Sign in
Sign in
Recover your password.
A password will be e-mailed to you.
Browsing Category
ଦୁର୍ନୀତି
ପାଳନ ହେଉନି ଏନ୍ଜିଟିଙ୍କ ନିର୍ଦ୍ଦେଶନାମା
ବର୍ଜ୍ୟବସ୍ତୁରେ ପୋତା ହେଉଛି ବାଲିଯାତ୍ରା ପଡ଼ିଆ ଓ ନଦୀଶଯ୍ୟା
ମହାନଦୀ ଓ କାଠଯୋଡି ନଦୀ ଶଯ୍ୟା ସୁରକ୍ଷା ପାଇଁ ଜାତୀୟ ଗ୍ରିନ୍ ଟ୍ରିବ୍ୟୁନାଲ୍(ଏନ୍ଜିଟି)ଙ୍କ ନିର୍ଦ୍ଦେଶର ଖୋଲା ଉଲ୍ଲଂଘନ ହେଉଛି। ନଦୀଶଯ୍ୟା ଓ ବାଲିଯାତ୍ରା ପଡ଼ିଆରେ କୁଢ଼କୁଢ଼ କଂକ୍ରିଟ୍ ଆବର୍ଜନା ଗଦାଇ!-->!-->!-->!-->!-->…
କର୍ମଚାରୀଙ୍କ ଆନ୍ଦୋଳନ: ସମ୍ବଲପୁରରେ ଆଜି ଗଡ଼ୁନି ମୋ ବସ୍
ସମ୍ବଲପୁରରେ ଆଜି ଗଡ଼ୁନି ମୋ ବସ୍। ଠିକା କଂପାନିର ଅଧିକାରୀଙ୍କ ମନମୁଖୀ ପ୍ରତିବାଦରେ ମୋ ବସ୍ କର୍ମଚାରୀଙ୍କ ଆନ୍ଦୋଳନ ଯୋଗୁ ଗାଡ଼ି ଚଳାଚଳ ବ୍ୟାହତ ହୋଇଛି। ମୋ ବସ୍ କର୍ମଚାରୀଙ୍କ ଆନ୍ଦୋଳନ ଫଳରେ ଯାତ୍ରୀମାନେ ହଇରାଣ ହରକତ ହେଉଥିବା ପରିଲକ୍ଷିତ ହେଉଛି।
ସମ୍ବଲପୁର/ଭୁବନେଶ୍ୱର!-->!-->!-->!-->!-->…
ଅସୁରକ୍ଷିତ ଏସ୍ସିବି ରେକର୍ଡରୁମ୍
ଛାତ ଫାଟି ପାଣି ଗଳୁଛି। କେଉଁଠି କେଉଁଠି ଗଛ ଉଠିଗଲାଣି। କୌଣସି ଥାକ ବି ନାହିଁ। ଯିଏ ନେଲା ବିଡ଼ା ବାନ୍ଧି ପକେଇ ଦେଲା। କର୍ମଚାରୀଙ୍କ ପାଇଁ ବସିବାକୁ ସ୍ଥାନ ନାହିଁ। ଏଭଳି ଅସୁରକ୍ଷିତ ଭାବେ ବର୍ଷ ବର୍ଷ ହେଲା ଚାଲିଛି ରାଜ୍ୟର ସବୁଠାରୁ ବଡ଼ ରେଫରାଲ ହସ୍ପିଟାଲ କଟକ ବଡ଼ଡାକ୍ତରଖାନାର!-->!-->!-->…
୧ରୁ ଧର୍ମଘଟକୁ ଓହ୍ଲାଇବେ ଆମ୍ବୁଲାନ୍ସ କର୍ମଚାରୀ
୧୨ ଘଣ୍ଟା ଡ୍ୟୁଟି, ୮ ଘଣ୍ଟାର ଦରମା
ଭୁବନେଶ୍ୱର ୨୭-୧୦-୨୦୨୪(ପିପିଏସ) : ଆସନ୍ତା ନଭେମ୍ବର ପହିଲାରୁ ଆନ୍ଦୋଳନକୁ ଓହ୍ଲାଇବେ ୧୦୮ ଆମ୍ବୁଲାନ୍ସ କର୍ମଚାରୀ। ନୂଆ ଟେଣ୍ଡର ନେଇଥିବା କମ୍ପାନୀ ମନମାନୀ କରୁଥିବା ଅଭିଯୋଗରେ ଅସନ୍ତୁଷ୍ଟ ପ୍ରକାଶ କରି ଆମ୍ବୁଲାନ୍ସ କର୍ମଚାରୀ ମହାସଂଘ ପକ୍ଷରୁ!-->!-->!-->…
ଯୋଗାଣ ବିଭାଗ ତରଫରୁ ବିଭିନ୍ନ ସ୍ଥାନରେ ଚଢ଼ାଉ ।
ଭାପୁର,୨୫-୧୦-୨୦୨୪(ପିପିଏସ) : ବାତ୍ୟା ' ଦାନା ' କୁ ନେଇ ସାଧାରଣ ଜନତା ଯେତିକି ଆତଙ୍କିତ ହୋଇଥିଲେ ସେତିକି ନିତ୍ୟ ବ୍ୟବହାର୍ଯ୍ୟ ଖାଉଟି ସାମଗ୍ରୀର ଦରଦାମ୍ ବୃଦ୍ଧି ଦେଖି ମଧ୍ୟବିତ୍ତ ପରିବାର ତଥା ଗରିବ ଶ୍ରେଣୀ ର ପରିବାର କଷ୍ଟରେ ଜୀବନଯାପନ କରୁଛନ୍ତି। ଅସାଧୁ ବ୍ୟବସାୟୀ ମାନେ ଆଳୁ,!-->…
ବିଧବା ଭତ୍ତା ପାଇଁ ୬ ମାସ ହେଲା ଦୌଡୁଛନ୍ତି ଆଦିବାସୀ ଅସହାୟ ମହିଳା
ଆଦିବାସୀ ଅଧ୍ୟୁଷିତ କନ୍ଧମାଳ ଜିଲ୍ଲାରେ ରୋଜଗାର ପନ୍ଥା ନଥିବା ହେତୁ ଗରିବୀ ହଟିବାର ନାଁ ନେଉ ନାହିଁ।
ଗରିବଙ୍କ ପାଇଁ ସରକାର ଯୋଜନା କାର୍ଯ୍ୟକାରୀ କରୁଛନ୍ତି ସତ, କିନ୍ତୁ ପ୍ରକୃତରେ ଏଥିରୁ ଅନେକ ଗରିବ ପରିବାର ଅଧିକାର ପାଇବାରୁ ବଞ୍ଚିତ ହେଉଥିବା ଦୃଶ୍ୟ ଦେଖୁବାକୁ ମିଳୁଛି।
!-->!-->!-->!-->!-->!-->!-->…
ପାଣି ଘେରରେ ଥାଇ ବି ପାନୀୟ ଜଳର ଉତ୍କଟ ସମସ୍ୟା
ଉଠାଜଳସେଚନ ବିଭାଗକୁ ୩୯୦ଟି ପ୍ରକଳ୍ପ ପାଇଁ ୬୩ କୋଟି ୮୩ ଲକ୍ଷ ଟଂକା ପାଇଥିବା ବେଳେ ଏଥିରୁ ୩୪ କୋଟି ୬୪ ଲକ୍ଷ ଟଂକା ଖର୍ଚ୍ଚ ହୋଇସାରିଲାଣି। ଜିଲ୍ଲା ଶିକ୍ଷା ବଭାଗକୁ ୭୫୮ଟି କାର୍ଯ୍ୟ ପାଇଁ ୪୯ କୋଟି ୨ ଲକ୍ଷ ଟଂକା ଏଷ୍ଟିମେଟ ହୋଇଥିବା ବେଳେ ବର୍ତ୍ତମାନ ସୁଦ୍ଧା ୪୨ କୋଟି ୧୫ ଲକ୍ଷ ଟଂକା!-->…
କୃତ୍ରିମ ଅଭାବ ଜନିତ ଦରବୃଦ୍ଧି ରୋକିବା ପାଇଁ ପ୍ରଶାସନିକ ଚଢ଼ଉ
ବାତ୍ୟା ପରିସ୍ଥିତିର ସୁଯୋଗ ନେଇ ଅସାଧୁ ବ୍ୟବସାୟୀମାନେ ଆଳୁ, ପିଆଜ ଭଳି ଅତ୍ୟାବଶ୍ୟକ ଜିନିଷର କୃତ୍ରିମ ଅଭାବ ସୃଷ୍ଟି କରି କଳାବଜାରୀ, ଦରବୃଦ୍ଧି, ବେଆଇନ୍ ଭାବେ ମହଜୁଦ ଭଳି ଖବର ଓ ଅଭିଯୋଗ ଆଧାରରେ ଜିଲ୍ଲା ପ୍ରଶାସନ ତରଫରୁ ଚଢ଼ଉ କରାଯାଇଛି।
ଭଦ୍ରକ/ଭୁବନେଶ୍ୱର ୨୩-୧୦-୨୦୨୪(ପିପିଏସ!-->!-->!-->…
ଛାନିଆରେ ବୋହିନେଲେ ଆଳୁ: ଆଳୁ ୬୫, ପିଆଜ ୭୦
ବାତ୍ୟା ପ୍ରତି ସତର୍କ ରହିବାକୁ ସରକାରଙ୍କ ପରାମର୍ଶ ପରେ ଆଳୁ ଗୋଦାମ ଉପରେ ଏହାର ପ୍ରଚଣ୍ଡ ପ୍ରଭାବ ଦେଖିବାକୁ ମିଳିଛି। ବାତ୍ୟା ହେଲେ ସେହି ସମୟରେ ତଥା ତା’ର ଆଉକିଛି ଦିନଯାଏ ଦୋକାନ ବଜାର ବନ୍ଦ ରହିବା ସହିତ ଯୋଗାଣ ବନ୍ଦ ହୋଇଯିବାରୁ ଜିନିଷପତ୍ରର ଅଭାବ ସୃଷ୍ଟିହେବାର
ଭୁବନେଶ୍ୱର!-->!-->!-->!-->!-->…
ଭଙ୍ଗା ଘରେ ଗୋଟିଏ ପରିବାରର ୧୨ଜଣ ସଦସ୍ୟଙ୍କ ଜୀବନ
କନ୍ଧମାଳ ଜିଲ୍ଲା କ ନୂଆଗାଁ ବ୍ଲକ କୁଡୁତେଲି ପଞ୍ଚାୟତ ଅନ୍ତର୍ଗତ ପ୍ରେମାକିଆ ଗାଁ ଯୁଧିଷ୍ଟିର ଦିଗାଲ ନିଜ ବାପା ମା' ଭାଇ ଭଉଣୀମାନଙ୍କୁ ନେଇ ଦୀର୍ଘ ବର୍ଷରୁ ଭଙ୍ଗା କୁଡ଼ିଆ ଘରେ ରହିଆସୁଛନ୍ତି। ପରିବାର କହିବା ମୁତାବକ ଦୀର୍ଘ ବର୍ଷରୁ ୧୨ ଜଣ ସଦସ୍ୟ ବର୍ଷା ଖରା ଏହି ଝାଟିମାଟି!-->!-->!-->…