Sign in
Sign in
Recover your password.
A password will be e-mailed to you.
Browsing Category
ଦୁର୍ନୀତି
ସ୍କୁଲ୍ରେ ତାଲା ପକାଇ ଧାରଣାରେ ବସିଲେ ଛାତ୍ରଛାତ୍ରୀ
ସ୍କୁଲ୍ରେ ଆବଶ୍ୟକୀୟ ଶିକ୍ଷକ ନାହାନ୍ତି। ଯେତିକି ସଂଖ୍ୟକ ପିଲାଙ୍କ ନାମ ଲେଖା ହେଉଛି, ସେହି ତୁଳନାରେ ଶ୍ରେଣୀଗୃହ ନାହିଁ। ଶିକ୍ଷକ ଅଭାବରୁ ଅଧାଦିନ ଶ୍ରେଣୀଗୃହ ଫାଙ୍କା ପଡ଼ୁଛି।
ଭୁବନେଶ୍ୱର ୨୨-୧୦-୨୦୨୪(ପିପିଏସ) : ସ୍କୁଲ୍ରେ ଆବଶ୍ୟକୀୟ ଶିକ୍ଷକ ନାହାନ୍ତି। ଯେତିକି ସଂଖ୍ୟକ!-->!-->!-->!-->!-->…
ବର୍ଦ୍ଧିତ ମୂଲ୍ୟରେ କିଣାହେବ ଖରିଫ ଧାନ ଏବେଠୁ ସକ୍ରିୟ ହେଲେଣି ଦଲାଲ
ରାଉରକେଲା/ଭୁବନେଶ୍ୱର ୧୭-୧୦-୨୦୨୪ (ପିପିଏସ) : ରାଜ୍ୟ ସରକାର ସର୍ବନିମ୍ନ ସହାୟକ ମୂଲ୍ୟ (ଏମ୍ଏସ୍ପି) କ୍ବିଣ୍ଟାଲ ପ୍ରତି ୩୧୦୦ ଟଙ୍କାରେ ଚାଷୀଙ୍କଠୁ ଖରିଫ ଧାନ କିଣିବାକୁ ଯାଉଛନ୍ତି । କେନ୍ଦ୍ରର ଧାର୍ଯ୍ୟ ଏମ୍ଏସ୍ପିଠୁ ରାଜ୍ୟ ସରକାର ଏଥର କ୍ବିଣ୍ଟାଲ ପ୍ରତି ଅଧିକ ୮୦୦ ଟଙ୍କା!-->!-->!-->…
କେତେ ସ୍ମାର୍ଟ ହେଲା ଭୁବନେଶ୍ବର? ପ୍ରକଳ୍ପ ବନ୍ଦ ହେବାକୁ ଆଉ ୬ ମାସ ବାକି
ଭୁବନେଶ୍ବର ସ୍ମାର୍ଟ ସିଟି ଲିମିଟେଡ୍ ପ୍ରକଳ୍ପ ବନ୍ଦ ହେବାକୁ ଆଉ ୬ ମାସ ବାକି।
ଏବେ କେବଳ ନିର୍ମାଣାଧୀନ ପ୍ରକଳ୍ପ ସାରିବାକୁ ନିର୍ଦ୍ଦେଶ ରହିଛି।
ତେଣୁ ଏହାଦ୍ବାରା ଭୁବନେଶ୍ବର କେତେ ସ୍ମାର୍ଟ ହୋଇଛି, ସେ ପ୍ରଶ୍ନ ପଚାରିବାର ସମୟ ଆସିଛି।
ଭୁବନେଶ୍ୱର ୧୭-୧୦-୨୦୨୪!-->!-->!-->!-->!-->!-->!-->!-->!-->…
କଂପାନି ଗିଳୁଛି ଚାଷ ଜମି, ପ୍ରଶାସନ ନିରବ !
କିସମ ପରିବର୍ତ୍ତନ ନକରି କେମିତି ହେଲା ଶିଳ୍ପ ? ସରକାରଙ୍କୁ ରାଜସ୍ବ ଫାଙ୍କିବାକୁ ହୋଇନି ତ ହୀନ ଉଦ୍ୟମ ? ପ୍ରଶାସନ ଓ କଂପାନି ଭିତରେ ନାହିଁ ତ ମଧୁଚନ୍ଦ୍ରିକା ? କଟକ-ପାରାଦୀପ ରାଜପଥ କଡରେ ଥିବା ରାଜସ୍ବ ଅଧିକାରୀଙ୍କ ଅଫିସ ପଛପଟେ ଏତେ ବଡ଼ ଶିଳ୍ପ ଛିଡ଼ା ହୋଇଥିଲେ ବି ପ୍ରଶାସନ!-->!-->!-->!-->!-->…
ସାକାର ହେବ ଗ୍ରୀଡ଼ ନିର୍ମାଣ
ଟିଟିଲାଗଡ଼,୧୬-୧୦-୨୦୨୪(ପିପିଏସ) : ତତଲାଗଡ଼ ଭାବରେ ପରିଚିତ ଟିଟିଲାଗଡ଼ରେ ବିଦ୍ୟୁତ ଗୁଲ, ବିଦ୍ୟୁତ କାଟ ନେଇ ଅନେକ ଆନ୍ଦୋଳନସହ ମାମଲା ଉଚ୍ଚ ନ୍ୟାୟାଳୟ ପର୍ଯ୍ୟନ୍ତ ଯାଇଛି l ହେଲେ ଏହାର ସମାଧାନ କେବେ ହୋଇପାରିନାହିଁ l ଦୀର୍ଘ ୨୪ ବର୍ଷ ଧରି ଶାସନ ଗାଦିରେ ରହିଥିବା ବିଜେଡ଼ି ସରକାର!-->…
ଆବର୍ଜନାରୁ ମୁକୁଳିପାରୁନି ସହର
ମାସକୁ ଠିକା ସଂସ୍ଥା ନେଉଛି ୧୫ ଲକ୍ଷ
କୋରାପୁଟ/ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ୨୧ ୱାର୍ଡ ବିଶିଷ୍ଟ କୋରାପୁଟ ପୌରାଞ୍ଚଳର ସଫେଇ ଦାୟିତ୍ଵ ନେଇଛି ୨ଟି ଘରୋଇ ସଂସ୍ଥା। ତେବେ ଉପଯୁକ୍ତ ଦେଖାରଖା ଓ ପରିଚାଳନା ସମନ୍ବୟ ଅଭାବରୁ ଅସୁବିଧା ଭୋଗୁଛନ୍ତି ସହରବାସୀ । ସଫେଇ ପାଇଁ!-->!-->!-->…
ଅଭାବୀ ବିକ୍ରିର ଶିକାର ଅଦା ଚାଷୀ
ସରକାର କୋରାପୁଟ ଜିଲ୍ଲାରେ ଅମଳ ହେଉଥିବା ମାଣ୍ଡିଆ କିମ୍ବା କଫି ଭଳି ଅଦାକୁ ପ୍ରୋସାହନ ମିଳୁ ନାହିଁ । ଫଳରେ ଚାଷୀ ଯେଉଁ ଆଗ୍ରହରେ ଅଦାଚାଷ କରୁଛନ୍ତି ସେହି ହିସାବରେ ନିଜର ପ୍ରାପ୍ୟ ପାଉନାହାନ୍ତି
କୋରାପୁଟ/ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ସରକାର କୋରାପୁଟ ଜିଲ୍ଲାରେ ଅମଳ!-->!-->!-->…
ଘୁଷୁରୀ ଓ ମଣିଷର ବାସସ୍ଥାନ ଗୋଟିଏ
ଆଦିମ ଜନଜାତି ବଣ୍ଡା, ଦିଦାୟୀ, କୋୟା, କନ୍ଧ, ଦୁରୁଆ, ପରଜା, ଗାଦବା ଭଳି ବହୁ ଆଦିବାସୀ ସଂପ୍ରଦାୟର ଲୋକେ କାହିଁ କେଉଁ କାଳରୁ ଏଠାରେ ବସବାସ କରିଆସୁଛନ୍ତି। ଏମାନଙ୍କର ୧୨ ମାସରେ ୧୩ ପର୍ବ ପାଳନ କରନ୍ତି।
ମାଲକାନଗିରି/ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ଆଦିବାସୀ ଅଧ୍ୟୁଷିତ!-->!-->!-->…
ଶ୍ରୀମନ୍ଦିରରେ ଓମ୍ଫେଡ୍ ଘିଅ ବ୍ୟବହାର ନେଇ ନିଷ୍ପତ୍ତି
ଚିଠି ଲେଖିଲେ ମୁଖ୍ୟ ପ୍ରଶାସକ
ପୁରୀ/ଭୁବନେଶ୍ୱର ୧୬-୧୦-୨୦୨୪(ପିପିଏସ) : ବିଶ୍ବ ପ୍ରସିଦ୍ଧ ପୁରୀ ଶ୍ରୀମନ୍ଦିରରେ କେବଳ ଓମ୍ଫେଡ୍ ଘିଅର ବ୍ୟବହାର ନେଇ ଗୁରୁତ୍ବପୂର୍ଣ୍ଣ ନିଷ୍ପତ୍ତି ହୋଇଛି। ଏନେଇ ମୁଖ୍ୟ ପ୍ରଶାସକ ଚିଠି ଖେଲିଥିବା ସୂଚନା ମିଳିଛି। ଆବଶ୍ୟକତା ଦୃଷ୍ଟିରୁ!-->!-->!-->!-->!-->…
ଆବାସ ଘର ଭଡ଼ାରେ ଦେଇ ପୁଣି ବସ୍ତିରେ ଡେରା
୮ ପ୍ରକଳ୍ପରେ ବିଏମ୍ସିର ଚଢ଼ଉ
ବସ୍ତିରେ ରହୁଥିବା ଲୋକଙ୍କୁ ସରକାର ଆବାସ କରି ଘର ଦେଲେ।
କିନ୍ତୁ ଘର ପାଇବା ପରେ ତାକୁ ଭଡ଼ାରେ ଲଗାଇ ସେମାନେ ପୁଣି ବସ୍ତିକୁ ଫେରିଗଲେ। ଫଳରେ ବସ୍ତି ବଢ଼ିବଢ଼ି ଚାଲିଲା।
ଭୁବନେଶ୍ୱର ୧୦-୧୦-୨୦୨୪ (ପିପିଏସ) : ବସ୍ତିରେ ରହୁଥିବା ଲୋକଙ୍କୁ!-->!-->!-->!-->!-->!-->!-->!-->!-->…