Sign in
Sign in
Recover your password.
A password will be e-mailed to you.
Browsing Category
ନାରୀ
ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ ପ୍ରତିଯୋଗିତା
ମାଣିଆବନ୍ଧ ପୁରସ୍କୃତ,ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର, ୨୮-୦୯-୨୦୨୪(ପିପିଏସ) : ଶ୍ରେଷ୍ଠ ପର୍ଯ୍ୟଟନ ଗ୍ରାମ ପ୍ରତିଯୋଗିତାରେ ପୁରସ୍କୃତ ହୋଇଛି ଓଡ଼ିଶାର ମାଣିଆବନ୍ଧ ଗାଁ। ବୟନଶିଳ୍ପୀ କ୍ଷେତ୍ରରେ ସ୍ୱତନ୍ତ୍ର ପରିଚୟ ସୃଷ୍ଟି କରିଥିବା କଟକ ଜିଲ୍ଲାର ମାଣିଆବନ୍ଧ ଗାଁକୁ!-->!-->!-->…
ପୁଲିସଙ୍କ ଆଚରଣ-ଉଚ୍ଚାରଣ ଉପରେ ମୁଖ୍ୟମନ୍ତ୍ରୀଙ୍କ ଗୁରୁତ୍ବାରୋପ
ସପ୍ତାହକ ମଧ୍ୟରେ ମହିଳା ହିଂସା ତଥ୍ୟ ଲୋଡିଲେ
ଭୁବନେଶ୍ୱର, ୨୮-୦୯-୨୦୨୪(ପିପିଏସ) : ଜିଲ୍ଲାପାଳ ଓ ଏସ୍ପିଙ୍କ ମିଳିତ ସମ୍ମିଳନୀରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସମ୍ବୋଧିତ କରି କହିଛନ୍ତି ମୋ ରାଜ୍ୟର ପୁଲିସ ବିଭାଗଠାରୁ ଅତ୍ୟନ୍ତ ଉଚ୍ଚକୋଟୀର ସେବା ମୁଁ ଆଶା କରୁଛି। ଯାହାଦ୍ବାରା!-->!-->!-->…
ନର୍ସିଂ ଆନ୍ଦୋଳନ ବଢ଼ାଇଲାଣି ଚିନ୍ତା ! ସ୍ୱାସ୍ଥ୍ୟସେବା ଠପ୍, ରୋଗୀ ହୀନସ୍ତା
ଆଜି ସିରିଞ୍ଜ ଛାଡ୍, କାଲିଠୁ ଅହୋରାତ୍ର ଧାରଣା ଚେତାବନୀ । ନର୍ସ ସଂଘକୁ ଆନ୍ଦୋଳନରୁ ଓହରିବାକୁ ସ୍ବାସ୍ଥ୍ୟମନ୍ତ୍ରୀଙ୍କ ଅପିଲ୍ ।
ଭୁବନେଶ୍ୱର ୨୭-୦୯-୨୦୨୪(ପିପିଏସ) : ମେଡ଼ିକାଲରେ ଦୟନୀୟ ହେଲାଣି ରୋଗୀଙ୍କ ଅବସ୍ଥା । ହିମୋଗ୍ଲୋବିନ୍ କମିଯାଇଥିବା କାହା ପିଲାକୁ ଦିଆଯାଇପାରୁନି ରକ୍ତ ତ!-->!-->!-->…
ଓଡ଼ିଶାରେ ଲୁଚିଛି ହତ୍ୟାକାରୀ!
ଭୁବନେଶ୍ୱର, ୨୫-୦୯-୨୦୨୪(ପିପିଏସ): କର୍ଣ୍ଣାଟକ ବେଙ୍ଗାଲୁରୁରେ ବହୁଚର୍ଚ୍ଚିତ ମହାଲକ୍ଷ୍ମୀଙ୍କ ହତ୍ୟା ଘଟଣାରେ ଗୁରୁତୁପୁର୍ଣ୍ଣ ସୂଚନା ଦେଇଛନ୍ତି କର୍ଣ୍ଣାଟକ ଗୃହମନ୍ତ୍ରୀ ଜି ପରମେଶ୍ୱର | ସେ ଆଜି କହିଛନ୍ତି ଯେ ୨୯ ବର୍ଷ ବୟସ୍କା ମହିଳାଙ୍କ ନିର୍ମମ ହତ୍ୟା ଘଟଣାରେ ସମ୍ପୃକ୍ତ ଅଭିଯୁକ୍ତ!-->…
ସୁଭଦ୍ରା ଯୋଜନାରେ ୯୨ ଲକ୍ଷ ଆବେଦନ: ପ୍ରଭାତୀ ପରିଡ଼ା
ଭୁବନେଶ୍ୱର, ୨୫-୦୯-୨୦୨୪(ପିପିଏସ): ଏଯାଏ ୯୨ ଲକ୍ଷ ମହିଳା ସୁଭଦ୍ରା ଯୋଜନାରେ ଆବେଦନ କରିସାରିଲେଣି। ଏନେଇ ଆଜି ସୂଚନା ଦେଇଛନ୍ତି ଉପ-ମୁଖ୍ୟମନ୍ତ୍ରୀ ତଥା ମହିଳା ଓ ଶିଶୁ ବିକାଶ ମନ୍ତ୍ରୀ ପ୍ରଭାତୀ ପରିଡ଼ା। ଏହି ସଂଖ୍ୟ ସପ୍ତାହକ ଭିତରେ ଏକ କୋଟି ଛୁଇଁବ ବୋଲି ସେ ଆଶା ପ୍ରକାଣ କରିଛନ୍ତି।!-->…
ଆନ୍ଦୋଳନ ଜାରିରଖିବେ ନର୍ସ
ଭୁବନେଶ୍ୱର, ୨୫-୦୯-୨୦୨୪(ପିପିଏସ): ରାଜ୍ୟ ସରକାରଙ୍କ ସହିତ ଓଡ଼ିଶା ନର୍ସିଂ କର୍ମଚାରୀ ସଂଘର ଆଲୋଚନା ବିଫଳ ହୋଇଛି। ନର୍ସିଂ କର୍ମଚାରୀମାନେ ଆସନ୍ତାକାଲି (୨୦୨୪ ସେପ୍ଟେମ୍ବର ୨୬) ଯାଏଁ ଜରୁରୀକାଳୀନ ସେବାରେ ନିୟୋଜିତ ହେବାକୁ ସ୍ଥିର କରିଛନ୍ତି। ଏହା ପରେ ସେପ୍ଟେମ୍ବର ୨୭ ତାରିଖ ଠାରୁ!-->…
ହରିଆଣା ନିର୍ବାଚନ ଯୁଦ୍ଧରେ ଦୁଇ ମହିଳା ମଲ୍ଲଯୋଦ୍ଧା
ନୂଆଦିଲ୍ଲୀ/ଭୁବନେଶ୍ୱର,୨୩-୦୯-୨୦୨୪(ପିପିଏସ ) : ହରିଆଣାରେ ଆଗାମୀ ବିଧାନସଭା ନିର୍ବାଚନ ହେବାକୁ ଯାଉଥିବା ବେଳେ ଜୁଆନା ନିର୍ବାଚନମଣ୍ଡଳୀରେ ସବୁଠାରୁ ରୋଚକ ଲଢ଼େଇ ଦେଖିବାକୁ ମିଳିବ। ଏହି ନିର୍ବାଚନ ଯୁଦ୍ଧରେ ଦୁଇ ମହିଳା ମଲ୍ଲଯୋଦ୍ଧାଙ୍କର ଦଙ୍ଗଲ ସମସ୍ତଙ୍କୁ ଆକର୍ଷିତ କରିଛି। ଜୁଆନାର!-->…
କନେଷ୍ଟବଳଙ୍କ ଦବଙ୍ଗଗିରି
ଦଶରଥପୁର/ଭୁବନେଶ୍ୱର,୨୩-୦୯-୨୦୨୪(ପିପିଏସ ): ଯାଜପୁର ଜିଲ୍ଲା ଦଶରଥପୁର ବ୍ଲକ ରାମବାଗ ଫାଣ୍ଡି କନେଷ୍ଟବଳ ଜିତେନ୍ଦ୍ର ବିଶ୍ୱାଳଙ୍କ ଦବଙ୍ଗଗିରି। ରାତିଅଧରେ ନର୍ସଙ୍କର ମଙ୍ଗଳପୁର ଭଡ଼ାଘରେ ପଶି କଲେ ପ୍ରେମ ନିବେଦନ, ମାତ୍ର କଥା ନମାନିବାରୁ ଦେଲେ ନିସ୍ତୁକ ମାଡ଼ ମାରିଥିବାର ଅଭିଯୋଗ ହୋଇଛି।!-->…
ଭରତପୁର ଥାନା ପ୍ରସଙ୍ଗ: ଏକାଠି ହେଲା ପୁଲିସ
ବିନା ଅନୁମତିରେ ପୁଲିସ ଏଭଳି ଏକାଠି ହୋଇପାରିବେ ନାହିଁ: ସିପି ସଞ୍ଜୀବ ପଣ୍ଡା
ଭୁବନେଶ୍ୱର,୨୨-୦୯-୨୦୨୪(ପିପିଏସ) : ଆଜି ଅପରାହ୍ନରେ ରିଜର୍ଭ ପୁଲିସ ପଡ଼ିଆରେ ହାବିଲଦାରଙ୍କଠାରୁ ଏଡିସିପି ରୢାଙ୍କ୍ର ଶହଶହ ପୁଲିସ କର୍ମଚାରୀ ଏକାଠି ହୋଇଥିଲେ। ନିଲମ୍ବିତ ହୋଇଥିବା ପୁଲିସ ଅଧିକାରୀ!-->!-->!-->!-->!-->…
ସୁଭଦ୍ରା ଯୋଜନା ନାଁରେ ଯନ୍ତ୍ରଣା
ଝରିଗାଁ/ଭୁବନେଶ୍ୱର ୧୯-୦୯-୨୦୨୪(ପିପିଏସ) : ରାଜ୍ୟ ସରକାର ମହିଳାମାନଙ୍କୁ ସ୍ୱାବଲମ୍ବୀ କରିବା ପାଇଁ ‘ସୁଭଦ୍ରା’ ଯୋଜନା ଆରମ୍ଭ କରିଛନ୍ତି। ସରକାର ଆଗାମୀ ପାଞ୍ଚ ବର୍ଷ ମଧ୍ୟରେ ଏହି ଯୋଜନାରେ ସାମିଲ ହିତାଧିକାରୀମାନଙ୍କୁ ୫୦ ହଜାର ଟଙ୍କା ଲେଖାଏଁ ପ୍ରଦାନ କରିବା ପାଇଁ ସ୍ଥିର କରିଛନ୍ତି।!-->…