Browsing Category

ନାରୀ

ଇତିହାସ ରଚିଲେ ବଣ୍ଡା ସଂପ୍ରଦାୟର ଝିଅ

ୟୁଟ୍ୟୁବରୁ ଶିକ୍ଷା ଗ୍ରହଣ କରି ହେଲେ ଅଫିସର ସର୍ବପୁରାତନ ଜନଜାତି ହେଉଛନ୍ତି ବଣ୍ଡା ଜନଜାତି। ଏହି ଜନଜାତିର ଜଣେ ଝିଅ ଏବେ ଓଏଏସ୍‌ ହୋଇଛନ୍ତି। ବଣ୍ଡା ଜନଜାତିର ଝିଅଟି ପିଲାଦିନରୁ ଅଭାବ ଅନାଟନରେ ବଢିଛନ୍ତି। ପାଠ ପଢିବାର ପରିବେଶ ନଥିବା ବେଳେ ମଧ୍ୟ ସେ ନିଜର

ଭରତପୁର ଥାନା ଘଟଣା: କେସ୍ ଡାଏରି ଦାଖଲ ପାଇଁ ହାଇକୋର୍ଟଙ୍କ ନିର୍ଦ୍ଦେଶ

କଟକ ,୧୮-୧୦-୨୦୨୪(ପିପିଏସ) : ରାଜଧାନୀ ଭୁବନେଶ୍ବରର ବହୁଚର୍ଚ୍ଚିତ ଭରତପୁର ଥାନା ଘଟଣାରେ ନିଲମ୍ବିତ ପୁଲିସ ଏସଆଇ ବୈଶାଳିନୀ ପଣ୍ଡା, ଏଏସଆଇ ସାଗରିକା ରଥ, ସଲିଳାମୟୀ ସାହୁ, କନଷ୍ଟେବଳ ବଳରାମ ହାଁସଦାଙ୍କ ଅଡ଼ୁଆ ବଢିଛି। ଜଷ୍ଟିସ ସଙ୍ଗମ କୁମାର ସାହୁଙ୍କୁ ନେଇ ଗଠିତ ଅବକାଶକାଳୀନ

ଶାଶୁଘରେ ପହଞ୍ଚିବା ପୂର୍ବରୁ ନବବଧୂଙ୍କ ମଥାରୁ ଲିଭିଲା ସିନ୍ଦୁର

ଧୁମଧାମରେ ବିବାହ ପରେ ନବବଧୂଙ୍କୁ ନେଇ ଟ୍ରେନ ଯୋଗେ ଘରକୁ ଫେରୁଥି‌ଲେ ବର। ବାଟରେ ଦୁର୍ଘଟଣାରେ ସମ୍ମୁଖୀନ ହେଲେ ବର। ଶାଶୁଘରେ ପହଞ୍ଚିବା ପୂର୍ବରୁ ନବବଧୂଙ୍କ ମଥାରୁ ଲିଭିଲା ସିନ୍ଦୂର। ନୂଆଦିଲ୍ଲୀ/ଭୁବନେଶ୍ୱର ୧୮-୧୦-୨୦୨୪(ପିପିଏସ) :  ଉତ୍ତରପ୍ରଦେଶ ସିକରିରୁ ଏକ ଦୁଃଖଦ

ବ୍ରିଟ୍‌ କଲୋନି ମହିଳାଙ୍କ ନେତୃତ୍ବରେ ମା’ଙ୍କ ପୂଜାର୍ଚ୍ଚନା

ରାଜଧାନୀରରେ ମା’ ଦୁର୍ଗାଙ୍କ ପୂଜା ପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାୟରେ ପହଞ୍ଚିଛି। ପ୍ରାୟ ସମସ୍ତ ପୂଜା କମିଟି ପୁରୁଷମାନଙ୍କ ଦାୟିତ୍ବରେ। ହେଲେ ବଡ଼ବଡ଼ ବ୍ରିଟ୍‌ କଲୋନିର କିଛି ମହିଳା ଏକାଠି ହୋଇ ମା’ ଦୁର୍ଗାଙ୍କ ପୂଜା କରୁଛନ୍ତି। ଭୁବନେଶ୍ୱର ୦୯-୧୦-୨୦୨୪ (ପିପିଏସ) :

ନାକେଦମ୍‌ କଲେ ନିଶାସକ୍ତ ମହିଳା

ସିଟ୍‌ ଛାଡ଼ି ଦୌଡ଼ିଲେ ଡାକ୍ତର ଶବକୁ ଆଲିଙ୍ଗନ କଲେ କାମୁଡ଼ାରେ ଘାଇଲା କନେଷ୍ଟବଳ ଭୁବନେଶ୍ୱର ୦୯-୧୦-୨୦୨୪ (ପିପିଏସ) : ଦିନକୁ ଦିନ ରାଜଧାନୀରେ ନିଶାସକ୍ତ ମହିଳାଙ୍କ ଉତ୍ପାତ ପୁଲିସକୁ ନାକେଦମ୍‌ କରୁଛି। କଳ୍ପନା ଛକରୁ ଉଦ୍ଧାର ହୋଇଥିବା ଜଣେ ନିଶାସକ୍ତ ମହିଳାଙ୍କ ପାଇଁ

ମହିଳାଙ୍କୁ ପୂଜା ଭେଟି:ଖାତାକୁ ଗଲା ‘ସୁଭଦ୍ରା ‘ଟଙ୍କା

‘ସୁଭଦ୍ରା’ ପ୍ରଥମ ପର୍ଯ୍ୟାୟର ପ୍ରଥମ କିସ୍ତିର ଟଙ୍କା ଭୁବନେଶ୍ୱରରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଡିବିଟି ମାଧ୍ୟମରେ ମହିଳାଙ୍କ ଖାତାକୁ ପ୍ରଦାନ କରିଥିବା ବେଳେ ଦ୍ବିତୀୟ ପର୍ଯ୍ୟାୟରେ ବାରିପଦାରେ ରାଜ୍ୟର ୪୦ଲକ୍ଷ ରୁ ଅଧିକ ମହିଳାଙ୍କୁ ଟଙ୍କା ଦେଇଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ଚରଣ

ସୁଭଦ୍ରା ଯୋଜନାର ସଫଳ ରୂପାୟନ କରିଛୁ : ମୁଖ୍ୟମନ୍ତ୍ରୀ

ବାରିପଦା/ଭୁବନେଶ୍ୱର ୦୯-୧୦-୨୦୨୪ (ପିପିଏସ) : ଆମେ ଦେଇଥିବା କଥା ରଖିଛୁ ଏବଂ ମା’ମାନଙ୍କୁ ‘ସୁଭଦ୍ରା’ ଯୋଜନାରେ ଟଙ୍କା ପ୍ରଦାନ କରିଛୁ। ବହୁ ପ୍ରତୀକ୍ଷିତ ‘ସୁଭଦ୍ରା’ ଯୋଜନାର ସଫଳ ରୂପାୟନ କରିଛୁ। ମହିଳାଙ୍କୁ ସ୍ବାବଲମ୍ବୀ କରିବାରେ ଏହା ସହାୟକ ହେଉଛି। ଏହା କହିଛନ୍ତି

ଆଜି ‘ସୁଭଦ୍ରା’ ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ପରୀକ୍ଷାମୂଳକ ଭାବେ ପଠାଗଲା ୧ଟଙ୍କା

ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ଆଜି ସୁଭଦ୍ରା ହିତାଧିକାରୀଙ୍କ ବ୍ୟାଙ୍କ ଆକାଉଣ୍ଟକୁ ଆସିଲା ୧ଟଙ୍କା। ୯ ତାରିଖରେ ପ୍ରଥମ କିସ୍ତି ଦିଆଯିବା ଆଗରୁ ଆଜି ପରୀକ୍ଷାମୂଳକ ଭାବେ ଯୋଗ୍ୟ ହିତାଧିକାରୀଙ୍କ ଖାତାକୁ ୧ଟଙ୍କା ଲେଖାଏଁ ପଠାଯିବ ବୋଲି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା କିଛି ସମୟ

ଦୁଇ ମହିଳା ସାମାଜିକ କର୍ମୀ ହାତାହାତି

ଭୁବନେଶ୍ୱର, ୦୭-୧୦-୨୦୨୪ (ପିପିଏସ) : ସୋସିଆଲ ମିଡିଆରେ ପୋଷ୍ଟକୁ ନେଇ ଜୟଦେବଭବନ ପାର୍କିଂରେ ଦୁଇ ମହିଳା ସାମାଜିକ କର୍ମୀ ଶୁଭଲକ୍ଷ୍ମୀ ରାଉତ ଓ  ମୋନାଲିସା ମଲ୍ଲିକ ହାତାହାତି ହୋଇଛନ୍ତି। ଏନେଇ ଉଭୟ ପକ୍ଷରୁ କ୍ୟାପିଟାଲ ଥାନାରେ ମାମଲା ରୁଜୁ ହୋଇଛି। ସୂଚନାନୁସାରେ ଅପରାହ୍ନରେ ଜଣେ

ପୁଣି ଭାରରେ ବୁହାହେଲେ ରୋଗୀ

ଚିତ୍ରକୋଣ୍ଡାରେ ଅଭାବନୀୟ ଦୃଶ୍ୟ ଚିତ୍ରକୋଣ୍ଡା/ଭୁବନେଶ୍ୱର ୩୦-୦୯-୨୦୨୪ (ପିପିଏସ) : ଭାରରେ ବୁହାହେଲେ ରୋଗୀ, ଏପରି ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି ମାଲକାନଗିରି ଜିଲ୍ଲା ଚିତ୍ରକୋଣ୍ଡା ବ୍ଲକ ନୂଆଗୁଡା ପଂଚାୟତର ରଥଗୁଡା ଗ୍ରାମରେ। ତେବେ କୋରୁକୋଣ୍ଡା ବ୍ଲକ ନିଳାକାମ୍ବେରୁ ପଞ୍ଚାୟତ