Browsing Category

ନାରୀ

ଆସିଲା ସୁଭଦ୍ରାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା

ପୂର୍ବ ଘୋଷଣା ମୁତାବକ ଆଜି ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟ ଟଙ୍କା ହିତାଧିକାରୀଙ୍କ ଆକାଉଣ୍ଟକୁ ଆସିଛି | ଏହାସହିତ ଆଜି ସୁଭଦ୍ରା ହିତାଧିକାରୀଙ୍କ ସଂଖ୍ୟା କୋଟିଏ ଛୁଇଁଛି | ପ୍ରଭାତୀ ପରିଡା ଘୋଷଣା କରିଛନ୍ତି ଯେ ଆଜି ୨ ଲକ୍ଷ ୩୦ ହଜାରରୁ ଊର୍ଦ୍ଧ୍ବ ମହିଳାଙ୍କୁ ଟଙ୍କା ମିଳିଛି|

ସୁଭଦ୍ରା ଯୋଜନାର ସଫଳତା ପାଳନ ପାଇଁ ଘରର ମୁଖ୍ୟ ଦ୍ୱାର ସମ୍ମୁଖରେ ଦୀପ ଜାଳନ୍ତୁ: ଉପମୁଖ୍ୟମନ୍ତ୍ରୀଙ୍କ ଅନୁରୋଧ

ଓଡ଼ିଶା ସରକାର ଗୁରୁବାର ଦିନ ସୁଭଦ୍ରା ଯୋଜନାର ପ୍ରଥମ କିସ୍ତିର ପଞ୍ଚମ ପର୍ଯ୍ୟାୟରେ ୨.୩୦ ଲକ୍ଷ ମହିଳା ହିତାଧିକାରୀଙ୍କୁ ୫୦୦୦ ଟଙ୍କା ଲେଖାଏଁ ପ୍ରଦାନ କରିଛନ୍ତି। ଏହା ସହିତ, ପାଞ୍ଚଟି ପର୍ଯ୍ୟାୟରେ ମୋଟ ୧.୨୦ କୋଟି ହିତାଧିକାରୀଙ୍କୁ ଏହି ଯୋଜନାରେ ଅନ୍ତର୍ଭୁକ୍ତ କରାଯାଇଛି

  ରାଜ୍ୟରେ ସୁଭଦ୍ରା ଶୋଭାଯାତ୍ରା

ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର ବିଭିନ୍ନ ସ୍ଥାନରେ ସୁଭଦ୍ରା ଶୋଭାଯାତ୍ରାର ଆୟୋଜନ କରାଯାଇଛି।ଶୋଭାଯାତ୍ରା ମାଧ୍ୟମରେ କଥା ଦେଇ କଥା ରଖିଥିବା ସରକାରଙ୍କୁ ଧନ୍ୟବାଦ ଦେଇଛନ୍ତି ମହିଳା। ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) : ଆଜି ସକାଳୁ ରାଜଧାନୀ ଭୁବନେଶ୍ୱର ସମେତ ରାଜ୍ୟର

କୁଳପତିମାନଙ୍କୁ ରାଜ୍ୟପାଳଙ୍କ ପରାମର୍ଶ: କ୍ୟାମ୍ପସ୍‌ରେ ‌ଯୌନ ନିର୍ଯାତନା ରୋକ

ବିଶ୍ବବିଦ୍ୟାଳୟ ସମେତ ରାଜ୍ୟର ଉଚ୍ଚ ଶିକ୍ଷାନୁଷ୍ଠାନରେ ଯୌନ ନିର୍ଯାତନା ରୋକିବା ଦିଗରେ ବିହିତ ପଦକ୍ଷେପ ନେବାର ସମୟ ଆସିଛି। ଏଥିସହ ଡିଜିଟାଲ ଯୁଗରେ ସାଇବର ଅପରାଧ ବୃଦ୍ଧି ପାଉଥିବାରୁ ସାଇବର୍‌ ନିରାପତ୍ତା ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) : ବିଶ୍ବବିଦ୍ୟାଳୟ ସମେତ ରାଜ୍ୟର ଉଚ୍ଚ

ଘର ଘର ବୁଲି ସର୍ଭେ ହେବ: ଉପମୁଖ୍ୟମନ୍ତ୍ରୀ

ସୁଭଦ୍ରା ଯୋଜନା ହିତାଧିକାରୀଙ୍କୁ ଚିହ୍ନଟ ପାଇଁ ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) : ସୁଭଦ୍ରା ଯୋଜନାରୁ ବାଦ୍ ପଡ଼ିଥିବା ହିତାଧିକାରୀମାନଙ୍କୁ ଚିହ୍ନଟ କରିବା ପାଇଁ ସରକାରୀ ଅଧିକାରୀ ଘର ଘର ବୁଲି ସର୍ଭେ କରିବେ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା କହିଛନ୍ତି।ଓଡ଼ିଶା ସରକାର

କୁଚିଣ୍ଡାରେ ସୁଭଦ୍ରା ସଚେତନତା ଶୋଭାଯାତ୍ରା

ଅନ୍ତର୍ଜାତିକ ମହିଳା ଦିବସ ଉପଲକ୍ଷେ ସମନ୍ୱିତ ଶିଶୁ ବିକାଶ ପ୍ରକଳ୍ପ ଆନୁକୂଲ୍ୟରେ ବୁଧବାର ମାର୍ଚ୍ଚ ୫ ତାରିଖ ସକାଳ ୭.୩୦ରୁ ପୂର୍ବାହ୍ନ ୧୦.୩୦ ମଧ୍ୟରେ ଏକ ସୁଭଦ୍ରା ସଚେତନତା ଶୋଭାଯାତ୍ରା ବାହାରି କୁଚିଣ୍ଡା ସହର ପରିକ୍ରମା କରିଥିଲା କୁଚିଣ୍ଡା/ଭୁବନେଶ୍ୱର ୦୫-୦୩-୨୦୨୫(ପିପିଏସ) :

କିଟ୍ କାଣ୍ଡ

ଜାତୀୟ ମାନବାଧିକାର କମିସନଙ୍କ ତଦନ୍ତ ନିର୍ଦ୍ଦେଶ କିଟ୍ ବିଶ୍ବବିଦ୍ୟାଳୟରେ ନେପାଳୀ ଛାତ୍ରୀ ପ୍ରକୃତି ଲାମସାଙ୍କ ମୃତ୍ୟୁ ଘଟଣାକୁ ଜାତୀୟ ମାନବାଧିକାର କମିସନ୍ ଗୁରୁତ୍ବର ସହ ନେଇଛନ୍ତି। ଏହି ଘଟଣାର ତଦନ୍ତ କରିବାକୁ ନିର୍ଦ୍ଦେଶ ଦେଇଛନ୍ତି। ଟିମ୍ ଗଠନ କରି କିଟ୍ ବିଶ୍ବବିଦ୍ୟାଳୟ

‘ତଳସ୍ତରରୁ ଆସି ମୁଖ୍ୟମନ୍ତ୍ରୀ ହୋଇଛି, ସମସ୍ତଙ୍କ ଦୁଃଖ ସୁଖ ଜାଣି ପାରୁଛି’

ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ମୟୂରଭଞ୍ଜଗସ୍ତ ଅବସରରେ ଖିଚିଂ ମହୋତ୍ସବରେ ମୁଖ୍ୟଅତିଥି ଭାବେ ଯୋଗ ଦେଇ କହିଛନ୍ତି, ଓଡ଼ିଶାରେ ଡବଲ ଇଞ୍ଜିନ ସରକାରରେ ବିଭିନ୍ନ ଉନ୍ନୟନ ମୂଳକ ଯୋଜନାର ଶୁଭାରମ୍ଭ କରାଯାଉଛି। ରାଇରଙ୍ଗପୁର/ଖିଚିଂ/ଭୁବନେଶ୍ୱର ୦୧-୦୩-୨୦୨୫ (ପିପିଏସ ) : ମୁଖ୍ୟମନ୍ତ୍ରୀ

ସୁଭଦ୍ରା ଶକ୍ତି ମେଳା ୨୦୨୫: ୬ ଦିନରେ ବ୍ୟବସାୟ ୨ କୋଟିରୁ ଅଧିକ

ଭୁବନେଶ୍ୱର ସ୍ଥିତ ଜନତା ମଇଦାନରେ ସୁଭଦ୍ରା ଶକ୍ତି ମେଳା ୨୦୨୫ ହଜାର ହଜାର ଦର୍ଶକଙ୍କ ପାଇଁ ପାରମ୍ପରିକ କଳା, ସଂସ୍କୃତି ଓ ଐତିହ୍ୟ ସହ ସ୍ୱୟଂ ସହାୟକ ଗୋଷ୍ଠୀ ସଦସ୍ୟାଙ୍କ ହାତ ତିଆରି ଉତ୍ପାଦର ଏକ କେନ୍ଦ୍ର ସାଜିଥିବା ବେଳେ,  ମିଲେଟ୍-ଆଧାରିତ ସ୍ନାକ୍ସ୍ ଓ ନାନା ରକମର ଓଡ଼ିଆ ବ୍ୟଞ୍ଜନର

ମାର୍ଚ୍ଚ ୮ରେ ମିଳିବ ସୁଭଦ୍ରାର ଦ୍ଵିତୀୟ କିସ୍ତି

ଆସନ୍ତା ମାର୍ଚ୍ଚ ୮ରେ ସୁଭଦ୍ରା ଯୋଜନାର ଦ୍ଵିତୀୟ କିସ୍ତି ଟଙ୍କା ମିଳିବ | ବ୍ରହ୍ମପୁରରେ ଏକ ସ୍ୱତନ୍ତ୍ର କାର୍ଯ୍ୟକ୍ରମରେ ଏହି କିସ୍ତି ଟଙ୍କା ମିଳିବ | ଏନେଇ ସୂଚନା ଦେଇଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା | ପାଖାପାଖି ୧ କୋଟି ହିତାଧିକାରୀଙ୍କୁ ସୁଭଦ୍ରା ଟଙ୍କା ମିଳିବ |