Sign in
Sign in
Recover your password.
A password will be e-mailed to you.
Browsing Category
ଜାତୀୟ
ସରକାରୀ ଚାକିରି ଅର୍ଥ ଉପାର୍ଜନ ପାଇଁ କରନ୍ତୁ ନାହିଁ: ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଲୋକସେବା ଭବନରେ ବିଭିନ୍ନ ବିଭାଗରେ ନୂଆ କରି ନିଯୁକ୍ତି ପାଇଥିବା କର୍ମଚାରୀମାନଙ୍କୁ ନିଯୁକ୍ତି ପତ୍ର ପ୍ରଦାନ କରି କହିଛନ୍ତି, ସରକାରୀ ଚାକିରୀକୁ ଅର୍ଥ ଉପାର୍ଜନ ପାଇଁ କରନ୍ତୁ ନାହିଁ। ସ୍ୱଛତା ସହ କାମ କରନ୍ତୁ
ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ ) :!-->!-->!-->…
ସରକାରଙ୍କୁ ୬ ମାସ: ଦଲାଲଙ୍କ ଉପରେ ନଜର ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ନିର୍ଦ୍ଦେଶ
ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ରାଜ୍ୟରେ ଧାନ ସଂଗ୍ରହ ପ୍ରକ୍ରିୟାର ସମୀକ୍ଷା କରିଛନ୍ତି। ଲୋକସେବା ଭବନରେ ଆୟୋଜିତ ଏହି ସମୀକ୍ଷା ବେଳେ ଧାନ ସଂଗ୍ରହ ପ୍ରକ୍ରିୟାକୁ ତ୍ବରାନ୍ବିତ କରିବା ଏବଂ ଚାଷୀ ମାନଙ୍କ ଅଭିଯୋଗର ତୁରନ୍ତ ସମାଧାନ କରିବା ପାଇଁ!-->…
ଭାରତ ସେବାଶ୍ରମ ପକ୍ଷରୁ ଗୀତା ଜୟନ୍ତୀ ଉତ୍ସବ
ଯୁଦ୍ଧ ପ୍ରମତ୍ତ ବିଶ୍ଵକୁ ଭାରତ ହିଂ ଗୀତା ଜରିଆରେ ଦିଗଦର୍ଶନ ଦେଇପାରିବ :ବିଶ୍ବଭୂଷଣ ହରିଚନ୍ଦନ |ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ ) : ଯୁଦ୍ଧ ପ୍ରମତ୍ତ ବିଶ୍ଵକୁ ଭାରତ ହିଂ ଗୀତା ଜରିଆରେ ଦିଗଦର୍ଶନ ଦେଇପାରିବ | ସେ ଦୃଷ୍ଟିରୁ ଗୀତା ପଠନର ଆବଶ୍ୟକତା ରହିଛି |ଭାରତ ହିଂ ସମଗ୍ର ବିଶ୍ଵରେ!-->…
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା
ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା। କଳିଙ୍ଗ ଷ୍ଟାଡିୟମରେ ବ୍ୟାଡ଼ମିଣ୍ଟନ ହାଇ ପରଫରମାନ୍ସ ସେଣ୍ଟର ଉଦ୍ଘାଟନ କାର୍ଯ୍ୟକ୍ରମରେ ବ୍ୟାଡ଼ମିଣ୍ଟନ ଆସୋସିଏସନ ଅଫ ଇଣ୍ଡିଆର ସଭାପତି ଭାବରେ ହିମନ୍ତ ବିଶ୍ୱଶର୍ମା ଯୋଗଦେବେ
ଭୁବନେଶ୍ୱର ୧୨-୧୨-୨୦୨୪(ପିପିଏସ )!-->!-->!-->…
ଭୁବନେଶ୍ବରରେ ଏକାଧିକ ସଡ଼କ, ଫ୍ଲାଇଓଭର, ରେଲ୍ ଓଭର ବ୍ରିଜ ଓ ରିଙ୍ଗ ରୋଡ ନିର୍ମାଣ ପାଇଁ ଯୋଜନା
ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : ଭୁବନେଶ୍ବର ସହରର କ୍ରମବର୍ଦ୍ଧିଷ୍ଣୁ ଜନସଂଖ୍ୟାର ଆବଶ୍ୟକତା ଦୃଷ୍ଟିରୁ ଗାଡି ଚଳାଚଳ ଓ ଟ୍ରାଫିକ ବ୍ୟବସ୍ଥାକୁ ଉପଯୋଗୀ ଓ ସହଜ କରିବା ଉପରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଗୁରୁତ୍ଵ ଆରୋପ କରିଛନ୍ତି।ଭୁବନେଶ୍ବର ସହରର ଗାଡି ଚଳାଚଳ ଓ ଟ୍ରାଫିକ୍!-->…
ପାରାଦୀପରେ ଫସିଲେ ୭୮ ବାଂଲାଦେଶୀ ନାଗରିକ, ମାଛ ଧରିବାକୁ ଆସି ଅଟକ
ପାରାଦୀପ/ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : ବିଗତ କିଛି ମାସ ହେଲା ଭାରତ-ବାଂଲାଦେଶର ସଂପର୍କରେ ମଧୁରତା ନାହିଁ। ବିଭିନ୍ନ କାରଣକୁ ନେଇ ଉଭୟ ଦେଶ ମଧ୍ୟରେ ସଂପର୍କ ଭଲ ନଥିବା ବେଳେ ଏଥିରେ ସୁଧାର ଆଣିବା ପାଇଁ ଉଦ୍ୟମ କରାଯାଉଛି। ଏହାରି ମଧ୍ୟରେ ଭାରତୀୟ ସମୁଦ୍ର ସୀମାରୁ ୨ଟି!-->!-->!-->…
ମାନବାଧିକାର ଦିବସ: ବିଶ୍ୱ ଗଠନର ଆଧାର ହେଉ ନ୍ୟାୟ ଏବଂ ମାନବୀୟ ମର୍ଯ୍ୟାଦା – ରାଷ୍ଟ୍ରପତି
ନୂଆଦିଲ୍ଲୀ/ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : ଭାରତ ଦାରିଦ୍ର୍ୟ ଓ କ୍ଷୁଧାରୁ ମୁକ୍ତି ଏବଂ ଯୁବବର୍ଗଙ୍କୁ ସମାନ ସୁଯୋଗ ପ୍ରଦାନ କରିବା କ୍ଷେତ୍ରରେ ବିଶ୍ୱ ସମ୍ମୁଖରେ ଏକ ଉଜ୍ଜ୍ୱଳ ଉଦାହରଣ ଭାବେ ଉଭା ହୋଇଛି। ନୂଆଦିଲ୍ଲୀରେ ମଙ୍ଗଳବାର ଜାତୀୟ ମାନବାଧିକାର ଆୟୋଗ ପକ୍ଷରୁ ଆୟୋଜିତ!-->…
ଚିଲିକାକୁ ଆସିଛନ୍ତି ୪ ଲକ୍ଷ ୯୪ ହଜାର ୩୬୬ ବିଦେଶାଗତ ପକ୍ଷୀ
ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : ଚିଲିକା ହ୍ରଦକୁ ଶୀତ ଋତୁରେ ସାଧାରଣତଃ ବିଦେଶାଗତ ପକ୍ଷୀମାନେ ଚିଲିକାର ଚତୁପାର୍ଶ୍ଵରେ ଥିବା ଜଳାଶୟ ଯଥା ମଙ୍ଗଳାଯୋଡି, ଭୁଷଣ୍ଡପୁରୁ, ବାଲିପାଟପୁର, ନଇରି, ବଉଳାବନ୍ଧ, ବଡଗୋଠ, ଟୁଆଗମ୍ଭାରୀ, ଗୁରୁବାଇ, ସପିଆ, ନଳବଣ, ମଧୁରଚୁଆ, ସମଲନାସୀ,!-->…
ପୁନରୁଦ୍ଧାର ହେବ ଆସିକା ଚିନିକଳ
ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : ଆସିକା ଚିନିକଳର ପୁନରୁଦ୍ଧାର ଓ ଆଧୁନିକୀକରଣ ପାଇଁ ରାଜ୍ୟ ସରକାର ଉଦ୍ୟମ ଆରମ୍ଭ କରିଛନ୍ତି। ଏଥିପାଇଁ ଏକ ଟାସ୍କ ଫୋର୍ସ ଗଠନ କରାଯିବ। ଏହି ଟାସ୍କ ଫୋର୍ସରେ କୃଷି, ଅର୍ଥ, ସମବାୟ, ଅବକାରୀ ତଥା ଜଳ ସମ୍ପଦ ବିଭାଗର ବରିଷ୍ଠ ଅଧିକାରୀମାନେ ସଦସ୍ୟ ଭାବେ!-->…
ଟାଟା ମୋଟର୍ସରେ ଚାକିରି ନାଁରେ ଠକେଇ ମାମଲା: କୋର୍ଟରେ ହାଜର ହେଲେ ସାଂସଦ
ଟାଟା ମୋଟର୍ସରେ ଚାକିରି ଦେବା ନାଁରେ ଟଙ୍କା ଠକେଇ ମାମଲାର ବିଚାରଣା ଆରମ୍ଭ ହୋଇଛି। ଏଣୁ ଏହି ମାମଲାରେ ଅଭିଯୁକ୍ତ ଥିବା ବ୍ରହ୍ମପୁର ସାଂସଦ ଡ. ପ୍ରଦୀପ କୁମାର ପାଣିଗ୍ରାହୀ କୋର୍ଟରେ ହାଜର ହୋଇଛନ୍ତି।
ବ୍ରହ୍ମପୁର/ଭୁବନେଶ୍ୱର ୧୦-୧୨-୨୦୨୪(ପିପିଏସ) : ବହୁ ଚର୍ଚ୍ଚିତ ଟାଟା ମୋଟର୍ସରେ!-->!-->!-->…