Sign in
Sign in
Recover your password.
A password will be e-mailed to you.
Browsing Category
ଦୁର୍ନୀତି
ଆହାର କେନ୍ଦ୍ରରେ ଦୃନୀତି ଏବଂ ଅନିମୟତା
ଆଠ ମାସ ହେବ ସୁରକ୍ଷା କର୍ମୀ ନ ଥାଇ ବିଲ ପ୍ରଦାନ
ରାଉରକେଲା /ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ରାଜଗାଙ୍ଗପୁର ସ୍ଥିତ ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ର ମଧ୍ୟରେ ସ୍ଥାପିତ ଆହାର କେନ୍ଦ୍ର ରେ ଗତ କିଛି ବର୍ଷ ତଳେ 400 ଜଣଙ୍କ ପାଇଁ 5 ଟଙ୍କା ମୂଲ୍ୟରେ ଆହାର ଜନତାଙ୍କପାଇଁ ବ୍ୟବସ୍ଥା !-->!-->!-->…
୬ବର୍ଷ ପରେ ବି ସରୁନି ଏନ୍ଏଚର ୧୦ ପ୍ରକଳ୍ପ କାମ
କୋରାପୁଟ/ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ଯେଉଁ ଅଂଚଳର ଗମନାଗମନର ବିକାଶ ହେବ ସେହି ଅଂଚଳର କୃଷି, ବ୍ୟବସାୟ ସହ ଆର୍ଥନୈତିକ ସ୍ବଚ୍ଛଳତା ସବୁ ବର୍ଗ ଲୋକଙ୍କର ବୃଦ୍ଧି ପାଇବ। ଏହାକୁ ଦୃଷ୍ଟିରେ ରଖି କେନ୍ଦ୍ର ସରକାର କୋରାପୁଟ ଜିଲ୍ଲା ଦେଇ ଯାଇଥିବା ୨ଟି ଡିଭିଜନର ଜାତୀୟ ରାଜପଥ ୨୬ ଓ!-->…
ଅଳ୍ପଦିନପରେ ଆନ୍ତର୍ଜାତିକ ବାଲୁକାକଳା ପ୍ରଦର୍ଶନୀ
ଆଗକୁ "ମାଘ ସପ୍ତମୀ ବୁଡ଼"
ଅସ୍ତବ୍ୟସ୍ତ ହୋଇ ପଡ଼ିଛି ବେଳାଭୂମି
ପ୍ରଶାସନ ଦୃଷ୍ଟି ଦେବାକୁ ଦାବୀ
କୋଣାର୍କ/ଭୁବନେଶ୍ୱର ୦୪-୧୧-୨୦୨୪ (ପିପିଏସ) : ଡିସେମ୍ବର ୧ ରୁ ୫ କୋଣାର୍କ ଉତ୍ସବ ୨୦୨୪ ଆରମ୍ଭ ହେବ। ଏହି ଉତ୍ସବ ଅବସରରେ!-->!-->!-->!-->!-->!-->!-->!-->!-->…
ବିଏମ୍ସି ବରବାଦ କଲା କୋଟିଏ: ରାଜ୍ୟର ପ୍ରଥମ ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍ ବିଫଳ
ଡୁମୁଡ଼ୁମାରେ ରାଜ୍ୟର ପ୍ରଥମ ଆଦର୍ଶ ମହିଳା ଭେଣ୍ଡିଂ ଜୋନ୍ ପ୍ରତିଷ୍ଠା କରି ବିଏମ୍ସି କୋଟିଏ ଟଙ୍କା ବରବାଦ୍ କରିଛି।
ଏଠାରେ ଭେଣ୍ଡିଂ ଜୋନ୍ ନିର୍ମାଣ ହେବା ଦିନଠାରୁ ଅଧିକାଂଶ ବ୍ୟବସାୟୀ ଦୋକାନ ଖୋଲୁ ନାହାନ୍ତି।
ଭୁବନେଶ୍ୱର ୦୩-୧୧-୨୦୨୪(ପିପିଏସ ) : ଡୁମୁଡ଼ୁମାରେ!-->!-->!-->!-->!-->!-->!-->…
ଜବରଦଖଲରେ ୟୁଜିଆଇଇର ୨ ଏକର ଜମି: ଦୁଇବର୍ଷ ହେଲା ଚାଲିଛି ମିକ୍ସର ପ୍ଲାଣ୍ଟ
ରାଉରକେଲାରେ ଯିଏ ଯେଉଁଠି ସୁଯୋଗ ପାଇଲା, ସେଠାକାର ଜମି ଜବରଦଖଲକୁ ନେଇ ଘର ତିଆରାକଲା। ବସ୍ତିଠାରୁ ଆରମ୍ଭକରି ଅନ୍ୟ ସମସ୍ତ ପ୍ରମୁଖ ଅଞ୍ଚଳରେ ଏଭଳି ଜବରଦଖଲ ନିତିଦିନିଆ ହେଲାଣି।
-ସବୁ ଜାଣି ପ୍ରଶାସନ ଚୁପ୍
ରାଉରକେଲା: ସ୍ମାର୍ଟସିଟିରେ ଜମି ଜବରଦଖଲ ନୂଆ ନୁହେଁ। ଯିଏ ଯେଉଁଠି!-->!-->!-->!-->!-->…
କାମରେ ଆସୁନି ଅଙ୍ଗନବାଡି କେନ୍ଦ୍ର, ଗଛ ମୂଳରେ ଚାଲିଛି ପାଠପଢ଼ା
ସିମୁଳିଆ/ଭୁବନେଶ୍ୱର ୦୩-୧୧-୨୦୨୪(ପିପିଏସ ) : ସମନ୍ବିତ ଶିଶୁ ବିକାଶ ଯୋଜନାରେ ପ୍ରତି ଅଙ୍ଗନବାଡି କେନ୍ଦ୍ର ପାଇଁ ସ୍ଥାୟୀ ପକ୍କା ଗୃହ ଯୋଗାଇ ଦିଆ ଯାଇଛି । ହେଲେ ପ୍ରଶାସନିକ ଆନ୍ତରିକତା ଅଭାବ ଯୋଗୁଁ ଗୃହ ନିର୍ମାଣ କାର୍ଯ୍ୟ ସମ୍ପାଦନ ହୋଇ ଯାଇଥିଲେ ବି ନିର୍ମିତ ଗୃହ କାମରେ ଆସୁନି ।!-->…
ବିପଦସଂକୂଳ ଅବସ୍ଥାରେ ମାଲକାନଗିରି ଜିଲ୍ଲାର ଶତାଧିକ ବିଦ୍ୟାଳୟ ଗୃହ
ମାଲକାନଗିରି ଜିଲ୍ଲାର ସାତୋଟି ବ୍ଲକରେ ଭୁଶୁଡି ପଡିଛି ଶିକ୍ଷା ବ୍ୟବସ୍ଥା। କେଉଁଠି ବିଦ୍ୟାଳୟ ଅଛି ତ ଛାତ୍ରଛାତ୍ରୀ ନାହାନ୍ତି ତ ଆଉ କେଉଁଠି ଭଙ୍ଗା ଦଦରା କୋଠାରେ ପାଠ ପଢୁଛନ୍ତି ଛାତ୍ରଛାତ୍ରୀ। ଅଧିକାଂଶ ସ୍କୁଲରେ ପ୍ରଥମରୁ ପଞ୍ଚମ ଯାଏଁ ଥିବା ବେଳେ ମାତ୍ର ରହିଛନ୍ତି ଜଣେ ମାତ୍ର!-->…
୪୦୮ ଗାଁକୁ ଡିବିରି ଭରସା: ପାଖରେ ଦୁଇଟି ଜଳବିଦ୍ୟୁତ୍ ପ୍ରକଳ୍ପ ଥାଇ ବି ଅନ୍ଧାରରେ ଗ୍ରାମବାସୀ
କୋରାପୁଟ ଜିଲ୍ଲାର ୪୦୮ଗାଁକୁ ବିଦ୍ୟୁତ୍ ସେବା ସ୍ବପ୍ନ ପାଲଟିଛି।
ଡିବିର ଓ ଜହ୍ନ ଆଲୁଅ ଏହି ଗ୍ରାମବାସୀଙ୍କ ପାଇଁ ଆଲୋକର ମାଧ୍ୟମ ପାଲଟିଛି।
ପାଠପଢ଼ାଠୁ ରାତ୍ରି ଭୋଜନ, ଜାନିଯାତ୍ରା, ସାଂସ୍କୃତିକ କାର୍ଯ୍ୟକ୍ରମ ସବୁକିଛି ଏମାନେ ଡିବିର ଆଲୁଅ ମାଧ୍ୟମରେ ହିଁ କରିଥାନ୍ତି।
!-->!-->!-->!-->!-->!-->!-->!-->…
ଅବ୍ୟବସ୍ଥା ଘେରରେ ଓଡ଼ିଶାର ସର୍ବବୃହତ କଟକ ପଶୁ ଚିକିତ୍ସାଳୟ
କଟକ,୩୦-୧୦-୨୦୨୪ (ପିପିଏସ ) : ଓଡ଼ିଶାର ସର୍ବବୃହତ କଟକ ଭେଟନାରୀ ହସ୍ପିଟାଲ ଏବେ ଅବ୍ୟବସ୍ଥା ଘେରରେ ରହିଛି। ବାରବାଟୀ କଟକ ବିଧାୟିକା ସୋଫିଆ ଫିର୍ଦୋସ ବୁଧବାର ବକ୍ସି ବଜାରସ୍ଥିତ ଏହି ସରକାରୀ ପ୍ରାଣୀ ଚିକିତ୍ସାଳୟକୁ ଅଚାନକ ଗସ୍ତ କରି ନବ ନିର୍ମିତ ଅଫିସ୍ ବୁଲିବା ସହ ସେଠାରେ!-->…
ବାତ୍ୟା ପରେ ବାତ୍ୟା ଯାଉଛି: ସୁଲୋଚନାଙ୍କ ମୁଣ୍ଡ ଉପରୁ ହଟୁନି ଜରିପାଲ
ବାତ୍ୟା ପରେ ବାତ୍ୟା ଯାଉଛି। ମାତ୍ର ବୃଦ୍ଧା ସୁଲୋଚନାଙ୍କ ମୁଣ୍ଡ ଉପରୁ ଜରିପାଲ ଯିବା ନାଁ ଧରୁନି। ବାତ୍ୟା ଆସିବା ବେଳେ ତାଙ୍କୁ ପ୍ରଶାସନ ନେଇ ବାତ୍ୟା ଆଶ୍ରୟସ୍ଥଳୀ, ସ୍କୁଲ୍ କୋଠା କିମ୍ବା କ୍ଲବ୍ ଘରକୁ ନେଇ ଆଶ୍ରୟ ଦେଉଛି।
ଭୁବନେଶ୍ୱର ୨୮-୧୦-୨୦୨୪ (ପିପିଏସ) : ବାତ୍ୟା ପରେ!-->!-->!-->…