Browsing Category

ଜାତୀୟ

 ଭାରତୀୟ ପ୍ରଧାନମନ୍ତ୍ରୀଙ୍କୁ କୁଏତ ଆସିବାକୁ ୪୦ ବର୍ଷ ଲାଗିଗଲା : ମୋଦୀ

ନୂଆଦିଲ୍ଲୀ/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : କୁଏତର କ୍ୟାନଭାସରେ ଭାରତୀୟତାର ରଙ୍ଗ ରହିଛି ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ କହିଛନ୍ତି। ସହରର ଶେଖ୍ ସାଦ୍ ଅଲ୍ ଅବଦୁଲ୍ଲା ଇନ୍ଡୋର ସ୍ପୋର୍ଟସ୍ କମ୍ପ୍ଲେକ୍ସରେ ଆୟୋଜିତ କମ୍ୟୁନିଟି ଇଭେଣ୍ଟ 'ହାଲା ମୋଦୀ'ରେ ଭାରତୀୟମାନଙ୍କୁ

ଆଉରଙ୍ଗଜେବଙ୍କ ପରିବାର ଲୋକ ଏବେ ରିକ୍ସା ଚଳାଉଛନ୍ତି: ଯୋଗୀ

ନୂଆଦିଲ୍ଲୀ/ଭୁବନେଶ୍ୱର ୨୧-୧୨-୨୦୨୪ ( ପିପିଏସ ) : ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅଯୋଧ୍ୟା ଧାମର ଆଶ୍ରାଫି ଭବନ ଆଶ୍ରମରେ ଆୟୋଜିତ ଏକ କାର୍ଯ୍ୟକ୍ରମରେ ଅଂଶଗ୍ରହଣ କରିଥିଲେ। ଏହି ଅବସରରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଏହି ସମାବେଶକୁ ସମ୍ବୋଧିତ କରି କହିଛନ୍ତି ଯେ ସନାତନ ଧର୍ମ

କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀଙ୍କୁ ଭେଟିଲେ ଓଡ଼ିଶା ସାଂସଦ

ନୂଆଦିଲ୍ଲୀ/ଭୁବନେଶ୍ୱର ୨୦-୧୨-୨୦୨୪ (ପିପିଏସ) : କେନ୍ଦ୍ର ଶିକ୍ଷାମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଓ ବରିଷ୍ଠ ସାଂସଦ ଭର୍ତ୍ତୃହରି ମହତାବଙ୍କ ନେତୃତ୍ୱରେ ଗୁରୁବାର ଓଡ଼ିଶାର ସାଂସଦଙ୍କ ଏକ ପ୍ରତିନିଧୂମଣ୍ଡଳୀ କେନ୍ଦ୍ର ବେସାମରିକ ବିମାନ ଚଳାଚଳ ମନ୍ତ୍ରୀ କେ ରାମମୋହନ ନାଇଡୁଙ୍କୁ ଭେଟିଛନ୍ତି

କଡାକଡି ହେଲା ବୁକ ସର୍କୁଲାର-୪୭, ନିର୍ବାଚିତ ପ୍ରତିନିଧିଙ୍କୁ ସମ୍ମାନ ଦେବାକୁ ବାଧ୍ୟ ପ୍ରଶାସନିକ ଅଧିକାରୀ

ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ଏଣିକି ନିର୍ବାଚିତ ପ୍ରତିନିଧିଙ୍କୁ ଅଣଦେଖା କରିପାରିବେନି ପ୍ରଶାସନିକ ଅଧିକାରୀ। ପୂର୍ବରୁ ନିର୍ବାଚିତ ପ୍ରତିନିଧି ବିଶେଷ କରି ବିଧାୟକ ଓ ସଂସଦ ମାନଙ୍କୁ ପ୍ରଶାସନିକ ଅଧିକାରୀମାନେ ସମ୍ମାନ ପ୍ରଦର୍ଶନ ନ କରିବା ଓ ଦୁର୍ବ୍ୟବହାର କରିବା ଭଳି ଅନେକ ଘଟଣା

ଯଦି ଖଡଗେ ଚାହୁଁଛନ୍ତି, ମୁଁ ଇସ୍ତଫା ଦେବି: ଶାହ

ନୂଆଦିଲ୍ଲୀ/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ଯଦି ଖଡଗେ ଚାହୁଁଛନ୍ତି, ତେବେ ମୁଁ ଇସ୍ତଫା ଦେବି। ଏଭଳି ମନ୍ତବ୍ୟ ଦେଇଛନ୍ତି କେନ୍ଦ୍ର ସ୍ଵରାଷ୍ଟ ମନ୍ତ୍ରୀ ଅମିତ ଶାହ। ଡ. ବି.ଆର. ଆମ୍ବେଦକରଙ୍କ ସମ୍ପର୍କରେ ଶାହ ଦେଇଥିବା ମନ୍ତବ୍ୟକୁ ନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ

ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇଙ୍କ ଘରେ ପଶିଲା ଇଡି

ବରିଷ୍ଠ ବିଜେଡି ନେତା ତଥା ବିରୋଧୀ ଦଳ ମୁଖ୍ୟ ସଚେତକ ପ୍ରମିଳା ମଲ୍ଲିକଙ୍କ ଭାଇ କ୍ଷୀରୋଦ ମଲ୍ଲିକଙ୍କ ଘରେ ପଶିଲା ଇଡି।  ଆଜି ସକାଳୁ କ୍ଷୀରୋଦ ମଲ୍ଲିକଙ୍କ ବାସଭବନ ସମେତ ସମ୍ବଲପୁରର ତିନିଟି ସ୍ଥାନରେ ଇଡି ଚଢ଼ାଉ କରୁଛି। ୨୩୧ କୋଟି ଟଙ୍କା ଠକେଇ ଅଭିଯୋଗରେ ଏହି ଚଢ଼ାଉ କରାଯାଉଥିବାର ସୂଚନା

ଟାଟା ମୋଟର୍ସରେ ଚାକିରି ନାଁରେ ଠକେଇ ମାମଲା: ପୁଣି ୩ ଏତଲାକାରୀ ଓହରିଲେ

ବହୁ ଚର୍ଚ୍ଚିତ ଟାଟା ମୋଟର୍ସରେ ଚାକିରି କରେଇଦେବା ନାଁରେ ଠକେଇ ମାମଲାରୁ ଅନ୍ୟ ୩ ଜଣ ଏତଲାକାରୀ ଓହରି ଯାଇଛନ୍ତି। ସାଂସଦ ପ୍ରଦୀପ ପାଣିଗ୍ରାହୀ କୌଣସି ଟଙ୍କା ନେଇ ନଥିବା ବ୍ରହ୍ମପୁର ଜେଏମ୍‌ଏଫ୍‌ସି କୋର୍ଟରେ ଏହି ତିନି ଜଣ କହିଛନ୍ତି। ବ୍ରହ୍ମପୁର/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) :

ଦୁଇମାସରେ ସରିବ ଆବାସ ସର୍ଭେ କାମ

ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ରାଜ୍ୟ ସରକାରଙ୍କ ନୂଆ ଯୋଜନାକୁ ସହିପାରୁନି ବିଜେଡି। ପୂର୍ବ ସରକାର ଗଣତନ୍ତ୍ରକୁ ନଷ୍ଟ କରିଥିଲେ। ସେହି ସମୟରେ ମନ୍ତ୍ରୀମାନେ ଟେଣ୍ଟ ବାନ୍ଧୁଥି‌ଲେ, ଚୌକି ପକାଉଥିଲେ। ଏଭଳି ମନ୍ତବ୍ୟ ଦେଇ ବିଜେଡିକୁ କଡ଼ା ଭାଷାରେ ସମାଲୋଚନା କରିଛନ୍ତି ପଞ୍ଚାୟତରାଜ

ଚେନ୍ନାଇରେ ଓଡ଼ିଆଙ୍କ ‘ଆମ ଚାଟଶାଳୀ’ ଉତ୍ସବ

‘ପ୍ରବାସୀ ଓଡ଼ିଆ କଲଚରାଲ ସୋସାଇଟି’ ଦ୍ୱାରା ପରିଚାଳିତ ‘ଆମ ଚାଟଶାଳୀ’ର ବାର୍ଷିକ ଉତ୍ସବ ଏବଂ କାର୍ତ୍ତିକ ପୂର୍ଣିମା ମହୋତ୍ସବ ମହାସମାରୋହରେ ପାଳିତ ହୋଇଯାଇଛି। ଏହି କାର୍ଯ୍ୟକ୍ରମରେ ୧୫୦୦ ନାଗରିକ ଯୋଗ ଦେଇଥିଲେ। ଚେନ୍ନାଇ/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) : ସ୍ଥାନୀୟ ‘ପ୍ରବାସୀ

ଗେଟୱେ ଅଫ୍ ଇଣ୍ଡିଆ ନିକଟରେ ବଡ଼ ଦୁର୍ଘଟଣା: ଡଙ୍ଗା ଓଲଟି ଯାତ୍ରୀ ନିଖୋଜ

ମୁମ୍ବାଇର ଗେଟୱେ ଅଫ୍ ଇଣ୍ଡିଆ ନିକଟରେ ଏକ ବଡ଼ ଦୁର୍ଘଟଣା ଘଟିଛି। ମିଳିଥିବା ସୂଚନା ଅନୁଯାୟୀ, ୮୫ ଜଣ ଯାତ୍ରୀଙ୍କୁ ନେଇ ଯାଉଥିବା ଏକ ଡଙ୍ଗା ଓଲଟି ପଡିଛି। ଇତି ମଧ୍ୟରେ ୮୦ ଜଣଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବାବେଳେ କେତେକ ଯାତ୍ରୀ ନିଖୋଜ ଥିବା କୁହାଯାଉଛି