Sign in
Sign in
Recover your password.
A password will be e-mailed to you.
Browsing Category
ଜାତୀୟ
ଆଜିର ଦିନ ଓଡ଼ିଶା ଇତିହାସରେ ସ୍ବର୍ଣ୍ଣାକ୍ଷରରେ ଲିପିବଦ୍ଧ ହୋଇ ରହିବ
ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଆଜି ଚାଷୀମାନଙ୍କୁ ୮୦୦ ଟଙ୍କାର ଇନପୁଟ୍ ସବସିଡି ପ୍ରଦାନ କରିଛନ୍ତି। ୨୩୦୦ ଟଙ୍କାର ଏମଏସପି ସହ ୮୦୦ ଟଙ୍କାର ଇନପୁଟ୍ ସବସିଡି ପ୍ରଦାନ କରାଯାଇଛି। ଯେଉଁ ଚାଷୀମାନେ ଡିସେମ୍ବର ୬ ତାରିଖ ସୁଦ୍ଧା ଧାନ ବିକ୍ରି କରିଛନ୍ତି, ସେମାନଙ୍କୁ ଏହି ଟଙ୍କା ମିଳିଛି।
!-->!-->!-->…
ଧନୁଯାତ୍ରା ଦେଖିବେ ମୁଖ୍ୟମନ୍ତ୍ରୀ
ମୁଖ୍ୟମନ୍ତ୍ରୀ ବିଶ୍ବ ପ୍ରସିଦ୍ଧ ବରଗଡ଼ ଧନୁଯାତ୍ରା-୨୦୨୫ ଦେଖିବେ। ଏହା ପୁଣି ଦୀର୍ଘ ବର୍ଷର ବ୍ୟବଧାନ ପରେ। ବରଗଡ଼ର ପ୍ରସିଦ୍ଧ ଧନୁଯାତ୍ରା ଦେଖିବା ନେଇ ଆଜି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ନିଜେ ଘୋଷଣା କରିଛନ୍ତି।
ବରଗଡ଼/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ମୁଖ୍ୟମନ୍ତ୍ରୀ ବିଶ୍ବ!-->!-->!-->…
ଉଦ୍ଘାଟନ ହେବ କୋଣାର୍କ ଇକୋ ରିଟ୍ରିଟ
ବେଳାଭୂମିରେ ପଞ୍ଚତାରକା ହୋଟେଲ ଓ ବାରର ମଜା ନେବେ ପର୍ଯ୍ୟଟକ
କୋଣାର୍କ/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ଡିସେମ୍ବର ୧୩ରୁ ଆରମ୍ଭ ହେବ କୋଣାର୍କ ଇକୋ ରିଟ୍ରିଟ। ଏବେଠୁ ରାମଚଣ୍ଡୀ ମୁହାଣ ଇକୋ ରିଟ୍ରିଟ ନିକଟରେ ପର୍ଯ୍ୟଟକଙ୍କ ଭିଡ଼ ଜମିଲାଣି। ସମୁଦ୍ର ବେଳାଭୂମି ଚଳଚଞ୍ଚଳ ହୋଇଉଠିଛି।!-->!-->!-->…
ଚାଷୀ ମାନଙ୍କୁ ଇନପୁଟ ସବସିଡି ବଣ୍ଟନ
ଆଭାସୀ ମାଧ୍ୟମରେ ମୟୂରଭଞ୍ଜ ଜିଲ୍ଲା ସ୍ତରୀୟ କାର୍ଯ୍ୟକ୍ରମରେ ଯୋଗଦେଲେ ସାହସ୍ରାଧିକ ଚାଷୀ
ବାରିପଦା/ଭୁବନେଶ୍ୱର ୦୮-୧୨-୨୦୨୪(ପିପିଏସ) : ବରଗଡ଼ର ସୋହେଲା ଠାରୁ ଓଡ଼ିଶାର ମାନ୍ୟବର ମୁଖ୍ୟମନ୍ତ୍ରୀ, ସମଗ୍ର ଓଡ଼ିଶାର ଚାଷୀ ଭାଇ-ଭଉଣୀଙ୍କ ପାଇଁ କ୍ବିଣ୍ଟାଲ ପ୍ରତି ୮୦୦ ଟଙ୍କା!-->!-->!-->!-->!-->…
କଟକ ରେଳ ଇତିହାସରେ ଯୋଡ଼ିହୋଇଛି ନୂଆଫର୍ଦ୍ଦ
ରେଳ ଷ୍ଟେସନ ହେବ ବିଶ୍ୱସ୍ତରୀୟ
ୟୁରୋପର ବଡ଼ ବଡ଼ ଷ୍ଟେସନ ଶୈଳୀରେ କରାଯିବ ନିର୍ମାଣ କାର୍ଯ୍ୟକଟକ,୦୭-୧୨-୨୦୨୪(ପିପିଏସ) : କଟକ ରେଳ ଇତିହାସରେ ଯୋଡ଼ିହୋଇଛି ନୂଆଫର୍ଦ୍ଦ । ରେଳବାଇ, ସୂଚନା ଓ ପ୍ରସାରଣ ଏବଂ ଇଲେକ୍ଟ୍ରୋନିକ୍ସ ଓ ସୂଚନା ପ୍ରଯୁକ୍ତିବିଦ୍ୟା ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ!-->!-->!-->!-->!-->…
କଟକ ରେଳରେ ଯୋଡିହେଲା ନୂଆ ଫର୍ଦ୍ଧ
ରେଳବାଇ ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ଓ କଟକ ସାଂସଦ ଭର୍ତ୍ତୃହରି ମହତାବ ଙ୍କ ଦ୍ୱାରା ଦ୍ୱିତୀୟ ପ୍ରବେଶ ଦ୍ୱାର ଉଦଘାଟିତ
୧୪ ଡିସେମ୍ବରରେ ବଙ୍ଗୋପସାଗରରେ ଲଘୁଚାପ
ଆସନ୍ତା ଡିସେମ୍ବର ୧୪ ତାରିଖରେ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇପାରେ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ପୂର୍ବାନୁମାନ କରାଯାଇଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଘୂର୍ଣ୍ଣିବଳୟ ଆହୁରି ଘନୀଭୂତ ହେବ । ୧୨ ତାରିଖରେ ଏହା ଶ୍ରୀଲଙ୍କା ଉପକୂଳ ଛୁଇଁପାରେ
!-->!-->!-->…
୧୩ ଶିଳ୍ପ କମ୍ପାନି ପୂର୍ବ ସରକାରରେ ଏମଓୟୁ କରି ଓହରି ଯାଇଛନ୍ତି: ଶିଳ୍ପମନ୍ତ୍ରୀ
ପୂର୍ବ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଶାସନକାଳରେ ଓଡ଼ିଶାରେ ପ୍ରକଳ୍ପ ନ କରି ୧୩ଟି ବୃହତ୍ ଶିଳ୍ପ କମ୍ପାନି ଓହରି ଯାଇଛନ୍ତି। ଏହି କମ୍ପାନିଗୁଡ଼ିକ ପ୍ରକଳ୍ପ ସ୍ଥାପନ ପାଇଁ ଏମଓୟୁ ସ୍ୱାକ୍ଷର କରିଥିଲେ ମଧ୍ୟ ବିଭିନ୍ନ କାରଣରୁ ଓହରି ଯାଇଥିଲେ
ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) :!-->!-->!-->…
ଅନ୍ଲାଇନ୍ ଗେମ୍ର ଭୟଙ୍କର ପରିଣତି: ଜୀବନ ହାରିଦେଲେ ଯୁବକ
ସମ୍ପ୍ରତି ଅନ୍ଲାଇନ୍ ଗେମ୍ ସମଗ୍ର ଦେଶର ଯୁବପିଢ଼ିଙ୍କ ଏକ ବଡ଼ ବିପଦ ସାଜିଛି। ଅନ୍ଲାଇନ୍ ଗେମ୍ରେ ଫସି ବହୁ ଯୁବକ ପ୍ରାଣ ହାରିଦେଉଛନ୍ତି। ଆଜି ପୁରୁଣା ଭୁବନେଶ୍ବର ଅଞ୍ଚଳରେ ଏଭଳି ଏକ ଘଟଣା ସାମ୍ନାକୁ ଆସିଛି।
ଭୁବନେଶ୍ୱର ୦୬-୧୨-୨୦୨୪(ପିପିଏସ) : ସମ୍ପ୍ରତି ଅନ୍ଲାଇନ୍ ଗେମ୍!-->!-->!-->…
ଓଡ଼ିଶାରେ ଖୋଲିବ ୮ ନୂଆ କେନ୍ଦ୍ରୀୟ ବିଦ୍ୟାଳୟ: ଧର୍ମେନ୍ଦ୍ର ପ୍ରଧାନ
ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଅଧ୍ୟକ୍ଷତାରେ ଶୁକ୍ରବାର ଅନୁଷ୍ଠିତ ଆର୍ଥିକ ବ୍ୟାପାର ସଂକ୍ରାନ୍ତ କ୍ୟାବିନେଟ୍ କମିଟି(ସିସିଇଏ) ବୈଠକରେ ଓଡ଼ିଶାରେ ୮ଟି ଏବଂ ସମଗ୍ର ଦେଶରେ ୮୫ଟି ନୂଆ କେନ୍ଦ୍ରୀୟ ବିଦ୍ୟାଳୟ ସ୍ଥାପନ ଏବଂ ୨୮ଟି ନୂଆ ନବୋଦୟ ବିଦ୍ୟାଳୟ ପ୍ରତିଷ୍ଠା ପାଇଁ ମଞ୍ଜୁର ପ୍ରଦାନ!-->…