରୁ ଆସିଛି ଏକ ହୃଦୟ ବିଦାରକ ଖବର। ନିଆଁରେ ଜଳି ମୃତ୍ୟୁବରଣ କଲେ ୭ ମାସରେ ଗର୍ଭବତୀ ମହିଳା। ସୂଚନା ଅନୁଯାୟୀ, ମାଲକାନଗିରି ଥାନା ଅନ୍ତର୍ଗତ ଏମଭି-୯ ଗାଁର ମହିଳା ବିନିତା ମାଳି ଗତ ରବିବାର ଦିନ ସ୍ବାସ୍ଥ୍ୟ ଅବସ୍ଥା!-->…
ବୈଷ୍ଣୋ ଦେବୀ ମାର୍ଗରେ ଭୂସ୍ଖଳନ : ୨ ମୃତ, ଅନେକ ଆହତ
ନୂଆଦିଲ୍ଲୀ/ଭୁବନେଶ୍ୱର,୨-୯-୨୪(ପିପିଏସ) : ଜମ୍ମୁ-କଶ୍ମୀରର ମାତା ବୈଷ୍ଣୋ ଦେବୀ ଭବନ ମାର୍ଗରେ ହେଲିପ୍ୟାଡ ନିକଟରେ ଭୂସ୍ଖଳନ ଘଟଣା ସାମ୍ନାକୁ ଆସିଛି । ଏହି ଦୁର୍ଘଟଣାରେ ୨ ଯାତ୍ରୀଙ୍କ ମୃତ୍ୟୁ ହୋଇଥିବାବେଳେ କିଛି ଜଣ ଆହତ ହୋଇଛନ୍ତି ।
କୁହାଯାଉଛି କି ଭୂସ୍ଖଳନ ଯୋଗୁଁ ଅନେକ!-->!-->!-->!-->!-->…
ଦନ୍ତା ହାତୀ ଆକ୍ରମଣରେ ଦମ୍ପତିଙ୍କ ମୃତ୍ୟୁ
ବଲାଙ୍ଗୀର/ଭୁବନେଶ୍ୱର,୨-୯-୨୪(ପିପିଏସ) : ହାତୀ ପାଦ ତଳେ ଚାଲିଗଲା ଦମ୍ପତିଙ୍କ ଜୀବନ । ଛାରଖାର ହୋଇଗଲା ସଂସାର। ଏପରି ଏକ ଅଭାବନୀୟ ଘଟଣା ବଲାଙ୍ଗୀର ଜିଲ୍ଲା ଖପ୍ରାଖୋଲ ରେଞ୍ଜର ଚାବିରୀପାଲି ଗାଁରେ ଘଟିଛି। ମୃତ ଦମ୍ପତି ହେଲେ ନୀଳାମ୍ବର ବରିହା ଏବଂ ସ୍ତ୍ରୀ ଯୋଶବନ୍ତି ବରିହା ।
ଗତ!-->!-->!-->…