Sign in
Sign in
Recover your password.
A password will be e-mailed to you.
Browsing Category
ଜାତୀୟ
ଅଜବ ହେଲେ ବି ସତ: ପ୍ରସବ କଲେ ଦଶମ ଛାତ୍ରୀ
ମାଲକାନଗିରି ଜିଲ୍ଲାର ଚିତ୍ରକୋଣ୍ଡା ବ୍ଲକରେ ଏକ ଅଜବ ଘଟଣା ଦେଖିବାକୁ ମିଳିଛି। ଦଶମ ଶ୍ରେଣୀ ଛାତ୍ରୀ ଛୁଆ ଜନ୍ମ ଦେଇଛନ୍ତି। ଆଜି ଛାତ୍ରୀ ଜଣକ ଚିତ୍ରକୋଣ୍ଡା ମେଡିକାଲରେ ଏକ ପୁତ୍ର ସନ୍ତାନକୁ ଜନ୍ମ ଦେଇଛନ୍ତି।
ଚିତ୍ରକୋଣ୍ଡା/ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ମାଲକାନଗିରି!-->!-->!-->…
୨୮ ଫେବ୍ରୁଆରିରେ ଓଡ଼ିଶା ଆସିବେ ଜେପି ନଡ୍ଡା
ଫେବ୍ରୁଆରି ୨୮ରେ କେନ୍ଦ୍ର ସ୍ଵାସ୍ଥ୍ୟ ମନ୍ତ୍ରୀ ତଥା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ଓଡ଼ିଶା ଗସ୍ତରେ ଆସିବେ। ପୁରୀରେ ଜାତୀୟ ସ୍ଵାସ୍ଥ୍ୟ ମିସନ କାର୍ଯ୍ୟକ୍ରମରେ ସେ ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି। ଏହି କାର୍ଯ୍ୟକ୍ରମରେ ବିଭିନ୍ନ ରାଜ୍ୟର ସ୍ଵାସ୍ଥ୍ୟ ସଚିବ ମଧ୍ୟ ଯୋଗ!-->…
ଜିଲ୍ଲାପାଳଙ୍କୁ ଭେଟିବାକୁ ୨୫ କିଲୋମିଟର ଚାଲିଲେ ଛାତ୍ରଛାତ୍ରୀ
ପୁଣି ରାଜରାସ୍ତାରେ ଚାଲିଲେ ଅନ୍ତେବାସୀ। ରାତିର ଅନ୍ଧାରରେ ଚାଲିଚାଲି ୨୫ କି.ମି ରାସ୍ତା ଅତିକ୍ରମ କରି ମୟୂରଭଞ୍ଜ ଜିଲ୍ଲା ଖୁଣ୍ଟା ବ୍ଲକ୍ ବାସିପିଠା ସ୍ଥିତ ସରକାରୀ ଏସ.ଏସ.ଡି ଉଚ୍ଚ ବିଦ୍ୟାଳୟର ଶତାଧିକ ଅନ୍ତେବାସୀ ବାରିପଦାରେ ପହଞ୍ଚିଛନ୍ତି। ହଷ୍ଟେଲରେ ନିମ୍ନମାନର ଖାଦ୍ୟ ଦିଆଯାଉଥିବା!-->…
ମାର୍ଚ୍ଚ ୩୧ ପରେ ଧାନ ନେବେନି ସରକାର
ଧାନକିଣା ପାଇଁ ଧାର୍ଯ୍ୟ ଲକ୍ଷ୍ୟର ୯୦ ପ୍ରତିଶତ ଧାନ ନେଇସରିଲାଣି ରାଜ୍ୟ ସରକାର: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ମାର୍ଚ୍ଚ ୩୧ ତାରିଖ ପରେ ଆଉ ଚାଷୀଙ୍କଠାରୁ ଧାନ ନେବେନି ସରକାର। ମଣ୍ଡିରେ ଧାନକିଣା ପ୍ରସଙ୍ଗରେ ଏହି କଥା କହିଛନ୍ତି ଖାଦ୍ୟ ଓ ଯୋଗାଣ!-->!-->!-->…
ପ୍ରକୃତରେ ଯିଏ ଗରିବ, ତାଙ୍କର ରାସନ କାର୍ଡ କଟାଯିବନାହିଁ: ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର
ରାସନ କାର୍ଡ କଟାଯିବା ପ୍ରସଙ୍ଗରେ ଆଜି ବଡ଼ ବୟାନ ଦେଇଛନ୍ତି ଖାଦ୍ୟ ଓ ଯୋଗାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର। ସେ କହିଛନ୍ତି, ଆୟକର ଫାଇଲ କରିଥିଲେ ବି କଟିବନି ରାସନ କାର୍ଡ | ଫିଜିକାଲ ଭେରିଫିକେସନ କରିବେ ରାଜ୍ୟ ସରକାର |
ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ରାସନ କାର୍ଡ କଟାଯିବା!-->!-->!-->…
ଓଡ଼ିଶାରେ ମୃଦୁ ଭୂମିକମ୍ପ ଅନୁଭୂତ
ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ଆଜି ସକାଳ ୬ଟା ୧୦ରେ ଓଡ଼ିଶାର କେତେକ ସ୍ଥାନରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ବିଶେଷ କରି ରାଜଧାନୀ ଭୁବନେଶ୍ବର, ପୁରୀ, ପାରାଦୀପ, ବାରିପଦା ଓ ବାଲେଶ୍ବରରେ ଭୂମିକମ୍ପ ଝଟକା ଅନୁଭୂତ ହୋଇଛି । ରିକ୍ଟର ସ୍କେଲରେ ଭୂମିକମ୍ପର ତିବ୍ରତା ରହିଛି ୫.୧!-->…
ମାଟିତଳେ ପୋତି ହୋଇଗଲେ ୩ ଶ୍ରମିକ
ସୁନ୍ଦରଗଡ ଜିଲ୍ଲା ଲହୁଣୀପଡା ଥାନା ବରସୁଆଁ ଦମାଳ ଖଣି ଅଞ୍ଚଳରେ ଅଘଟଣ ଘଟିଛି । ମାଟି ଅତଡା ଧସି ୩ ଶ୍ରମିକ ଗୁରୁତର ହୋଇଛନ୍ତି । ୩ ଶ୍ରମିକ ମାଟି ତଳେ ପୋତି ହୋଇଯାଇଥିଲେ
ରାଉରକେଲା/ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ସୁନ୍ଦରଗଡ ଜିଲ୍ଲା ଲହୁଣୀପଡା ଥାନା ବରସୁଆଁ ଦମାଳ ଖଣି ଅଞ୍ଚଳରେ!-->!-->!-->…
କୁଳପତି ଡିଜିଟାଲ ଆରେଷ୍ଟ୍ର ଶିକାର
ବ୍ରହ୍ମପୁର ବିଶ୍ବବିଦ୍ୟାଳୟ କୁଳପତିଙ୍କ ଠାରୁ ୧୪ ଲକ୍ଷ ଠକିନେଲେ ଠକ
ବ୍ରହ୍ମପୁର ବିଶ୍ୱବିଦ୍ୟାଳୟର କୁଳପତି(ଭିସି) ପ୍ରଫେସର ଗୀତାଞ୍ଜଳି ଦାଶ ଡିଜିଟାଲ ଆରେଷ୍ଟ୍ ଠକେଇର ଶିକାର ହୋଇ ସାଇବର ଠକଙ୍କ ଦ୍ବାରା ୧୪ ଲକ୍ଷ ଟଙ୍କାରୁ ଅଧିକ ହରାଇଛନ୍ତି
ବ୍ରହ୍ମପୁର/ଭୁବନେଶ୍ୱର ୨୫-୦୨-୨୦୨୫!-->!-->!-->!-->!-->…
ରାଜ୍ୟ ଟିକା ଭଣ୍ଡାରକୁ ଆଇଏସ୍ଓ ସାର୍ଟିଫିକେଟ୍
ସାର୍ବଜନୀନ ଟିକାକରଣ କାର୍ଯ୍ୟକ୍ରମ ଅଧୀନରେ ଟିକାର ଗୁଣବତ୍ତା ସମ୍ପୂର୍ଣ୍ଣ ପରିଚାଳନା ପାଇଁ ରାଜ୍ୟ ଟିକା ଭଣ୍ଡାର ଦେଶର ପ୍ରଥମ ଟିକା ଭଣ୍ଡାର ଭାବେ ଆଇଏସଓ ୯୦୦୦୧-୨୦୧୫ ସାର୍ଟିଫିକେଟ୍ ପାଇଛି
ଭୁବନେଶ୍ୱର ୨୫-୦୨-୨୦୨୫ (ପିପିଏସ) : ସାର୍ବଜନୀନ ଟିକାକରଣ କାର୍ଯ୍ୟକ୍ରମ ଅଧୀନରେ ଟିକାର!-->!-->!-->…
୨୦୨୨-୨୩ର ରେକର୍ଡ ଭାଙ୍ଗିଲା: ୮ ଦିନରେ ୬.୯୮ ଲକ୍ଷ କଇଁଛ ଦେଲେ ଅଣ୍ଡା
ବିଶ୍ବର ସର୍ବବୃହତ୍ ଗଣଅଣ୍ଡାଦାନ ସ୍ଥଳୀର ମାନ୍ୟତା ପାଇଥିବା ଋଷିକୁଲ୍ୟା ମୁହାଣ ସଂଲଗ୍ନ ବାଲୁକାଶଯ୍ୟାରେ ଅଲିଭ୍ ରିଡ୍ଲେଙ୍କ ଗଣ ଅଣ୍ଡାଦାନ ସରିଛି। ଚଳିତବର୍ଷ ଅଲିଭ୍ ରିଡ୍ଲେ ସର୍ବକାଳୀନ ରେକର୍ଡ କରିଛନ୍ତି। ଏବର୍ଷ ମୋଟ ୬ଲକ୍ଷ ୯୮ହଜାର ୭୧୮ କଇଁଛ ଗଣଅଣ୍ଡାଦାନ ପ୍ରକ୍ରିୟାରେ ସାମିଲ!-->…