Sign in
Sign in
Recover your password.
A password will be e-mailed to you.
Browsing Category
ଦୁର୍ନୀତି
ଡିଗ୍ରୀ କଲେଜର ଅଧ୍ୟକ୍ଷଙ୍କୁ ୭୯୯ କୋଟି ଟଙ୍କାର ବିଦ୍ୟୁତ୍ ବିଲ୍
ବିଦ୍ୟୁତ୍ ବିଲ୍ ଦେଖିବା ପରେ ଅଧ୍ୟକ୍ଷଙ୍କ ହୋସ ଉଡିଯାଇଛି |
ଅଧ୍ୟକ୍ଷ କହିଛନ୍ତି ଯେ ସେ ନୁହେଁ ତାଙ୍କ ପରିବାର ସମଗ୍ର ସମ୍ପତ୍ତି ବିକ୍ରି କରିଦେଲେ ବି ସେମାନେ ବିଲ୍ ପରିଶୋଧ କରିପାରିବେ ନାହିଁ।
ନୂଆଦିଲ୍ଲୀ/ଭୁବନେଶ୍ୱର ୨୩-୦୨-୨୦୨୫(ପିପିଏସ ) : ଉତ୍ତର ପ୍ରଦେଶର ଆଜମଗଡ଼!-->!-->!-->!-->!-->!-->!-->…
ଉପରେ ମାଛ ତଳେ କଇଁଛ
ଆନ୍ଧ୍ରରୁ ପଶ୍ଚିମବଙ୍ଗକୁ ଚାଲାଣ ହେଉଥିଲା କଇଁଛ; ଜଙ୍କିଆରେ ଧରିଲା ବନ ବିଭାଗ
ଜଂକିଆ/ଭୁବନେଶ୍ୱର ୨୩-୦୨-୨୦୨୫(ପିପିଏସ ) : ଆନ୍ଧ୍ରପ୍ରଦେଶର ବିଶାଖାପାଟଣାରୁ ପଶ୍ଚିମବଙ୍ଗକୁ ଅଭିନବ ଉପାୟରେ କଇଁଛ ଚୋରାଚାଲାଣ ବିଫଳ ହୋଇଛି। ଲକ୍ଷ୍ୟସ୍ଥଳରେ କଇଁଛ ପହଞ୍ଚିବା ପୂର୍ବରୁ ଖୋର୍ଦ୍ଧା!-->!-->!-->…
କିଟ୍ ପ୍ରସଙ୍ଗରେ କଂଗ୍ରେସ ନେତା ବିଜୟ ପଟ୍ଟନାୟକଙ୍କ ବିସ୍ଫୋରକ ବୟାନ
କିଟ୍ ପ୍ରତିଷ୍ଠାତା ଅଚ୍ୟୁତ ସାମନ୍ତଙ୍କ ଗିରଫ ଦାବିରେ ଯୁବ ଓ ଛାତ୍ର କଂଗ୍ରେସ ପକ୍ଷରୁ କିଟ୍ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ତେଣେ ଏନେଇ ବରିଷ୍ଠ ନେତା ବିଜୟ କୁମାର ପଟ୍ଟନାୟକ କହିଛନ୍ତି, କିଟରେ ଘଟିଥିବା ଘଟଣା ନିନ୍ଦନୀୟ।
ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) : କିଟ୍!-->!-->!-->…
ନେପାଳର ମନ୍ତ୍ରୀଙ୍କ ସହ କଥାହେଲେ ମୁଖ୍ୟମନ୍ତ୍ରୀ
କିଟ୍ ଘଟଣା ନେଇ ମୁଖ୍ୟମନ୍ତ୍ରୀ କହିଲେ- ନେପାଳର ପିଲାମାନେ ହେଉଛନ୍ତି ଆମ ପିଲା
ଭୁବନେଶ୍ୱର ୨୨-୦୨-୨୦୨୫(ପିପିଏସ) : ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ କିଟ୍ ଘଟଣା ସମ୍ପର୍କରେ ନେପାଳର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡଃ ଆର୍ଜୁ ରାନା ଦେଉବାଙ୍କ ସହ ଫୋନ୍ ଯୋଗେ ଆଲୋଚନା କରି ଏହି ଘଟଣାରେ!-->!-->!-->…
୫ଟି ସ୍କୁଲରେ ଦୁର୍ନୀତିର ଅଭିଯୋଗ ଆସିଲେ, ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ: ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ…
ଆଜି ୫ଟିକୁ ନେଇ ବିଧାନସଭାରେ ସରଗରମ ଆଲୋଚନା ହୋଇଛି। ୫ଟି ସ୍କୁଲରେ ଦୁର୍ନୀତିର ଅଭିଯୋଗ ଆସିଲେ, ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ନିତ୍ୟାନନ୍ଦ ଗଣ୍ଡ କହିଛନ୍ତି।
ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) : ଆଜି ୫ଟିକୁ ନେଇ ବିଧାନସଭାରେ!-->!-->!-->…
ଗୋଟିଏ ଖଣି ପାଇଁ ୯୮ କୋଟି ଦଣ୍ଡ: ଏନ୍ଜିଟିଙ୍କ ରାୟ ପରେ ଖଣି ମାଲିକ ଛାନିଆ
ମାତ୍ରାଧିକ ଖଣି ଖନନ ଖୋର୍ଦ୍ଧାର ଜଣେ ଖଣି ମାଲିକଙ୍କ ପାଇଁ ମହଙ୍ଗା ସାବ୍ୟସ୍ତ ହୋଇଛି। କୋଟିଏ କି ୨ କୋଟି ନୁହେଁ, ପରିବେଶ କ୍ଷତି ଓ ଅନ୍ୟାନ୍ୟ କ୍ଷତିପୂରଣ ବାବଦରେ ୯୮ କୋଟି ୩୧ ଲକ୍ଷ ୪୯ ହଜାର ୧୩୫ ଟଙ୍କା ଆଦାୟ କରିବାକୁ ନିର୍ଦ୍ଦେଶ ଦିଆଯାଇଛି।
ଭୁବନେଶ୍ୱର ୨୧-୦୨-୨୦୨୫ (ପିପିଏସ ) :!-->!-->!-->…
ଭୁବନେଶ୍ବର ଏମ୍ସରେ: ନିଯୁକ୍ତି ଜାଲିଆତି
ନିଯୁକ୍ତି ଜାଲିଆତି ହୋଇଥିବା ଅଭିଯୋଗ ପରେ ଭୁବନେଶ୍ବର ଏମ୍ସରେ ସିବିଆଇ ଟିମ୍ ପହଞ୍ଚି ଖୋଳତାଡ୍ ଆରମ୍ଭ କରିଛନ୍ତି। ୫ ଜଣଙ୍କ ନିଯୁକ୍ତି କ୍ଷେତ୍ରରେ ଜାଲିଆତି ହୋଇଥିବା ଅଭିଯୋଗ ହୋଇଛି
ଭୁବନେଶ୍ୱର ୧୯-୦୨-୨୦୨୫(ପିପିଏସ ) : ନିଯୁକ୍ତି ଜାଲିଆତି ହୋଇଥିବା ଅଭିଯୋଗ ପରେ ଭୁବନେଶ୍ବର!-->!-->!-->…
ମୃତବ୍ୟକ୍ତି ଖାଉଥିଲେ ରାସନ ଚାଉଳ: ଯୋଗାଣମନ୍ତ୍ରୀ
୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା
ଭୁବନେଶ୍ୱର ୧୯-୦୨-୨୦୨୫(ପିପିଏସ ) : ରାଜ୍ୟରେ ୩ ଲକ୍ଷରୁ ଅଧିକ ମୃତ ବ୍ୟକ୍ତିଙ୍କ ନାଁରେ ରାସନ ଚାଉଳ ନିଆଯାଉଥିଲା। ବିଧାନସଭାରେ ଏନେଇ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର ଉତ୍ତର!-->!-->!-->…
୨୦୨୩ ତୁଳନାରେ ୨୦୨୪ରେ ରାଜ୍ୟରେ ଅପରାଧିକ କାର୍ଯ୍ୟକଳାପ ବଢ଼ିଛି
୨୦୨୩ ତୁଳନାରେ ୨୦୨୪ରେ ରାଜ୍ୟରେ ଅପରାଧିକ କାର୍ଯ୍ୟକଳାପ ବଢ଼ିଛି । ଏନେଇ ଗୃହରେ ସୂଚନା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। କଂଗ୍ରେସ ବିଧାୟକ ତାରା ପ୍ରସାଦ ବାହିନୀପତିଙ୍କ ପ୍ରଶ୍ନରେ ଲିଖିତ ଉତ୍ତର ଦେଇ ଏହା କହିଛନ୍ତି ମୁଖ୍ୟମନ୍ତ୍ରୀ।
ଭୁବନେଶ୍ୱର ୧୭-୦୨-୨୦୨୫(ପିପିଏସ) :!-->!-->!-->…
ଜେଲ୍ କର୍ତ୍ତୃପକ୍ଷଙ୍କୁ ସ୍ପାଇଡର୍ ଡର
ସେଲ୍ରେ କଡ଼ା ପହରା, ପାଚେରି ଚଢ଼ି ଜେଲ୍ରୁ ଚମ୍ପଟ ମାରିପାରେ
ପୂର୍ବତନ ପିସିସି ସଭାପତି ନିରଂଜନ ପଟ୍ଟନାୟକଙ୍କ ଘରୁ ଚୋରି କରି ଗିରଫ ହୋଇଥିବା ଆନ୍ଧ୍ରପ୍ରଦେଶର କୁଖ୍ୟାତ ସ୍ପାଇଡର୍ ସତୀଶ ପାଇଁ ଝାରପଡ଼ା ଜେଲ୍ କର୍ତ୍ତୃପକ୍ଷଙ୍କ ଚିନ୍ତା ବଢ଼ିଛି। ତା’ ନାଁରେ ପାଚେରି ଚଢ଼ି ଜେଲ୍ରୁ!-->!-->!-->…