Browsing Category

ଦୁର୍ନୀତି

ଟାଟା ମୋଟର୍ସରେ ଚାକିରି ନାଁରେ ଠକେଇ ମାମଲା: ପୁଣି ୩ ଏତଲାକାରୀ ଓହରିଲେ

ବହୁ ଚର୍ଚ୍ଚିତ ଟାଟା ମୋଟର୍ସରେ ଚାକିରି କରେଇଦେବା ନାଁରେ ଠକେଇ ମାମଲାରୁ ଅନ୍ୟ ୩ ଜଣ ଏତଲାକାରୀ ଓହରି ଯାଇଛନ୍ତି। ସାଂସଦ ପ୍ରଦୀପ ପାଣିଗ୍ରାହୀ କୌଣସି ଟଙ୍କା ନେଇ ନଥିବା ବ୍ରହ୍ମପୁର ଜେଏମ୍‌ଏଫ୍‌ସି କୋର୍ଟରେ ଏହି ତିନି ଜଣ କହିଛନ୍ତି। ବ୍ରହ୍ମପୁର/ଭୁବନେଶ୍ୱର ୧୮-୧୨-୨୦୨୪ (ପିପିଏସ) :

ଗାଡ଼କଣ ଟିଟିଏସ୍‌ ସ୍ଥାନାନ୍ତର ପ୍ରସଙ୍ଗ: ବିଏମ୍‌ସି ଘେରିଲା ଛାତ୍ର କଂଗ୍ରେସ

ଗାଡ଼କଣ ଟିଟିଏସ୍‌ ସ୍ଥାନାନ୍ତର ପ୍ରସଙ୍ଗ ଦିନକୁ ଦିନ ତୀବ୍ର ହେବାରେ ଲାଗିଛି। ଗୃହନିର୍ମାଣ ଓ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର ଟିଟିଏସ୍‌ ଗସ୍ତ କରି ପ୍ରତିଶ୍ରୁତି ଦେଇଥିଲେ ମଧ୍ୟ ତାହାର କୌଣସି ପ୍ରଭାବ ପଡ଼ି ନାହିଁ। ଭୁବନେଶ୍ୱର ୧୭-୧୨-୨୦୨୪ (ପିପିଏସ ) : ଗାଡ଼କଣ

ପିଏମ୍‌ଟିରେ ଡ୍ରାଇଭର ପଦବିରେ ନିଯୁକ୍ତି ପାଇଁ ଆଶାୟୀଙ୍କୁ ମିଳିଲା ଆଶ୍ବସ୍ତି

କରୋନା ମହାମାରୀ କାରଣରୁ ପୁଲିସ ମୋଟର ଟ୍ରାନ୍ସପୋର୍ଟରେ ଡ୍ରାଇଭର ପଦରେ ଗୋଟିଏ ଥର ପଇଁ ସର୍ବାଧିକ ବୟସ ସୀମା କୋହଳ ପାଇଁ ନିର୍ଦ୍ଦେଶ ଦିଆଯାଉଛି ବୋଲି ହାଇକୋର୍ଟ କହିଛନ୍ତି। କଟକ,୧୭-୧୨-୨୦୨୪ (ପିପିଏସ ) : ପୁଲିସ ମୋଟର ଟ୍ରାନ୍ସପୋର୍ଟ(ପିଏମଟି)ରେ ଡ୍ରାଇଭର ପଦରେ ନିଯୁକ୍ତି ପାଇଁ

ଲାଞ୍ଚ ନେଲା ବେଳେ ଶିକ୍ଷା ବିଭାଗର ଅଧିକାରୀଙ୍କୁ ଧରିଲା ଭିଜିଲାନ୍ସ

ଅବସରପ୍ରାପ୍ତ ଶିକ୍ଷକଙ୍କ ଫାଇନାଲ ପେନ୍‌ସନ୍‌ କରାଇଦେବା ପାଇଁ ୧୦ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନସ୍ ହାତରେ ଧରାପଡିଲେ ସେକ୍ସନ ଅଫିସର। ସଂପୃକ୍ତ ଅଧିକାରୀ ହେଲେ ନବରଙ୍ଗପୁର ଜିଲ୍ଲା ପାପଡାହାଣ୍ଡି ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟର ରଂଜିତ କୁମାର ଷଡ଼ଙ୍ଗୀ।

କଡା ଆକ୍ସନ ନେଲେ ମୋହନ ସରକାର

ସଚିବ ପଦରୁ ହଟିଲେ ବିଷ୍ଣୁପଦ ଭାରତୀୟ ପ୍ରଶାସନିକ ସେବା (ଆଇଏଏସ୍‌) ଅଧିକାରୀ ବିଷ୍ଣୁପଦ ସେଠୀଙ୍କୁ ରାଜ୍ୟ ସରକାର ବଦଳି କରିଛନ୍ତି। ପ୍ରମୁଖ ସଚିବ ବିଷ୍ଣୁପଦ ସେଠୀଙ୍କୁ ସାଧାରଣ ପ୍ରଶାସନ ଓ ଅଭିଯୋଗ ଓଏଏସ୍‌ଡି ଭାବେ ନିଯୁକ୍ତି ମିଳିଛି। ଶ୍ରୀ ସେଠୀଙ୍କୁ ବଦଳି ହୋଇଥିଲେ ବି ପ୍ରମୁଖ ସଚିବ

ରାଜଧାନୀରେ ଅଙ୍ଗନବାଡ଼ି କର୍ମୀ ଓ ସହାୟିକାଙ୍କ ଗଣଧାରଣା

ସରକାରୀ ମାନ୍ୟତା ସାଙ୍ଗକୁ ଦରମା ବୃଦ୍ଧି ଦାବିରେ ଲୋୟର ପିଏମଜିରେ ଅଙ୍ଗନବାଡ଼ି କର୍ମୀମାନେ ଗଣଧାରଣା ଦେଇଛନ୍ତି । ହଜାର ହଜାର ଅଙ୍ଗନବାଡ଼ି କର୍ମୀ ଓ ସହାୟିକା ଏକାଠି ହୋଇଛନ୍ତି । ସେମାନେ ବହିଷ୍କାର ହୋଇଥିବା କର୍ମୀଙ୍କୁ ପୁନଃନିଯୁକ୍ତି ଲାଗି ବି ଦାବି କରିଛନ୍ତି।  ଭୁବନେଶ୍ୱର

ନ୍ୟାୟ ପାଇଁ ଥାନାରେ ଧାରଣା 

ସନ୍ଦେହ ଘେରରେ ପିସିଆର ଡ୍ରାଇଭର ମୃତ୍ୟୁ ଘଟଣା ! ପାରାଦୀପ,୧୬-୧୨-୨୦୨୪ (ପିପିଏସ) : ପାରାଦୀପ ଆଦର୍ଶ ଥାନାରେ ପିସିଆର୍ ଡ୍ରାଇଭର ଭାବେ କାର୍ଯ୍ୟ କରିଥିବା ସୁକେଶ ମଣ୍ଡଳଙ୍କ ମୃତ୍ୟୁକୁ ୫ ମାସ ପୁରି ଥିବା ଏବଂ ଏହା ଏକ ସୁପର କଳ୍ପିତ ହତ୍ୟାକାଣ୍ଡ ବୋଲି ସନ୍ଦେହ କରାଯାଉଥିବା ବେଳେ

ସିବିଆଇ କାର୍ଯ୍ୟାଳୟରେ ପ୍ରତିକ୍ରିୟା ରଖିଲେ ଆଇଏଏସ୍‌ ଅଧିକାରୀଙ୍କ ଡ୍ରାଇଭର

ଜିଜିଏମ୍ ଏକ ଠିକା ସଂସ୍ଥାରୁ ୧୦ ଲକ୍ଷ ଟଙ୍କା ଲାଞ୍ଚ ନେବା ମାମଲାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ ଶନିବାର ଦିନ ବରିଷ୍ଠ ଆଇଏଏସ୍ ଅଧିକାରୀ ବିଷ୍ଣୁପଦ ସେଠୀଙ୍କ ଡ୍ରାଇଭର ନୃସିଂହ ଶତପଥୀଙ୍କୁ ପଚରାଉଚରା କରିଛି। ଭୁବନେଶ୍ୱର ୧୪-୧୨-୨୦୨୪(ପିପିଏସ) : ରାଷ୍ଟ୍ରାୟତ୍ତ ଉଦ୍ୟୋଗ ‘ବ୍ରିଜ୍ ଆଣ୍ଡ୍

ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଚାକିରି ମହଙ୍ଗା ପଡ଼ିଲା

ବିଦାହେଲେ ଅଙ୍ଗନବାଡି କର୍ମୀ କୁଆରମୁଣ୍ଡା/ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ ) : ଜାଲ୍‌ ସାର୍ଟିଫିକେଟ୍‌ ଦେଇ ଚାକିରି ମହଙ୍ଗା ପଡ଼ିଛି। ସତ୍ୟ ଜଣାପଡ଼ିବା ପରେ ଅଙ୍ଗନବାଡ଼ି କର୍ମୀ ଚାକିରିରୁ ବିଦା ହୋଇଛନ୍ତି। ଏଭଳି ଏକ ଘଟଣା ସୁନ୍ଦରଗଡ଼ ଜିଲ୍ଲା କୁଆରମୁଣ୍ଡା ବ୍ଲକ୍‌ର ଏକ

ମଶା ତେଲ ଲିଟର ପିଛା ୭୪୦ ଟଙ୍କାରେ କିଣି ଗିରଫ ହେଲେ ୪ ଜଣ

ଆଜି ଭିଜିଲାନ୍ସ ବିଭାଗ ଝାରସୁଗୁଡ଼ା ମ୍ୟୁନିସିପାଲଟିର ତତ୍କାଳୀନ ନିର୍ବାହୀ ଅଧିକାରୀ ମନୋଜ କୁମାର ତାଣ୍ଡିଙ୍କ ସମେତ ୪ ଜଣଙ୍କୁ ଗିରଫ କରିବା ପରେ କୋର୍ଟ ଚାଲାଣ କରିଛି। ଝାରସୁଗୁଡ଼ା/ଭୁବନେଶ୍ୱର ୧୩-୧୨-୨୦୨୪(ପିପିଏସ ) : ଝାରସୁଗୁଡ଼ା ମ୍ୟୁନିସିପାଲଟି ହୋଇଥିବା ମଶା ତେଲ ଦୁର୍ନୀତି