Browsing Category

ଘଟଣା-ଦୁର୍ଘଟଣା

ମାଲବାହୀ ଟ୍ରେନ ଲାଇନଚ୍ୟୁତ : ଦୁଇଟି ବଗି ଭାଙ୍ଗିଲା

ପାରାଦୀପ/ଭୁବନେଶ୍ୱର,୨-୯-୨୪(ପିପିଏସ) : ପାରାଦୀପ ରଙ୍ଗିଆଗଡ଼ ରେଲଓ୍ବେ ଷ୍ଟେଶନ ପାଖ ବାଉରିଆପାଳନନ୍ଦା ଠାରେ ସୋମବାର ମଧ୍ୟାହ୍ନରେ ଏକ ମାଲବାହୀ ଟ୍ରେନ୍‌ର ଦୁଇଟି ବଗି ଲାଇନ୍‌ଚ୍ୟୁତ ହୋଇଛି। ଟ୍ରେନଟି ଲାଇନଚ୍ୟୁତ ହେବା ଯୋଗୁ କୌଣସି କ୍ଷୟକ୍ଷତି ହୋଇନଥିବା ପୂର୍ବତଟ ରେଳପଥ ପକ୍ଷରୁ ସୂଚନା

ହୃତଘାତରେ ପୂର୍ବତନ ବିଧାୟକ ଙ୍କ ପରଲୋକ

ଭୁବନେଶ୍ୱର,୧-୦୯-୨୪(ପିପିଏସ) : ପୂର୍ବତନ ବିଧାୟକ ଅଶ୍ୱିନୀ ଗୁରୁଙ୍କର ଆଜି ଭୋର ପ୍ରାୟ ୪ଟା ସମୟରେ ପରଲୋକ ଘଟିଛି। ହୃତଘାତରେ ତାଙ୍କର ମୃତ୍ୟୁ ଘଟିଥିବା ଜଣାଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୯ ବର୍ଷ ହୋଇଥିଲା। ଅଶ୍ୱିନୀ ଗୁରୁ ୧୯୮୦ରେ ସମ୍ବଲପୁରରୁ କଂଗ୍ରେସ ବିଧାୟକ ଭାବେ ନିର୍ବାଚିତ

କାନ୍ଥ ପଡ଼ି ଅଢେଇ ବର୍ଷର ଶିଶୁ ପୁତ୍ରର ମୃତ୍ୟୁ : ବାପାମା’ ଗୁରୁତର

ବ୍ରହ୍ମପୁର/ଭୁବନେଶ୍ୱର,୧-୯-୨୪(ପିପିଏସ) : ଗଞ୍ଜାମ ଜିଲ୍ଲା ଭଞ୍ଜନଗର ଥାନା ଅନ୍ତର୍ଗତ ବାଇବାଲି ଗ୍ରାମ ନିକଟ ତୋଟା ସାହିରେ ଅଘଟଣ l କାନ୍ଥ ପଡ଼ି ଚାଲିଗଲା ଅଢେଇ ବର୍ଷର ଶିଶୁ ପୁତ୍ରର ଜୀବନ। ଏଥିସହିତ ତାର ବାପାମା’ଙ୍କ ଅବସ୍ଥା ମଧ୍ୟ ଗୁରୁତର ରହିଛି । ବର୍ଷା ଯୋଗୁ ଏହି ଅଘଟଣ ଘଟିଛି ବୋଲି

ବାଙ୍ଗାଲୋରରେ ଓଡ଼ିଆ ଶ୍ରମିକ ମୃତ୍ୟୁ ଘଟଣା : ଗାଁରେ ପହଞ୍ଚିଥିଲା ମୃତଦେହ

କନ୍ଧମାଳ/ଭୁବନେଶ୍ୱର,୧-୦୯-୨୪(ପିପିଏସ) : ଦାଦନ ଖଟିବାକୁ ଯାଇ ଆଖି ବୁଜିଲେ ଓଡ଼ିଶା ଶ୍ରମିକ। ମୃତ ଶ୍ରମିକ ଜଣଙ୍କ ହେଲେ କନ୍ଧମାଳ ଜିଲ୍ଲା ରାଇକିଆ ଥାନା ଅନ୍ତର୍ଗତ ଦଡି଼ଙ୍ଗିଆ ଗ୍ରାମର ଲେମନ ଦିଗାଲ। ଲେମନ ଜଣକ କିଛି ଦିନ ତଳେ ତାଙ୍କ ଗ୍ରାମର କିଛି ସାଙ୍ଗ ସାଥିଙ୍କ ସହିତ ମିଶି

ଲଗାଣ ବର୍ଷରେ ଭୁଶୁଡ଼ିଲା କାନ୍ଥ : ଅଜା, ଆଈ ଓ ୪ବର୍ଷର ନାତି ଗୁରୁତର

ପୁରୀ/ଭୁବନେଶ୍ୱର,୧-୦୯-୨୪(ପିପିଏସ) : କାନ୍ଥ ପଡ଼ି ଅଜା, ଆଈ ସମେତ ୪ବର୍ଷର ନାତି ଗୁରୁତର ଆହତ ହୋଇଛନ୍ତି। ପୁରୀ ଜିଲ୍ଲା ଇପିଙ୍ଗ ବାଉରୀପଲ୍ଲୀ ଗାଁରେ ଏହି ଦୁଃଖଦ ଘଟଣା ଘଟିଛି। ଆହତମାନଙ୍କୁ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ରାତିରେ ଅଜା, ଆଈ ସମେତ ୪ବର୍ଷର ନାତି ଘରେ ଶୋଇଥିଲେ।

କେନାଲ ଭିତରେ ପଡ଼ିଗଲା ଛୁଆ ସହିତ ମା’ ହାତୀ

ଢେଙ୍କାନାଳ/ଭୁବନେଶ୍ୱର,୩୧-୦୮-୨୪(ପିପିଏସ) : ଢେଙ୍କାନାଳ ବନଖଣ୍ଡ ହିନ୍ଦୋଳ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ରାସୋଳ ସେକ୍ସନ ଲହଡ଼ାଠାରେ ସାପୁଆ ମୁଖ୍ୟ କେନାଲରେ ଶୁକ୍ରବାର ରାତିରୁ ଫସିଥିଲେ ମା’ ଓ ଛୁଆ ହାତୀ ଦୀର୍ଘ ୫ ଘଣ୍ଟାର କସରତ ପରେ ଜେସିବି ସହାୟତାରେ ବନ ବିଭାଗ କର୍ମଚାରୀ ଉଭୟଙ୍କୁ ମାଟି

ଓଲଟି ପଡ଼ିଲା ସ୍କୁଲ ଭ୍ୟାନ୍, ୧୦ ଛାତ୍ରଛାତ୍ରୀ ଆହତ

ଭଦ୍ରକ/ଭୁବନେଶ୍ୱର,୩୦-୦୮-୨୪(ପିପିଏସ) : ଚାନ୍ଦବାଲି-ଭଦ୍ରକ ରାସ୍ତାର ନାଲୁଗୁଣ୍ଡା ପାଖରେ ଏକ ସ୍କୁଲ ଭ୍ୟାନ୍ ଓଲଟି ପଡ଼ିବାରୁ ୧୦ ଜଣ ପିଲା ଆହତ ହୋଇଛନ୍ତି। ସମସ୍ତ ଆହତଙ୍କୁ ଚାନ୍ଦବାଲି ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ଭ୍ୟାନ୍‌ଟି ଦ୍ବିଗୋଚ୍ଛିଆରୁ ସ୍କୁଲ୍‌ ପିଲାଙ୍କୁ ଆଣି ଆସୁଥିବା