Sign in
Sign in
Recover your password.
A password will be e-mailed to you.
Browsing Category
ଘଟଣା-ଦୁର୍ଘଟଣା
ଗ୍ୟାରେଜ୍ରୁ ମିଳିଲା ପ୍ରଧାନଶିକ୍ଷୟିତ୍ରୀଙ୍କ ଶବ
ରାତି ପାହିଲେ ହେବ ଦଶମ ଶ୍ରେଣୀ ପରୀକ୍ଷା। କିନ୍ତୁ ତା’ ପୂର୍ବରୁ ପରୀକ୍ଷା ଦାୟିତ୍ବରେ ଥିବା ଜଣେ ପ୍ରଧାନ ଶିକ୍ଷୟିତ୍ରୀଙ୍କ ମୃତଦେହ ଉଦ୍ଧାର ହୋଇଛି। ବେକରୁ ସୁନା ଚେନ୍ ଓ ପାଖରୁ ମୋବାଇଲ୍ ଗାଏବ ହୋଇଥିବାରୁ ଏହା ଏକ ହତ୍ୟାକାଣ୍ଡ ବୋଲି ସନ୍ଦେହ ଉପୁଜିଛି।
ପଣ୍ଡୁଆ/ଭୁବନେଶ୍ୱର!-->!-->!-->…
ନେପାଳୀ ଛାତ୍ରୀଙ୍କ ଆତ୍ମହତ୍ୟା ମାମଲା: କମିଟି ସାମ୍ନାରେ ହାଜର ହେଲେ ଅଚ୍ୟୁତ ସାମନ୍ତ
କିଟ୍ ବିଶ୍ୱବିଦ୍ୟାଳୟରେ ପଢ଼ୁଥିବା ନେପାଳ ଛାତ୍ରଛାତ୍ରୀଙ୍କ ସହ ଘଟିଥିବା ଘଟଣାର ପୁଙ୍ଖାନୁପୁଙ୍ଖ ତଦନ୍ତ କରିବାକୁ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ଉଚ୍ଚସ୍ତରୀୟ କମିଟି ଗଠନ କରାଯାଇଛି। ଆଜି କିଟ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତ ଉଚ୍ଚସ୍ତରୀୟ କମିଟି ସାମ୍ନାରେ ହାଜର ହୋଇଛନ୍ତି |
!-->!-->!-->…
ଜନ୍ମଦାତ୍ରୀଙ୍କୁ ପିଟିପିଟି ମାରିଦେଲା ପୁଅ
ଲୁଚିଛପି ପ୍ରେମ କରୁଥିବା ମା’ ଉପରେ ଅନେକ ଆଗରୁ ପୁଅର ସନ୍ଦେହ ଥିଲା। ଆଜି ଆଖି ସାମ୍ନାରେ ଦେଖିଲା ପରେ ଏହାକୁ ଦେଖି ସହ୍ୟ କରିପାରି ପାରି ନଥିଲା ପୁଅ। ମୁଣ୍ଡରେ ପୀତ ଚଢ଼ିବାରୁ ଏକ କାଠଫାଳିଆରେ ପିଟିପିଟି ମାରିଦେଲା।
ନୀଳଗିରି/ଭୁବନେଶ୍ୱର ୧୯-୦୨-୨୦୨୫(ପିପିଏସ ) : ମା’ର ପରକୀୟା!-->!-->!-->…
ଅକ୍ଷୟଙ୍କ ଏହି ଦୃଶ୍ୟକୁ ନେଇ ସୃଷ୍ଟି ହୋଇଛି ବିବାଦ
ଏହି କ୍ରମରେ ବଲିଉଡ ଅଭିନେତା ଅକ୍ଷୟ କୁମାର ମଙ୍ଗଳବାର ମହାଦେବଙ୍କ ଭକ୍ତମାନଙ୍କ ପାଇଁ 'ମହାକାଳ ଚଲୋ' ଗୀତ ଲଞ୍ଚ କରିଛନ୍ତି। ଏହି ଗୀତକୁ ଖୁବଅଳ୍ପ ସମୟ ମଧ୍ୟରେ ଲକ୍ଷଲକ୍ଷ ଲୋକ ଦେଖିସାରିଲେଣି।
ମୁମ୍ବାଇ/ଭୁବନେଶ୍ୱର ୧୯-୦୨-୨୦୨୫(ପିପିଏସ ) : ଧାର୍ମିକ ନଗରୀ ଉଜ୍ଜୟିନୀର ପ୍ରତ୍ୟେକ!-->!-->!-->…
ଭୁବନେଶ୍ବର ଏମ୍ସରେ: ନିଯୁକ୍ତି ଜାଲିଆତି
ନିଯୁକ୍ତି ଜାଲିଆତି ହୋଇଥିବା ଅଭିଯୋଗ ପରେ ଭୁବନେଶ୍ବର ଏମ୍ସରେ ସିବିଆଇ ଟିମ୍ ପହଞ୍ଚି ଖୋଳତାଡ୍ ଆରମ୍ଭ କରିଛନ୍ତି। ୫ ଜଣଙ୍କ ନିଯୁକ୍ତି କ୍ଷେତ୍ରରେ ଜାଲିଆତି ହୋଇଥିବା ଅଭିଯୋଗ ହୋଇଛି
ଭୁବନେଶ୍ୱର ୧୯-୦୨-୨୦୨୫(ପିପିଏସ ) : ନିଯୁକ୍ତି ଜାଲିଆତି ହୋଇଥିବା ଅଭିଯୋଗ ପରେ ଭୁବନେଶ୍ବର!-->!-->!-->…
ରହସ୍ୟମୟ ପରିସ୍ଥିତିରେ ନାବାଳକ ଜୀବନ୍ତ ଦଗ୍ଧ
କଟକରେ ରହସ୍ୟମୟ ପରିସ୍ଥିତିରେ ଜଣେ ନାବାଳକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଏକ ଆଶ୍ଚର୍ଯ୍ୟଜନକ ଘଟଣାରେ, ବୁଧବାର ଭୋର ପ୍ରାୟ ୪ଟା ସମୟରେ ଜଣେ ନାବାଳକ ରହସ୍ୟମୟ ପରିସ୍ଥିତିରେ ପୋଡ଼ି ହୋଇଯାଇଛନ୍ତି। ନିଜ ଦେହରେ ଡିଜେଲ୍ ଢାଳି ନିଆଁ ଲଗାଇଥିବା କୁହାଯାଉଛି
କଟକ ୧୯-୦୨-୨୦୨୫(ପିପିଏସ ) :!-->!-->!-->…
ମୃତବ୍ୟକ୍ତି ଖାଉଥିଲେ ରାସନ ଚାଉଳ: ଯୋଗାଣମନ୍ତ୍ରୀ
୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା
ଭୁବନେଶ୍ୱର ୧୯-୦୨-୨୦୨୫(ପିପିଏସ ) : ରାଜ୍ୟରେ ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା। ବିଧାନସଭାରେ ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର!-->!-->!-->…
୨୦୨୩ ତୁଳନାରେ ୨୦୨୪ରେ ରାଜ୍ୟରେ ଅପରାଧିକ କାର୍ଯ୍ୟକଳାପ ବଢ଼ିଛି
୨୦୨୩ ତୁଳନାରେ ୨୦୨୪ରେ ରାଜ୍ୟରେ ଅପରାଧିକ କାର୍ଯ୍ୟକଳାପ ବଢ଼ିଛି । ଏନେଇ ଗୃହରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ।
ଭୁବନେଶ୍ୱର ୧୭-୦୨-୨୦୨୫(ପିପିଏସ) :!-->!-->!-->…
ମୋହନଙ୍କ ବଜେଟ୍ ରେ ଓଡ଼ିଆ ଅସ୍ମିତା
ବଜେଟ୍ ୨୦୨୫-୨୬: ମହାପୁରୁଷଙ୍କ ସମ୍ମାନରେ ପ୍ରତିଷ୍ଠା ହେବ ସ୍ମାରକୀ, ପ୍ରତିମୂର୍ତ୍ତି
ଗୁରୁ-ଶିଷ୍ୟ ପରଂପରାର ବଳିଷ୍ଠ ସଂକେତ କୁହାଯାଉଥିବା ସତ୍ୟବାଦୀର ବକୁଳବନକୁ ସରକାର ସମ୍ମାନ ଦେଇଛନ୍ତି। ପଞ୍ଚସଖାଙ୍କ ଦ୍ବାରା ୧୯୦୯ରେ ପ୍ରତିଷ୍ଠା ହୋଇଥିବା ଏହି ଶିକ୍ଷା ପ୍ରତିଷ୍ଠାନର ସ୍ମୁତିରେ!-->!-->!-->…
ବଦଳିବ ଶିକ୍ଷା ଭିତ୍ତିଭୂମି! ରାଜ୍ୟରେ ୪୫,୦୦୦ ଶିଶୁବାଟିକା ଖୋଲାଯିବ
ଭୁବନେଶ୍ୱର ୧୭-୦୨-୨୦୨୫(ପିପିଏସ) : ଶିକ୍ଷା ହେଉଛି ସମାଜର ଦର୍ପଣ। ଶିକ୍ଷା ମାଧ୍ୟମରେ ହିଁ ସମାଜରେ ପରିବର୍ତ୍ତନ ଆଣି ହେବ। ଶିକ୍ଷା ଭିତ୍ତିଭୂମିକୁ ମଜବୁତ କରିବା ପାଇଁ ରାଜ୍ୟ ସରକାର ଆର୍ଥିକ ବର୍ଷ ୨୦୨୫-୨୬ରେ ଗୁରୁତ୍ବପୂର୍ଣ୍ଣ ପଦକ୍ଷେପ ନେଇଛନ୍ତି। ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ!-->…