Sign in
Sign in
Recover your password.
A password will be e-mailed to you.
Browsing Category
ଦୁର୍ନୀତି
ଡିସେମ୍ବର ୧୯ରେ ବିଧାନସଭା ଘେରିବେ ଅଙ୍ଗନବାଡ଼ି କର୍ମୀ
ଅଙ୍ଗନବାଡ଼ି କର୍ମୀଙ୍କୁ ଆର୍ଥିକ ଶୋଷଣ ବନ୍ଦ ଓ ଅନାବଶ୍ୟକ କାର୍ଯ୍ୟଭାର ପ୍ରତ୍ୟାହାର ସହ ଭତ୍ତା ବୃଦ୍ଧିର ପ୍ରତିଶ୍ରୁତି ପୂରଣ ନକଲେ ଆଗାମୀ ଡିସେମ୍ବର ୧୯ ତାରିଖରେ ବିଧାନସଭା ଘେରାଉ କରିବ ଅଙ୍ଗନବାଡ଼ି କର୍ମଚାରୀ ୟୁନିୟନ ସଂଯୁକ୍ତ ମୋର୍ଚ୍ଚା।
ଭୁବନେଶ୍ୱର ୧୯-୧୧-୨୦୨୪(ପିପିଏସ) :!-->!-->!-->…
କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କୁ ବାନ୍ଧିଲା ଭିଜିଲାନ୍ସ
କାମାକ୍ଷାନଗର ଉପଜିଲ୍ଲାପାଳ ନାରାୟଣ ଚନ୍ଦ୍ର ନାୟକଙ୍କୁ ବାନ୍ଧିଲା ଭିଜିଲାନ୍ସ। ଗତକାଲି କାମାକ୍ଷାନଗର ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଓ ସରକାରୀ ବାସଭବନରେ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯିବା ପରେ କଟକକୁ ଅଣାଯାଇଥିଲା। ସେଠାରେ ତାଙ୍କୁ ଭିଜିଲାନ୍ସ ଗିରଫ କରିଥିବା ଜଣାଯାଇଛି।
!-->!-->!-->…
ଦୁର୍ଗମ ଅଞ୍ଚଳରେ ବିପର୍ଯ୍ୟସ୍ତ ସ୍ବାସ୍ଥ୍ୟସେବା: ଦୋଳାରେ ୮ କିମି ବୁହା ହେଲେ ମହିଳା
ରାଜ୍ୟରେ ଆଜି ବି ଏମିତି ଅନେକ ଦୁର୍ଗମ ଅଞ୍ଚଳ ଅଛି, ଯେଉଁଠି ଲୋକେ ସ୍ବାସ୍ଥ୍ୟସେବାରୁ ବଞ୍ଚିତ ହେବା ସହ ଆମ୍ବୁଲାନ୍ସ ଭଳି ଜରୁରୀକାଳୀନ ସେବା ସାତସପନ ପାଲଟିଛି। ଭାତହାଣ୍ଡିରୁ ଗୋଟିଏ ଚିପିବା ନ୍ୟାୟରେ ଏହାର ଜ୍ବଳନ୍ତ ଉଦାହରଣ
ପାତ୍ରପୁର/ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ରାଜ୍ୟରେ!-->!-->!-->…
ଖଣି ଆନ୍ଦୋଳନ ରୋକିବାକୁ ସରକାରଙ୍କ କଠୋର ନିଷ୍ପତ୍ତି: ତାଳଚେରରେ ୬ ମାସ ପାଇଁ ‘ଏସ୍ମା’ ଲାଗୁ
ତାଳଚେର ଖଣି ଅଞ୍ଚଳରେ ଚାଲିଥିବା ଆନ୍ଦୋଳନ ରୋକିବା ପାଇଁ ସରକାର କଠୋର ନିଷ୍ପତ୍ତି ଗ୍ରହଣ କରିଛନ୍ତି। ଏମ୍ସିଏଲ୍ ଦ୍ବାରା ଚାଲିଥିବା କୋଇଲା ଖନନ ଓ ପରିବହନ ବ୍ୟବସ୍ଥାରେ ଅତ୍ୟାବଶ୍ୟକ ସେବା ଆଇନ୍ (ଏସ୍ମା) ଲାଗୁ କରାଯାଇଛି।
ଅନୁଗୁଳ/ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ତାଳଚେର!-->!-->!-->…
ଯନ୍ତ୍ରୀଙ୍କ ଘରେ କେଜିଏ ସୁନା
ଭୁବନେଶ୍ୱର ୧୮-୧୧-୨୦୨୪ (ପିପିଏସ) : ଭିଜିଲାନ୍ସ ଜାଲରେ ଓଡ଼ିଶା ପୁଲିସ୍ ହାଉସିଂ ୱେଲଫେୟାର କର୍ପୋରେସନ୍ ବ୍ରହ୍ମପୁର ଡିଭିଜନ୍ ଡିଜିଏମ୍ ସୁବାସ ଚନ୍ଦ୍ର ପଣ୍ଡା। ଆଜି ସକାଳେ ତାଙ୍କ ଘରେ ଭିଜିଲାନ୍ସ ଟିମ୍ ଚଢ଼ାଉ ଆରମ୍ଭ କରିଥିଲା। ତାଙ୍କ ଘର ସମେତ ଚାରିଟି ସ୍ଥାନରେ ଚାଲିଛି ଚଢ଼ାଉ।!-->…
ମାଟିରେ ମିଶିଲା ଟାଗୋର ସୋସାଇଟି
ଡିଏନକେ ପଡିଆ ସମ୍ପ୍ରସାରଣ ଘଟଣା
ମାଲକାନଗିରି/ଭୁବନେଶ୍ୱର ୧୭-୧୧-୨୦୨୪(ପିପିଏସ ) : ମାଲକାନଗିରି ସଦର ମହକୁମାରେ ରହିଥିବା ଡିଏନକେ ପଡିଆ ସଂପ୍ରସାରଣ ନେଇ ଜିଲ୍ଲା ପ୍ରଶାସନ ତତ୍ପରତା ଦେଖାଇଥିବା ବେଳେ ପଡିଆକୁ ଲାଗି ରହିଥିବା ଟାଗୋର ସୋସାଇଟିକୁ ସଂପୂର୍ଣ୍ଣ ଉଚ୍ଛେଦ କରାଯାଉଛି। ୪!-->!-->!-->…
ପିଲାଙ୍କ ପାଇଁ ଆସିଥିବା ସରକାରୀ ୟୁନିଫର୍ମ-ଜୋତା ଡମ୍ପିଂୟାର୍ଡରେ ଖତ ଖାଉଛି
ପିଲାଙ୍କ ମଧ୍ୟରେ ସ୍କୁଲ ଯିବା ଲାଗି ଆଗ୍ରହ ସୃଷ୍ଟି କରିବା ପାଇଁ ରାଜ୍ୟ ସରକାର କୋଟିକୋଟି ଟଙ୍କା ଖର୍ଚ୍ଚ କରୁଛନ୍ତି। ମଧ୍ୟାହ୍ନ ଭୋଜନ ବ୍ୟବସ୍ଥା ସହିତ ୟୁନିଫର୍ମ ଓ ଜୋତା ପିଲାଙ୍କୁ ଯୋଗାଇ ଦିଆଯାଉଛି। ତେବେ ୟୁନିଫର୍ମ ଓ ଜୋତା ପିଲାଙ୍କୁ ମିଳିବା ପରିବର୍ତ୍ତେ ଡମ୍ଫିୟାର୍ଡରେ ଖତ ଖାଉଛି
!-->!-->…
ମହାପ୍ରଭୁଙ୍କ ଜମି ବେଆଇନ୍ ଜବରଦଖଲ କରି ହସ୍ତାନ୍ତର ଉଦ୍ୟମ, ଥାନାରେ ଏତଲା
ପୁରୀ/ଭୁବନେଶ୍ୱର ୧୬-୧୧-୨୦୨୪(ପିପିଏସ) : ବିଶ୍ବ ନିୟନ୍ତାଙ୍କୁ ମଧ୍ୟ ଆମ ସମାଜର କିଛି ଲୋକ ଖାତିର କରୁ ନାହାନ୍ତି। ଯାହାଙ୍କ ନିର୍ଦ୍ଦେଶରେ ଏହି ଦୁନିଆ ପରିଚାଳିତ ହେଉଛି, ସେହି କାଳିଆ ଠାକୁରଙ୍କ ସଂପତ୍ତି ଉପରେ ମଧ୍ୟ ଖଳ ଲୋକମାନେ ନଜର ପକାଉଛନ୍ତି। ଏଭଳି ଏକ ଅଭିଯୋଗ ଆସିଛି। ମହାପ୍ରଭୁ!-->…
୫ ହଜାର ଲାଞ୍ଚ ନେଇ ଭିଜିଲାନ୍ସ ହାତରେ ଧରା ପଡ଼ିଲେ ଆର୍ଆଇ
ଭଦ୍ରକ/ଭୁବନେଶ୍ୱର ୧୪-୧୧-୨୦୨୪ (ପିପିଏସ ) : ଭଦ୍ରକ ଜିଲ୍ଲା ଗଦି ରାଜସ୍ୱ ସର୍କଲର ରାଜସ୍ୱ ଅଧିକାରୀ (ଆର୍ଆଇ) ଗୁରୁବାର ଦିନ ଓଡିଶା ଭିଜିଲାନ୍ସ ହାତରେ ପଡ଼ିଛନ୍ତି। ସେ ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ସମୟରେ ଭିଜିଲାନ୍ସ ଟିମ୍ ତାଙ୍କୁ ଧରିଛି। ଅଭିଯୁକ୍ତ ଆର୍ଆଇଙ୍କ ନାମ ଭାଗବତ ଖଟୁଆ!-->…
ନିମ୍ନମାନର ରାଜରାସ୍ତା: ବର୍ଷକରେ ଉଠିଲା ପିଚୁ
ରାଣୀଗଡ଼ରୁ ବାଲିପୁଜାରୀପୁଟ ପର୍ଯ୍ୟନ୍ତ ୨କିଲୋମିଟର ରାସ୍ତା। ଏଥି ପାଇଁ ୫୦ଲକ୍ଷ ଟଙ୍କା ଖର୍ଚ୍ଚ ବି କରାଯାଇଥିଲା। ଅଦିନିଆ ବର୍ଷାରେ ରାସ୍ତା ଅବସ୍ଥା ଶୋଚନୀୟ ହୋଇପଡ଼ିଛି।
କୋରାପୁଟ/ଭୁବନେଶ୍ୱର ୧୧-୧୧-୨୦୨୪(ପିପିଏସ ) : ପୂର୍ତ୍ତବିଭାଗ ପକ୍ଷରୁ ମାତ୍ର ବର୍ଷକ ତଳେ ପୁନଃରୁଦ୍ଧାର!-->!-->!-->…