Browsing Category

ଜାତୀୟ

ତିନି ଦିନିଆ କୋରାପୁଟ, ମାଲକାନଗିରି ଗସ୍ତରେ ଯିବେ ପ୍ରଭାତୀ ପରିଡ଼ା

ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ଆସନ୍ତାକାଲି ଠାରୁ ତିନି ଦିନିଆ କୋରାପୁଟ ଓ ମାଲକାନଗିରି ଜିଲ୍ଲାକୁ ଗସ୍ତ କରିବେ। ଏହି ଗସ୍ତ କାର୍ଯ୍ୟକ୍ରମରେ ସେ କୋରାପୁଟ ଜିଲ୍ଲା ମହୋତ୍ସବ "ପରବ ୨୦୨୪" ରେ ଯୋଗ ଦେବେ। ମାଲକାନଗିରି/କୋରାପୁଟ/ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) :

ପିଏମ୍‌ଟିରେ ଡ୍ରାଇଭର ପଦବିରେ ନିଯୁକ୍ତି ପାଇଁ ଆଶାୟୀଙ୍କୁ ମିଳିଲା ଆଶ୍ବସ୍ତି

କରୋନା ମହାମାରୀ କାରଣରୁ ପୁଲିସ ମୋଟର ଟ୍ରାନ୍ସପୋର୍ଟରେ ଡ୍ରାଇଭର ପଦରେ ଗୋଟିଏ ଥର ପଇଁ ସର୍ବାଧିକ ବୟସ ସୀମା କୋହଳ ପାଇଁ ନିର୍ଦ୍ଦେଶ ଦିଆଯାଉଛି ବୋଲି ହାଇକୋର୍ଟ କହିଛନ୍ତି। କଟକ,୧୭-୧୨-୨୦୨୪ (ପିପିଏସ ) : ପୁଲିସ ମୋଟର ଟ୍ରାନ୍ସପୋର୍ଟ(ପିଏମଟି)ରେ ଡ୍ରାଇଭର ପଦରେ ନିଯୁକ୍ତି ପାଇଁ

କୁଲଡିହାମୁହାଁ ‘ଯମୁନା’: ସୋନ ନଦୀପଠାରେ ବାଘ ପାଦଚିହ୍ନ

ମହାରାଷ୍ଟ୍ରର ତଡ଼ବା ଅନ୍ଧେରୀ ଅଭୟାରଣ୍ୟରୁ ଆସିଥିବା ବାଘୁଣୀ ‘ଜୀନତ୍‌’ ଶିମିଳିପାଳ ଛାଡ଼ି ଝାଡ଼ଖଣ୍ଡର ରାଜାବସା ଅଞ୍ଚଳରେ ବୁଲୁଥିବା ବେଳେ ଅନ୍ୟଏକ ବାଘୁଣୀ ‘ଯମୁନା’ ମଧ୍ୟ ଶିମିଳିପାଳ ଛାଡ଼ି ବାଲେଶ୍ବର ଜିଲ୍ଲା ନୀଳଗିରି ବ୍ଲକ୍‌ର କୁଲଡିହା ଅଭୟାରଣ୍ୟ ଆଡ଼କୁ ମୁହାଁଇଛି।

କଡା ଆକ୍ସନ ନେଲେ ମୋହନ ସରକାର

ସଚିବ ପଦରୁ ହଟିଲେ ବିଷ୍ଣୁପଦ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି। ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀଙ୍କୁ ସାଧାରଣ ପ୍ରଶାସନ ଓ ଅଭିଯୋଗ ଓଏଏସ୍‌ଡି ଭାବେ ନିଯୁକ୍ତି ମିଳିଛି। ଶ୍ରୀ ସେଠୀଙ୍କୁ ବଦଳି ହୋଇଥିଲେ ବି ପ୍ରମୁଖ ସଚିବ

ରାଜଧାନୀରେ ଅଙ୍ଗନବାଡ଼ି କର୍ମୀ ଓ ସହାୟିକାଙ୍କ ଗଣଧାରଣା

ସରକାରୀ ମାନ୍ୟତା ସାଙ୍ଗକୁ ଦରମା ବୃଦ୍ଧି ଦାବିରେ ଲୋୟର ପିଏମଜିରେ ଅଙ୍ଗନବାଡ଼ି କର୍ମୀମାନେ ଗଣଧାରଣା ଦେଇଛନ୍ତି । ହଜାର ହଜାର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ଏକାଠି ହୋଇଛନ୍ତି । ସେମାନେ ବହିଷ୍କାର ହୋଇଥିବା କର୍ମୀଙ୍କୁ ପୁନଃନିଯୁକ୍ତି ଲାଗି ବି ଦାବି କରିଛନ୍ତି।  ଭୁବନେଶ୍ୱର

ଭୁବନେଶ୍ୱରରେ ପ୍ରତିଷ୍ଠା ହେବ କମ୍ପ୍ରେସଡ ବାୟୋଗ୍ୟାସ ପ୍ଲାଣ୍ଟ

ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେବ ଗ୍ୟାସ। ଏନେଇ ଭୁବନେଶ୍ୱରରେ ପ୍ରତିଷ୍ଠା ହେବ କମ୍ପ୍ରେସଡ ବାୟୋଗ୍ୟାସ ପ୍ଲାଣ୍ଟ। ଏହାଦ୍ୱାରା ଓଦା ଓ ପରିବା ବର୍ଜ୍ୟବସ୍ତୁର ପ୍ରକ୍ରିୟାକରଣରୁ ପ୍ରସ୍ତୁତ ହେବ ସିଏନଜି ଗ୍ୟାସ। ଭୁବନେଶ୍ୱର ୧୬-୧୨-୨୦୨୪ (ପିପିଏସ) : ବର୍ଜ୍ୟବସ୍ତୁରୁ ପ୍ରସ୍ତୁତ ହେବ ଗ୍ୟାସ।

ଅଲବିଦା ଉସ୍ତାଦ

ନୂଆଦିଲ୍ଲୀ/ଭୁବନେଶ୍ୱର ୧୫-୧୨-୨୦୨୪(ପିପିଏସ ) : ପ୍ରସିଦ୍ଧ ତବଲା ବାଦକ ଜାକିର ହୁସେନଙ୍କ ପରଲୋକ ହୋଇଯାଇଛି।  କିଛିଦିନ ତଳେ ସ୍ୱାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ଆମେରିକାର ସାନ୍ ଫ୍ରାନ୍ସିସ୍କୋର ଏକ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ସେ ହୃଦଜନିତ ଓ ରକ୍ତଚାପଜନିତ ସମସ୍ୟାର

କୋଣାର୍କରେ ଲୁଟେରା ସକ୍ରିୟ

୪ ମହିଳାଙ୍କ ସମେତ ୬ ଆନ୍ତଃରାଜ୍ୟ ଚୋର ଗିରଫ କୋଣାର୍କ/ଭୁବନେଶ୍ୱର ୧୫-୧୨-୨୦୨୪(ପିପିଏସ ) : ବିଶ୍ୱ ପ୍ରସିଦ୍ଧ ସୂର୍ଯ୍ୟମନ୍ଦିର ପରିଦର୍ଶନରେ ଆସୁଥିବା ପର୍ଯ୍ୟଟକଙ୍କୁ ଆନ୍ତଃରାଜ୍ୟ ଚୋରମାନେ ଟାଗେର୍ଟ କରିଛନ୍ତି। ଦେଶ-ବିଦେଶରୁ ପ୍ରତ୍ୟେକ ଦିନ ଆସୁଥିବା ପର୍ଯ୍ୟଟକମାନେ ଦାମୀ ମୋବାଇଲ

ଶପଥ ନେଲେ ମହାରାଷ୍ଟ୍ର ମନ୍ତ୍ରିମଣ୍ଡଳର ୩୯ ମନ୍ତ୍ରୀ

ବିଜେପିରୁ ସର୍ବାଧିକ ୧୯, ଶିବସେନାରୁ ୧୧ ଏବଂ ଏନସିପିରୁ ୯ ମନ୍ତ୍ରୀ ମୁମ୍ବାଇ/ଭୁବନେଶ୍ୱର ୧୫-୧୨-୨୦୨୪(ପିପିଏସ ) : ମହାରାଷ୍ଟ୍ର କ୍ୟାବିନେଟର ମନ୍ତ୍ରିମଣ୍ଡଳ ରବିବାର ଶପଥ ନେଇଛନ୍ତି। ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନବିସ, ଉପମୁଖ୍ୟମନ୍ତ୍ରୀ ଏକନାଥ ସିନ୍ଦେ ଏବଂ ଅଜିତ ପାଓ୍ବାରଙ୍କ

ଅସୁସ୍ଥ ଲାଲକୃଷ୍ଣ ଆଡଭାନୀ

ନୂଆଦିଲ୍ଲୀ /ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) : ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ ଅସୁସ୍ଥ ହୋଇପଡ଼ିଛନ୍ତି। ତାଙ୍କୁ ଶନିବାର ଦିଲ୍ଲୀର ଏକ ଘରୋଇ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି କରାଯାଇଛି। ବୟାସାଧିକ କାରଣରୁ ସେ ଅସୁସ୍ଥ ହୋଇପଡ଼ିଥିବା କୁହାଯାଉଛି। ଆଡଭାନୀଙ୍କୁ ଏବେ