Sign in
Sign in
Recover your password.
A password will be e-mailed to you.
Browsing Category
ଦୁର୍ନୀତି
ଛୁଟିରେ ଥିବା ୧୯୬ଡାକ୍ତରଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ: ସ୍ବାସ୍ଥ୍ୟମନ୍ତ୍ରୀ
ଦୀର୍ଘଦିନ ଧରି ଛୁଟିରେ ଥିବା ୧୯୬ ଡାକ୍ତରଙ୍କ ବିରୋଧରେ ରାଜ୍ୟ ସରକାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ। ସେମାନଙ୍କ ଛୁଟିର କାରଣ ଯାଞ୍ଚ୍ କରାଯାଇ ସେମାନଙ୍କ ବିରୋଧରେ ସରକାରୀ ନିୟମ ଅନୁସାରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ
ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) :!-->!-->!-->…
ଚଢ଼ାଦରରେ ଆଳୁ ବିକିଲେ କାର୍ଯ୍ୟାନୁଷ୍ଠାନ: ରେଟ ଚାର୍ଟ ମାରିବାକୁ ତାଗିଦ୍
ରାଜ୍ୟରେ ଆଳୁ ସଙ୍କଟ ଜାରି ରହିଥିବାବେଳେ ଚଢ଼ାଦରରେ ଆଳୁ ବିକ୍ରି କରାଯାଉଥିବା ଅଭିଯୋଗ ଆଧାରରେ ଯୋଗାଣ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି। କଟକ ଛତ୍ରବଜାରର ବିଭିନ୍ନ ଦୋକାନ ଓ ଗୋଦାମରେ ଚଢ଼ଉ କରାଯାଇଛି। ସେହିପରି ଭୁବନେଶ୍ୱର ୪ ନମ୍ବର ମାର୍କେଟରେ ଯୋଗାଣ ବିଭାଗ ପକ୍ଷରୁ ଚଢ଼ଉ କରାଯାଇଛି
!-->!-->!-->…
୩ ବର୍ଷରେ ୧୨୫ କୋଟି ଲୁଟିଛନ୍ତି ସାଇବର ଲୁଟେରା: ମୁଖ୍ୟମନ୍ତ୍ରୀ
ରାଜ୍ୟରେ ସାଇବର ଲୁଟେରା ମାତିଛନ୍ତି। ସଚେତନତା ଅଭାବରୁ ଲୋକେ ସାଇବର ଠକେଇର ଶିକାର ହେଉଛନ୍ତି। ଗତ ୩ ବର୍ଷ ମଧ୍ୟରେ ସାଇବର ଲୁଟେରା ୧୨୫ କୋଟି ଲୁଟି ନେଇଛନ୍ତି। ଏନେଇ ୬ ହଜାର ୩୬୮ଟି ମାମଲା ରୁଜୁ ହୋଇଛି
ଭୁବନେଶ୍ୱର ୦୨-୧୨-୨୦୨୪(ପିପିଏସ) : ରାଜ୍ୟରେ ସାଇବର ଲୁଟେରା ମାତିଛନ୍ତି।!-->!-->!-->…
ବିଧବାଙ୍କୁ ଠକିଲେ ବ୍ୟାଙ୍କ ଅଧିକାରୀ: ଲୁଟିନେଲେ ୨ କୋଟି ୩୦ ଲକ୍ଷ
କଟକ ବାଦାମବାଡ଼ିରେ ଜଣେ ବିଧବା ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟରୁ ୨ କୋଟି ୩୦ ଲକ୍ଷ ଟଙ୍କା ହଡ଼ପ ହୋଇଛି। ବ୍ୟାଙ୍କର ରିଲେସନସିପ୍ ମ୍ୟାନେଜର ମହିଳାଙ୍କ ଦସ୍ତଖତ ନେଇ ତାଙ୍କ ଆକାଉଣ୍ଟରୁ ଏହି ଟଙ୍କା ହଡ଼ପ କରିଛନ୍ତି।
କଟକ,୦୧-୧୨-୨୦୨୪ (ପିପିଏସ ) : କଟକ ବାଦାମବାଡ଼ିରେ ଜଣେ ବିଧବା!-->!-->!-->…
ରୋଷେୟା ନିଯୁକ୍ତିରେ ଅନିୟମିତତା।
ଅଙ୍ଗନୱାଡ଼ି କେନ୍ଦ୍ରରେ ତାଲା ପକାଇଲେ ଗ୍ରାମବାସୀ।
୪ ଦିନ ହେଲା ଗଛମୂଳେ ଶିଶୁ, ଖାଉଛନ୍ତି ବିସ୍ଫୁଟ ।
ଭୁବନେଶ୍ୱର ୩୦-୧୧-୨୦୨୪ (ପିପିଏସ ) : ରୋଷେୟା ନିଯୁକ୍ତିରେ ଅନିୟମିତତା କୁ ନେଇ ମାଲକାନଗିରି ଜିଲ୍ଳା ମାଥିଲି ବ୍ଲକ ଚାଉଳମେନ୍ଦି ପଞ୍ଚାୟତ ପଦରସାହି ରେ ଉତ୍ତେଜନା । ୪!-->!-->!-->!-->!-->!-->!-->…
କଲେଜ ରେ ତାଲା ପକାଇଲେ ଠିକାଦାର !
ଜଗତସିଂହପୁର ୩୦-୧୧-୨୦୨୪ (ପିପିଏସ ) : ଆଜି ମଧ୍ୟାହ୍ନ ପ୍ରାୟ ଗୋଟାଏ ବେଳେ ଜଗତ ସିଂହପୁର ସ୍ବାମୀ ବିବେକାନନ୍ଦ ସ୍ମାରକ ମହାବିଦ୍ୟାଳୟ ରେ ତାଲା ପଡ଼ିବା ଘଟଣା ବୁଦ୍ଧିଜୀବୀ ମହଲକୁ ବ୍ୟଥିତ କରିଥିବା ଚର୍ଚ୍ଚା ଜୋର ଧରିଛି।ଘଟଣାରୁ ଜଣା ପଡ଼ିଛି ଯେ କଜେଜରେ କ୍ରୀଡା ନିମନ୍ତେ ଉଦ୍ଦିଷ୍ଟ ଘର ର!-->…
ଭିଜିଲାନ୍ସ କୋର୍ଟରେ ୫ ପୂର୍ବତନ ସରପଞ୍ଚଙ୍କ ସମେତ ୧୪ ଜଣ ଦୋଷୀ ସାବ୍ୟସ୍ତ
ବେଆଇନ୍ କାରବାର ସହିତ ଜଡ଼ିତ ଥିବା ବ୍ୟକ୍ତିମାନଙ୍କ ବିରୋଧରେ ଓଡ଼ିଶା ଭିଜିଲାନ୍ସ କାର୍ଯ୍ୟାନୁଷ୍ଠାନ ନେଉଛି।
ଭିଜିଲାନ୍ସ ବିଭାଗର ବିଭିନ୍ନ କୋର୍ଟରେ ଆଜି ୧୪ ଜଣ ଦୋଷୀ ସାବ୍ୟସ୍ତ ହୋଇଛନ୍ତି।
ଏଥିରେ ୫ ଜଣ ପୂର୍ବତନ ସରପଞ୍ଚ ମଧ୍ୟ ସାମିଲ ଅଛନ୍ତି।
ଭୁବନେଶ୍ୱର!-->!-->!-->!-->!-->!-->!-->!-->!-->…
ବନ୍ଦ ପଡ଼ିଛି ଗ୍ରାମୀଣ ଶିଳ୍ପ ଉଦ୍ୟାନ, ଖତଖାଉଛି ଯନ୍ତ୍ରପାତି
ସ୍ଥାନୀୟ ଅଞ୍ଚଳର ଚାଷୀ ଓ ମହିଳାଙ୍କୁ ରୋଜଗାରକ୍ଷମ କରିବାକୁ କୁଆରମୁଣ୍ଡାରେ ପ୍ରତିଷ୍ଠା ହୋଇଛି ଗ୍ରାମୀଣ ଶିଳ୍ପ ଉଦ୍ୟାନ। ଏଥିରେ ଜିଲ୍ଲା ଖଣିଜ ପ୍ରତିଷ୍ଠାନ (ଡିଏମ୍ଏଫ୍) ପାଣ୍ଠିରୁ ୨ କୋଟି ୭୦ ଲକ୍ଷ ଅଧିକ ଟଙ୍କା ଖର୍ଚ୍ଚ ହୋଇଛି। ୨୦୨୨ରୁ ଶେଷ ହୋଇଥିବା ପ୍ରକଳ୍ପ ଏଯାଏଁ କାର୍ଯ୍ୟକ୍ଷମ!-->…
ଡେଣ୍ଟାଲ ସର୍ଜନ ନିଯୁକ୍ତି ମାମଲା ନେଲା ନୂଆ ମୋଡ଼
ଡେଣ୍ଟାଲ୍ ସର୍ଜନ ନିଯୁକ୍ତି ମାମଲା ନୂଆ ମୋଡ଼ ନେଇଛି। ପ୍ରାର୍ଥୀଙ୍କ ଖାତାର ପୁନଃମୂଲ୍ୟାୟନ ପରେ ନିଯୁକ୍ତି ପରୀକ୍ଷାରେ ଅଧିକ ମାର୍କ ରଖିଥିବା ପ୍ରାର୍ଥୀ ନିଯୁକ୍ତିରୁ ବଞ୍ଚିତ ହୋଇଥିବା ବେଳେ କମ୍ ମାର୍କ ରଖିଥିବା ୧୧ ଜଣ ପ୍ରାର୍ଥୀ ନିଯୁକ୍ତି ପାଇ କାର୍ଯ୍ୟ କରୁଥିବା ସ୍ପଷ୍ଟ ହୋଇଥିଲା।
!-->!-->…
ପ୍ରସ୍ତାବରେ ସୀମିତ ଶୀତଳଭଣ୍ଡାର ସ୍ଥାପନ
କୋରାପୁଟ ଜିଲ୍ଲାରେ ଶୀତଳଭଣ୍ଡାର ନଥିବାରୁ ପନିପରିବା ଉତ୍ପାଦିତ ହେବା ପରେ ନଷ୍ଠ ହେବା ଭୟରେ ଚାଷୀମାନେ ଏହାକୁ ଶାଗମାଛ ଦରରେ ବିକ୍ରି କରୁଛନ୍ତି।
ଏହି ସମସ୍ୟା ଦୂର କରିବାକୁ ରାଜ୍ୟ ସମବାୟ ବିଭାଗର ରେଜିଷ୍ଟ୍ରାରଙ୍କୁ ପ୍ରସ୍ତାବ ଡିଆରସିଏସ୍ ପଠା ଯାଇଥିଲା। କିନ୍ତୁ ଏପର୍ଯ୍ୟନ୍ତ!-->!-->!-->!-->!-->…